Base Word
תֵּבֵל
Short Definitionthe earth (as moist and therefore inhabited); by extension, the globe; by implication, its inhabitants; specifically, a particular land, as Babylonia, Palestine
Long Definitionworld
Derivationfrom H2986
International Phonetic Alphabett̪eˈbel
IPA modteˈvel
Syllabletēbēl
Dictiontay-BALE
Diction Modtay-VALE
Usagehabitable part, world
Part of speechn-f

1 Samuel 2:8
ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରକ୍ସ୍ଟ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରକ୍ସ୍ଟ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକକ୍ସ୍ଟମାରମାନଙ୍କ ସହିତ ଓ କକ୍ସ୍ଟଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉେଠଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ତକକ୍ସ୍ଟ ନିର୍ମାଣ କରିଛନ୍ତି ଏବଂ ସମକ୍ସ୍ଟଦାଯ ବ୍ରହ୍ମାଣ୍ତ ତାଙ୍କର ଅଟେ।

2 Samuel 22:16
ସଦାପ୍ରଭୁଙ୍କ ଗର୍ଜ୍ଜନ ରେ ତାଙ୍କ ନାସିକାର ପ୍ରଶ୍ବାସ ବାଯକ୍ସ୍ଟ ରେ ସମକ୍ସ୍ଟଦ୍ରର ଗର୍ତ୍ତ ପ୍ରକାଶ ପାଇଲା, ଭୂମଣ୍ତର ମୂଳ ସକଳ ଅନାବୃତ୍ତ ହେଲା।

1 Chronicles 16:30
ତାଙ୍କ ସମ୍ମୁଖ ରେ ସମସ୍ତ ପୃଥିବୀ କମ୍ପମାନ ହୁଅ। କିନ୍ତୁ ସେ ପୃଥିବୀକୁ ସଶକ୍ତ କଲେ, ଯେପରି ଏହା ନ ହଲେ।

Job 18:18
ଲୋକମାନେ ତାକୁ ଆଲୁଅରୁ ଅନ୍ଧାରକୁ ଠଲେି ଦବେେ। ସମାନେେ ତାକୁ ଏ ପୃଥିବୀରୁ ତଡ଼ି ଦବେେ।

Job 34:13
ପରମେଶ୍ବରଙ୍କୁ ପୃଥିବୀର ଦାଯିତ୍ବ ରେ ରହିବା ପାଇଁ କହେି ମନୋନୀତ କରି ନାହାନ୍ତି। କହେି ତାଙ୍କୁ ସମଗ୍ର ପୃଥିବୀର ଦାଯିତ୍ବ ଦଇେ ନାହିଁ।

Job 37:12
ପରମେଶ୍ବର ମେଘକୁ ଆଦେଶ ଦିଅନ୍ତି ସମଗ୍ର ପୃଥିବୀ ରେ ଭ୍ରମଣ କରିବା ପାଇଁ। ମେଘମାଳା ସେ ଯାହା ଆଜ୍ଞା କରନ୍ତି ତାହା କରନ୍ତି।

Psalm 9:8
ସଦାପ୍ରଭୁ ଏ ପୃଥିବୀର ସବୁ ମଣିଷ ପ୍ରତି ସମାନ ବିଚାର ପ୍ରଦର୍ଶନ କରନ୍ତି। ସେ ସବୁ ରାଜ୍ଯମାନଙ୍କ ପ୍ରତି ସମାନ ନ୍ଯାଯ ପ୍ରଦାନ କରନ୍ତି।

Psalm 18:15
ହେ ସଦାପ୍ରଭୁ, ତୁମ୍ଭେ ଚିତ୍କାର କରି ତୁମ୍ଭର ଆଦେଶ ଘୋଷଣା କଲ ଓ ପ୍ରବଳ ବଗରେେ ପବନ ବହିବାକୁ ଲାଗିଲା। ହଠାତ୍ ସମୁଦ୍ର ଗର୍ଭର ଜଳ ଅପସାରିତ ହାଇେ ସମୁଦ୍ରର ନିମ୍ନ ଭାଗ ଦିଶିବାକୁ ଲାଗିଲା। ଆମ୍ଭେ ପୃଥିବୀର ଆଭ୍ଯନ୍ତରର ଭିତ୍ତି ଭୂମିକୁ ଦେଖିବାକୁ ଲାଗିଲୁ।

Psalm 19:4
କିନ୍ତୁ ସମାନଙ୍କେର କଣ୍ଠସ୍ବର ସମଗ୍ର ପୃଥିବୀରେ ଶୁଣାୟାଏ। ସମାନଙ୍କେର ବାକ୍ଯ ପୃଥିବୀର ଶଷେ ସୀମାକୁ ୟାଇପାରିବ। ଆକାଶ ହେଉଛି ସୂର୍ୟ୍ଯର ବାସସ୍ଥଳୀ ଭଳି।

Psalm 24:1
ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।

Occurences : 36

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்