1 Timothy 6:15
ପରମେଶ୍ବର ଉପୟୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ବର ଏକମାତ୍ର ପରମଧନ୍ଯ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।
1 Timothy 6:15 in Other Translations
King James Version (KJV)
Which in his times he shall shew, who is the blessed and only Potentate, the King of kings, and Lord of lords;
American Standard Version (ASV)
which in its own times he shall show, who is the blessed and only Potentate, the King of kings, and Lord of lords;
Bible in Basic English (BBE)
Which at the right time he will make clear, who is the eternal and only Ruler, King of kings, and Lord of lords;
Darby English Bible (DBY)
which in its own time the blessed and only Ruler shall shew, the King of those that reign, and Lord of those that exercise lordship;
World English Bible (WEB)
which in its own times he will show, who is the blessed and only Ruler, the King of kings, and Lord of lords;
Young's Literal Translation (YLT)
which in His own times He shall shew -- the blessed and only potentate, the King of the kings and Lord of the lords,
| Which | ἣν | hēn | ane |
| in his | καιροῖς | kairois | kay-ROOS |
| times | ἰδίοις | idiois | ee-THEE-oos |
| shew, shall he | δείξει | deixei | THEE-ksee |
| who is the | ὁ | ho | oh |
| blessed | μακάριος | makarios | ma-KA-ree-ose |
| and | καὶ | kai | kay |
| only | μόνος | monos | MOH-nose |
| Potentate, | δυνάστης | dynastēs | thyoo-NA-stase |
| the | ὁ | ho | oh |
| King of | βασιλεὺς | basileus | va-see-LAYFS |
| τῶν | tōn | tone | |
| kings, | βασιλευόντων | basileuontōn | va-see-lave-ONE-tone |
| and | καὶ | kai | kay |
| Lord | κύριος | kyrios | KYOO-ree-ose |
| τῶν | tōn | tone | |
| of lords; | κυριευόντων | kyrieuontōn | kyoo-ree-ave-ONE-tone |
Cross Reference
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:16
ତାହାଙ୍କ ପୋଷାକ ଓ ଜଙ୍ଘଦେଶ ରେ ଏହା ଲଖାେଥିଲା :
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:17
ସହେି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ଯ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ୟୁଗେ ୟୁଗେ କବଳେ ପରମେଶ୍ବରଙ୍କର। ଆମେନ୍।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:11
ଏହି ଉପଦେଶ ପରମେଶ୍ବର ମାେତେ ପ୍ରଚାର କରିବାକୁ ଦଇେଥିବା ସୁସମାଚାରର ଅଂଶବିଶଷେ। ଏହି ମହିମାମୟ ସୁସମାଚାର ପରମଧନ୍ଯ ପରମେଶ୍ବରଙ୍କଠାରୁ ଆସିଛି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:14
ସମାନେେ ମଷେପାଳକଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ। କିନ୍ତୁ ମଷେଶାବକ ସମାନଙ୍କେୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡ଼ାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ବସ୍ତ ଅନୁଗାମୀମାନଙ୍କ ସହିତ ମିଶି ସମାନଙ୍କେୁ ପରାସ୍ତ କରିବେ।
ହିତୋପଦେଶ 8:15
ମାେ ମାଧ୍ଯମ ରେ ରାଜାମାନେ ରାଜତ୍ବ କରନ୍ତି। ଶାସନକର୍ତ୍ତାମାନେ ମାେ ଦ୍ବାରା ଯଥାର୍ଥ ବିଚାର କରନ୍ତି।
ଗୀତସଂହିତା 47:2
ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି। ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜ ଅଟନ୍ତି।
ଯିରିମିୟ 10:10
ମାତ୍ର ସଦାପ୍ରଭୁ ସତ୍ଯ ପରମେଶ୍ବର ଅଟନ୍ତି। ସେ ଜୀବନ୍ତ ପରମେଶ୍ବର ଓ ଅନନ୍ତକାଳସ୍ଥାଯୀ ରାଜା। ଯେତବେେଳେ ସେ କୋପ କରନ୍ତି ପୃଥିବୀ କିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କୋର୍ଧ ସହ୍ଯ କରିପାରିବେ ନାହିଁ।
ଗୀତସଂହିତା 83:18
ଏହାପରେ ସମାନେେ ଜାଣିବେ ୟେ ୟାହାର ନାମ ୟି ହାବୋ, ତୁମ୍ଭେ ପ୍ରକୃତରେ, ସମୁଦାଯ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ବର ଅଟ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:6
ଯୀଶୁ ସବୁ ଲୋକଙ୍କ ପାପ ଲାଗି ନିଜକୁ ଦାନ କରି ଦଇେଥିଲେ। ଯୀଶୁ ନିଜେ ହେଉଛନ୍ତି ଏହାର ପ୍ରମାଣ ଯେ, ପରମେଶ୍ବର ସମସ୍ତ ଲୋକଙ୍କର ଉଦ୍ଧାର ଚାହାଁନ୍ତି।
ମାଥିଉଲିଖିତ ସୁସମାଚାର 6:13
ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'
ଦାନିଏଲ 4:34
ଅନନ୍ତର ସହେି ସମୟର ଶଷେ ରେ ମୁଁ ନବୂଖଦ୍ନିତ୍ସର, ସ୍ବର୍ଗଆଡେ ଉର୍ଦ୍ଧ୍ବଦୃଷ୍ଟି କଲି। ସେତବେେଳେ ମାରେ ମନ ଠିକ୍ ବାଟକୁ ଆସିଗଲା। ତା'ପ ରେ ମୁଁ ସର୍ବୋପରିସ୍ଥ ପରମେଶ୍ବରଙ୍କର ପ୍ରଶଂସା କଲି। ସହେି ଅନନ୍ତ ଜୀବିଙ୍କୁ ଧନ୍ଯବାଦ ଜଣାଇ ସମାଦର କଲି। କାରଣ ତାଙ୍କର କତ୍ତୃର୍ତ୍ବ ଅନନ୍ତକାଳୀନ ଓ ତାଙ୍କର ରାଜ୍ଯ ପୁରୁଷାନୁକ୍ରମେ ଥାଏ।
ଦାନିଏଲ 2:44
ଚତୁର୍ଥ ରାଜ୍ଯର ରାଜତ୍ବ ସମୟରେ ସ୍ବର୍ଗସ୍ଥ ପରମେଶ୍ବର ଗୋଟିଏ ରାଜ୍ଯ ସ୍ଥାପନ କରିବେ। ସହେି ରାଜ୍ଯ ଅନନ୍ତକାଳସ୍ଥାଯୀ ହାଇେ ରହିବ। ଆଉ ମଧ୍ଯ ତାହା ଅନ୍ୟ ହାତକୁ ୟିବ ନାହିଁ। ଆଉ ଏହା ଅନ୍ୟ ସମସ୍ତ ରାଜ୍ଯଗୁଡିକୁ ଧ୍ବଂସ କରି ଦବେ।
ଯିରିମିୟ 46:18
ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ମୁଁ ଜୀବିତ ଥିବା ପ୍ରମାଣେ ଜଣେ ଆସୁଅଛି, ୟିଏକି ତାବୋର ପର୍ବତ ସଦୃଶ ମହାନ କିଅବା ସମୁଦ୍ର ନିକଟସ୍ଥ କର୍ମିଲ ପର୍ବତ ସଦୃଶ।
ଏଜ୍ରା 7:12
ରାଜାଧିରାଜ ଅର୍ତ୍ତକ୍ଷସ୍ତଠାରୁ, ସ୍ବର୍ଗସ୍ଥ ପରମେଶ୍ବରଙ୍କର ବ୍ଯବସ୍ଥା ଶିକ୍ଷକ ଓ ଯାଜକ ଏଜ୍ରାକୁ ଅଭିନନ୍ଦନ।