Base Word
תַּלְמַי
Short DefinitionTalmai, the name of a Canaanite and a Syrian
Long Definitionone of the 3 sons of the giant Anak who were slain by the men of Judah
Derivationfrom H8525; ridged
International Phonetic Alphabett̪ɑlˈmɑi̯
IPA modtɑlˈmɑi̯
Syllabletalmay
Dictiontahl-MAI
Diction Modtahl-MAI
UsageTalmai
Part of speechn-pr-m

Numbers 13:22
ଆଉ ସମାନେେ ଦକ୍ଷିଣ ଦିଗ ଦଇେ ହିବ୍ରୋଣ ରେ ୟାଇ ଉପସ୍ଥିତ ହେଲେ, ସହେି ସ୍ଥାନ ରେ ଅହୀମାନ୍, ଶେଶଯ, ତଲ୍ମଯ, ଏହିମାନେ ଅନାକର ବଂଶଧର ବାସ କରୁଥିଲେ। ମିଶରସ୍ଥିତ ସୋଯନର ସାତବର୍ଷ ପୂର୍ବେ ହିବ୍ରୋଣ ନିର୍ମାଣ ହାଇେଥିଲା।

Joshua 15:14
କାଲେବ୍ ସଠାେରକ୍ସ୍ଟ ଅନାକର ବଂଶ ଶେଶଯ ଓ ଅହୀମାନ୍ ଓ ତଲ୍ମଯ ନାମକ ଅନାକର ତିନି ପକ୍ସ୍ଟତ୍ରକକ୍ସ୍ଟ ତଡି ଦେଲେ।

Judges 1:10
ଏହାପରେ ୟିହକ୍ସ୍ଟଦାର ଲୋକମାନେ କିଣାନୀଯମାନଙ୍କ ସହିତ ୟକ୍ସ୍ଟଦ୍ଧ କଲେ। ଯେଉଁମାନେ ହିବ୍ରୋଣ ସହର ରେ ବାସ କରୁଥିଲେ। ହିବ୍ରୋଣର ପୂରାତନ ନାମ ଥିଲା କିରିଯଥ ଅର୍ବ ୟିହକ୍ସ୍ଟଦାର ଲୋକମାନେ ଶେଶଯ, ଅହୀମାନ ଓ ତନ୍ମଯକକ୍ସ୍ଟ ପରାସ୍ତ କଲେ।

2 Samuel 3:3
କର୍ମିଲୀଯ ନାବଲ୍ର ସ୍ତ୍ରୀ ଅବୀଗଲ୍ଙ୍କଠାରକ୍ସ୍ଟ ଜନ୍ମ ହେଲ ଦ୍ବିତୀୟ ପକ୍ସ୍ଟତ୍ର କିଲାବ୍ ଏବଂ ତୃତୀୟ ପକ୍ସ୍ଟତ୍ର ହେଲ ଅବ୍ଶାଲୋମ୍, ସେ ଗଶୂରର ରାଜା ତଲ୍ମଯର କନ୍ଯା ମାଖାରର ପକ୍ସ୍ଟତ୍ର।

2 Samuel 13:37
ତାଙ୍କର ପକ୍ସ୍ଟତ୍ର ଅମ୍ମାନଙ୍କେ ପାଇଁ ଦାଉଦ ବହକ୍ସ୍ଟତ ଦିନ ଶାେକ କଲେ।

1 Chronicles 3:2
ତୃତୀୟ ପୁତ୍ର ଥିଲେ ଅବଶା ଲୋମ୍। ତାଙ୍କର ମାତା ମାଖା ତଲମଯଙ୍କର ଝିଅ ଥିଲେ। ଏହି ତଲ୍ମଗଯ ଗଶୂରର ରାଜା ଥିଲେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்