1 Corinthians 11:24 in Oriya

Oriya Oriya Bible 1 Corinthians 1 Corinthians 11 1 Corinthians 11:24

1 Corinthians 11:24
ତା'ପରେ ସହେି ରୋଟୀକୁ ଛିଣ୍ଡାଇ ସେ କହିଲେ : ଏହା ତୁମ୍ଭମାନଙ୍କ ନିମନ୍ତେ ମାରେ ଶରୀର। ମାେତେ ସ୍ମରଣ କରିବା ପାଇଁ ତୁମ୍ଭମାନେେ ଏହା କର।

1 Corinthians 11:231 Corinthians 111 Corinthians 11:25

1 Corinthians 11:24 in Other Translations

King James Version (KJV)
And when he had given thanks, he brake it, and said, Take, eat: this is my body, which is broken for you: this do in remembrance of me.

American Standard Version (ASV)
and when he had given thanks, he brake it, and said, This is my body, which is for you: this do in remembrance of me.

Bible in Basic English (BBE)
And when it had been broken with an act of praise, he said, This is my body which is for you: do this in memory of me.

Darby English Bible (DBY)
and having given thanks broke [it], and said, This is my body, which [is] for you: this do in remembrance of me.

World English Bible (WEB)
When he had given thanks, he broke it, and said, "Take, eat. This is my body, which is broken for you. Do this in memory of me."

Young's Literal Translation (YLT)
and having given thanks, he brake, and said, `Take ye, eat ye, this is my body, that for you is being broken; this do ye -- to the remembrance of me.'

it,
καὶkaikay
And
when
he
had
given
εὐχαριστήσαςeucharistēsasafe-ha-ree-STAY-sahs
thanks,
brake
ἔκλασενeklasenA-kla-sane
he
and
καὶkaikay
said,
εἶπενeipenEE-pane
Take,
Λάβετε,labeteLA-vay-tay
eat:
φάγετε,phageteFA-gay-tay
this
ΤοῦτόtoutoTOO-TOH
my
μουmoumoo
is
ἐστὶνestinay-STEEN

τὸtotoh
body,
σῶμαsōmaSOH-ma

for
you:
τὸtotoh
broken
ὑπὲρhyperyoo-PARE
is
ὑμῶνhymōnyoo-MONE
which
κλώμενον·klōmenonKLOH-may-none
this
τοῦτοtoutoTOO-toh
do
ποιεῖτεpoieitepoo-EE-tay
in
εἰςeisees

τὴνtēntane
of
ἐμὴνemēnay-MANE
me.
remembrance
ἀνάμνησινanamnēsinah-NAHM-nay-seen

Cross Reference

ଯାତ୍ରା ପୁସ୍ତକ 12:14
ତେଣୁ ତୁମ୍ଭମାନେେ ଭଲଭାବେ ମନରେଖ ଯେ, ଆଜି ରାତ୍ରିଟି ତୁମ୍ଭମାନଙ୍କ ପାଇଁ ସ୍ମରଣୀଯ ଦିନ ହବେ। ତୁମ୍ଭମାନେେ ଏହି ଦିନକୁ ସଦାପ୍ରଭୁଙ୍କର ପର୍ବରୂପେ ପଚାଳନ କରିବ। ତୁମ୍ଭର ଭବିଷ୍ଯତ ବଂଶଧରମାନେ ଏହି ପର୍ବ ପ୍ରତିବର୍ଷ ପାଳନ କରିବେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:16
ଯେଉଁ ଆଶୀର୍ବାଦର ପିଆଲା ପାଇଁ ଆମ୍ଭେ ଧନ୍ଯବାଦ ଅର୍ପଣ କରୁ, ତହିଁରେ ଆମ୍ଭେ ଖ୍ରୀଷ୍ଟଙ୍କ ରକ୍ତର ସହଭାଗୀ ହେଉ ନାହୁଁ କି? ଯେଉଁ ରୋଟୀ ଆମ୍ଭେ ଭାଙ୍ଗୁ ତାହା ଖ୍ରୀଷ୍ଟଙ୍କ ଶରୀର ରେ ଅଂଶ ନୁହେଁ କି ?

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:3
ସମାନେେ ଏକମାତ୍ର ଆଧ୍ଯାତ୍ମିକ ଶୈଳ ସଦୃଶ ଖ୍ରୀଷ୍ଟଙ୍କଠାରୁ ସମାନ ଆତ୍ମିକ ଭୋଜନ କରିଥିଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5:7
ତୁମ୍ଭମାନେେ ସଂମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହବୋଲାଗି ତୁମ୍ଭମାନଙ୍କ ଭିତ ରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭମାନେେ ସହେି ଖମୀର ଶୂନ୍ଯ ନିସ୍ତାର ପର୍ବର ରୋଟୀ ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାର ପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହାଇେ ଯାଇଛନ୍ତି।

ଯୋହନଲିଖିତ ସୁସମାଚାର 6:53
ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭେ ନିଶ୍ଚୟ ମନଷ୍ଯପୁତ୍ରଙ୍କ ମାଂସ ଖାଇବ। ତୁମ୍ଭେ ନିଶ୍ଚୟ ତାହାଙ୍କ ରକ୍ତ ପିଇବ। ଯଦି ତୁମ୍ଭେ ଏହା ନକରିବ, ତବେେ ତୁମ୍ଭ ଭିତ ରେ ପ୍ରକୃତ ଜୀବନ ନାହିଁ।

ମାଥିଉଲିଖିତ ସୁସମାଚାର 26:13
ମୁଁ ତୁମ୍ଭକୁ ସତ୍ଯ କହୁଛି, ଏ ଜଗତ ରେ ସର୍ବତ୍ର ଲୋକମାନଙ୍କ ମଧିଅରେ ସୁସମାଚ଼ାର ଘୋଷଣା କରାୟିବ। ତା ସହିତ ଏ ସ୍ତ୍ରୀ ଲୋକଟି କ'ଣ କରିଥିଲା, ସେ ବିଷୟ ମଧ୍ଯ ଘୋଷଣା କରାୟିବ। ଲୋକମାନେ ତାକୁ ମନେ ରଖିବେ।

ଯିଶାଇୟ 55:1
ହେ ତୃଷାର୍ତ୍ତଗଣ, ତୁମ୍ଭମାନେେ ଜଳ ନିକଟକୁ ଆସ, ପୁଣି ଅର୍ଥଶୂନ୍ଯ ବ୍ଯକ୍ତି ମଧ୍ଯ ଆସୁ। ତୁମ୍ଭମାନେେ ଆସ, କିଣ ଓ ଭୋଜନ କର। ହଁ, ଆସ, ଅର୍ଥ ଓ ବିନା ମୂଲ୍ଯ ରେ ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।

ଯିଶାଇୟ 26:8
ମାତ୍ର ହେ ସଦାପ୍ରଭୁ, ଆମ୍ଭମାନେେ ତୁମ୍ଭ ଶାସନ ମାର୍ଗର ନ୍ଯାଯକୁ ଅପେକ୍ଷା କରିଛୁ। ଆମ୍ଭମାନଙ୍କର ଆତ୍ମା ତୁମ୍ଭର ନାମକୁ ସ୍ମରଣ କରିବ।

ଯିଶାଇୟ 25:6
ସେତବେେଳେ ସର୍ବଶକ୍ତିମାନ ସଦାପ୍ରଭୁ ପର୍ବତ ଉପ ରେ ତାଙ୍କ ଲୋକମାନଙ୍କ ପାଇଁ ଉତ୍ତମ ଖାଦ୍ୟର ଏକ ଭୋଜି ଦବେେ। ସହେି ଭୋଜି ରେ ଉତ୍ତମ ଖାଦ୍ୟର ବିଭିନ୍ନ ପ୍ରକାର, ପାନୀଯ ଦ୍ରାକ୍ଷାରସ କୋମଳ ସ୍ବାଦୟୁକ୍ତ ମାସଂ ଏବଂ ଅନ୍ଯାନ୍ଯ ସ୍ବତନ୍ତ୍ର ଦ୍ରବ୍ଯ।

ପରମଗୀତ 5:1
ହେ ମାରେ ଭଗିନୀ, ମାହେର ପ୍ରିୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି। ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ଯ ସଂଗ୍ରହ କରିଅଛି। ମୁଁ ମହୁ ଫଣୋରୁ ମାରେ ମହୁ ଭୋଜନ କରିଅଛି। ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧପାନ କରିଅଛି। ଆସ ପରସ୍ପର ସହିତ ଆମାଦେ କରିବା। ଆସ ପ୍ ରମେ ରେ ମତ୍ତ ହାଇଯେିବା।

ପରମଗୀତ 1:4
ମାେତେ ଏକା ତୁମ୍ଭ ପାଖକୁ ଟାଣିନିଅ। ଆସ ଆମ୍ଭେ ଏକତ୍ରୀତ ହାଇେ ଦୌଡ଼ିବା। ରାଜା ଆପଣା ଅନ୍ତଃପୁରକୁ ମାେତେ ଆଣିଅଛନ୍ତି।

ହିତୋପଦେଶ 9:5
ଆସ ମାରେ ଖାଦ୍ୟକୁ ଭକ୍ଷଣ କର ଏବଂ ମାରେଦ୍ରାକ୍ଷାରସ ପାନ କର।

ଗୀତସଂହିତା 111:4
ସେ ଆପଣାର ଆଶ୍ଚର୍ୟ୍ଯ କର୍ମମାନ ସବୁ ସ୍ମରଣ କରାଇଛନ୍ତି। ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମଯ।

ଗୀତସଂହିତା 22:29
ବଳଶାଳୀ, ସ୍ବାସ୍ଥ୍ଯବାନ୍ ଲୋକମାନେ ଭୋଜନ କରି ପରମେଶ୍ବରଙ୍କ ସମ୍ମୁଖରେ ପ୍ରଣାମ ହବେେ। ପ୍ରକୃତରେ ସବୁ ମଣିଷ ଯେଉଁମାନେ ମୃତ୍ଯୁବରଣ କରିବେ ଓ ଯେଉଁମାନେ ମୃତ୍ଯୁବରଣ କରିଛନ୍ତି ପରମେଶ୍ବରଙ୍କ ସମ୍ମୁଖରେ ନତ ମସ୍ତକ ହବେେ।

ଗୀତସଂହିତା 22:26
ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ। ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜଯଗାନ କର। ତୁମ୍ଭର ହୃଦଯ ଚିରଦିନ ପାଇଁ ଜୀବନ୍ତ ରହୁ।

ଯିହୋଶୂୟ 4:7
ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ ଯେ ସଦାପ୍ରଭୁ ୟର୍ଦ୍ଦନ ନଦୀର ଜଳ ଧାରକକ୍ସ୍ଟ ବନ୍ଦ କରିଥିଲେ। ସହେି ସମୟରେ ଯାଜକମାନେ ସଦାପ୍ରଭୁଙ୍କର ୟକ୍ସ୍ଟକ୍ତିର ପବିତ୍ର ସିନ୍ଦକ୍ସ୍ଟକ ସହିତ ଧରି ନଦୀ ପାର ହେଉଥିଲେ, ଏହି ଶୀଳା ଖଣ୍ତଗକ୍ସ୍ଟଡିକ ସବୁଦିନ ପାଇଁ ଇଶ୍ରାୟେଲବାସୀଙ୍କର କଥାକକ୍ସ୍ଟ ମନେପକାଉ ଥିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:27
ଅତଏବ, ଯେଉଁ ଲୋକ ରୋଟୀ ଓ ପ୍ରଭୁଙ୍କର ପିଆଲାରୁ ଅନୁଚିତ ଭାବରେ ଗ୍ରହଣ କରେ, ସେ ପ୍ରଭୁଙ୍କର ଶରୀର ଓ ରକ୍ତର ଅବମାନନା କରେ।