2 Corinthians 3:11 in Oriya

Oriya Oriya Bible 2 Corinthians 2 Corinthians 3 2 Corinthians 3:11

2 Corinthians 3:11
ଯେଉଁ ସବୋ ଅଦୃଶ୍ଯ ହେଲା, ତାହା ଯଦି ମହିମା ସହିତ ଆସିଥିଲା, ତା' ହେଲେ ଏହି ଅନନ୍ତ କାଳସ୍ଥାଯୀ ସବୋ ଅତ୍ଯଧିକ ମହିମାମୟ ହବୋ ସ୍ବାଭାବିକ।

2 Corinthians 3:102 Corinthians 32 Corinthians 3:12

2 Corinthians 3:11 in Other Translations

King James Version (KJV)
For if that which is done away was glorious, much more that which remaineth is glorious.

American Standard Version (ASV)
For if that which passeth away `was' with glory, much more that which remaineth `is' in glory.

Bible in Basic English (BBE)
For if the order which was for a time had its glory, much more will the eternal order have its glory.

Darby English Bible (DBY)
For if that annulled [was introduced] with glory, much rather that which abides [subsists] in glory.

World English Bible (WEB)
For if that which passes away was with glory, much more that which remains is in glory.

Young's Literal Translation (YLT)
for if that which is being made useless `is' through glory, much more that which is remaining `is' in glory.

is
εἰeiee
was
γὰρgargahr
if
For
τὸtotoh
which
that
is
καταργούμενονkatargoumenonka-tahr-GOO-may-none
away
done
διὰdiathee-AH

δόξηςdoxēsTHOH-ksase
glorious,
πολλῷpollōpole-LOH
much
μᾶλλονmallonMAHL-lone
more
that
τὸtotoh
which
μένονmenonMAY-none
remaineth

ἐνenane
glorious.
δόξῃdoxēTHOH-ksay

Cross Reference

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:20
ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:6
ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସବେକ ହବୋ ପାଇଁ ଯୋଗ୍ଯ ବିବଚେିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ଯୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:1
ପରମେଶ୍ବର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସବୋ କାର୍ୟ୍ଯ ଦଇେଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 7:21
କିନ୍ତୁ ପରମେଶ୍ବରଙ୍କ ଶପଥ କରିଥିବା ହତେୁରୁ ଯୀଶୁ ଯାଜକ ହାଇେଥିଲେ। ପରମେଶ୍ବର କହିଥିଲେ :

ଏବ୍ରୀମାନଙ୍କ ନିକଟକୁ ପତ୍ର 8:13
ପରମେଶ୍ବର ଏହାକୁ ନୂତନ ନିୟମ ବୋଲି କହି, ପ୍ରଥମ ନିୟମଟିକୁ ପୁରାତନ ନିୟମ କରି ଅଛନ୍ତି। ଯେଉଁ ବିଷୟସବୁ ପୁରାତନ ଓ ଅକାମୀ ହାଇଯୋଇଛି, ତାହା ଅତିଶୀଘ୍ର ଲୋପ ପାଇୟିବ।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:25
ସାବଧାନ ରୁହ, ଓ ପରମେଶ୍ବର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତବେେଳେ ସେ ପୃଥିବୀର ସହେି ଲୋକମାନଙ୍କୁ ସତର୍କ କଲେ, ସେତବେେଳେ ସମାନେେ ତାହାଙ୍କ କଥା ଅଗ୍ରାହ୍ଯ କଲେ। କିନ୍ତୁ ସମାନେେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ବର ସ୍ବର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ଯ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସମାନଙ୍କେ ଲାଗି ଅତି ଖରାପ ହବେ।