Base Word
שַׁחַל
Short Definitiona lion (from his characteristic roar)
Long Definitionlion
Derivationfrom an unused root probably meaning to roar
International Phonetic Alphabetʃɑˈħɑl
IPA modʃɑˈχɑl
Syllablešaḥal
Dictionsha-HAHL
Diction Modsha-HAHL
Usage(fierce) lion
Part of speechn-m

Job 4:10
ଦୁଷ୍ଟଲୋକ ସଂହ ଭଳି ଗର୍ଜନ କରି ଶୀଘ୍ର ବଢ଼ିୟାନ୍ତି। କିନ୍ତୁ ପରମେଶ୍ବର ସମାନଙ୍କେୁ ନିରବ କରାଇ ଦିଅନ୍ତି ଓ ସମାନଙ୍କେର ଦାନ୍ତକୁ ଭାଙ୍ଗି ଦିଅନ୍ତି।

Job 10:16
ଯଦି ମାେ ଜୀବନ ରେ କିଛି ସଫଳତା ଆସିଛି ଏବଂ ଯେଉଁଥିପାଇଁ ମୁଁ ଗର୍ବିତ ବା ମୁଣ୍ଡ ଟକେି ବାଟ ଚାଲିବାର ଶକ୍ତି ହାସଲ କରୁଛି। ଏବେ ପୁନର୍ବାର ତୁମ୍ଭେ ତୁମ୍ଭର ଶକ୍ତିକୁ ମାେ ବିରୁଦ୍ଧ ରେ ପ୍ରଯୋଗ କରୁଛ।

Job 28:8
ବଣୁଆ ଜନ୍ତୁମାନେ ମଧ୍ଯ ସଭେଳି ବାଟରେ ୟାଇ ନ ଥିବେ। ସିଂହମାନେ ମଧ୍ଯ ସେ ବାଟରେ ୟାଇ ନ ଥିବେ।

Psalm 91:13
ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଚାଲି ୟିବ। ତୁମ୍ଭେ ୟୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦବେ।

Proverbs 26:13
ଅଳସୁଆ କ ହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।

Hosea 5:14
କାହିଁକି ସେ ଏହା ପାରିବେ ନାହିଁ? କାରଣ ଆମ୍ଭେ ସିଂହ ସଦୃଶ ଇଫ୍ରଯିମଙ୍କୁ ଆକ୍ରମଣ କରିବା। ୟୁବାସିଂହ ସଦୃଶ ଆମ୍ଭେ ଯିହୁଦା ରାଜ୍ଯକୁ ଆକ୍ରମଣ କରିବା। ହଁ ଆମ୍ଭେ ସଦାପ୍ରଭୁ, ସମାନଙ୍କେୁ ଖଣ୍ତ ଖଣ୍ତ କରି ଚିରିଦବୋ। ଆମ୍ଭେ ସମାନଙ୍କେୁ ବହୁଦୂରକୁ ନଇୟିବୋ ଏବଂ କହେି ସମାନଙ୍କେୁ ରକ୍ଷା କରିପାରିବେ ନାହିଁ।

Hosea 13:7
ସେଥିପାଇଁ ଆମ୍ଭେ ସିଂହ ଓ ବ୍ଯାଘ୍ର ସଦୃଶ ହାଇେ ରାସ୍ତାକଡ ରେ ସମାନଙ୍କେୁ ଅପେକ୍ଷା କରିବା।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்