1 Corinthians 2:15
କିନ୍ତୁ ଜଣେ ଆଧ୍ଯାତ୍ମିକ ଲୋକ ପ୍ରେତ୍ୟକକ ବିଷୟର ଉଚିତ୍ ମୂଲ୍ଯାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ବାରା ବିଚାରିତ ହାଇେ ପାରିବ ନାହିଁ। ଶାସ୍ତ୍ର କୁ ହେ :
1 Corinthians 2:15 in Other Translations
King James Version (KJV)
But he that is spiritual judgeth all things, yet he himself is judged of no man.
American Standard Version (ASV)
But he that is spiritual judgeth all things, and he himself is judged of no man.
Bible in Basic English (BBE)
But he who has the Spirit, though judging all things, is himself judged by no one.
Darby English Bible (DBY)
but the spiritual discerns all things, and *he* is discerned of no one.
World English Bible (WEB)
But he who is spiritual discerns all things, and he himself is judged by no one.
Young's Literal Translation (YLT)
and he who is spiritual, doth discern indeed all things, and he himself is by no one discerned;
| But | ὁ | ho | oh |
| he that | δὲ | de | thay |
| is spiritual | πνευματικὸς | pneumatikos | pnave-ma-tee-KOSE |
| ἀνακρίνει | anakrinei | ah-na-KREE-nee | |
| judgeth | μὲν | men | mane |
| things, all | πάντα | panta | PAHN-ta |
| yet | αὐτὸς | autos | af-TOSE |
| he himself | δὲ | de | thay |
| is judged | ὑπ' | hyp | yoop |
| of | οὐδενὸς | oudenos | oo-thay-NOSE |
| no man. | ἀνακρίνεται | anakrinetai | ah-na-KREE-nay-tay |
Cross Reference
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:1
ଏକଆ ରକରେ ସାହାୟ୍ଯ କର ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରି ପା ରେ। ସେତବେେଳେ ତୁମ୍ଭମାନେେ ଆତ୍ମିକ ଲୋକ ହାଇେଥିବାରୁ, ଭଦ୍ରତା ସହକା ରେ ଭୁଲକାର୍ୟ୍ଯ କରୁଥିବା ଲୋକଟିକୁ ସଂଶୋଧନ ହବୋ ପାଇଁ ସାହାୟ୍ଯ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭମାନେେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷା ରେ ପଡ଼ି ନ ଯାଅ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:1
ଭାଇ ଓ ଭଉଣୀମାନେ! ପୂର୍ବ ରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠା ରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି।
ହିତୋପଦେଶ 28:5
ମନ୍ଦ ଲୋକମାନେ ନ୍ଯାଯ ବୁଝନ୍ତି ନାହିଁ। ମାତ୍ର ସଦାପ୍ରଭୁଙ୍କ ଅନ୍ବଷେଣକାରୀମାନେ ଏହି ବିଷଯକୁ ଭଲ ରେ ବୁଝନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:37
ଯଦି ଜଣେ ଲୋକ ନିଜକୁ ଭାବବାଦୀ ବୋଲି ମନେ କରେ ବା ସେ ନିଜକୁ ଆଧ୍ଯାତ୍ମିକ ଦାନର ଅଧିକାରୀ ବୋଲି ଭାବେ, ତା' ହେଲେ ସେ ବୁଝି ପାରିବା ଉଚିତ ଯେ, ମୁଁ ଯାହା କିଛି ତୁମ୍ଭମାନଙ୍କୁ ଲେଖୁଛି, ତାହା ପ୍ରଭୁଙ୍କର ଆଦେଶ ଅଟେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:21
କିନ୍ତୁ ପ୍ରେତ୍ୟକକ କଥାର ସତ୍ଯାସତ୍ଯ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ।
ଯୋହନଙ୍କ ପ୍ରଥମ ପତ୍ର 4:1
ପ୍ରିୟ ବନ୍ଧୁମାନେ, ଏ ଜଗତର ଚାରିଆଡ଼େ ବହୁତ ଭଣ୍ଡ ଭାବବାନୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରେତ୍ୟକକ ଆତ୍ମାକୁ ବିଶ୍ବାସ କର ନାହିଁ, ବରଂ ସମାନେେ ପରମେଶ୍ବରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ।
ଏବ୍ରୀମାନଙ୍କ ନିକଟକୁ ପତ୍ର 5:14
କିନ୍ତୁ କଠିନ ଖାଦ୍ୟ ସହେିମାନଙ୍କ ପାଇଁ ଯେଉଁମାନେ ଶିଶୁପରି ବ୍ଯବହାର ବନ୍ଦ କରି ଦଇେଛନ୍ତି। ଏହା ସହେିମାନଙ୍କ ପାଇଁ ଯେଉଁମାନେ ଆତ୍ମା ରେ ବୃଦ୍ଧି ପାଇଛନ୍ତି।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:9
ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ :
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:10
ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ଯ ଦେଖିପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ଯ ହବେ ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:13
ସମସ୍ତ ଲୋକେ ପରମେଶ୍ବରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ବାସ ଓ ସମାନ ଜ୍ଞାନ ସହିତ ଏକତ୍ର ହବୋ ପର୍ୟ୍ଯନ୍ତ ଏହି କାମ ଚାଲିଥିବା ନିତାନ୍ତ ଆବଶ୍ଯକ, ଯେପର୍ୟ୍ଯନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହାଇେଛୁ, ସେ ପର୍ୟ୍ଯନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହବୋକୁ ପଡ଼ିବ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:3
ତିତସସମା ସହିତ ଥିଲଲ।ସସ ଜଲଣ ଅଣଯିହୂଦୀସଲାକ ଥିଲଲ। କିନ୍ତୁ ଏହିସଲାକମାଲନ ତିତସଙ୍କୁ ମଧ୍ଯ ସୁନ୍ନତସହବା ପାଇଁ ବାଧ୍ଯ କଲଲ ନାହିଁ।
ଦିତୀୟ ଶାମୁୟେଲ 14:17
ମୁ ଜାଣେ ମାରେମୂନିବଙ୍କର କଥା, ନିଶ୍ଚିତ ଭାବରେ ମାେତେ ବିଶ୍ରାମ ଦବେ କାରଣ ଆପଣ ହେଉଛନ୍ତି ଜଣେ ପରମେଶ୍ବରଙ୍କ ଦୂତପରି। ଆପଣ ଜାଣନ୍ତି କେଉଁଟା ଠିକ୍ ଓ କେଉଁଟା ଭକ୍ସ୍ଟଲ୍ ଏବଂ ସଦାପ୍ରଭୁ ତୁମ୍ଭର ପରମେଶ୍ବର ସର୍ବଦା ତକ୍ସ୍ଟମ୍ଭ ପାଖ ରେ ଅଛନ୍ତି।
ପ୍ରଥମ ରାଜାବଳୀ 3:9
ତେଣୁ ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ଠିକ୍ ଓ ଭୂଲ୍ ବାଛିବା ପାଇଁ ତୁମ୍ଭେ ମାେତେ ଜ୍ଞାନ ଦିଅ ଓ ବୁଦ୍ଧି ଦିଅ। ମାେତେ ଜ୍ଞାନ ଦିଅ ଯେପରି ମୁଁ ଲୋକମାନଙ୍କୁ ନ୍ଯାଯ ସହିତ ଶାସନ ଓ ବିଗ୍ଭର କରିପା ରେ। କାରଣ ଏହା ବିନା ଏହି ମହା ଗୋଷ୍ଠୀର କିଏ ନ୍ଯାଯ କରିପାରିବ?
ଗୀତସଂହିତା 25:14
ସଦାପ୍ରଭୁ ସର୍ବଦା ଗୁପ୍ତ ବିଷଯ ସବୁ ତାଙ୍କର ଅନୁୟୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ଯବସ୍ଥା ସବୁ ସମାନଙ୍କେୁ ନିଯମ ପ୍ରଦାନ କରନ୍ତି।
ଉପଦେଶକ 8:5
ଯେଉଁ ବ୍ଯକ୍ତି ଆଦେଶକୁ ମାନେ କୌଣସି ବିପଦକୁ ଜାଣିବ ନାହିଁ। ଜଣେ ଜ୍ଞାନୀଲୋକ ସମୟ ଏବଂ କ'ଣ ଠିକ୍ ତା'ର ଉପାଯ ଜାଣେ।
ଯୋହନଲିଖିତ ସୁସମାଚାର 7:17
ପରମେଶ୍ବର ଯାହା ଚାହାଁନ୍ତି ଯଦି କୌଣସି ବ୍ଯକ୍ତି ସହେି ଅନୁଯାଯୀ କାର୍ୟ୍ଯ କରେ, ମାରେଉପଦେଶ ପରମେଶ୍ବରଙ୍କଠାରୁ ଆସିଛି ନା ନାହିଁ, ତାହା ସେ ଜାଣିପାରିବ। ସେ ବ୍ଯକ୍ତି ଜାଣିପାରିବ ଯେ ଏ ଉପଦେଶ ମାେ ନିଜର ନୁହେଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 15:1
କେତକେ ଲୋକ ୟିହୂଦାରୁ ଆନ୍ତିୟଖିଆକୁ ଆସିଲେ। ସମାନେେ ଭାଇମାନଙ୍କୁ ଏହି ଶିକ୍ଷା ଦେଲେ, ତୁମ୍ଭମାନେେ ଯଦି ମାଶାଙ୍କେର ବ୍ଯବସ୍ଥା ଅନୁସାରେ ସୁନ୍ନତ ନହୁଅ, ତବେେ ତୁମ୍ଭମାନେେ ପରିତ୍ରାଣ ପାଇପାରିବ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:3
ପାଉଲ ତୀମଥିଙ୍କୁ ନିଜ ସହିତ ନବୋପାଇଁ ଇଚ୍ଛା କଲେ। ତାହାଙ୍କର ପିତା ଗ୍ରୀକ୍ ବୋଲି ସମସ୍ତେ ଜାଣିଥିଲେ। ତେଣୁ ପାଉଲ ତାହାଙ୍କୁ ଯିହୂଦୀମାନଙ୍କ ହତେୁ ସୁନ୍ନତ କରି ଦେଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:5
ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।
ଦିତୀୟ ଶାମୁୟେଲ 12:16
ଦାଉଦ ବାଳକ ନିମନ୍ତେ ପରମେଶ୍ବରଙ୍କ ନିକଟରେ ନିବଦନେ କଲେ ଓ ଦାଉଦ ଉପବାସ କଲେ ଓ ଭିତ ରେ ୟାଇ ରାତ୍ରିୟାକ ଭୂମି ଉପରେ ପଡି ରହିଲେ।