Base Word
שְׁמַעְיָה
Short DefinitionShemajah, the name of twenty-five Israelites
Long Definitiona prophet of the Lord in the reign of king Rehoboam of Judah
Derivationor שְׁמַעְיָהוּ; from H8085 and H3050; Jah has heard
International Phonetic Alphabetʃɛ̆.mɑʕˈjɔː
IPA modʃɛ̆.mɑʕˈjɑː
Syllablešĕmaʿyâ
Dictionsheh-ma-YAW
Diction Modsheh-ma-YA
UsageShemaiah
Part of speechn-pr-m

1 Kings 12:22
ସଦାପ୍ରଭୁ ପରମେଶ୍ବରଙ୍କ ଲୋକ ଶମଯିଯକୁ ଏହା କହିଲେ।

1 Chronicles 3:22
ଶଖନିଯରଙ୍କର ବଂଶଧରମାନଙ୍କର ତାଲିକା ଏହି :ଶମଯିଯ। ଶମଯିଯଙ୍କର ଛଅ ପୁତ୍ର ଥିଲେ : ହଟୂଶ୍, ୟିଗାଲ, ବାରୀହ, ନିଯରିଯ, ଶମାେଯିହ ଓ ଶାଫଟ୍।

1 Chronicles 3:22
ଶଖନିଯରଙ୍କର ବଂଶଧରମାନଙ୍କର ତାଲିକା ଏହି :ଶମଯିଯ। ଶମଯିଯଙ୍କର ଛଅ ପୁତ୍ର ଥିଲେ : ହଟୂଶ୍, ୟିଗାଲ, ବାରୀହ, ନିଯରିଯ, ଶମାେଯିହ ଓ ଶାଫଟ୍।

1 Chronicles 4:37
ଅସାଯ,ଅଦୀଯଲେ,୍ ୟିଶୀମିଯଲେ, ବନାଯ ଓ ସୀଷଃ, ଶିଫୀଙ୍କ ପୁତ୍ର। ଶିଫିଯି ଆଲୋନଙ୍କ ପୁତ୍ର ଓ ଆଲ୍ଲୋନ ୟିଦାଯଙ୍କ ପୁତ୍ର,

1 Chronicles 5:4
ଯାୟେଲଙ୍କ ବଂଶଧରମାନଙ୍କର ନାମ ଏହି : ଶିମଯିଯ ୟୋଯଲଙ୍କ ପୁତ୍ର, ଗୋଗ୍ ଶିମିଯିଯଙ୍କ ପୁତ୍ର ଓ ଶିମିଯି ଗୋଗ୍ଙ୍କ ପୁତ୍ର ଥିଲେ।

1 Chronicles 9:14
ଲବେୀଙ୍କ ପରିବାରବର୍ଗର ଏହି ଲୋକମାନେ ୟିରୁଶାଲମ ରେ ବାସ କରୁଥିଲେ : ହଶୂବ୍ଙ୍କ ପୁତ୍ର ଶମଯିଯ। ହଶୂଯ ଅସ୍ରୀକାମ୍ଙ୍କ ପୁତ୍ର ଥିଲେ। ଅସ୍ରୀକାମ୍ ହଶୂବ୍ଙ୍କ ପୁତ୍ର ଥିଲେ। ହଶବିଯ ମରାରିଙ୍କ ବଂଶଧର ଥିଲେ।

1 Chronicles 9:16
ଓବଦିଯ ଶମଯିଯଙ୍କ ପୁତ୍ର ଥିଲେ। ଶମଯିଯ ଗାଲଲ୍ଙ୍କ ପୁତ୍ର ଥିଲେ। ଗାଲ ୟିଦୂଥନ୍ଙ୍କ ପୁତ୍ର ଥିଲେ। ବରେିଖିଯ ଆସାଙ୍କ ପୁତ୍ର ଥିଲେ। ଆସା ଇଲକାନାଙ୍କ ପୁତ୍ର ଥିଲେ। ସେ ନଟୋଫା ରେ ଲୋକମାନଙ୍କ ସହର ରେ ବାସ କରୁଥିଲେ।

1 Chronicles 15:8
ଇଲୀଶାଫନଙ୍କ ପରିବାରବର୍ଗରୁ 200 ଜଣ ଲୋକ ଆସିଲେ। ଶମଯିଯ ସମାନଙ୍କେର ନେତା ଥିଲେ।

1 Chronicles 15:11
2 ଜଣ ଲୋକ ଆସିଲେ। ଅମ୍ମୀନାଦବ ସମାନଙ୍କେର ନେତା ଥିଲେ। ଏହାପରେ ଦାଉଦ, ଯାଜକ ସାଦୋକ ଓ ଅବିଯାଥରଙ୍କୁ ଆପଣା ନିକଟକୁ ଡାକିଲେ। ଦାଉଦ ଏହିସବୁ ଯାଜକଗଣ ଓ ଲବେୀୟମାନଙ୍କୁ ମଧ୍ଯ ଡାକିଲେ : ଉରିଯଲେ, ଅସାଯ, ଯାୟେଲ, ଶମଯିଯ, ଇଲୀଯଲେ ଓ ଅମ୍ମୀନାଦବ।

1 Chronicles 24:6
ଶମଯିଯ ସଂପାଦକ ଥିଲେ। ସେ ନଥନଲଙ୍କେ ପୁତ୍ର ଥିଲେ। ଶମଯିଯ ଲବେୀ ଗୋଷ୍ଠୀରୁ ଆସିଥିଲେ। ଶମଯିଯ ସହେି ବଂଶଧରମାନଙ୍କ ନାମ ଲେଖିଲେ। ସେ ସହେି ନାମଗୁଡ଼ିକୁ ରାଜା ଦାଉଦ ଓ ସହେି ନେତାଗଣ : ଯାଜକ ସାଦୋକ, ଅହୀମଲକେ, ଯାଜକମାନଙ୍କର ବଂଶଜ ନେତା ଓ ଲବେୀ ବଂଶଜ ନେତାମାନଙ୍କ ସମ୍ମୁଖ ରେ ଲେଖିଲେ। ଅହୀମଲକେ ଅବିଯାଥରଙ୍କ ପୁତ୍ର ଥିଲେ। ପ୍ରତିଥର ଗୁଳାବାଣ୍ଟ ଦ୍ବାରା ସମାନେେ ଜଣେ ବ୍ଯକ୍ତିକୁ ମନୋନୀତ କଲେ ଓ ଶମଯିଯ ସହେି ଲୋକର ନାମ ଲେଖି ରଖିଲେ। ତେଣୁ ସମାନେେ ଇଲିଯାସର ଓ ଈଥାମରଙ୍କ ପରିବାରର ବ୍ଯକ୍ତିମାନଙ୍କର ମଧ୍ଯ କାମକୁ ଭାଗ କରି ଦେଲେ।

Occurences : 41

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்