Base Word
שָׂרָה
Short DefinitionSarah, Abraham's wife
Long Definitionwife of Abraham and mother of Isaac
Derivationthe same as H8282
International Phonetic Alphabetɬɔːˈrɔː
IPA modsɑːˈʁɑː
Syllableśārâ
Dictionsaw-RAW
Diction Modsa-RA
UsageSarah
Part of speechn-pr-f

Genesis 17:15
ପରମେଶ୍ବର ଅବ୍ରହାମଙ୍କୁ କହିଲେ, ମୁଁ ତୁମ୍ଭ ସ୍ତ୍ରୀ ସାରୀର ଏକ ନୂତନ ନାମକରଣ କରିବି। ତାଙ୍କର ନୂତନ ନାମ ସାରା ହବେ।

Genesis 17:17
ଅବ୍ରାମ ମୁହଁ ତଳକୁ କରି ଭୂମିରେ ପଡ଼ିଲେ ଓ ହସିଲେ। ସେ ନିଜକୁ କହିଲେ, କଣ ଜଣେ 100 ବର୍ଷର ଲୋକ କୌଣସି ସ୍ତ୍ରୀକୁ ଗର୍ଭବତୀ କରାଇପାରିବ? କଣ ସାରା ନବେ ବର୍ଷ ରେ ପିଲା ଧାରଣ କରିପାରିବ?

Genesis 17:19
ପରମେଶ୍ବର କହିଲେ, ନାଁ, ମୁଁ କହିଲେ, ତୁମ୍ଭର ସ୍ତ୍ରୀ ସାରା, ପୁତ୍ର ଜନ୍ମ କରିବ। ତୁମ୍ଭେ ତା'ର ନାମ ଇସ୍ହାକ ରଖିବ। ମୁଁ ତାଙ୍କ ସହିତ ଚୁକ୍ତି କରିବି। ସହେି ଚୁକ୍ତି ତୁମ୍ଭର ବଂଶଧରମାନଙ୍କ ପାଇଁ ଚିରକାଳସ୍ଥାଯୀ ହବେ।

Genesis 17:21
କିନ୍ତୁ ମାରେ ଚୁକ୍ତି ଇସ୍ହାକ ସହିତ ହବେ। ସାରା ଇସ୍ହାକକୁ ଜନ୍ମ ଦବେ। ଆସନ୍ତା ବର୍ଷ ଏହି ସମୟରେ ଇସ୍ହାକ ଜନ୍ମ ନବେ।

Genesis 18:6
ଅବ୍ରହାମ ଶିଘ୍ର ତମ୍ବୁ ଭିତରକୁ ପ୍ରବେଶ କରି ସାରାକୁ କହିଲେ, ତିନି ସରେ ଉତ୍ତମ ମଇଦା ନଇେ ଛାଣି ଶିଘ୍ର ରୋଟି ପ୍ରସ୍ତୁତ କର।

Genesis 18:9
ଏହାପରେ ସହେି ଲୋକମାନେ ପଚାରିଲେ, ତୁମ୍ଭର ସ୍ତ୍ରୀ ସାରା କେଉଁଠା ରେ?

Genesis 18:10
ତହୁଁ ସେ କହିଲେ, ବସନ୍ତ ସମୟରେ ଆମ୍ଭେ ପୁନ୍ନରାଯ ତୁମ୍ଭ ତମ୍ବୁକୁ ଆସିବୁ। ଏହି ସମୟରେ ତୁମ୍ଭ ସ୍ତ୍ରୀ ଏକ ପୁତ୍ର ସନ୍ତାନ ଜନ୍ମ ଦବେ।

Genesis 18:10
ତହୁଁ ସେ କହିଲେ, ବସନ୍ତ ସମୟରେ ଆମ୍ଭେ ପୁନ୍ନରାଯ ତୁମ୍ଭ ତମ୍ବୁକୁ ଆସିବୁ। ଏହି ସମୟରେ ତୁମ୍ଭ ସ୍ତ୍ରୀ ଏକ ପୁତ୍ର ସନ୍ତାନ ଜନ୍ମ ଦବେ।

Genesis 18:11
ବର୍ତ୍ତମାନ ଅବ୍ରହାମ ଓ ସାରା ବହୁତ ବୃଦ୍ଧ ହେଲେ। ସାରାର ପିଲା ଜନ୍ମ କରିବା ବଯସ ଅତିକ୍ରମ ହାଇେଥିଲା।

Genesis 18:11
ବର୍ତ୍ତମାନ ଅବ୍ରହାମ ଓ ସାରା ବହୁତ ବୃଦ୍ଧ ହେଲେ। ସାରାର ପିଲା ଜନ୍ମ କରିବା ବଯସ ଅତିକ୍ରମ ହାଇେଥିଲା।

Occurences : 38

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்