Base Word
שֵׁם
Short DefinitionShem, a son of Noah (often including his posterity)
Long Definitionthe eldest son of Noah and progenitor of the Semitic tribes
Derivationthe same as H8034; name
International Phonetic Alphabetʃem
IPA modʃem
Syllablešēm
Dictionshame
Diction Modshame
UsageSem, Shem
Part of speechn-pr-m

Genesis 5:32
ଏହାପରେ ନୋହଙ୍କୁ ଯେତବେେଳେ 500 ବର୍ଷ ବଯସ ସେ ତାଙ୍କର ପୁତ୍ରମାନଙ୍କୁ ଜନ୍ମ ଦେଲେ। ତାଙ୍କର ନାମ ଥିଲା ଶମେ, ହାମ ଓ ଯଫେତ୍।

Genesis 6:10
ନୋହଙ୍କର ତିନୋଟି ପୁତ୍ର ଥିଲେ। ସମାନେେ ହେଲେ ଶମେ, ହାମ ଓ ଯଫେତ୍।

Genesis 7:13
ହାମ ଓ ଯଫେତ୍ ନୋହଙ୍କର ପୁତ୍ରମାନେ ଆଉ ସମାନଙ୍କେର ସ୍ତ୍ରୀ ଓ ନୋହର ସ୍ତ୍ରୀ ଜାହାଜ ରେ ପ୍ରବେଶ କଲେ।

Genesis 9:18
ନୋହର ପୁତ୍ରମାନେ ତାଙ୍କୁ ଧରି ଜାହାଜରୁ ବାହାରିଲେ। ସମାନଙ୍କେର ନାମ, ଶମେ, ହାମ ଓ ଯଫେତ୍ (ହାମ ଥିଲେ କିଣାନର ପିତା)

Genesis 9:23
ସେତବେେଳେ ଶମେ ଓ ଯଫେତ୍ କାନ୍ଧ ରେ ବସ୍ତ୍ର ଘନେି ପଶ୍ଚାତ୍ ଗତି କରି ଆପଣାମାନଙ୍କର ପିତାଙ୍କର ଉତଗ୍ନତା ଆଚ୍ଛାଦନ କଲେ। ସମାନେେ ପଛ କରି ୟାଇଥିବାରୁ ପିତାଙ୍କର ଉତଗ୍ନତା ଦିଖି ପାରିଲେ ନାହିଁ।

Genesis 9:26
ନୋବ ମଧ୍ଯ ଏପରି କହିଲେ, ଶମେ ଆଶୀର୍ବାଦ ପ୍ରାପ୍ତ ସଦାପ୍ରଭୁ ପରମେଶ୍ବରଙ୍କ ଦ୍ବାରା କିଣାନ ଶମରେ ଦାସ ହେଉ।

Genesis 9:27
ପରମେଶ୍ବର ଯଫେତ୍କୁ ବହୁତ ଜମି ଦିଅନ୍ତୁ। ସେ ଶମରେ ତମ୍ବୁ ରେ ବାସ କରୁ। କିଣାନ ତାହାର ଦାସ ହେଉ।

Genesis 10:1
ନୋହର ପୁତ୍ରମାନେ ଥିଲେ, ଶମେ, ହାମ ଏବଂ ଯଫେତ୍। ବନ୍ଯାପରେ ଏହି ତିନିଜଣ ସମାନଙ୍କେର ସନ୍ତାନ ସନ୍ତତି ଜନ୍ମ ନଇେଥିଲେ।

Genesis 10:21
ଯଫେତର ବଡ଼ଭାଇ ଶମଙ୍କେର ମଧ୍ଯ ସନ୍ତାନ ସନ୍ତତି ଥିଲେ, ସହେି ଏବର ଯଫେତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲେ।

Genesis 10:22
ଶମରେ ଏହିସବୁ ସନ୍ତାନ: ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ୍ ଓ ଅରାମ୍।

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்