Acts 15:9
ଏହାଦ୍ବାରା ପରମେଶ୍ବର ଆମ୍ଭମାନଙ୍କର ଓ ସମାନଙ୍କେ ମଧିଅରେ କୌଣସି ତଫାତ ରଖିଲେ ନାହିଁ। ସେ ସମାନଙ୍କେର ବିଶ୍ବାସ ଦ୍ବାରା ସମାନଙ୍କେର ହୃଦୟକୁ ପବିତ୍ର କରିଲେ।
Acts 15:9 in Other Translations
King James Version (KJV)
And put no difference between us and them, purifying their hearts by faith.
American Standard Version (ASV)
and he made no distinction between us and them, cleansing their hearts by faith.
Bible in Basic English (BBE)
Making no division between them and us, but making clean their hearts by faith.
Darby English Bible (DBY)
and put no difference between us and them, having purified their hearts by faith.
World English Bible (WEB)
He made no distinction between us and them, cleansing their hearts by faith.
Young's Literal Translation (YLT)
and did put no difference also between us and them, by the faith having purified their hearts;
| And | καὶ | kai | kay |
| put no | οὐδέν | ouden | oo-THANE |
| difference | διέκρινεν | diekrinen | thee-A-kree-nane |
| between | μεταξὺ | metaxy | may-ta-KSYOO |
| ἡμῶν | hēmōn | ay-MONE | |
| us | τε | te | tay |
| and | καὶ | kai | kay |
| them, | αὐτῶν | autōn | af-TONE |
| purifying | τῇ | tē | tay |
| their | πίστει | pistei | PEE-stee |
| καθαρίσας | katharisas | ka-tha-REE-sahs | |
| hearts by | τὰς | tas | tahs |
| καρδίας | kardias | kahr-THEE-as | |
| faith. | αὐτῶν | autōn | af-TONE |
Cross Reference
ରେରିତମାନଙ୍କ କାର୍ଯ୍ୟର ବିବରଣ 10:28
ସେ ସମାନଙ୍କେୁ କହିଲେ, ତୁମ୍ଭମାନେ ଜାଣିଛ ଯେ, କୌଣସି ଯିହୂଦୀ ଅନ୍ୟ ସହିତ ମିଶିବା ବା ଅନ୍ୟ ଜାତିର ଲୋକଙ୍କ ଘରକୁ ୟିବା ଯିହୂଦୀ ବ୍ଯବସ୍ଥା ବିରୁଦ୍ଧ। କିନ୍ତୁ କୌଣସି ଲୋକକୁ 'ଅପବିତ୍ର' ଓ 'ଅପରିଚ୍ଛନ୍ନ' ନ କହିବା ପାଇଁ ପରମେଶ୍ବର ମାେତେ ଦଖାଇେଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:34
ପିତର କହିବା ଆରମ୍ଭ କଲେ, ମୁଁ ବର୍ତ୍ତମାନ ପ୍ରକୃତ ରେ ବୁଝିପାରୁଛି, ପରମେଶ୍ବରଙ୍କ ଦୃଷ୍ଟି ରେ ପ୍ରେତ୍ୟକକ ଲୋକ ସମାନ। ତାହାଙ୍କ ପାଖ ରେ କୌଣସି ଭଦଭୋବ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 11:12
ମାେତେ ସମାନଙ୍କେ ସହିତ ବିନା ସଙ୍କୋଚ଼ ରେ ୟିବାପାଇଁ ପବିତ୍ର ଆତ୍ମା ନିର୍ଦ୍ଦେଶ ଦେଲେ। ମାେ ସାଙ୍ଗ ରେ ଏଠା ରେ ଥିବା ଏହି ଛଅଜଣ ବିଶ୍ବାସୀ ଭାଇ ମଧ୍ଯ ଆସିଥିଲେ। ଆମ୍ଭମାନେେ କର୍ଣ୍ଣୀଲିୟଙ୍କ ଘରକୁ ଗଲୁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:22
ଯୀଶୁ ଖ୍ରୀଷ୍ଟଙ୍କ ଠା ରେ ବିଶ୍ବାସ ଦ୍ବାରା ପରମେଶ୍ବର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠା ରେ ବିଶାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ବର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:6
ସହେି ଗୁପ୍ତ ସତ୍ଯଟି ହେଲା : ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ଯ ପରମେଶ୍ବରଙ୍କ ସମସ୍ତ ବିଷୟର ଅଧିକାରୀ ହବେେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସହେି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ପରମେଶ୍ବର ଯେ ସମସ୍ତ ପ୍ରତିଜ୍ଞା ଦଇେଅଛନ୍ତି, ସମାନେେ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ସହେି ସମସ୍ତର ସହଭାଗୀ ଅଟନ୍ତି। ସୁସମାଚାର ହତେୁରୁ ଅଣଯିହୂଦୀମାନେ ଏହି ସବୁର ଅଧିକାରୀ ଅଟନ୍ତି।
ପିତରଙ୍କ ପ୍ରଥମ ପତ୍ 1:22
ଏବେ, ସତ୍ଯ ପାଳନ ଦ୍ବାରା ତୁମ୍ଭମାନେେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ଯ ପ୍ ରମେ ଦଖାଇେ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ ରମେ କର।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:13
ଯେଉଁ ଲୋକମାନେ ଉପାସନାସ୍ଥଳ ରେ ପ୍ରବେଶ କରିବା ନିମନ୍ତେ ଆଉ ପବିତ୍ର ନୁହଁନ୍ତି ସମାନଙ୍କେ ଉପରେ ଛଳେି, ବଳଦର ରକ୍ତ ଓ ଗାଈର ପାଉଁଶ ଛିଞ୍ଚା ଯାଇଥିଲା। ସହେି ରକ୍ତ ଓ ପାଉଁଶ ସେ ଲୋକମାନଙ୍କ ଶରୀରକୁ ପୁନର୍ବାର ପବିତ୍ର କରୁଥିଲା।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:11
ଏହି ନୂତନ ଜୀବନ ରେ ୟିହୁଦୀ ଓ ଅଣୟିହୁଦୀମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। ସୁନ୍ନତ ଲୋକ ବା ଅସୁନ୍ନତ ଲୋକ, ବିଦେଶୀ ବା ସ୍ତଥୀୟମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। କ୍ରୀତଦାସ ବା ସ୍ବାଧୀନ ଭିତ ରେ ମଧ୍ଯ ତଫାତ୍ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କଠା ରେ ଅଛନ୍ତି। ଯାହା ମହତ୍ତ୍ବପୂର୍ଣ୍ଣ, ତାହା ଖ୍ରୀଷ୍ଟ ଅଟନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:14
ଖ୍ରୀଷ୍ଟଙ୍କ ହତେୁ ଆମ୍ଭେ ଏବେ ଶାନ୍ତି ରେ ଅଛୁ। ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଏକାଠି କଲେ। ଦୁହିଁଙ୍କ ମଝି ରେ କାନ୍ଥଟିଏ ଥିଲା ଭଳି ସମାନେେ ଅଲଗା ଥିଲେ। ସମାନେେ ପରସ୍ପରକୁ ଘୃଣା କରୁଥିଲେ। କିନ୍ତୁ ନିଜ ଶରୀରକୁ ଉତ୍ସର୍ଗ କରି ଖ୍ରୀଷ୍ଟ ସହେି ଘୃଣାର କାନ୍ଥଟିକୁ ଭାଙ୍ଗି ଦେଲେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:6
ଆତ୍ମାଙ୍କ ସାହାୟ୍ଯ ରେ ଆମେ ଏଥି ପାଇଁ ଅପେକ୍ଷା କରି ରହିଛୁ। ଯଦି କହେି ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛି, ତା ହେଲେ ସେ ସୁନ୍ନତ ହାଇେଛି ନା ନାହିଁ, ଏହା ମହତ୍ବପୂର୍ଣ୍ଣ ନୁହେଁ। ମହତ୍ବପୂର୍ଣ୍ଣ ବିଷୟ ହେଲା, ପ୍ ରମଜେନକ ବିଶ୍ବାସ, ଯାହା କାର୍ୟ୍ଯ ରେ ପରିପ୍ରକାଶ ହୁଏ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:28
ଅତଏବ ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମସ୍ତେ ଏକ ହାଇେଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ବାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତ ରେ କୌଣସି ଭଦେ ରହିଲା ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:18
ପରମେଶ୍ବରଙ୍କ ଆହ୍ବାନ ପାଇବା ପୂର୍ବରୁ ଯଦି କାହାର ସୁନ୍ନତ ହାଇେ ଯାଇଛି, ସେ ତାହା ପରିବର୍ତ୍ତନ କରିବା ଉଚିତ ନୁହେଁ। ଯଦି ଜଣେ ଆହ୍ବାନ ପାଇବା ବେଳେ ସୁନ୍ନତ ହାଇେ ନାହିଁ, ତା'ର ମଧ୍ଯ ସୁନ୍ନତ ହବୋ ଉଚିତ୍ ନୁହେଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:43
ଯେ କହେି ଯୀଶୁଙ୍କଠା ରେ ବିଶ୍ବାସ କରିବ, ସେ ପାପକ୍ଷମା ପାଇବ। ପରମେଶ୍ବର ଯୀଶୁଙ୍କ ନାମ ରେ ସହେି ବ୍ଯକ୍ତିର ସମସ୍ତ ପାପ କ୍ଷମା କରି ଦବେେ। ସମସ୍ତ ଭାବବାଦୀଙ୍କ ଦ୍ବାରା କଥିତ ଏହି ବାକ୍ଯ ନିରାଟ ସତ୍ଯ ଅଟେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14:1
ପାଉଲ ଓ ବର୍ଣ୍ଣବ୍ବା ଦୁ ହେଁ ଇକନିୟ ନଗର ରେ ଯିହୂଦୀୟମାନଙ୍କର ସମାଜଗୃହକୁ ଗଲେ। ସଠାେରେ ସମାନେେ ଏଭଳି ଭାବରେ ପ୍ରଭୁଙ୍କ ବାକ୍ଯ ପ୍ରଚ଼ାର କଲେ ଯେ, ଉଭୟ ଯିହୂଦୀୟ ଓ ଅନ୍ୟ ଜାତିର ଅନକେ ଲୋକ ବିଶ୍ବାସ କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14:27
ପାଉଲ ଓ ବର୍ଣ୍ଣବ୍ବା ସଠାେରେ ପହଞ୍ଚିବା ପରେ ମଣ୍ଡଳୀକୁ ଏକାଠି କଲେ। ପରମେଶ୍ବର ସମାନଙ୍କେ ସହିତ ଯାହା କିଛି କରିଥିଲେ ତାହା ସମାନଙ୍କେୁ କହିଲେ ଓ ପରମେଶ୍ବର ଅନ୍ୟ ଜାତୀୟ ଲୋକଙ୍କ ପାଇଁ କିପରି ବିଶ୍ବାସର ରାସ୍ତା ଖାଲିେଲେ, ତାହା ସମାନେେ ବର୍ଣ୍ଣନା କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:9
ସେଥିପାଇଁ ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେ ଯିହୂଦୀଗଣ କଣ ଭଲ? ନା। ଯିହୂଦୀ ଓ ଅଣଯିହୂଦୀ ସମସ୍ତେ ସମାନ ବୋଲି ଆମ୍ଭେ ଆଗରୁ କହି ସାରିଛୁ। ସମାନେେ ସମସ୍ତେ ନିଜ ନିଜ ପାପ ପାଇଁ ଦୋଷୀ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:29
ପରମେଶ୍ବର କବଳେ ଯିହୂଦୀମାନଙ୍କର ପରମେଶ୍ବର ନୁହଁନ୍ତି। ଅଣଯିହୂଦୀମାନଙ୍କର ମଧ୍ଯ ସେ ପରମେଶ୍ବର ଅଟନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:11
ପରମେଶ୍ବର ଗ୍ରହଣ କରି ନଇେଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରାହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହବୋ ପୂର୍ବରୁ ପରମେଶ୍ବରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି ଓ ସୁନ୍ନତ ହାଇେ ନାହାଁନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରାହାମ ଅଟନ୍ତି। ସମାନେେ ବିଶ୍ବାସ କରନ୍ତି ଓ ଏହି କାରଣରୁ ସମାନେେ ପରମେଶ୍ବରଙ୍କ ପାଇଁ ଧାର୍ମିକ ବୋଲି ନିରୁପିତ ହୁଅନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:24
ସମାନଙ୍କେୁ ତାହାଙ୍କ ମହିମା ଦବୋ ପାଇଁ ପ୍ରସ୍ତୁତ କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:11
ଶାସ୍ତ୍ର କ ହେ: ୟିଏ ତାହାଙ୍କୁ (ଖ୍ରଷ୍ଟଙ୍କୁ) ବିଶ୍ବାସ କରେ ସେ ଲଜ୍ଜତ ହବେ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:2
କରିନ୍ଥଠା ରେ ଥିବା ପରମେଶ୍ବରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟଯୀଶୁଙ୍କଠା ରେ ପବିତ୍ର କରାଯାଇଛନ୍ତି ସମାନଙ୍କେ ନିକଟକୁ ଏହି ପତ୍ର ଲଖାେ ଯାଉଅଛି। ତୁମ୍ଭମାନେେ ଈଶ୍ବରଙ୍କ ପବିତ୍ର ଲୋକ ହବୋ ନିମନ୍ତେ ଆହୂତ ହାଇେଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ସର୍ବତ୍ର ଯେଉଁମାନେ ବିଶ୍ବାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ବାସୀଙ୍କ ସହିତ ତୁମ୍ଭମାନେେ ଆହୂତ ହାଇେଅଛ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:15
ମାତ୍ର ସହେି ସ୍ବର ତାଙ୍କୁ ପୁଣି କହିଲେ, ପରମେଶ୍ବର ଯେଉଁ ବିଷୟକୁ ପବିତ୍ର କରିଛନ୍ତି, ତୁମ୍ଭେ ତାକୁ ଅପବିତ୍ର କୁହନାହିଁ।