Base Word
תַּחַת
Short Definitionthe bottom (as depressed); only adverbially, below (often with prepositional prefix underneath), in lieu of, etc
Long Definitionthe under part, beneath, instead of, as, for, for the sake of, flat, unto, where, whereas
Derivationfrom the same as H8430
International Phonetic Alphabett̪ɑˈħɑt̪
IPA modtɑˈχɑt
Syllabletaḥat
Dictionta-HAHT
Diction Modta-HAHT
Usageas, beneath, × flat, in(-stead), (same) place (where...is), room, for...sake, stead of, under, × unto, × when...was mine, whereas, (where-)fore, with
Part of speechn-m

Genesis 1:7
ଏହିପରି ପରମେଶ୍ବର ତାରଣେ ନିର୍ମାଣ କଲେ ଏବଂ ତାଣେ ଉପର ଜଳଠାରୁ ତାରଣେ ତଳ ଜଳକୁ ଅଲଗା କଲେ। ତହିଁରେ ସହେିପରି ହେଲା।

Genesis 1:9
ଏହାପରେ ପରମେଶ୍ବର କହିଲେ, ଆକାଶମଣ୍ଡଳ ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନ ରେ ସଂଗୃହିତ ହେଉ। ୟଦ୍ବାରା ଭୂମି ଶୁଖିଲା ଦଖାୟିବେ। ଏବଂ ଏହିପରି ହେଲା।

Genesis 2:21
ତା'ପରେ ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ ଘାରେ ନିଦ୍ରା ରେ ଶୁଆଇ ଦେଲେ। ସେ ତା'ର ଶରୀରରୁ ଖଣ୍ଡେ ପଞ୍ଜରା ନେଲେ ଏବଂ ସହେି କ୍ଷତ ବନ୍ଦ କରି ଦେଲେ।

Genesis 4:25
ଆଦମ ପୁନର୍ବାର ତା'ର ସ୍ତ୍ରୀ ହବା ସହିତ ସହବାସ କଲା ଏବଂ ପୁଣି ସେ ଅନ୍ୟ ଏକ ପୁତ୍ର ସନ୍ତାନ ପ୍ରସବ କଲା, ଏବଂ ତାକୁ ଶେଥ ବୋଲି ଡ଼ାକିଲା। ହବା କହିଲେ, ପରମେଶ୍ବର ହବେଲର ପ୍ରତି ବଦଳ ରେ ଆଉ ଗୋଟିଏ ପୁତ୍ର ଦଇେଛନ୍ତି, କାରଣ କଯିନ ତାହାଙ୍କୁ ହତ୍ଯା କଲା।

Genesis 6:17
ମୁଁ ଏକ ପ୍ରଳଯଙ୍କାରୀ ବନ୍ଯା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ବଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ।

Genesis 7:19
ପୃଥିବୀ ଉପରେ ଜଳ ଅତିଶଯ ବଢ଼ି ଆକାଶ ତଳସ୍ଥ ସମସ୍ତ ଉଚ୍ଚ ପର୍ବତ ମଗ୍ନ କଲା।

Genesis 16:9
ସଦାପ୍ରଭୁଙ୍କର ଦୂତ ହାଗାରକୁ କହିଲେ, ତୁମ୍ଭର ମାଲିକାଣୀ ପାଖକୁ ଫରେିୟାଅ ଓ ନିଜକୁ ତା'ର ପାଖ ରେ ସମର୍ପଣ କର।

Genesis 18:4
ମୁଁ କିଛି ଜଳ ରେ ଆପଣମାନଙ୍କୁ ପଦଧେ ୗତ କରିବି ଓ ଆପଣମାନେ ଏହି ବୃକ୍ଷ ମୂଳ ରେ ଟିକେ ବିଶ୍ରାମ କରନ୍ତୁ।

Genesis 18:8
ଅବ୍ରହାମ କିଛି ରନ୍ଧା ମାଂସ, କିଛି ରୋଟି, ଦୁଗ୍ଧ କିଛି ଛନୋ ଆଣି ସହେି ତିନି ଲୋକଙ୍କ ସମ୍ମୁଖ ରେ ରଖିଲେ। ଅବ୍ରହାମ ତାଙ୍କ ନିକଟରେ ଛିଡ଼ା ହାଇେ ଖାଇବାକୁ ନିବଦନେ କଲେ। ସମାନେେ ସହେି ବୃକ୍ଷ ମୂଳେ ତାହା ଭୋଜନ କଲେ।

Genesis 21:15
ଯେତବେେଳେ ସମସ୍ତ ପାଣି ଶଷେ ହାଇଗେଲା ହାଗାର ତା'ର ପୁତ୍ରକୁ ଏକ ବୁଦା ତଳେ ରଖିଲା।

Occurences : 505

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்