Base Word
שֵׁשׁ
Short Definitionsix (as an overplus beyond five or the fingers of the hand); as ordinal, sixth
Long Definitionsix
Derivationmasculine שִׁשָּׁה; a primitive number
International Phonetic Alphabetʃeʃ
IPA modʃeʃ
Syllablešēš
Dictionshaysh
Diction Modshaysh
Usagesix(-teen, -teenth), sixth
Part of speechn

Genesis 7:6
ବନ୍ଯା ଆସିବା ସମୟରେ ନୋହଙ୍କୁ 600 ବର୍ଷ ବଯସ ହାଇେଥିଲା।

Genesis 7:11
ଦ୍ବିତୀୟ ମାସର ସତର ଦିବସ ଯେ ତବେଳେ ନୋହଙ୍କୁ 600 ବର୍ଷ ବଯସ ହାଇେଥିଲା। ମହା ସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା।

Genesis 8:13
ଏହାପରେ, ନୋହ ଜାହାଜର ଦ୍ବାର ଖାଲିେଲେ। ନୋହ ଦେଖିଲେ ଯେ, ଭୂମି ପୁରା ଶୁଖି ୟାଇଛି। ଏହାଥିଲା ପ୍ରଥମ ମାସର ପ୍ରଥମ ଦିବସ। ନୋହକୁ ସେତବେେଳେ 601 ବର୍ଷ ହାଇେଥିଲା।

Genesis 16:16
ଅବ୍ରାମ ଛଯାଅଶି ବର୍ଷ ହାଇେଥିଲେ, ଯେତବେେଳେ ଇଶ୍ମାଯଲେ ହାଗାର ଠାରୁ ଜନ୍ମ ଲାଭ କଲା।

Genesis 30:20
ଲୟୋ କହିଲା, ପରମେଶ୍ବର ମାେତେ ଏକ ସୁନ୍ଦର ଉପହାର ଦେଲେ। ବର୍ତ୍ତମାନ ଯାକୁବ ମାେତେ ସମାଦାର କରିବେ। କାରଣ ମୁଁ ତାଙ୍କୁ ଛଅଟି ପୁତ୍ର ଦଇେଅଛି। ତେଣୁ ଲୟୋ ତାହାର ନାମ ସବୂଲୂନ୍ ଦଲୋ।

Genesis 31:41
ମୁଁ କୋଡ଼ିଏ ବର୍ଷକାଳ ତୁମ୍ଭ ନିକଟରେ ରହିଲି, ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉତ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ କର୍ମ କଲି। ଏଥି ମଧିଅରେ ତୁମ୍ଭେ ଦଶଥର ମାହେର ବର୍ତ୍ତନ ପରିବର୍ତ୍ତନ କରିଅଛ।

Genesis 46:18
ଏମାନେ ସିଳ୍ପାର ପୁତ୍ରଗୁଡ଼ିକ ଥିଲେ। ଲାବନ ତାଙ୍କର କନ୍ଯା ଲୟୋକୁ, ସିଳ୍ପାକୁ ସବେିକା ଭାବରେ ଦେଲେ। ସେଥିପାଇଁ ଯାକୁବଙ୍କର ଷୋହଳଜଣ ବଂଶଧର ସିଳ୍ପାଠାରୁ ଜନ୍ମ ହାଇେଥିଲେ।

Genesis 46:26
ଯାକୁବଙ୍କ ବଂଶଧର, ଯେଉଁଲୋକ ତାଙ୍କ ସଙ୍ଗ ରେ ମିଶର ରେ ଉପସ୍ଥିତ ହେଲ। ସମାନେେ 66 ଜଣ ଥିଲେ। (ଯାକୁବଙ୍କ ପୁତ୍ରବଧୁ ବିନା)

Exodus 12:37
ଇଶ୍ରାୟେଲୀୟ ଲୋକମାନେ ରମିଷେଷ୍ଠାରୁ ସୁକ୍କୋତ୍କୁ ୟାତ୍ରା କଲେ। ସମାନେେ ପିଲାମାନଙ୍କୁ ଛାଡି ମାଟେ ରେ 6,00,000 ଲୋକ ଥିଲେ।

Exodus 14:7
ଫାରୋ ମିଶରର ଅନ୍ଯାନ୍ଯ ସୈନ୍ଯ ଓ ରଥ ସହିତ 600 ଜଣ ନିପୁଣ ସୈନ୍ଯ ଏବଂ ସମାନଙ୍କେର ରଥଗୁଡ଼ିକ ନେଲେ ଏବଂ ପ୍ରେତ୍ୟକକ ରଥରେ ଜଣେ ଅଧିକାରୀ ରହିଲେ।

Occurences : 216

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்