Base Word
שׁוֹר
Short Definitiona bullock (as a traveller)
Long Definitionox, bull, a head of cattle
Derivationfrom H7788
International Phonetic Alphabetʃor
IPA modʃo̞wʁ
Syllablešôr
Dictionshore
Diction Modshore
Usagebull(-ock), cow, ox, wall (by mistake for H7791)
Part of speechn-m

Genesis 32:5
ମାରେ ଗାଈଗୁଡ଼ିକ, ଗର୍ଦ୍ଧଭଗୁଡ଼ିକ, ପଶୁଗଣ, ମନୁଷ୍ଯଗଣ, ସବେକ ଓ ସବେୀକାଗଣ ଅଛନ୍ତି। ମୁନିବ ମୁଁ ଅନୁଗ୍ରହ ପାଇବା ନିମନ୍ତେ ଏହି ଦୂତଗଣଙ୍କୁ ପଠାଉଛି। ଦୟାକରି ସମାନଙ୍କେୁ ଗ୍ରହଣ କର।'

Genesis 49:6
ସମାନେେ ଗୁପ୍ତ ରେ ମନ୍ଦ ଯୋଜନା କରନ୍ତି। ହେ ମାରେ ପ୍ରାଣ ସମାନଙ୍କେର ଗୁପ୍ତମନ୍ତ୍ରଣା ରେ ପ୍ରବେଶ କର ନାହିଁ। ସମାନଙ୍କେ ସଭା ରେ ମିଳିତ ହୁଅ ନାହିଁ, କାରଣ ସମାନେେ କୋର୍ଧିତ ଥିଲା ବେଳେ ମନୁଷ୍ଯମାନଙ୍କୁ ହତ୍ଯା ଏବଂ ସମାନଙ୍କେ ଆନନ୍ଦ ପାଇଁ ବଳଦଗୁଡ଼ିକୁ ହତ୍ଯା କଲେ।

Exodus 20:17
ତୁମ୍ଭେ ଆପଣା ପ୍ରତିବେଶୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବେଶୀର ଭାର୍ୟ୍ଯା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବେଶୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।

Exodus 21:28
ଯଦି କୌଣସି ଲୋକର ବଳଦ କାହାରିକୁ ମାରିଦିଏ, ତବେେ ତା'ର ମୁନିବ ଦୋଷୀ ହବୋନାହିଁ କିନ୍ତୁ ସହେି ବଳଦକୁ ପଥର ଦ୍ବାରା ମରାୟିବ ଓ ତା'ର ମାଂସ ଖିଆୟିବ ନାହିଁ।

Exodus 21:29
ଯଦି ଆଗରୁ ପ୍ରମାଣ ଥାଏ ଯେ ସହେି ବଳଦ ଆଗରୁ କାହାରିକୁ ମାରିଛି, କିନ୍ତୁ ତା'ର ମୁନିବ ତାକୁ ବନ୍ଧି ରଖିନାହିଁ, ଯଦି ସେ କାହାରିକୁ ହତ୍ଯା କରେ ତବେେ ତା'ର ମୁନିବକୁ ମଧ୍ଯ ହତ୍ଯା କରାୟିବ।

Exodus 21:29
ଯଦି ଆଗରୁ ପ୍ରମାଣ ଥାଏ ଯେ ସହେି ବଳଦ ଆଗରୁ କାହାରିକୁ ମାରିଛି, କିନ୍ତୁ ତା'ର ମୁନିବ ତାକୁ ବନ୍ଧି ରଖିନାହିଁ, ଯଦି ସେ କାହାରିକୁ ହତ୍ଯା କରେ ତବେେ ତା'ର ମୁନିବକୁ ମଧ୍ଯ ହତ୍ଯା କରାୟିବ।

Exodus 21:32
କିନ୍ତୁ ଯଦି ବଳଦ ଯବେେ କାହାର ଦାସ କି ଦାସୀକୁ ଆଘାତ କରେ, ତବେେ ସେ ତା'ର ପ୍ରଭୁକୁ ତିରିଶ ସକେଲେ ରୂପା ଦବେ। ଆଉ ବଳଦକୁ ପ୍ରସ୍ତର ଦ୍ବାରା ହତ୍ଯା କରାୟିବ।

Exodus 21:32
କିନ୍ତୁ ଯଦି ବଳଦ ଯବେେ କାହାର ଦାସ କି ଦାସୀକୁ ଆଘାତ କରେ, ତବେେ ସେ ତା'ର ପ୍ରଭୁକୁ ତିରିଶ ସକେଲେ ରୂପା ଦବେ। ଆଉ ବଳଦକୁ ପ୍ରସ୍ତର ଦ୍ବାରା ହତ୍ଯା କରାୟିବ।

Occurences : 79

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்