1 Chronicles 16:16
ସଦାପ୍ରଭୁ ଅବ୍ରହାମଙ୍କ ସହିତ ଯେଉଁ ପାରମ୍ପାରିକ ନିଯମ କରିଅଛନ୍ତି ଏବଂ ଇସହାକ୍ଙ୍କ ସହିତ ସେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତାହା ସ୍ମରଣ କର।
1 Chronicles 16:16 in Other Translations
King James Version (KJV)
Even of the covenant which he made with Abraham, and of his oath unto Isaac;
American Standard Version (ASV)
`The covenant' which he made with Abraham, And his oath unto Isaac,
Bible in Basic English (BBE)
The agreement which he made with Abraham, and his oath to Isaac;
Darby English Bible (DBY)
Which he made with Abraham, And of his oath unto Isaac;
Webster's Bible (WBT)
Even of the covenant which he made with Abraham, and of his oath to Isaac;
World English Bible (WEB)
[The covenant] which he made with Abraham, His oath to Isaac,
Young's Literal Translation (YLT)
Which He hath made with Abraham, And His oath -- to Isaac,
| Even of the covenant which | אֲשֶׁ֤ר | ʾăšer | uh-SHER |
| he made | כָּרַת֙ | kārat | ka-RAHT |
| with | אֶת | ʾet | et |
| Abraham, | אַבְרָהָ֔ם | ʾabrāhām | av-ra-HAHM |
| and of his oath | וּשְׁבֽוּעָת֖וֹ | ûšĕbûʿātô | oo-sheh-voo-ah-TOH |
| unto Isaac; | לְיִצְחָֽק׃ | lĕyiṣḥāq | leh-yeets-HAHK |
Cross Reference
ଆଦି ପୁସ୍ତକ 26:3
ତୁମ୍ଭେ ଏହି ଦେଶ ରେ ପ୍ରବାସ କର। ତହିଁରେ ମୁଁ ତୁମ୍ଭକୁ ସାହାୟ୍ଯ ଓ ଆଶୀର୍ବାଦ କରିବି। ପୁଣି ମୁଁ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦବେି। ତୁମ୍ଭ ପିତା ଅବ୍ରାହାମଙ୍କ ନିକଟରେ କରିଥବା ଶପଥ ମୁଁ ସଫଳ କରିବି।
ଆଦି ପୁସ୍ତକ 17:2
ଯଦି ତୁମ୍ଭେ ଏପରି କର, ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବାକୁ ପ୍ରସ୍ତୁତ ଅଛି। ମୁଁ ପ୍ରତିଜ୍ଞା କରୁଛି ତୁମ୍ଭର ଲୋକମାନଙ୍କୁ ନଇେ ମୁଁ ଏକ ବିରାଟ ଜାତି ସୃଷ୍ଟି କରିବି।
ଆଦି ପୁସ୍ତକ 35:11
ପରମେଶ୍ବର ତାଙ୍କୁ କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ବର, ତୁମ୍ଭର ପରିବାର ବହୁତ ବଡ଼ ହବେ। ତୁମ୍ଭର ପରିବାରରୁ ଅନକେ ଜାତିଗଣ ହବେ। ରାଜାମାନେ ତୁମ୍ଭ ଶରୀରରୁ ଆସିବେ।
ଆଦି ପୁସ୍ତକ 15:18
ସହେିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦଲେି। ମିଶରୀଯ ନଦୀଠାରୁ ମହାନ ନଦୀ ଫରାତ୍ ପର୍ୟ୍ଯନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦଲେି।
ଏବ୍ରୀମାନଙ୍କ ନିକଟକୁ ପତ୍ର 6:13
ପରମେଶ୍ବର ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ। ପରମେଶ୍ବରଙ୍କ ବ୍ଯତୀତ ମହାନ ଲୋକ ଆଉ କହେି ନାହାଁନ୍ତି। ଅତଏବ ପରମେଶ୍ବର ନିଜ ନାମ ରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:15
ଭାଇ ଓ ଭଉଣୀମାନେ! ମୁଁ ଗୋଟିଏ ଉଦାହରଣ ଦେଉଛି : ଜଣେ ଲୋକ ଅନ୍ୟ ଜଣଙ୍କ ସହିତ କରିଥିବା ଚୁକ୍ତି ବିଷୟ ରେ ଭାବ। ସହେି ଚୁକ୍ତିଟି ଅନୁମାଦେିତ ହାଇଗେଲା ପରେ, ସେଥି ରେ କୌଣସି ପରିବର୍ତ୍ତନ ହାଇପୋ ରେ ନାହିଁ। ତାହାକୁ ଅଟକାଇ ରଖିହୁଏ ନାହିଁ ଓ ସେଥି ରେ ୟୋଡ଼ା ଯାଇପା ରେ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 3:25
ତୁମ୍ଭମାନେେ ସହେି ଭାବବାଦୀମାନଙ୍କର ଉତ୍ତରାଧିକାରୀ। ପରମେଶ୍ବର ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲେ, ତୁମ୍ଭମାନେେ ମଧ୍ଯ ତା'ର ଉତ୍ତରାଧିକାରୀ। ସେ ଅବ୍ରାହାମଙ୍କୁ କହିଥିଲେ, 'ତୁମ୍ଭମାନଙ୍କ ସନ୍ତାନମାନଙ୍କ ଦ୍ବାରା ଜଗତ ରେ ସବୁ ଲୋକ ଆଶୀର୍ବାଦ ପାଇବେ।'
ଲୂକଲିଖିତ ସୁସମାଚାର 1:72
ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦଖାଇବେେ ବୋଲି କହିଥିଲେ ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।
ନିହିମିୟା 9:8
ତୁମ୍ଭେ ତାଠା ରେ ତାର ଅନ୍ତକରଣ ବିଶ୍ବସ୍ତ ଦେଖିଲ, ଏବଂ ତୁମ୍ଭେ ତାହା ସହିତ ଗୋଟିଏ ଚୁକ୍ତି କଲ। କିଣାନୀଯ, ହିତ୍ତୀଯ, ଇ ମାରେୀଯ, ପରିଷୀଯ ଓ ୟିବୁଷୀଯ, ଗିର୍ଗାଶୀଯର ଭୂମି ଅବ୍ରାହାମର ବଂଶଧରମାନଙ୍କୁ ଏହା ଦବୋକୁ ପ୍ରତିଜ୍ଞା କରିଥିଲେ।
ଯାତ୍ରା ପୁସ୍ତକ 3:15
ପରମେଶ୍ବର ମାଶାଙ୍କେୁ ଆହୁରି କହିଲେ, ତୁମ୍ଭେ ଇଶ୍ରାୟେଲୀୟ ସନ୍ତାନଗଣଙ୍କୁ ଏହିକଥା କହିବ, 'ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ବର, ଅର୍ଥାତ୍ ଅବ୍ରହାମର ପରମେଶ୍ବର, ଇସ୍ହାକର ପରମେଶ୍ବର, ଯାକୁବର ପରମେଶ୍ବର ସଦାପ୍ରଭୁ (ସ୍ବଯମ୍ଭୁ)ଙ୍କର ଏହି ନାମ ଅନନ୍ତକାଳସ୍ଥାଯୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀଯ ଅଟେ।' ' ସେ ତୁମ୍ଭମାନଙ୍କ ନିକଟକୁ ମାେତେ ପଠାଇଛନ୍ତି।'
ଆଦି ପୁସ୍ତକ 28:13
ଏବଂ ଯାକୁବ ଦେଖିଲେ ସଦାପ୍ରଭୁ ସହେି ସିଢ଼ି ପାଖ ରେ ଛିଡ଼ା ହାଇେଛନ୍ତି। ସଦାପ୍ରଭୁ କହୁଥିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ବର, ମଧ୍ଯ ଇସ୍ହାକର ପରମେଶ୍ବର। ତୁମ୍ଭେ ଶାଇେଥିବା ଭୂମି ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ତାହା ଦବୋ।
ଆଦି ପୁସ୍ତକ 22:16
ସଦାପ୍ରଭୁଙ୍କର ଦୂତ କହିଲେ, ତୁମ୍ଭର ଏକମାତ୍ର ପୁତ୍ର ଆମ୍ଭକୁ ଦବୋକୁ ସମ୍ମତ ହେଲ, ତୁମ୍ଭେ ଏପରି କଲ କାରଣ ମାେ ପାଇଁ। ମୁଁ ତୁମ୍ଭକୁ ଏହି ପ୍ରତିଜ୍ଞା କରାଇଥିଲି। ମୁଁ ସହେି ସଦାପ୍ରଭୁ ପ୍ରତିଜ୍ଞା କରିଥିଲି ଯେ,
ଆଦି ପୁସ୍ତକ 12:7
ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।