Base Word
תַּחַשׁ
Short Definitiona (clean) animal with fur, probably a species of antelope
Long Definitiona kind of leather, skin, or animal hide
Derivationprobably of foreign derivation
International Phonetic Alphabett̪ɑˈħɑʃ
IPA modtɑˈχɑʃ
Syllabletaḥaš
Dictionta-HAHSH
Diction Modta-HAHSH
Usagebadger
Part of speechn-m

Exodus 25:5
ରକ୍ତୀକୃତ ମଷଚେର୍ମ, ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ।

Exodus 26:14
ଏହାପରେ ତୁମ୍ଭେ ରକ୍ତୀକୃତ ମଷେ ଚର୍ମ ରେ ତମ୍ବୁର ଏକ ଛାତ କରିବ। ଆଉ ତହିଁ ଉପରେ ଏକ ଶିଶୁକ ଚର୍ମ ରେ ଏକ ଛାତ କରିବ।

Exodus 35:7
ରକ୍ତୀକୃତ, ମଷଚେର୍ମ, ସୂକ୍ଷ୍ମ ଶିଶୁକଚର୍ମ ଓ ଶିଟୀମ୍କାଠ,

Exodus 35:23
ଯେଉଁମାନଙ୍କ ନିକଟରେ ନୀଳ ଓ ଧୂମ୍ର ସିନ୍ଦରୁ ବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର, ସମାନେେ ତାହା ଆଣିଲେ। ସମାନେେ ମଧ୍ଯ ଛାଗ ଲୋମ, ଲାଲ ରଂଗ ରେ ରଂଜିତ ମଷଚେର୍ମ ଏବଂ ସୂକ୍ଷ୍ମ ଚମଡା ଆଣିଲେ।

Exodus 36:19
ଏହାପରେ ସମାନେେ ଆଉ ଦୁଇଟି ୟବନିକା ପ୍ରସ୍ତୁତ କଲେ ସହେି ପବିତ୍ର ତମ୍ବୁ ପାଇଁ, ସମାନେେ ଗୋଟିଏ ଛାତ ରକ୍ତୀ କୃତ ଶିଶୁକ ଚର୍ମ ରେ ତିଆରି କଲେ।

Exodus 39:34
ନାଲି ରଂଗ ରେ ରଂଜିତ ମଷେ ଚର୍ମ ରେ ସୂକ୍ଷ୍ମ ଚର୍ମ ନିର୍ମିତ ତମ୍ବୁ ଆଚ୍ଛାଦକ ଏବଂ ପରଦା ତିଆରି କଲେ।

Numbers 4:6
ସମାନେେ ପୁନର୍ବାର ତାହାକୁ ଶିଶୁକ ଚର୍ମର ଆଚ୍ଛାଦନ କରିବେ ଓ ତହିଁ ଉପରେ ସମ୍ପୂର୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦବେେ, ତା'ପରେ ସମାନେେ ପବିତ୍ର ସିନ୍ଦୁକ ବହନ କରିବାର ସାଙ୍ଗି ଲଗାଇବେ।

Numbers 4:8
ତା'ପରେ ସେ ସମସ୍ତ ଉପରେ ସମାନେେ ଏକ ସିନ୍ଦୁରବର୍ଣ୍ଣ ବସ୍ତ୍ର ବିଛାଇବେ ଏବଂ ତା'ପରେ ଶିଶୁକଚର୍ମ ରେ ଆଚ୍ଛାଦନ କରିବେ। ତା'ପରେ ସମାନେେ ସହେି ସାଙ୍ଗି କଡା ଭିତ ରେ ପୁରାଇବେ।

Numbers 4:10
ପୁଣି ସମାନେେ ତାକୁ ଓ ତହିଁର ସମସ୍ତ ସରଞ୍ଜାମ ଏକ ଶିଶୁକଚର୍ମର ମଧିଅରେ ରଖିବେ ଏବଂ ତାହାକୁ ଗୋଟିଏ ଖୁଣ୍ଟ ରେ ରଖିବେ।

Numbers 4:11
ପୁଣି ସମାନେେ ସ୍ବର୍ଣ୍ଣମଯ ବଦେି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମ ରେ ଢାଙ୍କିବେ ଏବଂ କଡା ମଧିଅରେ ସାଙ୍ଗୀ ପୁରାଇବେ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்