Base Word
תָּמָר
Short Definitiona palm tree
Long Definitionpalm tree, date palm
Derivationfrom an unused root meaning to be erect
International Phonetic Alphabett̪ɔːˈmɔːr
IPA modtɑːˈmɑːʁ
Syllabletāmār
Dictiontaw-MAWR
Diction Modta-MAHR
Usagepalm (tree)
Part of speechn-m

Exodus 15:27
ଏହାପରେ ଲୋକମାନେ ଏଲୀମକୁ ଗଲେ। ଏଲୀମଠା ରେ ବାରଟି ନିର୍ଝର ଏବଂ ସତୁରୀଟି ଖଜୁରୀ ଗଛ ଥିଲା। ତେଣୁ ଲୋକମାନେ ସହେିଠା ରେ ପାଣି ପାଖ ରେ ଛାଉଣୀ ସ୍ଥାପନ କଲେ।

Leviticus 23:40
ଆଉ ତମ୍ଭମାନେେ ପ୍ରଥମ ଦିନ ରେ ଉତ୍ତମ ବୃକ୍ଷର ଫଳ, ବାତାପି ଗଛର ଗୋଟିଏ ପ୍ରକାର ଖଜୁର୍ର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀ ତୀରସ୍ଥ ବାଇସୀ ବୃକ୍ଷ ଘନେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ସମ୍ମୁଖ ରେ ସାତ ଦିନ ୟାଏ ଆନନ୍ଦ କରିବ।

Numbers 33:9
ପୁଣି ମାରାରୁ ୟାତ୍ରା କରି ଏଲୀମ ରେ ଉପସ୍ଥିତ ହେଲେ; ସହେି ଏଲୀମ ରେ ବାର ଝରଣା ଓ ସତୁରି ଖଜୁରୀ ଗଛ ଥିଲା। ଏଣୁ ସମାନେେ ସହେି ସ୍ଥାନ ରେ ଛାଉଣୀ ସ୍ଥାପନ କଲେ।

Deuteronomy 34:3
ସୋଯର ପର୍ୟ୍ଯନ୍ତ ଦକ୍ଷିଣ ଦେଶ ଓ ଖଜ୍ଜର୍କ୍ସ୍ଟରପକ୍ସ୍ଟର ଯିରୀହାେ ଦେଶସ୍ଥ ଉପତ୍ୟକାର ପଦା ଦଖାଇେଲେ।

Judges 1:16
କିଣାନୀଯମାନେ ଖଜକ୍ସ୍ଟରୀପକ୍ସ୍ଟରସ୍ଥର ସହର ଯରେିକୋକକ୍ସ୍ଟ ପରିତ୍ଯାଗ କଲେ ଏବଂ ୟିହକ୍ସ୍ଟଦାର ଲୋକମାନଙ୍କ ସହିତ ୟିହକ୍ସ୍ଟଦାର ମରକ୍ସ୍ଟଅଞ୍ଚଳ ରେ ଲୋକମାନଙ୍କ ସହିତ ବାସ କରିବାକୁ ଗଲେ। ଏହା ଅରାଦର ନିକଟବର୍ତ୍ତୀ ଥିଲା, କନେୀଯ ଲୋକମାନେ ମାଶାଙ୍କେର ଶ୍ବଶକ୍ସ୍ଟର ଘର ପରିବାରରକ୍ସ୍ଟ ଥିଲେ।

Judges 3:13
ରାଜା ସେ ଅମ୍ମୋନ୍ ଓ ଅମାଲକେ ସହିତ ସଂୟକ୍ସ୍ଟକ୍ତ ତିଆରି କଲେ। ସମାନେେ ଇଶ୍ରାୟେଲକକ୍ସ୍ଟ ଆକ୍ରମଣ କଲେ। ସମାନେେ ଇଶ୍ରାୟେଲୀମାନଙ୍କୁ ପରାସ୍ତ କଲେ ଏବଂ ଖଜର୍କ୍ସ୍ଟର (ଯିରିହାେ) ରକ୍ସ୍ଟ ତଡି ଦେଲେ। ଏବଂ ଇଶ୍ରାୟେଲମାନଙ୍କୁ ଖଜର୍କ୍ସ୍ଟରପକ୍ସ୍ଟରର ସହରକକ୍ସ୍ଟ ଅଧିକାର କଲେ।

2 Chronicles 28:15
ସହେି ନେତାମାନେ ବନ୍ଦୀମାନଙ୍କୁ ସାହାୟ୍ଯ କରିବା ପାଇଁ ନିଜକୁ ପ୍ରସ୍ତୁତ କଲେ। ସହେି ଚାରିଜଣ ବ୍ଯକ୍ତି ଇଶ୍ରାୟେଲୀୟ ସୈନ୍ଯଦଳ ଲୁଟି ନଇେଥିବା ବସ୍ତୁସବୁ ପୁନରୁଦ୍ଧାର କଲେ ଓ ନଗ୍ନଥିବା ଲୋକମାନଙ୍କୁ ବସ୍ତ୍ର ନଇେ ଦେଲେ। ସହେି ନେତାମାନେ ସହେି ଲୋକମାନଙ୍କୁ ଜୋତା ମଧ୍ଯ ଦେଲେ। ସମାନେେ ଯିହୁଦାର ବନ୍ଦୀମାନଙ୍କୁ କିଛି ଖାଦ୍ୟ ଓ ପାନୀଯ ଦେଲେ। ସମାନେେ ସହେି ଲୋକମାନଙ୍କ ଶରୀର ରେ ତଲେ ମାଲିସ୍ କଲେ। ଏହାପରେ ଇଫ୍ରଯିମର ସହେି ନେତାମାନେ ଦୁର୍ବଳ ବନ୍ଦୀମାନଙ୍କୁ ଗଧ ଉପରେ ବସାଇଲେ ଓ ଯିରୀହାେ ରେ ଥିବା ସମାନଙ୍କେ ଗୃହ ଓ ପରିବାରକୁ ସମାନଙ୍କେୁ ନଇଗେଲେ। ଯିରୀହାକେୁ 'ଖଜ୍ଜୁର୍ରୀବୃକ୍ଷର ନଗର' ବୋଲି କୁହାଯାଉ ଥିଲା। ଏହାପରେ ସହେି ଚାରିଜଣ ନେତା ଶମରିଯାକୁ ଫରେିଗଲେ।

Nehemiah 8:15
ସମାନେେ ଯେତବେେଳେ ଏହା ଶୁଣିଲେ, ସମାନେେ ଏହି ବାର୍ତ୍ତା ୟିରୁଶାଲମକୁ ଓ ସମାନଙ୍କେ ସମସ୍ତ ନଗରକୁ ପଠାଇଲେ। ପର୍ବତମଯ ଦେଶକୁ ୟାଅ ଏବଂ ଅଲିଭ ବୃକ୍ଷରୁ ଡାଳ, ଜଙ୍ଗଲି ଅଲିଭି ତୁଲ୍ଯ, ମେ ହନ୍ଦେି ବୃକ୍ଷର ଶାଖା, ଖଜୁରୀ ଶାଖା ଓ ଗହଳିଆ ଶାଖା ସଂଗ୍ରହ କର। ଏହି ଶାଖାଗୁଡିର କ୍ଷଣସ୍ଥାଯୀ ପତ୍ରକୂଟୀର ତିଆରି କରିବା ରେ ବ୍ଯବହାର କର। ଏହିପରି କର କାରଣ ତାହା ବ୍ଯବସ୍ଥା ପୁସ୍ତକରେ ଲିଖିତ ଅଛି।

Psalm 92:12
ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ ଲିବାନୋନର ଏରସ ଗଛ ତୁଲ୍ଯ।

Song of Solomon 7:7
ତୁମ୍ଭ ଶରୀରର ଦୀର୍ଘ୍ଯତା ଖଜୁରୀ ବୃକ୍ଷ ତୁଲ୍ଯ ଓ ତୁମ୍ଭ ସ୍ତନ ମେଞ୍ଚାଏ ଫଳ ତୁଲ୍ଯ।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்