1 Thessalonians 3:2 in Oriya

Oriya Oriya Bible 1 Thessalonians 1 Thessalonians 3 1 Thessalonians 3:2

1 Thessalonians 3:2
ଅତଏବ ଆଥୀନୀ ରେ ଏକା ରହି ଯାଇ, ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବାକୁ ଆମ୍ଭେ ସ୍ଥିର କଲୁ। ତୀମଥି ଆମ୍ଭର ଭାଇ। ସେ ପରମେଶ୍ବରଙ୍କ ଲାଗି ମାେ ସହିତ କାମ କରନ୍ତି। ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରନ୍ତି। ତୁମ୍ଭମାନଙ୍କ ବିଶ୍ବାସ ରେ ଶକ୍ତି ଉତ୍ସାହ ଆଣିବା ପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଥୁଲୁ।

1 Thessalonians 3:11 Thessalonians 31 Thessalonians 3:3

1 Thessalonians 3:2 in Other Translations

King James Version (KJV)
And sent Timotheus, our brother, and minister of God, and our fellowlabourer in the gospel of Christ, to establish you, and to comfort you concerning your faith:

American Standard Version (ASV)
and sent Timothy, our brother and God's minister in the gospel of Christ, to establish you, and to comfort `you' concerning your faith;

Bible in Basic English (BBE)
We sent Timothy, our brother and God's servant in the good news of Christ, to give you strength and comfort in your faith;

Darby English Bible (DBY)
and sent Timotheus, our brother and fellow-workman under God in the glad tidings of Christ, to confirm you and encourage [you] concerning your faith,

World English Bible (WEB)
and sent Timothy, our brother and God's servant in the Gospel of Christ, to establish you, and to comfort you concerning your faith;

Young's Literal Translation (YLT)
and did send Timotheus -- our brother, and a ministrant of God, and our fellow-workman in the good news of the Christ -- to establish you, and to comfort you concerning your faith,

And
καὶkaikay
sent
ἐπέμψαμενepempsamenay-PAME-psa-mane
Timotheus,
Τιμόθεονtimotheontee-MOH-thay-one
our
τὸνtontone

ἀδελφὸνadelphonah-thale-FONE
brother,
ἡμῶνhēmōnay-MONE
and
καὶkaikay
minister
διάκονονdiakononthee-AH-koh-none

of
τοῦtoutoo
God,
θεοῦtheouthay-OO
and
καὶkaikay
our
συνεργὸνsynergonsyoon-are-GONE
fellowlabourer
ἡμῶνhēmōnay-MONE
in
ἐνenane
the
τῷtoh
gospel
εὐαγγελίῳeuangeliōave-ang-gay-LEE-oh
of

τοῦtoutoo
Christ,
Χριστοῦchristouhree-STOO
to
εἰςeisees

τὸtotoh
establish
στηρίξαιstērixaistay-REE-ksay
you,
ὑμᾶςhymasyoo-MAHS
and
καὶkaikay
to
comfort
παρακαλέσαιparakalesaipa-ra-ka-LAY-say
you
ὑμᾶςhymasyoo-MAHS
concerning
περὶperipay-REE
your
τῆςtēstase

πίστεωςpisteōsPEE-stay-ose
faith:
ὑμῶνhymōnyoo-MONE

Cross Reference

ରେରିତମାନଙ୍କ କାର୍ଯ୍ୟର ବିବରଣ 14:22
ସମାନେେ ସେ ସ୍ଥାନଗୁଡ଼ିକରେ ଶିଷ୍ଯମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ବାସ ରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସମାନେେ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନକେ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:21
ମୁଁ ତୁମ୍ଭ ପାଖକୁ ଆମ୍ଭର ପ୍ରିୟ ଭାଇ ତୁଖିକଙ୍କୁ ପଠାଉଛି। ସେ ପ୍ରଭୁଙ୍କ କାମ ରେ ଜଣେ ବିଶ୍ବସ୍ତ ସବେକ। ମାେ ସହିତ ଯାହା ଘଟୁଛି, ସେ ସମସ୍ତ ବିଷୟ ସେ ତୁମ୍ଭକୁ କହିବେ। ତା ହେଲେ ତୁମ୍ଭେ ଜାଣି ପାରିବ ଯେ ମୁଁ କିପରି ଅଛି ଓ କ'ଣ କରୁଛି।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:25
ମୁଁ ଜାଣେ ତୁମ୍ଭମାନେେ ମାେତେ ଚାହୁଁଛ। ସେଥିପାଇଁ ମୁଁ ତୁମ୍ଭ ସହିତ ରହିବି ବୋଲି ମୁଁ ଜାଣେ। ବିଶ୍ବାସ ରେ ତୁମ୍ଭର ବୃଦ୍ଧି ଓ ଆନନ୍ଦ ପାଇବା ନିମନ୍ତେ ମୁଁ ତୁମ୍ଭକୁ ସାହାୟ୍ଯ କରିବି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:1
ଯୀଶୁ ଖ୍ରୀଷ୍ଟଙ୍କ ଜଣେ ପ୍ ରରେିତ ପାଉଲଙ୍କର ନମସ୍କାର। ପରମେଶ୍ବରଙ୍କ ଇଚ୍ଛା ରେ ମୁଁ ଜଣେ ପ୍ ରରେିତ ହାଇେଛି। ଆମ୍ଭ ଭାଇ ତୀମଥି ମଧ୍ଯ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାନ୍ତି। କରିନ୍ଥୀଠା ରେ ଥିବା ପରମେଶ୍ବରଙ୍କ ମଣ୍ଡଳୀ ଓ ସମଗ୍ର ଆଖାଯା ପ୍ରଦେଶର ପରମେଶ୍ବରଙ୍କ ସମସ୍ତ ପବିତ୍ର ଲୋକଙ୍କ ନିକଟକୁ ପତ୍ର।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:19
ମୁଁ ଏବଂ ସିଲ୍ବାନ୍ ଓ ତୀମଥିଙ୍କ ଦ୍ବାରା ପ୍ରଚାରିତ ପରମେଶ୍ବରଙ୍କ ପୁତ୍ର ଯୀଶୁଖ୍ରୀଷ୍ଟ ଉଭୟ ହଁ' ଓ ନା' ଏକ ସମୟରେ କହନ୍ତି ନାହିଁ। ଯୀଶୁ ଖ୍ରୀଷ୍ଟଙ୍କଠା ରେ ସର୍ବଦା ହଁ କଥା ହଁ ହୁଏ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 8:23
ତିତସଙ୍କ ସମ୍ବନ୍ଧ ରେ ଏହା କୁ ହେ ଯେ, ସେ ମାରେ ସହକର୍ମୀ ଓ ସେ ମାେ ସହିତ କାର୍ୟ୍ଯ କରି ତୁମ୍ଭମାନଙ୍କୁ ସାହାୟ୍ଯ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟ ରେ ଏହା କ ହେ ଯେ, ସମାନେେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ବରୂପ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:19
ପ୍ରଭୁ ଯୀଶୁଙ୍କଠା ରେ ମୁଁ ଆଶା କରେ ଯେ ତୀମଥିଙ୍କୁ ଖୁବ୍ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାଇବି। ତୁମ୍ଭମାନେେ କିପରି ଅଛ ଜାଣି ମୁଁ ଆନନ୍ଦିତ ହବେି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:7
ତୁମ୍ଭମାନେେ ପରମେଶ୍ବରଙ୍କ ଅନୁଗ୍ରହ ବିଷୟ ରେ ଏପାଫ୍ରାଙ୍କଠାରୁ ଜାଣିଲ। ଏପାଫ୍ରା ଆମ୍ଭ ସହିତ କାମ କରନ୍ତି ଓ ଆମ୍ଭମାନେେ ତାହାଙ୍କୁ ଭଲ ପାଉ। ସେ ଖ୍ରୀଷ୍ଟଙ୍କର ଜଣେ ବିଶ୍ବାସୀ ସବେକ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:13
ତୁମ୍ଭମାନଙ୍କର ହୃଦୟ ଦୃଢ଼ ହେଉ ବୋଲି ଆମ୍ଭେ ପ୍ରାର୍ଥନା କରୁ। ତବେେ ଯେତବେେଳେ ଆମ୍ଭ ପ୍ରଭୁଯୀଶୁ ନିଜର ସମସ୍ତ ପବିତ୍ର ଲୋକଙ୍କ ଗହଣ ରେ ଆସିବେ, ତୁମ୍ଭମାନେେ ପରମପିତା ପରମେଶ୍ବରଙ୍କ ଆଗ ରେ ପବିତ୍ର ଭାବରେ ଓ ଦୋଷରହିତ ହାଇେ ଠିଆ ହାଇପୋରିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:10
ତୀମଥି ତୁମ୍ଭମାନଙ୍କ ପାଖକୁ ଆସି ପାରନ୍ତି। ତୁମ୍ଭମାନଙ୍କ ମଧିଅରେ ସେ ଯେପରି ସ୍ବଚ୍ଛନ୍ଦ ରେ ରୁହନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କ ପ୍ରତି ମନୋୟୋଗୀ ହୁଅ। ମାେ ଭଳି ସେ ମଧ୍ଯ ପ୍ରଭୁଙ୍କ ପାଇଁ କାମ କରୁଛନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:17
ସେଥିପାଇଁ ଜୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଛି। ସେ ଖ୍ରୀଷ୍ଟ ରେ ମାହେର ସନ୍ତାନ। ମୁଁ ତୀମଥିଙ୍କୁ ଭଲ ପାଏ। ସେ ବିଶ୍ବାସ ଯୋଗ୍ଯ। ଖ୍ରୀଷ୍ଟଯୀଶୁଙ୍କ ପାଇଁ ମୁଁ କିପରି ଜୀବନ ଯାପନ କରୁଛି ତାହା ସେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦବେେ। ମୁଁ ସବୁ ମଣ୍ଡଳୀ ରେ ସର୍ବତ୍ର ଏହି ଶିକ୍ଷା ପ୍ରଦାନ କରୁଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:1
ପାଉଲ ଦର୍ବୀ ଓ ଲୁସ୍ତ୍ରା ନଗରକୁ ଗଲେ। ସଠାେରେ ତୀମଥି ନାମକ ଜଣେ ଶିଷ୍ଯ ଥିଲେ। ସେ ଜଣେ ବିଶ୍ବାସୀନୀ ଯିହୂଦୀ ସ୍ତ୍ରୀଙ୍କର ପୁତ୍ର ଥିଲେ କିନ୍ତୁ ତାହାଙ୍କର ପିତା ଗ୍ରୀକ୍ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:5
ତେଣୁ ମଣ୍ଡଳୀଗୁଡ଼ିକର ସଂଖ୍ଯା ଦିନକୁ ଦିନ ବଢ଼ିବାକୁ ଲାଗୁଥିଲା ଓ ସଗେୁଡ଼ିକ ବିଶ୍ବାସ ରେ ଶକ୍ତିଶାଳୀ ହେଉଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:14
ସେଥିପାଇଁ ଭାଇମାନେ ପାଉଲଙ୍କୁ ସମୁଦ୍ର କୂଳକୁ ପଠାଇ ଦେଲେ, କିନ୍ତୁ ଶୀଲା ଓ ତୀମଥି ସଠାେରେ ରହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 18:5
ଶୀଲା ଓ ତୀମଥି ମାକିଦନିଆରୁ କରିନ୍ଥକୁ ଆସିବା ପରେ ପାଉଲ ତାହାଙ୍କର ସବୁ ସମୟ ସୁସମାଚ଼ାର ପ୍ରଚ଼ାର କରିବା ରେ ଦେଲେ। ସେ ଯିହୂଦୀମାନଙ୍କ ଆଗ ରେ ପ୍ରମାଣିତ କରି ଦେଲେ ଯେ, ଯୀଶୁ ଖ୍ରୀଷ୍ଟ ଅଟନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:21
ମାରେସହକାରୀ ତୀମଥି ଓ ମାରେ ସ୍ବଜାତୀୟ ଯିହୂଦୀମାନେ ଲୂକିୟ, ଯାସୋନ୍ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:12
ଏପାଫ୍ରା ତୁମ୍ଭମାନଙ୍କୁ ନମସ୍କାର କରୁଛନ୍ତି। ସେ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସବେକ। ସେ ତୁମ୍ଭମାନଙ୍କ ଦଳର ଲୋକ। ସେ ସର୍ବଦା ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରନ୍ତି। ତୁମ୍ଭମାନେେ ଆଧ୍ଯାତ୍ମିକ ଭାବରେ ପରିପକ୍ବ ହୁଅ, ଓ ପରମେଶ୍ବର ଯାହା କିଛି ଇଚ୍ଛା କରନ୍ତି, ସେ ଭଳି ହୁଅ ବୋଲି ସେ ପ୍ରାର୍ଥନା କରନ୍ତି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:9
ସେ ତୁମ୍ଭମାନଙ୍କୁ ଉତ୍ସାହିତ କରିବେ। ମୁଁ ଅନୀସିମଙ୍କ ସହିତ ତାଙ୍କୁ ପଠାଉଛି। ଅନୀସିମ ଖ୍ରୀଷ୍ଟଙ୍କଠା ରେ ଥିବା ଜଣେ ବିଶ୍ବାସୀ ଓ ପ୍ରିୟ ଭାଇ ଅଟନ୍ତି। ସେ ତୁମ୍ଭମାନଙ୍କ ଦଳର ଅଟନ୍ତି। ତୁଖିକ ଓ ଅନୀସିମ, ଏଠା ରେ ଘଟିଥିବା ସମସ୍ତ ବିଷୟ ତୁମ୍ଭମାନଙ୍କୁ କହିବେ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:1
ଈଶ୍ବରଙ୍କ ଇଚ୍ଛା ରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ ରରେିତ ମୁଁ ପାଉଲ ଓ ଆମ୍ଭ ଭାଇ ତୀମଥିଙ୍କଠାରୁ

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:13
ସଠାେରେ ମାେ ଭାଇ ତିତସକୁ ନ ପାଇ ମୁଁ ମାେ ମନ ରେ ଶାନ୍ତି ହରାଇଲି। ସେଥିପାଇଁ ସମାନଙ୍କେଠାରୁ ବିଦାୟ ନଇେ ମୁଁ ମାକିଦନିଆକୁ ଗଲି।