Acts 15:18 in Oriya

Oriya Oriya Bible Acts Acts 15 Acts 15:18

Acts 15:18
ଏହା ୟୁଗ ଆରମ୍ଭରୁ ଜଣାଅଛି।' ଆମାଷେ 9:11-12

Acts 15:17Acts 15Acts 15:19

Acts 15:18 in Other Translations

King James Version (KJV)
Known unto God are all his works from the beginning of the world.

American Standard Version (ASV)
Saith the Lord, who maketh these things known from of old.

Bible in Basic English (BBE)
Says the Lord, who has made these things clear from the earliest times.

Darby English Bible (DBY)
known from eternity.

World English Bible (WEB)
All his works are known to God from eternity.'

Young's Literal Translation (YLT)
`Known from the ages to God are all His works;

Known
γνωστὰgnōstagnoh-STA
unto

ἀπ'apap
God
αἰῶνοςaiōnosay-OH-nose
are
ἐστίνestinay-STEEN
all
τῷtoh
his
Θεῷtheōthay-OH

πάνταpantaPAHN-ta
works
τὰtata
from
ἔργαergaARE-ga
the
beginning
of
the
world.
αὑτοῦhautouaf-TOO

Cross Reference

ଗଣନା ପୁସ୍ତକ 23:19
ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:8
ପୃଥିବୀ ରେ ରହୁଥିବା ସମସ୍ତ ଲୋକମାନେ ସହେି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମଷେଶାବକଙ୍କ ଜୀବନ ପୁସ୍ତକରେ ଲଖାେ ହାଇନୋହିଁ। ଏହି ମଷେଶାବକଙ୍କୁ ବଧ କରାଯାଇଥିଲା।

ପିତରଙ୍କ ପ୍ରଥମ ପତ୍ 1:20
ଜଗତ ଆରମ୍ଭ ହବୋ ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହାଇେଥିଲେ। କିନ୍ତୁ ଏହି ଶଷେ ସମୟରେ ତୁମ୍ଭ ନିମନ୍ତେ ସେ ଜଗତ ରେ ପ୍ରକାଶିତ ହେଲେ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:13
ଭାଇ ଓ ଭଉଣୀମାନେ ! ପ୍ରଭୁ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଦବୋ ଉଚିତ। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ଯ ରେ ତୁମ୍ଭମାନଙ୍କର ବିଶ୍ବାସ ଥିବା ଯୋଗୁଁ ତୁମ୍ଭମାନେେ ଉଦ୍ଧାର ପାଇଛ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:9
ପରମେଶ୍ବରଙ୍କ ଗୁପ୍ତ ସତ୍ଯକୁ ସମସ୍ତଙ୍କୁ କହିବା ଦାଯିତ୍ବ ପରମେଶ୍ବର ମାେତେ ପ୍ରଦାନ କଲେ। ଏହି ନିଗୂଢ଼ ସତ୍ଯ ସୃଷ୍ଟିର ଆରମ୍ଭରୁ ସମସ୍ତ ପଦାର୍ଥର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କ ଭିତ ରେ ଗୁପ୍ତ ରହିଥିଲା।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:11
ପରମେଶ୍ବର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ପରମେଶ୍ବର ଆମ୍ଭକୁ ତାହାଙ୍କର ଲୋକ ହବୋ ପାଇଁ ବାଛିଲେ। ଏକଥା ସେ ନିଜ ଇଚ୍ଛାନୁସା ରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:4
ଖ୍ରୀଷ୍ଟଙ୍କଠା ରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ବର ଆମ୍ଭକୁ ତାହାଙ୍କ ସମ୍ମୁଖ ରେ ପବିତ୍ର ଓ ନିର୍ଦ୍ ଦୋଷ ହବୋ ପାଇଁ ଆଦର ରେ ବାଛି ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:26
ପରମେଶ୍ବର ଗୋଟିଏ ମନୁଷ୍ଯଠାରୁ ସମୁଦାୟ ମନୁଷ୍ଯ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସମାନେେ ପୃଥିବୀର ସର୍ବତ୍ର ରଖନ୍ତି। ସେ ସମାନଙ୍କେ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ଯ ସ୍ଥିର କରିଛନ୍ତି,

ମାଥିଉଲିଖିତ ସୁସମାଚାର 25:34
ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।

ମାଥିଉଲିଖିତ ସୁସମାଚାର 13:35
ପରମେଶ୍ବର ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଏହା ହେଉଥିଲା। ପରମେଶ୍ବର କହିଥିଲେ: ମୁଁ କାହାଣୀ ଦ୍ବାରା କଥା କହିବି। ସୃଷ୍ଟିର ଆଦି କାଳରୁ ଯେଉଁସବୁ କଥା ଗୋପନୀୟ ହାଇେ ରହିଛି, ସଗେୁଡିକ ମୁଁ ପ୍ରକାଶ କରିବି।ଗୀତସଂହିତା 78:2

ଯିଶାଇୟ 46:9
ପୁରାତନ କଥାକୁ ସ୍ମରଣ କର, କାରଣ ଆମ୍ଭେ ପରମେଶ୍ବର ଓ ଅଦ୍ବିତୀୟ, ଆମ୍ଭ ତୁଲ୍ଯ ଅନ୍ୟ କହେି ନାହିଁ।

ଯିଶାଇୟ 45:21
ତୁମ୍ଭମାନେେ ଆସ ଓ ତାହା ଉପସ୍ଥିତ କର ; ସମାନେେ ପରସ୍ପର ମନ୍ତ୍ରଣା କରନ୍ତୁ।

ଯିଶାଇୟ 44:7
ଆମ୍ଭ ତୁଲ୍ଯ ଅନ୍ୟ ପରଲମଶ୍ବର ନାହାଁନ୍ତି। ଯଦି ଥାଆନ୍ତିସତଲବସସ ବର୍ତ୍ତମାନ ଆସି କୁହନ୍ତୁ।ସସ ଯଦି ଆମ୍ଭପରି,ସତଲବ ଆସି ପ୍ରମାଣ କରନ୍ତୁ।ସସ ମଧ୍ଯ କୁହନ୍ତୁ ଆମ୍ଲଭ ପୁରାତନସଲାକମାନଙ୍କୁ ସୃଷ୍ଟି କଲାସବଲଳ କ'ଣସବୁ ଘଟିଥିଲା।ସସ ମଧ୍ଯ ଭବିଷ୍ଯତସର କ'ଣ ଘଟିବ ତାହାର ସଙ୍କଲତ ଦିଅନ୍ତୁ।

ଯିଶାଇୟ 41:22
ତୁମ୍ଭର ପ୍ରତିମାଗଣ ଆସନ୍ତୁ ଓ ଯାହା ଯାହା ଘଟୁଅଛି, ଆମ୍ଭ ନିକଟରେ ପ୍ରକାଶ କରନ୍ତୁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:8
ତୁମ୍ଭେ ଯେଉଁ ପଶୁକୁ ଦେଖିଲ, ସେ ଆଗରୁ ଥିଲା, କିନ୍ତୁ ବର୍ତ୍ତମାନ ସେ ଜୀବିତ ନାହିଁ। କିନ୍ତୁ ସେ ବଞ୍ଚିବ ଏବଂ ଗଭୀର ଗହ୍ବରରୁ ଉଠି ଆସି ଧ୍ବଂସ ପାଇବ। ଜଗତ ଆରମ୍ଭରୁ ଯେଉଁ ଲୋକମାନଙ୍କର ନାମ ଜୀବନ ପୁସ୍ତକରେ ଆଦୌ ଲଖାେ ହାଇନୋହିଁ, ସହେି ଲୋକମାନେ ତାହାକୁ ଦେଖି ଆଶ୍ଚର୍ୟ୍ଯ ହବେେ, କାରଣ ସେ ଅତୀତ ରେ ଥିଲା, ବର୍ତ୍ତମାନ ନାହିଁ କିନ୍ତୁ ପୁଣି ବଞ୍ଚିବ।