1 John 4:1
ପ୍ରିୟ ବନ୍ଧୁମାନେ, ଏ ଜଗତର ଚାରିଆଡ଼େ ବହୁତ ଭଣ୍ଡ ଭାବବାନୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରେତ୍ୟକକ ଆତ୍ମାକୁ ବିଶ୍ବାସ କର ନାହିଁ, ବରଂ ସମାନେେ ପରମେଶ୍ବରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ।
1 John 4:1 in Other Translations
King James Version (KJV)
Beloved, believe not every spirit, but try the spirits whether they are of God: because many false prophets are gone out into the world.
American Standard Version (ASV)
Beloved, believe not every spirit, but prove the spirits, whether they are of God; because many false prophets are gone out into the world.
Bible in Basic English (BBE)
My loved ones, do not put your faith in every spirit, but put them to the test, to see if they are from God: because a great number of false prophets have gone out into the world.
Darby English Bible (DBY)
Beloved, believe not every spirit, but prove the spirits, if they are of God; because many false prophets are gone out into the world.
World English Bible (WEB)
Beloved, don't believe every spirit, but test the spirits, whether they are of God, because many false prophets have gone out into the world.
Young's Literal Translation (YLT)
Beloved, every spirit believe not, but prove the spirits, if of God they are, because many false prophets have gone forth to the world;
| Beloved, | Ἀγαπητοί, | agapētoi | ah-ga-pay-TOO |
| believe | μὴ | mē | may |
| not | παντὶ | panti | pahn-TEE |
| every | πνεύματι | pneumati | PNAVE-ma-tee |
| spirit, | πιστεύετε | pisteuete | pee-STAVE-ay-tay |
| but | ἀλλὰ | alla | al-LA |
| try | δοκιμάζετε | dokimazete | thoh-kee-MA-zay-tay |
| the | τὰ | ta | ta |
| spirits | πνεύματα | pneumata | PNAVE-ma-ta |
| whether | εἰ | ei | ee |
| they are | ἐκ | ek | ake |
| of | τοῦ | tou | too |
| Θεοῦ | theou | thay-OO | |
| God: | ἐστιν | estin | ay-steen |
| because | ὅτι | hoti | OH-tee |
| many | πολλοὶ | polloi | pole-LOO |
| false prophets | ψευδοπροφῆται | pseudoprophētai | psave-thoh-proh-FAY-tay |
| out gone are | ἐξεληλύθασιν | exelēlythasin | ayks-ay-lay-LYOO-tha-seen |
| into | εἰς | eis | ees |
| the | τὸν | ton | tone |
| world. | κόσμον | kosmon | KOH-smone |
Cross Reference
ପିତରଙ୍କ ଦିତୀୟ ପତ୍ର 2:1
ଅତୀତକାଳ ରେ ପରମେଶ୍ବରଙ୍କ ଲୋକମାନଙ୍କ ମଧିଅରେ ମିଥ୍ଯା ଭବିଷ୍ଯଦ୍ ବକ୍ତା ଥିଲେ। ଏବେ ମଧ୍ଯ ସହଭେଳି ଅଛନ୍ତି। ତୁମ୍ଭ ଦଳ ରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସମାନେେ ଏପରି ଭୁଲ ଶିକ୍ଷା ଦବେେ ଯେ, ଲୋକେ ନିଜକୁ ହଜାଇ ଦବେେ। ସମାନେେ ଏଭଳି ଭାବରେ ଶିକ୍ଷା ଦବେେ ଯେ ସମାନେେ ଯେ ଭୁଲ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହବେ। ସମାନେେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ଯ ମନା କରିବେ। ସେପ୍ରକା ରେ ସମାନେେ ନିଜକୁ ଶୀଘ୍ର ନଷ୍ଟ କରି ଦବେେ।
ଯୋହନଙ୍କ ପ୍ରଥମ ପତ୍ର 2:18
ପିଲାମାନେ ! ବର୍ତ୍ତମାନ ଶଷେକାଳ ଆସି ପହଞ୍ଚିଲାଣି। ତୁମ୍ଭେ ଯେପରି ଶୁଣିଥିଲ, ଖ୍ରୀଷ୍ଟଙ୍କ ଶତ୍ରୁ ଆସୁଛନ୍ତି, ଏବେ ସହେିପରି ଅନକେ ସଂଖ୍ଯା ରେ ଖ୍ରୀଷ୍ଟ ବିରୋଧୀମାନେ ଦଖାେ ଦେଲଣେି। ଏଥିରୁ ଆମ୍ଭେ ଜାଣି ପାରୁଛୁ ଯେ, ପ୍ରକୃତ ରେ ଶଷେ କାଳ ଆସି ପହଞ୍ଚିଛି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:21
କିନ୍ତୁ ପ୍ରେତ୍ୟକକ କଥାର ସତ୍ଯାସତ୍ଯ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ।
ଲୂକଲିଖିତ ସୁସମାଚାର 12:57
ଯାହା ଠିକ୍, ତାହା ତୁମ୍ଭମାନେେ ନିଜେ ନିଷ୍ପତ୍ତି କରି ପାରୁନାହଁ କାହିଁକି?
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:1
ପବିତ୍ର ଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳ ରେ କେତେ ଲୋକ ସତ୍ଯ ବିଶ୍ବାସକୁ ପରିତ୍ଯାଗ କରିବେ। ସମାନେେ ସମାନଙ୍କେୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ।
ଯୋହନଙ୍କ ଦିତୀୟ ପତ୍ 1:7
ଏ ଜଗତ ରେ ବର୍ତ୍ତମାନ ଅନକେ ଭଣ୍ଡ ଶିକ୍ଷକ ବାହାରିଲଣେି। ଯୀଶୁଖ୍ରୀଷ୍ଟ ଏହି ଜଗତକୁ ଆସିଛନ୍ତି, ଏହା ସମାନେେ ଅସ୍ବୀକାର କରନ୍ତି। ଏହି ସତ୍ଯକୁ ଅସ୍ବୀକାର କରୁଥିବା ପ୍ରେତ୍ୟକକ ବ୍ଯକ୍ତି ଜଣେ ଜଣେ ଭଣ୍ଡ ଶିକ୍ଷକ ଓ ଖ୍ରୀଷ୍ଟଙ୍କର ଶତ୍ରୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:29
ଆହୁରି ମଧ୍ଯ କବଳେ ଦୁଇ ବା ତିନିଜଣ, ଭାବବାଦୀ କହିବା ଉଚିତ୍। ଅନ୍ୟମାନେ ସମାନେେ ଯାହା କହୁଛନ୍ତି, ସଗେୁଡ଼ିକୁ ପରୀକ୍ଷା କରିବା ଉଚିତ୍।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:10
ଆତ୍ମା ଅନ୍ୟଜଣକୁ ଆର୍ଶ୍ଚ୍ଯର୍ୟ୍ଯକାର୍ୟ୍ଯ କରିବା ଶକ୍ତି ଓ ଅନ୍ୟ ଜଣକୁ ଭଲ ଓ ମନ୍ଦ ଆତ୍ମା ଭିତ ରେ ପାର୍ଥକ୍ଯ ଦେଖି ପାରିବା ଶକ୍ତି ପ୍ରଦାନ କରନ୍ତି। କାହାକୁ ଭିନ୍ନଭିନ୍ନ ପ୍ରକାରର ଭାଷା କହିପାରିବା ଶକ୍ତି ଦିଆଯାଇଛି, ତ ଅନ୍ୟ କାହାକୁ ସହେି ଭାଷାଗୁଡ଼ିକର ଅର୍ଥ କରିବାର ଶକ୍ତି ଦିଆଯାଇଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 17:11
ସଠାେରେ ଲୋକମାନେ ଥସେଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସମାନେେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସମାନଙ୍କେର କଥା ସତ୍ଯ ନା ମିଥ୍ଯା, ଏହି କଥା ଜାଣିବା ପାଇଁ ସମାନେେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:2
ମୁଁ ତୁମ୍ଭର କାର୍ୟ୍ଯ ଜାଣେ, ତୁମ୍ଭେ ଯେ କଠିନ ପରିଶ୍ରମ କର ଓ ଅସୀମ ର୍ଧୈୟ୍ଯଧରି ରଖିଥାଅ। ତୁମ୍ଭେ ଯେ ମନ୍ଦ ଲୋକଙ୍କୁ ଗ୍ରହଣ କର ନାହିଁ, ଏହା ମଧ୍ଯ ମୁଁ ଜାଣେ। ଯେଉଁମାନେ ପ୍ରକୃତ ରେ ପ୍ ରରେିତ ନ ହେଲେ ହେଁ ନିଜକୁ ପ୍ ରରେିତ ବୋଲି କହନ୍ତି ; ସମାନଙ୍କେୁ ତୁମ୍ଭେ ପରୀକ୍ଷା କରିଛ ଏବଂ ସମାନେେ ଯେ ମିଥ୍ଯାବାଦୀ ଅଟନ୍ତି, ଏହା ତୁମ୍ଭେ ଚିହ୍ନି ପାରିଛ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:13
ସମାନେେ ଅନ୍ୟମାନଙ୍କୁ ଭ୍ରାନ୍ତ କରାଇବେ ଓ ନିଜେ ଭ୍ରାନ୍ତ ହବେେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:18
ଏହି ଲୋକମାନଙ୍କ ଠାରୁ ଦୂର ରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସବୋ ନକରି କବଳେ ନିଜ ସୁଖ ରେ ମାତି ଥାନ୍ତି। ସମାନେେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁ ମାନେ ମନ୍ଦ ବିଷୟ ରେ ଜାଣି ନାହାଁନ୍ତି, ସମାନଙ୍କେୁ ଭୁଲାନ୍ତି।
ହିତୋପଦେଶ 14:15
ନିର୍ ବୋଧ ଯାହାସବୁ ଶୁଣେ, ବିଶ୍ବାସ କରେ। ମାତ୍ର ଜ୍ଞାନୀମାନେ ପ୍ରେତ୍ୟକକ କଥାକୁ ଅନୁଶୀଳନ କରନ୍ତି।
ଯିରିମିୟ 5:31
ଭବିଷ୍ଯଦବକ୍ତାମାନେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ସମାନଙ୍କେ ନିର୍ଦ୍ଦଶାେନୁସା ରେ ଯାଜକମାନେ କାର୍ୟ୍ଯ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହବୋକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶଷେ ରେ ଦଣ୍ଡ ସମୟରେ କ'ଣ କରିବେ ?
ଯିରିମିୟ 29:8
ସୈନ୍ଯଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ତୁମ୍ଭମାନେେ ଭବିଷ୍ଯଦବକ୍ତା ଓ ଗଣକମାନଙ୍କ କଥା ରେ ଭୁଲ ନାହିଁ। ସମାନେେ ଯେଉଁ ଗୁପ୍ତ ଦର୍ଶନ କଥା କହୁଛନ୍ତି, ତାହା ପ୍ରତି ମନୋୟୋଗ କର ନାହିଁ।
ମାଥିଉଲିଖିତ ସୁସମାଚାର 7:15
ଭଣ୍ଡ ଭବିଷ୍ଯଦ୍ବକ୍ତାଙ୍କଠାରୁ ଦୂର ରେ ରୁହ। ସମାନେେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କନ୍ତୁ ସମାନେେ ପ୍ରକୃତ ରେ ହିଂସ୍ର ଗଧିଆ ଭଳି ଅଟନ୍ତି।
ମାଥିଉଲିଖିତ ସୁସମାଚାର 24:4
ଯୀଶୁ ଉତ୍ତର ଦେଲେ, ମାବଧାନ ହୁଅ, ତୁମ୍ଭମାନଙ୍କୁ ୟପରି କହେି ପଥଭ୍ରଷ୍ଟ ନକରେ।
ମାଥିଉଲିଖିତ ସୁସମାଚାର 24:23
ସହେି ସମୟରେ କେତକେ ଲୋକ ତୁମ୍ଭକୁ କହିପାରନ୍ତି ' ଦେଖ, ଖ୍ରୀଷ୍ଟ ଏଠା ରେ ଅଛନ୍ତି' କି 'ଖ୍ରୀଷ୍ଟ ସଠାେରେ ଅଛନ୍ତି।' କିନ୍ତୁ ସମାନଙ୍କେୁ ବିଶ୍ବାସ କରିବ ନାହିଁ।
ମାର୍କଲିଖିତ ସୁସମାଚାର 13:21
ସହେି ଦିନମାନଙ୍କ ରେ କେତକେ ଲୋକ ତୁମ୍ଭମାନଙ୍କୁ କହି ପାରନ୍ତି ଯେ, ' ଦେଖ ଏଠା ରେ ଯୀଶୁ ଅଛନ୍ତି'କିମ୍ବା ' ଦେଖ ସଠାେରେ ସେ ଅଛନ୍ତି'ା ତୁମ୍ଭେ କିନ୍ତୁ ସମାନଙ୍କେୁ ବିଶ୍ବାସ କରିବ ନାହିଁ।
ଲୂକଲିଖିତ ସୁସମାଚାର 21:8
ଯୀଶୁ କହିଲେ, ସାବଧାନ! ଭ୍ରାନ୍ତହୁଅ ନାହିଁ। ମାେ ନାମ ବ୍ଯବହାର କରି ଅନକେ ଲୋକ ଆସିବେ। ସମାନେେ କହିବେ, 'ମୁଁ ଖ୍ରୀଷ୍ଟ' ଏବଂ 'ଉପୟୁକ୍ତ ସମୟ ଆସିଯାଇଛି।' କିନ୍ତୁ ତୁମ୍ଭମାନେେ ସମାନଙ୍କେୁ ଅନୁସରଣ କରିବନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:29
ମୁଁ ଜାଣେ, ମାେ ଗଲାପରେ ଜଙ୍ଗଲୀ ଗଧିଆ ତୁମ୍ଭମାନଙ୍କ ମଧ୍ଯକୁ ଆସିବେ। ସମାନେେ ଏହି ମଷେ ପଲକୁ ନଷ୍ଟ କରିବାପାଇଁ ଚେ଼ଷ୍ଟା କରିବେ।
ଦିତୀୟ ବିବରଣ 13:1
ଯଦି କୌଣସି ଭବିଷ୍ଯଦ୍ବକ୍ତା ଅବା କୌଣସି ସ୍ବପ୍ନଦର୍ଶକ ତୁମ୍ଭମାନଙ୍କୁ କୌଣସି ଆଶ୍ଚର୍ୟ୍ଯ କର୍ମମାନ ଦଖାେଏ ବା କୌଣସି ଚିହ୍ନ ଦଖାେଏ,