3 John 1:7 in Oriya

Oriya Oriya Bible 3 John 3 John 1 3 John 1:7

3 John 1:7
ସହେି ଭାଇମାନେ ଖ୍ରୀଷ୍ଟଙ୍କର ସବୋ ପାଇଁ ଭ୍ରମଣ କରନ୍ତି। ସମାନେେ ବିଶ୍ବାସ ନ କରୁଥିବା ଲୋକମାନଙ୍କଠାରୁ କିଛି ଗ୍ରହଣ କରନ୍ତି ନାହିଁ।

3 John 1:63 John 13 John 1:8

3 John 1:7 in Other Translations

King James Version (KJV)
Because that for his name's sake they went forth, taking nothing of the Gentiles.

American Standard Version (ASV)
because that for the sake of the Name they went forth, taking nothing of the Gentiles.

Bible in Basic English (BBE)
For they went out for love of the Name, taking nothing from the Gentiles.

Darby English Bible (DBY)
for for the name have they gone forth, taking nothing of those of the nations.

World English Bible (WEB)
because for the sake of the Name they went out, taking nothing from the Gentiles.

Young's Literal Translation (YLT)
because for `His' name they went forth, nothing receiving from the nations;

for
Because
ὑπὲρhyperyoo-PARE
that
γὰρgargahr
his
τοῦtoutoo
name's
sake
ὀνόματοςonomatosoh-NOH-ma-tose
forth,
went
they
ἐξῆλθονexēlthonayks-ALE-thone
nothing
μηδὲνmēdenmay-THANE
taking
λαμβάνοντεςlambanonteslahm-VA-none-tase
of
ἀπὸapoah-POH
the
τῶνtōntone
Gentiles.
ἐθνῶνethnōnay-THNONE

Cross Reference

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:3
ମୁଁ ଜାଣେ ତୁମ୍ଭର ବହୁତ ର୍ଧୈୟ୍ଯ ଅଛି କାରଣ ତୁମ୍ଭେ ମାେ ନାମ ନିମନ୍ତେ କଷ୍ଟ ସହିଛି ଓ ଏସବୁ କରିବା ରେ ତୁମ୍ଭେ କ୍ଲାନ୍ତ ହାଇେ ପଡ଼ିନାହଁ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:24
ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମାେତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦହେ ସ୍ବରୂପ ମଣ୍ଡଳୀ ମାଧ୍ଯମ ରେ କେତକେ କଷ୍ଟ ଭୋଗିବା ବାକି ଥିଲା। ସଗେୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମାରେଅଂଶ ମୁଁ ମାେ ଦହେ ରେ ଗ୍ରହଣ କରୁଛି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:13
ଅତଏବ, ଅନ୍ୟ ମଣ୍ଡଳୀଗୁଡ଼ିକ ଯାହା ପାଇ ଥିଲେ ତା'ସବୁ ତୁମ୍ଭମାନେେ ମଧ୍ଯ ପାଇଛ। କବଳେ ଗୋଟିଏ କଥା ତନ୍ମଧ୍ଯରୁ ଅଲଗା : ମୁଁ ତୁମ୍ଭମାନଙ୍କ ଉପରେ କବେେ ହେଲେ ଭାରସ୍ବରୂପ ନ ଥିଲି। ଏଥିପାଇଁ ମାେତେ କ୍ଷମା କରି ଦିଅ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:7
ମୁଁ ତୁମ୍ଭମାନଙ୍କୁ ବିନା ମୂଲ୍ଯ ରେ ପରମେଶ୍ବରଙ୍କ ସୁସମାଚାର ଦଇେଛି। ତୁମ୍ଭମାନଙ୍କୁ ମହତପୂର୍ଣ୍ଣ କରିବା ପାଇଁ ମୁଁ ନମ୍ର ହାଇେ ଯାଇଥିଲି। ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଭୁଲ କରିଥିଲି ?

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:5
ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ବରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଚାର କରୁ ନାହୁଁ, କିନ୍ତୁ ଯୀଶୁଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଚାର କରୁଛୁ। ନିଜ ବିଷୟ ରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସବେକ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:18
ତା' ହେଲେ ମାରେ ପୁରସ୍କାର କ'ଣ ? ମାରେ ପୁରସ୍କାର ଏହା ଯେ ସୁସମାଚାର ପ୍ରଚାର କଲା ବେଳେ ମୁଁ ମୁକ୍ତ ଭାବରେ ସୁସମାଚାରକୁ ଦଇେ ପାରିବି ? ଏହିପରି ସୁସମାଚାର ପ୍ରଚାର ପାଇଁ ଯେଉଁ ପ୍ରାପ୍ଯ ମାରେ ପାଇବା କଥା, ତାହା ମୁଁ ଦାବୀ କରେ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:12
ଯଦି ଅନ୍ୟମାନଙ୍କର ତୁମ୍ଭଠା ରେ ଏହି ଦାବୀ ଅଛି, ତବେେ ଆମ୍ଭର କ'ଣ ଏଥି ରେ ଅଧିକ ଦାବୀ ନାହିଁ ? କିନ୍ତୁ ଆମ୍ଭେ ଏହି ଅଧିକାର ପ୍ରଯୋଗ କରି ନାହୁଁ। ବରଂ ଖ୍ରୀଷ୍ଟଙ୍କର ସୁସମାଚାର କାର୍ୟ୍ଯ କାଳେ ବାଧାପ୍ରାପ୍ତ ହବେ, ଏଥିପାଇଁ ଆମ୍ଭେ ସହ୍ଯ କରିଅଛୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:4
ଯେଉଁମାନେ ଛିନ୍ନ ଭିନ୍ନ ହାଇଯୋଇଥିଲେ, ସହେି ଲୋକମାନେ ଚ଼ାରିଆଡ଼େ ଯାଇ ସୁସମାଚ଼ାର କହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:41
ପ୍ ରରେିତମାନେ ମହାସଭା ଛାଡ଼ି ଚ଼ାଲିଗଲେ। ସମାନେେ ଖୁସି ହେଲେ ଯେ, ସମାନଙ୍କେୁ ଯୀଶୁଙ୍କ ନାମ ରେ ଅପମାନ ସହିବାକୁ ୟୋଗ୍ଯ ବିବଚେିତ କରାଯାଇଛି।

ଦିତୀୟ ରାଜାବଳୀ 5:20
କିନ୍ତୁ ପରମେଶ୍ବରଙ୍କ ଲୋକ ଇଲୀଶାୟଙ୍କ ଦାସ ଗି ହଜେୀ କହିଲା, ଦେଖ, ମାରେ ପ୍ରଭୁ ଇଲୀଶାୟ ଏହି ଅରାମୀଯ ନାମାନ୍ଠାରୁ କୌଣସି ଉପହାର ଗ୍ରହଣ କଲେ ନାହିଁ। ସଦାପ୍ରଭୁଙ୍କ ଜୀବିତ ପ୍ରମାଣେ ମୁଁ ଶପଥ କରୁଛି, ଏହା ପେଛ ପେଛ ୟାଇ ତାହାଠାରୁ କିଛି ନବେି।

ଦିତୀୟ ରାଜାବଳୀ 5:15
ଏହାପରେ ନାମାନ୍ ଓ ତା'ର ସମସ୍ତ ସାଥୀ ଲୋକମାନେ ଫରେିଆସି ପରମେଶ୍ବରଙ୍କ ଲୋକ ଇଲୀଶାୟ ସମ୍ମୁଖ ରେ ଆସି ଛିଡା ହେଲେ ଓ କହିଲେ, ଦେଖନ୍ତୁ, ମୁଁ ଏବେ ବୁଝିଲ ଇଶ୍ରାୟେଲର ପରମେଶ୍ବରଙ୍କ ଛଡା ସମଗ୍ର ପୃଥିବୀ ରେ ଆଉ ପରମେଶ୍ବର କହେି ନାହାଁନ୍ତି। ତେଣୁ ମୁଁ ବିନଯ କରି କହୁଛି, ଆପଣ ଏ ଦାସଠାରୁ ଉପହାର ଗ୍ରହଣ କରନ୍ତୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:16
ଅଣଯିହୂଦୀ, ରାଜା ଓ ଇଶ୍ରାୟେଲର ଲୋକମାନଙ୍କ ଆଗ ରେ ସେ ମାେ ନାମ ରେ ସାକ୍ଷ୍ଯ ଦବେ। ମାେ ନାମ ପାଇଁ ତାହାକୁ ଯେ, କେତେ କଷ୍ଟ ଦଇେ ୟିବାକୁ ହବେ ମୁଁ ନିଜେ ତାହାକୁ ଜଣାଇବି।