Base Word
שֶׂכֶל
Short Definitionintelligence; by implication, success
Long Definitionprudence, insight, understanding
Derivationor שֵׂכֶל; from H7919
International Phonetic Alphabetɬɛˈkɛl
IPA modsɛˈχɛl
Syllableśekel
Dictionseh-KEL
Diction Modseh-HEL
Usagediscretion, knowledge, policy, prudence, sense, understanding, wisdom, wise
Part of speechn-m

1 Samuel 25:3
ସେ ଲୋକ ଜଣକର ନାମ ନାବଲ ଥିଲା ଏବଂ ତାଙ୍କ ସ୍ତ୍ରୀର ନାମ ଅବୀଗଲ ଥିଲା, ସେ ଭାରି ସକ୍ସ୍ଟନ୍ଦରୀ ଓ ବକ୍ସ୍ଟଦ୍ଧିମତୀ ମଧ୍ଯ ଥିଲେ। କିନ୍ତୁ ନାବଲ୍ ଭାରି ନିର୍ଦ୍ଦଯ ଓ ପାପିଷ୍ଠ ଥିଲେ। ସେ କାଲବେ ପରିବାରର ଥିଲେ।

1 Chronicles 22:12
ସଦାପ୍ରଭୁ ତୁମ୍ଭକୁ ଇଶ୍ରାୟେଲର ରାଜା କରିବେ। ତୁମ୍ଭେ ଯେପରି ଲୋକମାନଙ୍କୁ ପରିଚାଳିତ କରିପାରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କ ନିଯମର ବାଧ୍ଯ ହାଇପୋରିବ, ଏଥିନିମନ୍ତେ ସଦାପ୍ରଭୁ ତୁମ୍ଭକୁ ଜ୍ଞାନ ଓ ବୁଦ୍ଧି ପ୍ରଦାନ କରନ୍ତୁ।

1 Chronicles 26:14
ଶଲେିମିଯଙ୍କୁ ପୂର୍ବ ପାଶର୍‌ବର ଦ୍ବାର ଜଗିବା ନିମନ୍ତେ ମନୋନୀତ କରାୟାଇଥିଲା। ଏହାପରେ ଶଲେିମିଯଙ୍କ ପୁତ୍ର ଜିଖରିଯଙ୍କ ନିମନ୍ତେ ଗୁଳିବାଣ୍ଟ କରାଗଲା। ଜିଖରିଯ ଜଣେ ଜ୍ଞାନୀ ପରାମର୍ଶଦାତା ଥିଲେ। ଜିଖରିଯଙ୍କୁ ଉତ୍ତରପାଶର୍‌ବ ଦ୍ବାର ନିମନ୍ତେ ମନୋନୀତ କରାଗଲା।

2 Chronicles 2:12
ହୂରମ୍ ଆହୁରି ମଧ୍ଯ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ପ୍ରଶଂସା କର। ସେ ସ୍ବର୍ଗ ଓ ମର୍ତ୍ତ୍ଯ ସୃଷ୍ଟି କଲେ। ସେ ରାଜା ଦାଉଦଙ୍କୁ ଏକ ଜ୍ଞାନୀ ପୁତ୍ର ଦେଲେ, ଜଣେ ପୁତ୍ର ଯାହାର ଜ୍ଞାନ ଓ ବୁଝାମଣା ଶକ୍ତି ଅଛି। ସହେି ପୁତ୍ର ସଦାପ୍ରଭୁଙ୍କ ନିମନ୍ତେ ଏକ ମନ୍ଦିର ଏବଂ ନିଜ ନିମନ୍ତେ ଏକ ରାଜକୀଯ ପ୍ରାସାଦ ନିର୍ମାଣ କରୁଛନ୍ତି।

2 Chronicles 30:22
ସଦାପ୍ରଭୁଙ୍କ ସବୋକାର୍ୟ୍ଯ କିପରି କରିବାକୁ ହବେ, ଏହା ଯେଉଁ ଲବେୀୟମାନେ ଜାଣିଥିଲେ, ସମାନଙ୍କେୁ ରାଜା ହିଜକିଯ ଉତ୍ସାହିତ କଲେ। ଲୋକମାନେ ସାତଦିନ ପର୍ୟ୍ଯନ୍ତ ଉତ୍ସବ ପାଳନ କଲେ ଓ ବଳି ଉତ୍ସର୍ଗ କଲେ। ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଧନ୍ଯବାଦ ଓ ପ୍ରଶଂସା କଲେ।

Ezra 8:18
ତେଣୁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପରମେଶ୍ବର ମଙ୍ଗଳମଯ ହସ୍ତର ସହାୟତା ପ୍ରମାଣେ ସମାନେେ ଇଶ୍ରାୟେଲର ପୌତ୍ର,

Nehemiah 8:8
ସମାନେେ ସ୍ପଷ୍ଟରୂପେ ପରମେଶ୍ବରଙ୍କ ବ୍ଯବସ୍ଥା ପୁସ୍ତକରୁ ପାଠ କଲେ ଏବଂ ତହିଁର ଅର୍ଥ ବୁଝାଇ ଦେଲେ, ଯେଉଁଥି ରେ ଲୋକମାନେ ବୁଝି ପାରିଲେ।

Job 17:4
ତୁମ୍ଭେ ମାରେ ବନ୍ଧୁମାନଙ୍କ ମନକୁ ବୁଝିବାକୁ ବାରଣ କରିଛ। ସେଥିପାଇଁ ସମାନେେ ଠିକ୍ ବୋଲି ତୁମ୍ଭେ ସମାନଙ୍କେୁ ଚିନ୍ତା କରିବାକୁ ଦବେ ନାହିଁ।

Psalm 111:10
ଜ୍ଞାନ ପରମେଶ୍ବରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ। ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସମାନେେ ଜ୍ଞାନୀ ଅଟନ୍ତି। ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାୟିବ।

Proverbs 3:4
ଯଦି ତୁମ୍ଭେ ଏହା କର, ତୁମ୍ଭେ ଜ୍ଞାନୀ ହବେ, ପରମେଶ୍ବର ଓ ମନୁଷ୍ଯମାନଙ୍କଠାରୁ ସୁବିବଚେନା ଲାଭ କରିବ।

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்