1 John 3:14 in Oriya

Oriya Oriya Bible 1 John 1 John 3 1 John 3:14

1 John 3:14
ଆମ୍ଭେ ଜାଣୁ ଯେ, ଆମ୍ଭେ ମୃତ୍ଯୁର ସୀମା ପାରି ହାଇେ ଜୀବନ ରେ ପ୍ରବେଶ କରିଛୁ, କାରଣ ଆମ୍ଭେ ନିଜ ଭାଇ ଓ ଭଉଣୀମାନଙ୍କୁ ପ୍ ରମେ କରୁ। ଯେଉଁ ଲୋକ ପ୍ ରମେ କରେ ନାହିଁ, ସେ ମୃତ୍ଯୁ ସୀମା ମଧିଅରେ ଥାଏ।

1 John 3:131 John 31 John 3:15

1 John 3:14 in Other Translations

King James Version (KJV)
We know that we have passed from death unto life, because we love the brethren. He that loveth not his brother abideth in death.

American Standard Version (ASV)
We know that we have passed out of death into life, because we love the brethren. He that loveth not abideth in death.

Bible in Basic English (BBE)
We are conscious that we have come out of death into life because of our love for the brothers. He who has no love is still in death.

Darby English Bible (DBY)
*We* know that we have passed from death to life, because we love the brethren. He who does not love [his] brother abides in death.

World English Bible (WEB)
We know that we have passed out of death into life, because we love the brothers. He who doesn't love his brother remains in death.

Young's Literal Translation (YLT)
we -- we have known that we have passed out of the death to the life, because we love the brethren; he who is not loving the brother doth remain in the death.

his
ἡμεῖςhēmeisay-MEES
We
οἴδαμενoidamenOO-tha-mane
know
ὅτιhotiOH-tee
that
we
have
μεταβεβήκαμενmetabebēkamenmay-ta-vay-VAY-ka-mane
passed
ἐκekake
from
τοῦtoutoo

θανάτουthanatoutha-NA-too
death
εἰςeisees
unto
τὴνtēntane

ζωήν,zōēnzoh-ANE
life,
ὅτιhotiOH-tee
because
love
ἀγαπῶμενagapōmenah-ga-POH-mane
we
τοὺςtoustoos
brethren.
ἀδελφούς·adelphousah-thale-FOOS

not
He
hooh
that
μὴmay
loveth
ἀγαπῶνagapōnah-ga-PONE
the
brother
τὸνtontone
abideth
ἀδελφόν,adelphonah-thale-FONE
in
μένειmeneiMAY-nee

ἐνenane
death.
τῷtoh
θανάτῳthanatōtha-NA-toh

Cross Reference

ଯୋହନଲିଖିତ ସୁସମାଚାର 5:24
ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ, ଯଦି କୌଣସି ବ୍ଯକ୍ତି ମାରେ କହିବା କଥା ଶୁଣେ ଓ ମାେତେ ୟିଏ ପଠାଇଛନ୍ତି ତାହାଙ୍କଠା ରେ ବିଶ୍ବାସ କରେ, ତବେେ ସେ ବ୍ଯକ୍ତି ଅନନ୍ତ ଜୀବନ ଲାଭ କରିଅଛି। ସେ ବ୍ଯକ୍ତି ଦୋଷୀ ବୋଲି ବିଚାରିତ ହବେ ନାହିଁ। ସେ ମୃତ୍ଯୁକୁ ପାର ହାଇେ ଜୀବନ ଭିତ ରେ ପ୍ରବେଶ କରି ମାରିଛି।

ଯୋହନଙ୍କ ପ୍ରଥମ ପତ୍ର 5:2
ଆମ୍ଭେ ପରମେଶ୍ବରଙ୍କ ସନ୍ତାନମାନଙ୍କୁ ପ୍ ରମେ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ବରଙ୍କୁ ପ୍ ରମେ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ବରଙ୍କ ସନ୍ତାନ ଅଟୁ।

ଯୋହନଲିଖିତ ସୁସମାଚାର 13:35
ତୁମ୍ଭେ ଯଦି ପରସ୍ପରକୁ ପ୍ ରମେ କରିବ, ତବେେ ସମସ୍ତେ ଜାଣିବେ ଯେ ତୁମ୍ଭମାନେେ ମାରେ ଶିଷ୍ଯ।

ମାଥିଉଲିଖିତ ସୁସମାଚାର 25:40
ସେତବେେଳେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣଙ୍କ ପାଇଁ ଯାହା କିଛି କଲ, ତାହା ତୁମ୍ଭେ ମାେ ପାଇଁ କଲ।'

ଯୋହନଲିଖିତ ସୁସମାଚାର 15:12
ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଛି! ଯେପରି ମୁଁ ତୁମ୍ଭକୁ ପ୍ ରମେ କରିଛି ତୁମ୍ଭମାନେେ ମଧ୍ଯ ପରସ୍ପରକୁ ସହେିପରି ପ୍ ରମେ କର।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:9
ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ ରମେଭାବ ବିଷୟ ରେ ତୁମ୍ଭମାନଙ୍କୁ ଲେଖିବାର ଆବଶ୍ଯକତା ନାହିଁ। ପରସ୍ପରକୁ ପ୍ ରମେ କରିବା ପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ଆଗରୁ ଶିଖାଇଛନ୍ତି।

ପିତରଙ୍କ ପ୍ରଥମ ପତ୍ 3:8
ଅତଏବ ସମସ୍ତେ ମିଳିମିଶି ଶାନ୍ତି ରେ ରହିବା ଉଚିତ। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।

ପିତରଙ୍କ ଦିତୀୟ ପତ୍ର 1:7
ପରମେଶ୍ବରଙ୍କ ସବୋ ରେ ଖ୍ରୀଷ୍ଟ ଭାଇ ଓ ଭଉଣୀମାନଙ୍କ ପ୍ରତି ଦୟାଭାବ, ଓ ଏହି ଦୟା ରେ ପ୍ ରମେକୁ ୟୋଗ କର।

ଯୋହନଙ୍କ ପ୍ରଥମ ପତ୍ର 2:3
ଆମ୍ଭେ ଯଦି ପରମେଶ୍ବରଙ୍କର ଆଜ୍ଞା ପାଳନ କରୁ, ତବେେ ଆମ୍ଭମାନେେ ସୁନିଶ୍ଚିତ ଯେ, ଆମ୍ଭେ ପ୍ରକୃତ ରେ ତାହାଙ୍କୁ ଜାଣିଛୁ।

ଯୋହନଙ୍କ ପ୍ରଥମ ପତ୍ର 3:23
ପରମେଶ୍ବରଙ୍କର ଏହା ଆଦେଶ : ତାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଆମ୍ଭମାନେେ ବିଶ୍ବାସ କରିବା ଓ ପରସ୍ପରକୁ ଭଲ ପାଇବା।

ଯୋହନଙ୍କ ପ୍ରଥମ ପତ୍ର 4:7
ପ୍ରିୟ ବନ୍ଧୁମାନେ, ଆମ୍ଭେସବୁ ପରସ୍ପରକୁ ଭଲ ପାଇବା ଉଚିତ, କାରଣ ପ୍ ରମେ ପରମେଶ୍ବରଙ୍କଠାରୁ ଆ ସେ। ଯେଉଁ ଲୋକ ପ୍ ରମେ କରେ, ସେ ପରମେଶ୍ବରଙ୍କର ସନ୍ତାନ ହୁଏ ଓ ତାହାଙ୍କୁ ଜାଣିପା ରେ।

ଯୋହନଙ୍କ ପ୍ରଥମ ପତ୍ର 4:12
କହେି କବେେ ପରମେଶ୍ବରଙ୍କୁ ଦେଖି ନାହିଁ। କିନ୍ତୁ ଯଦି ଆମ୍ଭେ ପରସ୍ପରକୁ ପ୍ ରମେ କରିବା, ତବେେ ପରମେଶ୍ବର ଆମ୍ଭମାନଙ୍କ ମଧିଅରେ ବାସ କରିବେ ଓ ତାହାଙ୍କର ପ୍ ରମେ ଆମ୍ଭଠା ରେ ସିଦ୍ଧ ହବେ।

ଯୋହନଙ୍କ ପ୍ରଥମ ପତ୍ର 4:20
ଯଦି କହେି କ ହେ ମୁଁ ପରମେଶ୍ବରଙ୍କୁ ପ୍ ରମେ କରେ, କିନ୍ତୁ ନିଜ ଭାଇକୁ ଘୃଣା କରେ, ତବେେ ସେ ହେଉଛି ମିଥ୍ଯାବାଦୀ, କାରଣ ଯେଉଁ ଲୋକ ତାହାର ଦେଖିଥିବା ଭାଇକୁ ଭଲ ପାଏ ନାହିଁ, ତବେେ ଯେଉଁ ପରମେଶ୍ବରଙ୍କୁ ସେ କବେେ ଦେଖି ନାହିଁ, ତାହାଙ୍କୁ ପ୍ ରମେ କରି ପାରିବ ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 5:19
ଆମ୍ଭେ ଜାଣୁ, ଯେ ଆମ୍ଭେ ପରମେଶ୍ବରଙ୍କର ଅଟୁ ମାତ୍ର ସମଗ୍ର ଜଗତ ଶୟତାନର ନିୟନ୍ତ୍ରଣ ରେ ଅଛି।

ପିତରଙ୍କ ପ୍ରଥମ ପତ୍ 1:22
ଏବେ, ସତ୍ଯ ପାଳନ ଦ୍ବାରା ତୁମ୍ଭମାନେେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ଯ ପ୍ ରମେ ଦଖାଇେ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ ରମେ କର।

ଏବ୍ରୀମାନଙ୍କ ନିକଟକୁ ପତ୍ର 13:1
ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ ରମେଭାବ ରଖିଥାଅ।

ହିତୋପଦେଶ 21:16
ଯେ ଜ୍ଞାନ ପଥ ଛାଡ଼ି ଭ୍ରମଣ କରେ, ସେ ମୃତ୍ଯୁ ଲୋକ ମଧିଅରେ ଶଷେ ହବେ।

ଲୂକଲିଖିତ ସୁସମାଚାର 15:24
ମାରେ ପୁଅ ମରି ଯାଇଥିଲା। ବର୍ତ୍ତମାନ ସେ ପୁଣି ବଞ୍ଚି ଉଠିଛି। ସେ ହଜି ଯାଇଥିଲା। ଏବେ ମିଳି ଯାଇଛି।' ତେଣୁ ସମାନେେ ଭୋଜିର ଆଯୋଜନ କଲେ।

ଲୂକଲିଖିତ ସୁସମାଚାର 15:32
କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସି ହବୋ ଓ ଭୋଜି କରିବା ଉଚିତ।'

ଯୋହନଲିଖିତ ସୁସମାଚାର 15:17
ଏହା ମାରେ ଆଦେଶ, ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:1
ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥି ରେ ଆମ୍ଭେ ରହିଛୁ, ତାହା ନଷ୍ଟ ହବେ। ଏପରି ଘଟିଲା ପରେ ପରମେଶ୍ବରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦବେେ। ଏହା ମଣିଷ ଦ୍ବାରା ନିର୍ମିତ ନୁହେଁ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:22
ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି : ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:15
ସେଥିପାଇଁ ମୁଁ ଯେତବେେଳେ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭମାନଙ୍କ ବିଶ୍ବାସ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭମାନଙ୍କର ପ୍ ରମେ ବିଷୟ ରେ ଶୁଣିଲି, ମୁଁ ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ନିରନ୍ତର ଧନ୍ଯବାଦ ଅର୍ପଣ କଲି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:1
ପୂର୍ବରୁ ତୁମ୍ଭର ପାପ ହତେୁ ଓ ପରମେଶ୍ବରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ୟ୍ଯ ହତେୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:5
ସେ ସମୟରେ ଆମ୍ଭେ ପରମେଶ୍ବରଙ୍କ ଇଚ୍ଛା ବିରୁଦ୍ଧ ରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ହତେୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:4
ପରମେଶ୍ବର ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଅଟନ୍ତି। ତୁମ୍ଭମାନଙ୍କର ଯୀଶୁଙ୍କଠା ରେ ବିଶ୍ବାସ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭଠା ରେ ଥିବା ପ୍ ରମେ ବିଷୟ ରେ ଶୁଣି ଆମ୍ଭେ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛୁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 6:10
ପରମେଶ୍ବର ହେଉଛନ୍ତି ନ୍ଯାଯୀ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଚାଲିଛ, ଏକଥା ସେ ମନେ ରଖିବେ।

ଯୋହନଙ୍କ ପ୍ରଥମ ପତ୍ର 5:13
ହେ ପରମେଶ୍ବରଙ୍କ ପୁତ୍ରଙ୍କ ନାମ ରେ ବିଶ୍ବାସ କରୁଥିବା ଲୋକମାନେ, ତୁମ୍ଭମାନେେ ଯେପରି ଜାଣ ଯେ, ତୁମ୍ଭମାନେେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।

ଯୋହନଙ୍କ ପ୍ରଥମ ପତ୍ର 2:9
ଯେଉଁ ଲୋକ ଆଲୋକରେ ଅଛି ବୋଲି କୁ ହେ କିନ୍ତୁ ନିଜ ଭାଇକୁ ଘୃଣା କରେ, ତବେେ ସେ ଏପର୍ୟ୍ଯନ୍ତ ଅନ୍ଧକାର ରେ ରହିଛି।

ଗୀତସଂହିତା 16:3
ସଦାପ୍ରଭୁ ୟାହାକିଛି ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରନ୍ତି, ତାହା ତାଙ୍କର ଏ ପୃଥିବୀରେ ଥିବା ଅନୁଗତ ଲୋକଙ୍କ ପାଇଁ। ସଦାପ୍ରଭୁ ପ୍ରକୃତରେ ଦଖାଇେ ଦିଅନ୍ତି ୟେ ସେ ସମାନଙ୍କେୁ ଭଲ ପାଆନ୍ତି।