Base Word
שָׂרָה
Short Definitiona mistress, i.e., female noble
Long Definitionprincess, noblewoman, noble lady
Derivationfeminine of H8269
International Phonetic Alphabetɬɔːˈrɔː
IPA modsɑːˈʁɑː
Syllableśārâ
Dictionsaw-RAW
Diction Modsa-RA
Usagelady, princess, queen
Part of speechn-f

Judges 5:29
ତା'ର ସବୁଠକ୍ସ୍ଟଁ ଜ୍ଞାନବତୀ ସହଚରୀ ତାଙ୍କୁ ଉତ୍ତର ଦଲୋ, ପ୍ରକୃତ ରେ ସେ ତାକକ୍ସ୍ଟ ଏକ ଉତ୍ତର ଦଲୋ।

1 Kings 11:3
ଶଲୋମନଙ୍କର 700 ରାଜପତ୍ନୀ ଥିଲେ। ଏହି ସ୍ତ୍ରୀମାନେ ଅନ୍ୟ ଦେଶର ଅଧ୍ଯକ୍ଷମାନଙ୍କର କନ୍ଯା ଥିଲେ। ଆଉ ତାଙ୍କର 300 ଉପପତ୍ନୀ ଥିଲେ। ତାଙ୍କର ପତ୍ନୀମାନେ ତାଙ୍କୁ ବିପଥଗାମୀ କରାଇଲେ।

Esther 1:18
ପାରସ୍ଯ ଓ ମାଦିଯାର ଉଚ୍ଚକୁଳୀନା ସ୍ତ୍ରୀଗଣ ରାଣୀର ଏହି କର୍ମର ସମାଗ୍ଭର ଆଜି ଶୁଣି ଅଛନ୍ତି, ସମାନେେ ରାଜାର ସମସ୍ତ ଅଧିପତିଙ୍କୁ ଏହିପରି କରିବେ। ତହିଁରୁ ଅତିଶଯ ନିନ୍ଦା ଓ କୋରଧ ଉତ୍ପନ୍ନ ହବେ।

Isaiah 49:23
ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହବେେ ଓ ସମାନଙ୍କେର ରାଣୀମାନେ ତୁମ୍ଭର ପାଳିତା ମାତା ହବେେ, ସମାନେେ ନତମୁଖ ହାଇେ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଚାଟିବେ ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପ ରେ ବିଶ୍ବାସ ରଖନ୍ତି, ସେ ଲଜ୍ଜିତ ହବେେ ନାହିଁ, ଏହା ତୁମ୍ଭେ ଜାଣିବ।

Lamentations 1:1
ଏହା କିପରି ଯେ, ସେ ଏକାକୀ ନ ଜାଣି ବସିଛନ୍ତି, ଏକଦା ସହେି ସହର ଲୋକପୂର୍ଣ୍ଣ ଥିଲା, ୟିରୁଶାଲମ ପୃଥିବୀର ମହାନ୍ ନଗରୀମାନଙ୍କ ମଧିଅରେ ଅନ୍ୟତମ ଥିଲା, କିନ୍ତୁ ବର୍ତ୍ତମାନ ବିଧବା ତୁଲ୍ଯ ଅଛି। ସେ ୟିଏକି ଜଣେ ରାଜକୁମାରୀ ପରି ଥିଲା, ବର୍ତ୍ତମାନ ସେ କିପରି କରଦାଯିନୀ ଦାସୀପରି ହାଇେଅଛି।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்