2 Corinthians 11:23
ସମାନେେ କ'ଣ କବଳେ ଇଶ୍ରାୟେଲୀୟ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଅବ୍ରହାମଙ୍କ ବଂଶଧାରୀ ? ମୁଁ ମଧ୍ଯ। ସମାନେେ କ'ଣ କବଳେ ଖ୍ରୀଷ୍ଟଙ୍କ ସବେକ ? ମୁଁ ମଧ୍ଯ ମୁଁ କ'ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି ? ସମାନଙ୍କେ ତୁଳନା ରେ ମୁଁ ଅଧିକ କଠାେର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମାେତେ ଥରକୁ ଥର ମାଡ଼ ମରାଯାଇଛି। ଅନକେ ଥର ମୁଁ ମୃତ୍ଯୁର ସନ୍ନିକଟ ହାଇେଛି।
2 Corinthians 11:23 in Other Translations
King James Version (KJV)
Are they ministers of Christ? (I speak as a fool) I am more; in labours more abundant, in stripes above measure, in prisons more frequent, in deaths oft.
American Standard Version (ASV)
Are they ministers of Christ? (I speak as one beside himself) I more; in labors more abundantly, in prisons more abundantly, in stripes above measure, in deaths oft.
Bible in Basic English (BBE)
Are they servants of Christ? (I am talking foolishly) I am more so; I have had more experience of hard work, of prisons, of blows more than measure, of death.
Darby English Bible (DBY)
Are they ministers of Christ? (I speak as being beside myself) *I* above measure [so]; in labours exceedingly abundant, in stripes to excess, in prisons exceedingly abundant, in deaths oft.
World English Bible (WEB)
Are they servants of Christ? (I speak as one beside himself) I am more so; in labors more abundantly, in prisons more abundantly, in stripes above measure, in deaths often.
Young's Literal Translation (YLT)
ministrants of Christ are they? -- as beside myself I speak -- I more; in labours more abundantly, in stripes above measure, in prisons more frequently, in deaths many times;
| Are they | διάκονοι | diakonoi | thee-AH-koh-noo |
| ministers | Χριστοῦ | christou | hree-STOO |
| of Christ? | εἰσιν | eisin | ees-een |
| (I speak | παραφρονῶν | paraphronōn | pa-ra-froh-NONE |
| fool) a as | λαλῶ | lalō | la-LOH |
| I | ὑπὲρ | hyper | yoo-PARE |
| am more; | ἐγώ· | egō | ay-GOH |
| in | ἐν | en | ane |
| labours | κόποις | kopois | KOH-poos |
| more abundant, | περισσοτέρως | perissoterōs | pay-rees-soh-TAY-rose |
| in | ἐν | en | ane |
| stripes | πληγαῖς | plēgais | play-GASE |
| above measure, | ὑπερβαλλόντως | hyperballontōs | yoo-pare-vahl-LONE-tose |
| in | ἐν | en | ane |
| prisons | φυλακαῖς | phylakais | fyoo-la-KASE |
| more frequent, | περισσοτέρως | perissoterōs | pay-rees-soh-TAY-rose |
| in | ἐν | en | ane |
| deaths | θανάτοις | thanatois | tha-NA-toos |
| oft. | πολλάκις | pollakis | pole-LA-kees |
Cross Reference
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:4
ବରଂ ପରମେଶ୍ବରଙ୍କ ସବେକ ରୂପରେ ଆମ୍ଭମାନେେ ପ୍ରେତ୍ୟକକ ଭାବରେ ନିଜକୁ ଭଲ ପ୍ରମାଣିତ କରୁ ଓ ଦୁଃଖ, କଷ୍ଟ ତଥା ବଡ଼ ସମସ୍ଯା ମଧିଅରେ ଅନକେ କଠାେର ତଥା ର୍ଧୈୟ୍ଯପୂର୍ବକ ସହୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:10
କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହ ହତେୁ ମୁଁ ଆଜି ଏହା ହାଇପୋରିଛି। ମାେ ପ୍ରତି ତାହାଙ୍କ ଅନୁଗ୍ରହ ବିଫଳ ହାଇେ ନାହିଁ। ମୁଁ ଅନ୍ୟ ସମସ୍ତ ପ୍ ରରେିତଙ୍କ ତୁଳନା ରେ କଠାେର ପରିଶ୍ରମ କରିଛି। ମୁଁ ପ୍ରକୃତ ରେ ଯେ ଅଧିକ ପରିଶ୍ରମ କରିଅଛି, ତାହା ନୁହେଁ କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଏହା କରିପାରିଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:6
ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସବେକ ହବୋ ପାଇଁ ଯୋଗ୍ଯ ବିବଚେିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ଯୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 9:16
ଅଣଯିହୂଦୀ, ରାଜା ଓ ଇଶ୍ରାୟେଲର ଲୋକମାନଙ୍କ ଆଗ ରେ ସେ ମାେ ନାମ ରେ ସାକ୍ଷ୍ଯ ଦବେ। ମାେ ନାମ ପାଇଁ ତାହାକୁ ଯେ, କେତେ କଷ୍ଟ ଦଇେ ୟିବାକୁ ହବେ ମୁଁ ନିଜେ ତାହାକୁ ଜଣାଇବି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:5
ଆପଲ୍ଲ କ'ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି ? ନା! ଆମ୍ଭେ କବଳେ ପ୍ରଭୁଙ୍କର ସବେକ ଅଟୁ। ଆମ୍ଭେ ତାହାଙ୍କଠା ରେ ବିଶ୍ବାସ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିଛୁ। ପ୍ରଭୁଙ୍କ ଦ୍ବାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପୂର୍ଣ୍ଣ କରିଛୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:30
ଆମ୍ଭେ ପ୍ରତି ମୁହୂର୍ତ୍ତ ରେ କ'ଣ ପାଇଁ ବିପଦର ସମ୍ମୁଖୀନ ହେଉ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:9
ଆମ୍ଭେ ଅନୁଭବ କରୁଥିଲୁ ଯେ, ଆମ୍ଭେ ମରିୟିବୁ। ଏପରି ଘଟିବାର କାରଣ ହେଲା ଯେ, ଆମ୍ଭେ ନିଜ ଉପରେ ଭରସା ନ ରଖି ମାତ୍ର ଯେ ଲୋକମାନଙ୍କୁ ମୃତ୍ଯୁରୁ ଉଥିତ କରନ୍ତି ସହେି ପରମେଶ୍ବରଙ୍କ ଉପରେ ବିଶ୍ବାସ ରଖିବା ଉଚିତ୍।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 6:9
ଆମ୍ଭେ ଜନପ୍ରିୟ ହାଇେ ଥିଲେ ମଧ୍ଯ କେତକଙ୍କେ ପାଇଁ ଅଜଣା। ଆମ୍ଭକୁ ମୃତ ତୁଲ୍ଯ ଧରା ଯାଏ, କିନ୍ତୁ ଦେଖ, ଆମ୍ଭେ ଜୀବିତ ରହିଛୁ। ଆମ୍ଭକୁ ଦଣ୍ଡ ଦିଆ ଯାଏ, କିନ୍ତୁ ମାରି ଦିଆ ଯାଏ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:24
ମୁଁ ୟିହୁଦୀମାନଙ୍କ ଠାରୁ ପାଞ୍ଚ ଥର ରେ ଅଣଚାଳିଶି ଥର ଚାବୁକ ମାଡ଼ ଖାଇଛି।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:24
ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମାେତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦହେ ସ୍ବରୂପ ମଣ୍ଡଳୀ ମାଧ୍ଯମ ରେ କେତକେ କଷ୍ଟ ଭୋଗିବା ବାକି ଥିଲା। ସଗେୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମାରେଅଂଶ ମୁଁ ମାେ ଦହେ ରେ ଗ୍ରହଣ କରୁଛି।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:29
ଖ୍ରୀଷ୍ଟ ମାେତେ ଦଇେଥିବା ମହାନ୍ ଶକ୍ତି ବଳ ରେ ସଂଘର୍ଷ କରି ମୁଁ ଏହି କାମଟି କରୁଛି। ଏହି ଶକ୍ତି ମାେ ଜୀବନ ରେ କାମ କରୁଛି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:2
ଅତଏବ ଆଥୀନୀ ରେ ଏକା ରହି ଯାଇ, ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବାକୁ ଆମ୍ଭେ ସ୍ଥିର କଲୁ। ତୀମଥି ଆମ୍ଭର ଭାଇ। ସେ ପରମେଶ୍ବରଙ୍କ ଲାଗି ମାେ ସହିତ କାମ କରନ୍ତି। ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରନ୍ତି। ତୁମ୍ଭମାନଙ୍କ ବିଶ୍ବାସ ରେ ଶକ୍ତି ଉତ୍ସାହ ଆଣିବା ପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଥୁଲୁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:6
ସଠାେରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ବାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସବେକ ବୋଲି ପ୍ରମାଣିତ ହବେ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ବାସର ଶିକ୍ଷାଗୁଡ଼ିକ ଦ୍ବାରା ଶକ୍ତିଶାଳୀ ହାଇେଛ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:8
ଅତଏବ ଲୋକମାନଙ୍କୁ ଆମ୍ଭ ପ୍ରଭୁ ଯୀଶୁଙ୍କ ବିଷୟ ରେ କହିବା ପାଇଁ ଲଜ୍ଜାବୋଧ କର ନାହିଁ। ମୁଁ ପ୍ରଭୁଙ୍କ ପାଇଁ ବନ୍ଦୀ ହାଇେ ରହିଛି ମାେ ପାଇଁ ମଧ୍ଯ ଲଜ୍ଜା ବୋଧ କରେ ନାହିଁ। କିନ୍ତୁ ମାେ ସହିତ ସୁସମାଚାର ପାଇଁ କଷ୍ଟ ସହ୍ଯ କର। ତାହା କରିବା ପାଇଁ ପରମେଶ୍ବର ଆମ୍ଭକୁ ଶକ୍ତି ଦିଅନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:16
ମୁଁ ଜଲେ ରେ ରହିବା ଦ୍ବାରା ସେ ଲଜ୍ଜିତ ହାଇେ ନାହାଁନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:9
ଏହି ସୁସମାଚାର ମୁଁ ଲୋକଙ୍କୁ ଶୁଣାଏ। ସହେି ସୁସମାଚାର କହିଥିବାରୁ ମୁଁ ଯାତନା ଭୋଗ କରୁଛି। ଏପରିକି ଜଣେ ଅପରାଧୀ ଭଳି ମୁଁ ଶିକୁଳି ରେ ବନ୍ଧା ମଧ୍ଯ ହାଇେଛି।
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:9
କିନ୍ତୁ ମୁଁ ତୁମ୍ଭକୁ ପ୍ ରମେ ରେ ନିବଦନେ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହାଇେ ଗଲିଣି ଓ ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଛି।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:34
ଯେଉଁମାନେ ବନ୍ଦୀଘ ରେ ରଖା ଯାଇଥିଲେ, ସମାନଙ୍କେର ଅସୁବିଧାଗୁଡ଼ିକରେ ତୁମ୍ଭମାନେେ ଭାଗନଲେ, ଓ ସମାନଙ୍କେୁ ସାହାୟ୍ଯ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନଇେ ୟିବା ପରେ ମଧ୍ଯ ତୁମ୍ଭମାନେେ ଆନନ୍ଦ ରେ ଥିଲ। ତୁମ୍ଭମାନେେ ଆନନ୍ଦ ରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖ ରେ ଯାହା କିଛି ଅଛି ତାହା ଅତ୍ଯଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:17
ପରମେଶ୍ବରଙ୍କ ସବୋ ରେ, ତୁମ୍ଭ ବିଶ୍ବାସ ତୁମ୍ଭକୁ ଏକ ବଳିଦାନ ରୂପେ ସବୋ କରିବା ପାଇଁ ପ୍ ରରଣୋ ଯୋଗଏ। ହୁଏତ ତୁମ୍ଭର ବଳିଦାନ ରୂପ ସବୋ ରେ ମାେତେ ମାରେ ନିଜ ରକ୍ତ ମଧ୍ଯ ଉତ୍ସର୍ଗ କରିବାକୁ ପଡ଼ିପା ରେ। ଯଦି ତାହା ଘଟେ, ମୁଁ ତୁମ୍ଭମାନଙ୍କ ସହିତ ଆନନ୍ଦ ରେ ପରିପୂର୍ଣ୍ଣ ଓ ଖୁସି ହବେି।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:13
ସମଗ୍ର ପ୍ରହରୀ ଦଳ ଓ ଅନ୍ୟ ଲୋକମାନେ ଜାଣନ୍ତି ଯେ ମୁଁ ଖ୍ରୀଷ୍ଟଙ୍କ ଜଣେ ବିଶ୍ବାସୀ ହାଇେଥିବାରୁ ବନ୍ଦୀଘ ରେ ରଖାଯାଇଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 14:19
କିନ୍ତୁ ତା'ପରେ କେତକେ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସମାନେେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲଣେି ଭାବି ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16:23
ସମାନେେ ସମାନଙ୍କେୁ ବହୁତ ମାଡ଼ ମାରିବା ପରେ କାରାଗାର ରେ ବନ୍ଦୀ କଲେ। ସମାନଙ୍କେୁ ସାବଧାନ ରେ ଜଗିବାପାଇଁ କାରାଧ୍ଯକ୍ଷଙ୍କୁ ଆଦେଶ ଦେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:23
ମାେତେ ପବିତ୍ର ଆତ୍ମା ଜଣାଉଅଛନ୍ତି ଯେ ପ୍ରତି ନଗର ରେ ମୁଁ କାରାବରଣ ଓ ଅସୁବିଧା ଭୋଗ କରିବି।
ରେରିତମାନଙ୍କ କାର୍ଯ୍ୟର ବିବରଣ 21:11
ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନଇେ ନିଜ ହାତ ଗୋଡ ବାନ୍ଧି ପକାଇଲେ ଓ କହିଲେ, ପବିତ୍ର ଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, 'ତାହାଙ୍କୁ ୟିରୁଶାଲମ ରେ ଯିହୂଦୀମାନେ ଏହିପରି ବାନ୍ଧି ପକାଇବେ। ସମାନେେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତ ରେ ସମର୍ପଣ କରିବେ।'
ରେରିତମାନଙ୍କ କାର୍ଯ୍ୟର ବିବରଣ 24:26
କିନ୍ତୁ ଫଲେୀକ୍ସ୍ ପାଉଲଙ୍କ ସହିତ କଥା ହବୋର ଆଉ ଗୋଟିଏ କାରଣ ଥିଲା। ସେ ଆଶା କରିଥିଲେ ଯେ ପାଉଲ ତାହାଙ୍କୁ ଟଙ୍କା ଲାଞ୍ଚ ଦବେେ। ତେଣୁ ସେ ପାଉଲଙ୍କୁ ଅନକେଥର ଡ଼କାଇ କଥା ହେଉଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25:14
ସମାନେେ ସହେି ସ୍ଥାନ ରେ ବହୁତ ଦିନ ରହିଲେ। ଫେଷ୍ଟ ରାଜାଙ୍କ ଆଗ ରେ ପାଉଲଙ୍କ ଅଭିଯୋଗ ବିଷୟ ରେ କହିଲେ। ସେ ତାହାଙ୍କୁ କହିଲେ, ଏଠା ରେ ଜଣେ ଲୋକ ଅଛି। ଫଲେୀକ୍ସ୍ ତାକୁ ବନ୍ଦୀ ରୂପେ ରଖି ଯାଇଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 27:1
ଇତାଲିଆକୁ ଜାହାଜା ରେ ଯାତ୍ରା କରିବା ପାଇଁ ସ୍ଥିର ହବୋରୁ ପାଉଲ ଓ ଅନ୍ୟ ବନ୍ଦୀମାନଙ୍କୁ ଦାଯିତ୍ବ ୟୂଲିଅ ନାମକ ଶତ ସନୋପତିଙ୍କ ହସ୍ତ ରେ ଅର୍ପଣ କରାଗଲା। ସହେି ୟୂଲିଅ ସମ୍ରାଟଙ୍କର ସନୋବାହିନୀ ରେ ଚ଼ାକିରୀ କରୁଥିଲେ। ଆମ୍ଭମାନେେ ଆଦ୍ରାମୁତ୍ତୀୟରୁ ଗୋଟିଏ ଜାହାଜ ରେ ଉଠିଲୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 28:16
ତା'ପରେ ଆମ୍ଭେ ରୋମ ଗଲୁ, ପାଉଲଙ୍କୁ ରୋମ ରେ ଏକାକୀ ରହିବା ପାଇଁ ଅନୁମତି ମିଳିଲା। କିନ୍ତୁ ତାହାଙ୍କ ପାଖ ରେ ଜଣେ ସୈନିକ ସବୁବେଳେ ଜଗି ରହିଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 28:30
ପାଉଲ ଦୁଇ ବର୍ଷ ପର୍ୟ୍ଯନ୍ତ ନିଜର ଭଡ଼ା ଘ ରେ ରହିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:36
ଶାସ୍ତ୍ର ରେ ଏହିପରି ଲଖାେ ଅଛି:
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:11
ଆମ୍ଭେ ଜୀବିତ, କିନ୍ତୁ ଯୀଶୁଙ୍କ ହତେୁ ଆମ୍ଭେ ସର୍ବଦା ମୃତ୍ଯୁ ସଙ୍କଟର ସମ୍ମୁଖୀନ ହେଉଛୁ। ୟଦ୍ଦ୍ବାରା ଯୀଶୁଙ୍କ ଜୀବନ ଆମ୍ଭର ମରଣଶୀଳ ଶରୀର ମଧିଅରେ ସ୍ପଷ୍ଟ ଭାବରେ ଦେଖି ପାରିବା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:7
ତୁମ୍ଭମାନଙ୍କ ଆଗ ରେ ଥିବା ତଥ୍ଯ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ଯ ଜାଣି ରଖିବା ଉଚିତ ଯେ ଆମ୍ଭେ ମଧ୍ଯ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:5
ମୁଁ ଭାବୁ ନାହିଁ ଯେ, ସହେି ମହାନ ପ୍ ରରେିତମାନେ ମାେ ଠାରୁ କୌଣସି ଗୁଣ ରେ ଅଧିକ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:11
ମୁଁ ମୂର୍ଖଙ୍କ ଭଳି କହିଚାଲି ଥିଲି। କିନ୍ତୁ ଏପରି କହିବା ପାଇଁ ତୁମ୍ଭମାନେେ ମାେତେ ବାଧ୍ଯ କରିଥିଲ। ତୁମ୍ଭମାନେେ ହେଉଛ ସହେିଲୋକ, ଯେଉଁମାନେ ମାେ ସପକ୍ଷ ରେ ଭଲକଥା କହିବ। ମୁଁ କିଛି ନୁହେଁ, କିନ୍ତୁ ତଥାକଥିତ ସହେି ମହାନ୍ ପ୍ ରରେିତ ମାନେ ମାେ ଠାରୁ ଅଧିକ ମଧ୍ଯ ନୁହଁନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:1
ଅତଏବ, ମୁଁ ପାଉଲ, ତୁମ୍ଭ ଅଣୟିହୁଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:1
ମୁଁ ପ୍ରଭୁଙ୍କର ହାଇେ ଥିବାରୁ କାରାଗାର ରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ବର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ବରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭମାନେେ ସହେିଭଳି ଜୀବନଯାପନ କର।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:20
ମାରେକାମ ହେଉଛି, ସୁସମାଚାର ନିମନ୍ତେ କହିବା। ଏବେ ମୁଁ ତାହା ଏହି ବନ୍ଦୀ ଘ ରେ ମଧ୍ଯ କରୁଅଛି। ମାେ ପାଇଁ ପ୍ରାର୍ଥନା କର ଯେ, ଯେପରିକି ମୁଁ ଯେତବେେଳେ ସୁସମାଚାର ପ୍ରଚାର କରେ, ସେତବେେଳେ ସମ୍ପୂର୍ଣ୍ଣ ନିର୍ଭୟତାର ସହ ତାହା କରିପା ରେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:1
ଆମ୍ଭ ବିଷୟ ରେ ଲୋକମାନଙ୍କର ଭାବିବା ଦରକାର ଯେ, ଆମ୍ଭେ ଖ୍ରୀଷ୍ଟଙ୍କର ସବେକ। ପରମେଶ୍ବର ନିଜର ଗୋପନୀୟ ସତ୍ଯଗୁଡ଼ିକୁ ଆମ୍ଭ ନିକଟରେ ଭରସା ରଖି ଜଣାଇ ଅଛନ୍ତି।