1 Timothy 5:21 ପରମେଶ୍ବର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ବର୍ଗଦୂତଙ୍କ ଆଗ ରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ଯ ଜାଣିବା ପୂର୍ବରୁ ଲୋକମାନଙ୍କର ବିଚାର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦଖାେଅ।
1 Timothy 5:21 in Other Translations
King James Version (KJV) I charge thee before God, and the Lord Jesus Christ, and the elect angels, that thou observe these things without preferring one before another, doing nothing by partiality.
American Standard Version (ASV) I charge `thee' in the sight of God, and Christ Jesus, and the elect angels, that thou observe these things without prejudice, doing nothing by partiality.
Bible in Basic English (BBE) I give you orders before God and Christ Jesus and the angels of God's selection, to keep these orders without giving thought to one side more than another.
Darby English Bible (DBY) I testify before God and Christ Jesus and the elect angels, that thou keep these things without prejudice, doing nothing by favour.
World English Bible (WEB) I charge you in the sight of God, and Christ Jesus, and the chosen angels, that you observe these things without prejudice, doing nothing by partiality.
Young's Literal Translation (YLT) I testify fully, before God and the Lord Jesus Christ, and the choice messengers, that these things thou mayest keep, without forejudging, doing nothing by partiality.
I charge
Διαμαρτύρομαι
diamartyromai
thee-ah-mahr-TYOO-roh-may
before
ἐνώπιον
enōpion
ane-OH-pee-one
τοῦ
ho
oh
God,
θεοῦ
theos
thay-OSE
and
καὶ
kai
kay
the Lord
Κυρίου
kyrios
KYOO-ree-ose
Jesus
Ἰησοῦ
iēsous
ee-ay-SOOS
Christ,
Χριστοῦ
christos
hree-STOSE
and
καὶ
kai
kay
the
τῶν
ho
oh
elect
ἐκλεκτῶν
eklektos
ake-lake-TOSE
angels,
ἀγγέλων
angelos
ANG-gay-lose
that
ἵνα
hina
EE-na
these things
ταῦτα
tauta
TAF-ta
thou observe
φυλάξῃς
phylassō
fyoo-LAHS-soh
without
χωρὶς
chōris
hoh-REES
preferring one before another,
προκρίματος
prokrima
PROH-kree-ma
nothing
μηδὲν
mēdeis
may-THEES
doing
ποιῶν
poieō
poo-A-oh
by
κατὰ
kata
ka-TA
partiality.
πρόσκλισιν
prosklisis
PROSE-klee-sees
Read Full Chapter :
1 Timothy 5
Cross Reference
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:13
ପରମେଶ୍ବର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗ ରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗ ରେ ଠିଆ ହାଇେଥିବା ବେଳେ ଖ୍ରୀଷ୍ଟ ଯୀଶୁ ସହେି ଏକା ମହାନ୍ ସତ୍ଯଟିକୁ ସ୍ବୀକାର କରିଥିଲେ। ଏକମାତ୍ର ପରମେଶ୍ବର ପ୍ରେତ୍ୟକକ ବିଷୟକୁ ଜୀବନ ପ୍ରଦାନ କରନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:1
ପରମେଶ୍ବର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗ ରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଚାର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ଯ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି।
ପିତରଙ୍କ ଦିତୀୟ ପତ୍ର 2:4
ଯେତବେେଳେ ସ୍ବର୍ଗଦୂତମାନେ ପାପ କଲେ, ପରମେଶ୍ବର ସମାନଙ୍କେୁ ଦଣ୍ଡ ନ ଦଇେ ଛାଡ଼ିଲେ ନାହିଁ। ପରମେଶ୍ବର ସହେି ଦୂତମାନଙ୍କୁ ନରକକୁ ପଠାଇ ଦେଲେ। ସେ ସମାନଙ୍କେୁ ଅନ୍ଧକାରର ଗୁମ୍ଫାମାନଙ୍କ ରେ ପକାଇ ରଖିଲେ। ବିଚାର ଦିନ ପର୍ୟ୍ଯନ୍ତ ସମାନେେ ସଠାେରେ ପଡ଼ିଥିବେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:14
ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ବରଙ୍କ ଆଗ ରେ ସତର୍କ କରିଦିଅ ଯେ, ସମାନେେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ୟୁକ୍ତିତର୍କ କରିବା ଦ୍ବାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସମାନଙ୍କେୁ ତାହା ନଷ୍ଟ କରିଦିଏ।
ଯିହୂଦାଙ୍କ ପତ୍ର 1:6
ତୁମ୍ଭେ ସହେି ସ୍ବର୍ଗଦୂତମାନଙ୍କ ବିଷୟ ମନେ ପକାଅ, ଯେଉଁମାନଙ୍କର କ୍ଷମତା ଥିଲା କିନ୍ତୁ ସମାନେେ ତାହାକୁ ରଖିପାରିଲେ ନାହିଁ। ସମାନେେ ନିଜ ନିଜ ଘର ଛାଡ଼ି ଦେଲେ। ତେଣୁ ପ୍ରଭୁ ସମାନଙ୍କେୁ ଅନ୍ଧକାର ରେ ରଖିଛନ୍ତି। ସମାନେେ ଅନନ୍ତକାଳୀନ ବନ୍ଧନ ରେ ବନ୍ଧା ହାଇେଛନ୍ତି। ସେ ସମାନଙ୍କେୁ ମହାବିଚାର ଦିନ ପର୍ୟ୍ଯନ୍ତ ରଖିଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:16
ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତ ରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ଯ ଜାଗତିକ ଦୃଷ୍ଟି ରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସପରେି ଭାବୁନାହୁଁ।
ଯାକୁବଙ୍କ ପତ୍ 2:1
ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ତୁମ୍ଭମାନେେ ବିଶ୍ବାସ କର। ଅତଏବ କେତକେ ଲୋକଙ୍କୁ ଅନ୍ୟମାନଙ୍କ ତୁଳନା ରେ ଅଧିକ ମହତ୍ବପୂର୍ଣ୍ଣ ବୋଲି ଭାବ ନାହିଁ।
ମାଥିଉଲିଖିତ ସୁସମାଚାର 25:41
ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।
ମାଥିଉଲିଖିତ ସୁସମାଚାର 28:20
ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।
ଲୂକଲିଖିତ ସୁସମାଚାର 20:21
ସହେି ଲୋକମାନେ ଯୀଶୁଙ୍କୁ କହିଲେ, ଗୁରୁ, ଆମ୍ଭେ ଜାଣିଛୁ ଯେ ଆପଣ ଯାହା କହୁଛନ୍ତି ଓ ଉପଦେଶ ଦେଉଛନ୍ତି, ସେ ସବୁ ଠିକ୍। ଆପଣ କାହାପ୍ରତି ପକ୍ଷପାତପୂର୍ଣ୍ଣ ଆଚରଣ କରୁନାହାଁନ୍ତି। ଆପଣ ପରମେଶ୍ବରଙ୍କ ମାର୍ଗ ବିଷୟ ରେ ଯେଉଁ ଉପଦେଶ ଦେଉଛନ୍ତି, ତାହା ସତ୍ଯ।
ରେରିତମାନଙ୍କ କାର୍ଯ୍ୟର ବିବରଣ 15:37
ବର୍ଣ୍ଣବ୍ବା ସମାନଙ୍କେ ସହିତ ମାର୍କ ନାମ ରେ ପରିଚ଼ିତ ଯୋହନଙ୍କୁ ନବୋପାଇଁ ଚାହିଁଲେ।
ଲେବୀୟ ପୁସ୍ତକ 19:15
ତୁମ୍ଭମାନେେ ବିଚାର ରେ ପକ୍ଷପାତ କରିବ ନାହିଁ, ତୁମ୍ଭମାନେେ ଦରିଦ୍ର ପ୍ରତି ସ୍ବତନ୍ତ୍ର ସୁବିଧା ଦବେ ନାହିଁ କିମ୍ବା ବିଚାର ରେ ଧନୀ ପ୍ରତି ଅଦିକ ଗୁରୁତ୍ଯ ଦବେ ନାହିଁ। ତୁମ୍ଭର ପୋଡେଶୀମାନଙ୍କ ପ୍ରତି ନ୍ଯାଯ ବିଚାର କରିବ।
ଯାକୁବଙ୍କ ପତ୍ 3:17
କିନ୍ତୁ ପରମେଶ୍ବରଙ୍କଠାରୁ ଆସିଥିବା ଜ୍ଞାନ ଏହିପରି : ପ୍ରଥମ ରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟ ରେ ପଡ଼ିଛନ୍ତି, ଏହି ଜ୍ଞାନ ସମାନଙ୍କେୁ ସାହାୟ୍ଯ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:7
ଏହିପରି ସମୟରେ ସ୍ବର୍ଗ ରେ ୟୁଦ୍ଧ ହେଲା। ମୀଖାଯଲେ ଓ ତାହାଙ୍କର ଦୂତଗଣ ସହେି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ। ସାପ ତା'ର ଦୂତମାନଙ୍କ ସହତ ପ୍ରତିୟୁଦ୍ଧ କଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:10
ସହେି ଲୋକ ପରମେଶ୍ବରଙ୍କ କୋର୍ଧର ସୁରା ପାନ କରିବ। ଏହି ସୁରା ପରମେଶ୍ବରଙ୍କ କୋର୍ଧର ପାତ୍ର ରେ ଅମିଶ୍ରିତ ଭାବେ ଢ଼ଳା ହାଇେଛି। ସେ ପବିତ୍ର ଦୂତଗଣ ଓ ମଷେଶାବକଙ୍କ ସମ୍ମୁଖ ରେ ଜ୍ବଳନ୍ତ ଗନ୍ଧକରେ ୟନ୍ତ୍ରଣା ପାଇବ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:27
ପ୍ରଭୁଙ୍କର କ୍ଷମତା ଦ୍ବାରା ମୁଁ ଏହି ପତ୍ରକୁ ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପଢ଼ି ଶୁଣାଇବା ପାଇଁ କହୁଛି।
ଦିତୀୟ ବିବରଣ 1:7
ଇମାରେୀୟମାନଙ୍କ ପର୍ବତ ଦେଶକକ୍ସ୍ଟ ୟାଅ। ତୁମ୍ଭେ ସହେି ଦେଶର ପଡ଼ୋଶୀ ଅଞ୍ଚଳ ଗୁଡିକୁ ୟାଅ, ପର୍ବତମଯ ଦେଶ, ୟର୍ଦ୍ଦନର ଉପତ୍ୟକାକକ୍ସ୍ଟ ତଳଭୂମି, ମରକ୍ସ୍ଟଭୂମି ଏବଂ ସମକ୍ସ୍ଟଦ୍ର ଉପକୂଳ ସମତେ କିଣାନୀଯମାନଙ୍କ ସମସ୍ତଦେଶ ଓ ଲିବାନୋନ୍ ଦଇେ ଫରାତ ନଦୀ ପର୍ୟ୍ଯନ୍ତ ୟାଅ।
ଦିତୀୟ ବିବରଣ 33:9
ସେ ଆପଣା ପିତା ଓ ଆପଣା ମାତା ବିଷଯ ରେ କହିଲେ, ଆମ୍ଭେ ତାହାକକ୍ସ୍ଟ ଦେଖି ନାହକ୍ସ୍ଟଁ, ସେ ଆପଣା ଭାଇମାନଙ୍କୁ ମଧ୍ଯ ଚିହ୍ନିଲେ ନାହିଁ କିଅବା ଆପଣା ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। କିନ୍ତୁ ସମାନେେ ତୁମ୍ଭର ବାକ୍ଯ ମାନି ଅଛନ୍ତି। ତୁମ୍ଭର ନିଯମ ରକ୍ଷା କରିଛନ୍ତି।
ଗୀତସଂହିତା 107:43
ୟେ ଜ୍ଞାନବାନ୍, ସେ ଏହିସବୁ ବିଷଯରେ ମନୟୋଗ କରିବେ। ପୁଣି ସେ ପରମେଶ୍ବରଙ୍କର ପ୍ରକୃତ କରୁଣା ପ୍ରମେକୁ ସେ ବୁଝିବା ଉଚିତ୍।
ଗୀତସଂହିତା 119:34
ସେସବୁକୁ ବୁଝିବା ପାଇଁ ମାେତେ ସାହାୟ୍ଯ କର। ଏବଂ ମୁଁ ତୁମ୍ଭର ଶିକ୍ଷା ମାନିବି। ମୁଁ ସମ୍ପୂର୍ଣ୍ଣ ହୃଦଯ ସହିତ ତାହାକୁ ପାଳନ କରିବି।
ହିତୋପଦେଶ 18:5
ଦୁଷ୍ଟର କଥାକୁ ଅପେକ୍ଷା କରିବା ଅବା ବିଚାର ରେ ଧାର୍ମିକ ପ୍ରତି ଅନ୍ଯାଯ କରିବା ଭଲ ନୁହେଁ।
ମଲାଖୀ 2:9
ତୁମ୍ଭମାନେେ ଆମ୍ଭର ପଥ ଅନୁସରଣ କରିନାହଁ। ତୁମ୍ଭେ ଆମ୍ଭର ଶିକ୍ଷାଦ୍ବାରା ପକ୍ଷପାତିତା ଦଖାଇେଛ। ତେଣୁ ସମସ୍ତ ଲୋକମାନଙ୍କ ଆଗ ରେ ଆମ୍ଭେ ତୁମ୍ଭମାନଙ୍କୁ ଘୃଣିତ ଓ ଅପମାନିତ କରାଇବା।
ମାଥିଉଲିଖିତ ସୁସମାଚାର 16:27
ମନୁଷ୍ଯପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ବର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ଯପୁତ୍ର ପ୍ରେତ୍ୟକକ ଲୋକକୁ ତାର କର୍ମ ଅନୁସାରେ ଫଳ ଦବେେ।