Base Word
בָּבֶל
Short DefinitionBabel (i.e., Babylon), including Babylonia and the Babylonian empire
Long DefinitionBabel or Babylon, the ancient site and/or capital of Babylonia (modern Hillah) situated on the Euphrates
Derivationfrom H1101; confusion
International Phonetic Alphabetbɔːˈbɛl
IPA modbɑːˈvɛl
Syllablebābel
Dictionbaw-BEL
Diction Modba-VEL
UsageBabel, Babylon
Part of speechn-pr-loc

Genesis 10:10
ଶନିଯର ଦେଶ ରେ ବାବିଲ୍, ଏରକ୍, ଏକ୍କଦ୍ ଓ କଲନୀ ଏହିସବୁ ନଗର ତାହାର ପ୍ରଥମ ରାଜ୍ଯ ହେଲା।

Genesis 11:9
ସହେି ସ୍ଥାନର ନାମ ବାବିଲ୍ ହେଲା। ଯେ ହତେୁ ସତାପ୍ରଭୁ ସେସ୍ଥାନ ରେ ସମସ୍ତ ପୃଥିବୀର ଭାଷା ରେ ଭଦେ ଜନ୍ମାଇଲେ ଏବଂ ସେସ୍ଥାନରୁ ଲୋକମାନଙ୍କୁ ଛିନ୍ନ ବିଛିନ୍ନ କରାଇଲେ।

2 Kings 17:24
ଅନନ୍ତର ଅଶୂରର ରାଜା ବାବିଲ୍, କୂଥା, ଅଦ୍ଦା, ହମାତ୍ ଓ ସଫର୍ବଯିମଠାରୁ ଲୋକ ଆଣି ଇଶ୍ରାୟେଲୀୟମାନଙ୍କ ବଦଳ ରେ ଶମରିଯାର ବିଭିନ୍ନ ନଗର ରେ ସ୍ଥାପନ କଲେ। ତହୁଁ ସମାନେେ ଶମରିଯା ଅଧିକାର କରି ସଠାେରେ ନାନା ନଗର ରେ ବାସ କଲେ।

2 Kings 17:30
ପୁଣି ବାବିଲୀଯ ଲୋକମାନେ ସୁକ୍ଳୋତ୍-ବନୋତ୍ ମିଥ୍ଯା ଦବେତା ତିଆରି କଲେ। ହମାତୀଯ ଲୋକମାନେ ଅଶୀମା ମିଥ୍ଯା ଦବେତା ତିଆରି କଲେ ଓ କୂଥୀଯ ଲୋକମାନେ ମଧ୍ଯ ର୍ନଗେଲ ମିଥ୍ଯା ଦବେତା ମାନ ତିଆରି କଲେ।

2 Kings 20:12
ସେ ସମୟରେ ବଲଦନର ପୁତ୍ର ମରୋଦକବଲଦନ୍ ବାବିଲର ରାଜା ଥିଲେ। ସେ ହିଜକିଯ, ନିକଟକୁ ପତ୍ରଗୁଡିକ ଓ ଉପହାର ପଠାଇଲେ। କାରଣ ସେ ହିଜକିଯ ଅସୁସ୍ଥତା ବିଷଯ ରେ ଶୁଣିଲେ।

2 Kings 20:14
ତା'ପରେ ଭବିଷ୍ଯଦ୍ବକ୍ତା ଯିଶାଇୟ ରାଜା ହିଜକିଯଙ୍କ ନିକଟକୁ ଆସି ପଚାରିଲେ, ଏହି ଲୋକମାନେ କ'ଣ କହିଲେ? ଏମାନେ କେଉଁଠାରୁ ଆସିଛନ୍ତି?

2 Kings 20:17
ସମୟ ଆସୁଛି ତୁମ୍ଭ ଗୃହ ରେ ଥିବା ସମସ୍ତ ଦ୍ରବ୍ଯ ଓ ଏ ପର୍ୟ୍ଯନ୍ତ ତୁମ୍ଭ ପୂର୍ବପୁରୁଷଙ୍କ ସଞ୍ଚିତ ସମସ୍ତ ପଦାର୍ଥ ବାବିଲକୁ ନିଆୟିବ। ସଦାପ୍ରଭୁ କହନ୍ତି କୌଣସି ଜିନିଷ ଛଡା ୟିବ ନାହିଁ।

2 Kings 20:18
ତୁମ୍ଭଠାରୁ ଜନ୍ମ ହାଇେଥିବା ପୁତ୍ରମାନଙ୍କୁ ବାବିଲୋନୀଯମାନେ ନଇେଯିବେ ଓ ବାବିଲ ରାଜାର ଅଟ୍ଟାଳିକା ରେ ସମାନେେ ନଫୁସକ ହାଇେ ରହିବେ।

2 Kings 24:1
ଯିହାୟୋକୀମ୍ର ରାଜତ୍ବ କାଳ ରେ, ବାବିଲର ରାଜା ନବୂଖଦ୍ନିତ୍ସର ୟିହୂଦା ଓ ଯିହାୟୋକୀମ୍କୁ ତିନି ବର୍ଷ ଧରି ଆକ୍ରମଣ କଲେ। ତା'ପରେ ସେ ତାଙ୍କୁ ଅମାନ୍ଯ କରି ତାଙ୍କର ବିଦ୍ରୋହୀ ହେଲ।

2 Kings 24:7
ବାବିଲର ରାଜା ମିଶରର ନଦୀଠାରୁ ଫରାତ୍ ନଦୀ ପର୍ୟ୍ଯନ୍ତ ମଧ୍ଯବର୍ତ୍ତି ସମସ୍ତ ଦେଶ ଅଧିକାର କଲେ। ଏହି ଦେଶ ପୂର୍ବରୁ ମିଶର ଅଧିନ ରେ ଥିଲା। ତେଣୁ ମିଶରର ରାଜା ପୂନର୍ବାର ମିଶର ଛାଡି ଆସିଲେ ନାହିଁ।

Occurences : 262

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்