2 Samuel 22:33
ପରମେଶ୍ବର ମାରେ ଦୃଢ ଦୂର୍ଗ। ସେ ପବିତ୍ର ଲୋକମାନଙ୍କୁ ଠିକ୍ ଭାବରେ ଜୀବନ ଧାରଣ କରିବା ରେ ସାହାୟ୍ଯ କରନ୍ତି।
2 Samuel 22:33 in Other Translations
King James Version (KJV)
God is my strength and power: and he maketh my way perfect.
American Standard Version (ASV)
God is my strong fortress; And he guideth the perfect in his way.
Bible in Basic English (BBE)
God puts a strong band about me, guiding me in a straight way.
Darby English Bible (DBY)
ùGod is my strong fortress, And he maketh my way perfectly smooth.
Webster's Bible (WBT)
God is my strength and power: and he maketh my way perfect.
World English Bible (WEB)
God is my strong fortress; He guides the perfect in his way.
Young's Literal Translation (YLT)
God -- my bulwark, `my' strength, And He maketh perfect my way;
| God | הָאֵ֥ל | hāʾēl | ha-ALE |
| is my strength | מָֽעוּזִּ֖י | māʿûzzî | ma-oo-ZEE |
| and power: | חָ֑יִל | ḥāyil | HA-yeel |
| maketh he and | וַיַּתֵּ֥ר | wayyattēr | va-ya-TARE |
| my way | תָּמִ֖ים | tāmîm | ta-MEEM |
| perfect. | דַּרְכִּֽו׃ | darkiw | dahr-KEEV |
Cross Reference
ଯାତ୍ରା ପୁସ୍ତକ 15:2
ସଦାପ୍ରଭୁ ହେଉଛନ୍ତି ମାରେ ଶକ୍ତି। ସେ ମାେତେ ରକ୍ଷା କରନ୍ତି। ଏବଂ ମୁଁ ତାଙ୍କର ପ୍ରଶଂସା କରି ଗାନ କରିବି। ସଦାପ୍ରଭୁ ହେଉଛନ୍ତି ମାରେ ପରମେଶ୍ବର ଏବଂ ମୁଁ ତାଙ୍କର ପ୍ରଶଂସା କରିବି। ସଦାପ୍ରଭୁ ହେଉଛନ୍ତି ମାରେ ପୂର୍ବପୁରୁଷମାନଙ୍କର ପରମେଶ୍ବର ଏବଂ ମୁଁ ତାଙ୍କର ସମ୍ମାନ କରିବି।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:13
ଖ୍ରୀଷ୍ଟଙ୍କଠାରୁ ମାେତେ ଶକ୍ତି, ପ୍ରଦତ୍ତ ହାଇେଥିବାରୁ, ତାଙ୍କ ମାଧ୍ଯମ ରେ ମୁଁ ସବୁକିଛି କରିବାକୁ ସକ୍ଷମ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:10
ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:9
କିନ୍ତୁ ପ୍ରଭୁ ମାେତେ କହିଲେ, ତୁମ୍ଭ ପାଇଁ ମାରେ ଅନୁଗ୍ରହ ୟଥେଷ୍ଟ। ଯେତବେେଳେ ତୁମ୍ଭେ ଦୁର୍ବଳ, ସେତବେେଳେ ମାରେ ଶକ୍ତି ତୁମ୍ଭଠା ରେ ପରିପୂର୍ଣ୍ଣତା ଭାବେ ଦଖାେ ଦିଏ। ଅତଏବ ମୁଁ ମାରେ ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବା ରେ ଆନନ୍ଦ ପାଏ। ଏହା ଦ୍ବାରା ଖ୍ରୀଷ୍ଟଙ୍କର ଶକ୍ତି ମାେ ଠା ରେ ରହିଥିବ।
ଯିଖରିୟ 10:12
ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମ ରେ, ସମାନେେ ସବୁସ୍ଥାନକୁ ଯିବେ। ଏହା ସଦାପ୍ରଭୁ କହିଥିଲେ।
ଯିଶାଇୟ 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
ଗୀତସଂହିତା 119:1
ଯେଉଁ ଲୋକମାନେ ପବିତ୍ର ଭାବରେ ଜୀବନୟାପନ କରନ୍ତି, ଓ ଯେଉଁମାନେ ସଦାପ୍ରଭୁଙ୍କର ନିଯମସବୁ ଅନୁସରଣ କରନ୍ତି, ସମାନେେ ଧନ୍ଯ !
ଗୀତସଂହିତା 101:6
ସମଗ୍ର ଦେଶରେ ସହେି ବିଶ୍ବସ୍ତ ଲୋକମାନଙ୍କ ଉପରେ ଦୃଷ୍ଟି ରଖି ଭରସା କରାୟାଇପାରିବ, ୟାହା ଫଳରେ ସମାନେେ ମାେ ପାଇଁ ମାରେ ରାଜପ୍ରାସାଦ କାମ କରିପାରିବେ। କବଳେ ଶୁଦ୍ଧ ପଥରେ ଜୀବନୟାପନ କରୁଥିବା ଲୋକମାନେ ହିଁ ମାରେ ସବେକ ହାଇପୋରିବେ।
ଗୀତସଂହିତା 101:2
ମୁଁ ଯତ୍ନଶୀଳ ହାଇେ ସିଦ୍ଧ ପଥରେ ଜୀବନୟାପନ କରିବି। ହେ ସଦାପ୍ରଭୁ, କବେେ ତୁମ୍ଭେ ମାେ ନିକଟକୁ ଆସିବ। ମୁଁ ମାେ ରାଜ ପ୍ରାସାଦରେ ଧାର୍ମିକତା ଜୀବନୟାପନ କରିବି।
ଗୀତସଂହିତା 46:1
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।
ଗୀତସଂହିତା 31:3
ହେ ମାରେ ପରମେଶ୍ବର, ତୁମ୍ଭେ ମାରେ ଦୃଢ଼ ଶୈଳ। ତଣେୁ ମାେତେ ତୁମ୍ଭର ପଥ ଦଖାେଅ ଓ ଦିଗଦର୍ଶନ ଦିଅ।
ଗୀତସଂହିତା 28:7
ସଦାପ୍ରଭୁ ହିଁ ମାରେ ବଳ। ସେ ମାରେ ଢ଼ାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ବାସ କରେ କାରଣ ସେ ମାେତେ ରକ୍ଷା କଲେ। ମୁଁ ଅତି ଖୁସି। ମୁଁ ଆଜି ପ୍ରଶଂସାର ଗୀତ ଗାଇବି।
ଗୀତସଂହିତା 27:1
ହେ ସଦାପ୍ରଭୁ ତୁମ୍ଭେ ମାରେ ଆ ଲୋକବର୍ତ୍ତିକା ଓ ମାରେ ତ୍ରାଣକର୍ତ୍ତା। ମୁଁ ତାହାଦ୍ବାରା ଭୟଭୀତ ହବେି ନାହିଁ। ସଦାପ୍ରଭୁଙ୍କ ଆଶ୍ରଯସ୍ଥଳ ମାେ ପାଇଁ ସବୁଠାରୁ ନିରାପଦସ୍ଥଳ। ତଣେୁ ମୁଁ କାହାରିକୁ ଭୟ କରିବି ନାହିଁ।
ଗୀତସଂହିତା 18:32
ପରମେଶ୍ବର ଆମ୍ଭକୁ ବଳ ପ୍ରଦାନ କରନ୍ତି। ସେ ମାେତେ ଶୁଦ୍ଧ ଜୀବନୟାପନ କରିବା ପାଇଁ ସାହାୟ୍ଯ କରନ୍ତି।
ଆୟୁବ ପୁସ୍ତକ 22:3
ତୁମ୍ଭେ ଯେ ଜଣେ ଧାର୍ମିକ ଅଟ ଏହା କ'ଣ ପରମେଶ୍ବରଙ୍କ ସୁଖର କାରଣ ଅଟେ ? ନାଁ, ତାଦ୍ବାରା ସର୍ବଶକ୍ତିମାନ ପରମେଶ୍ବର କ'ଣ କିଛି ଲାଭ ପାଆନ୍ତି ଯଦି ତୁମ୍ଭେ ତାଙ୍କୁ ଅନୁସରଣ କର। ନାଁ !
ଦିତୀୟ ଶାମୁୟେଲ 22:2
ସଦାପ୍ରଭୁ ମାରେ ଶୈଳ ଏବଂ ମାରେ ଦକ୍ସ୍ଟର୍ଗ, ମାରେ ନିରାପଦସ୍ଥାନ।
ଦିତୀୟ ବିବରଣ 18:13
ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହବେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:21
ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍ !