Base Word
תַּרְשִׁישׁ
Short Definitiona gem, perhaps the topaz
Long Definitiona precious stone or semi-precious gem
Derivationprobably of foreign derivation (compare H8659)
International Phonetic Alphabett̪ɑrˈʃɪi̯ʃ
IPA modtɑʁˈʃiːʃ
Syllabletaršîš
Dictiontahr-SHEESH
Diction Modtahr-SHEESH
Usageberyl
Part of speechn-m

Exodus 28:20
ଚତୁର୍ଥ ପଂକ୍ତି ରେ ବୈଦୂର୍ୟ୍ଯ, ଗୋମଦେକ ଓ ସୂର୍ୟ୍ଯକାନ୍ତ। ଏହିସବୁ ସ୍ବର୍ଣ୍ଣ ରେ ନିଜ ନିଜ ପଂକ୍ତି ରେ ବସାୟିବ।

Exodus 39:13
ଏବଂ ଚତୁର୍ଥ ପଂକ୍ତି ରେ ବୈଦୁର୍ୟ୍ଯ, ଗୋମଦେକ ମଣି, ସୂର୍ୟ୍ଯକାନ୍ତ ମଣି ଥିଲା। ଏହିସବୁ ମଣି ସ୍ବର୍ଣ୍ଣ ଧାର ରେ ବସାଗଲା।

Song of Solomon 5:14
ତାହାଙ୍କ ହସ୍ତ ଦ୍ବଯ ବୈଦୁର୍ୟ୍ଯ ମଣି ରେ ଖଚିତ ସୁବର୍ଣ୍ଣ କଙ୍କଣ ତୁଲ୍ଯ। ତାହାଙ୍କ ଶରୀର ନୀଳକାନ୍ତ ମଣି ମଣ୍ଡିତ ଗଜଦନ୍ତମଯ ଶିଳ୍ପ କର୍ମ ତୁଲ୍ଯ।

Ezekiel 1:16
ସମାନେେ ମଣିପରି ଉଜ୍ବଳ ଥିଲେ ଏବଂ ସମାନଙ୍କେର ଆକୃତି ସମାନ ଥିଲା ଏବଂ ପ୍ରେତ୍ୟକକ ଗୋଟିଏ ଚକ ମଧିଅରେ ଗୋଟିଏ ଚକ ସଦୃଶ ଦଖାଗେଲା।

Ezekiel 10:9
ତା'ପ ରେ ମୁଁ ଅନାଇ ଦେଖିଲି ଏକ କିରୂବର ପାଶର୍‌ବ ରେ ଏକ ଚକ ଓ ଅନ୍ୟ କିରୂବର ପାଶର୍‌ବ ରେ ଅନ୍ୟ ଚକ, ଏହିରୂପେ କିରୂବମାନଙ୍କ ପାଶର୍‌ବ ରେ ଏକାଠି ଚାରି ଚକ ଥିଲା। ଏବଂ ସହେି ଚକମାନର ଆଭା ବୈଦୁର୍ୟ୍ଯମଣିର ଆଭା ତୁଲ୍ଯ ଥିଲା।

Ezekiel 28:13
ତୁମ୍ଭେ ପରମେଶ୍ବର ଉଦ୍ୟାନ ଏଦନ ରେ ଥିଲ। ଚୁଣୀ, ପିତମଣି, ହୀରକ, ବୈଦୁର୍ୟ୍ଯମଣି, ଗୋମଦେକମଣି, ସୂର୍ୟ୍ଯକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ୟାବତୀଯ ବହୁମୂଲ୍ଯ ପ୍ରସ୍ତର ସୁବର୍ଣ୍ଣ ରେ ଖଚିତ ହାଇେଥିଲା। ତୁମ୍ଭେ ସୃଷ୍ଟି ହବୋ ଦିନରୁ ସମସ୍ତ ସୌନ୍ଦର୍ୟ୍ଯ ଶିଳ୍ପ ଚାଚୁରୀ ରେ ପରିପୂର୍ଣ୍ଣ ଥିଲା।

Daniel 10:6
ତାହାଙ୍କ ଶରୀର ମଣି ତୁଲ୍ଯ ଚକମକ କରୁଥିଲା, ତାଙ୍କର ମୁଖ ଉଜ୍ଜ୍ବଳ ବୁଦ୍ଯୁତ୍ର ଆଲୋକ ତୁଲ୍ଯ, ଚକ୍ଷୁ ଜ୍ବଳନ୍ତ ମଶାଲ ତୁଲ୍ଯ ଓ ତାହାଙ୍କ ହସ୍ତ ଓ ପାଦ ପରିସ୍କୃତ ପିତ୍ତଳର ଆଭା ତୁଲ୍ଯ ଥିଲା। ଆଉ ତାଙ୍କର ସ୍ବର ଜନଗହଳିର ରବତୁଲ୍ଯ ଉଚ୍ଚ ଥିଲା।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்