Daniel 4:14
ସେ ଉଚ୍ଚସ୍ବର ରେ କହିଲେ, 'ଏହି ବୃକ୍ଷକୁ ଛଦନେ କର। ତହିଁରେ ଶାଖା ସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡି ଦିଅ ଓ ଫଳଗୁଡିକୁ ବିଞ୍ଚି ଦିଅ। ତାହାର ତଳେଥିବା ପଶୁମାନେ ଓ ଶାଖା ରେ ଥିବା ପକ୍ଷୀମାନେ ପଳାଇ ୟାଆନ୍ତୁ।
Daniel 4:14 in Other Translations
King James Version (KJV)
He cried aloud, and said thus, Hew down the tree, and cut off his branches, shake off his leaves, and scatter his fruit: let the beasts get away from under it, and the fowls from his branches:
American Standard Version (ASV)
He cried aloud, and said thus, Hew down the tree, and cut off its branches, shake off its leaves, and scatter its fruit: let the beasts get away from under it, and the fowls from its branches.
Bible in Basic English (BBE)
Crying out with a loud voice; and this is what he said: Let the tree be cut down and its branches broken off; let its leaves be taken off and its fruit sent in every direction: let the beasts get away from under it and the birds from its branches:
Darby English Bible (DBY)
he cried aloud, and said thus: Hew down the tree, and cut off its branches, shake off its leaves, and scatter its fruit; let the beasts get away from under it, and the birds from its branches.
World English Bible (WEB)
He cried aloud, and said thus, Hew down the tree, and cut off its branches, shake off its leaves, and scatter its fruit: let the animals get away from under it, and the fowls from its branches.
Young's Literal Translation (YLT)
He is calling mightily, and thus hath said, Cut down the tree, and cut off its branches, shake off its leaves, and scatter its budding, move away let the beast from under it, and the birds from off its branches;
| He cried | קָרֵ֨א | qārēʾ | ka-RAY |
| aloud, | בְחַ֜יִל | bĕḥayil | veh-HA-yeel |
| and said | וְכֵ֣ן | wĕkēn | veh-HANE |
| thus, | אָמַ֗ר | ʾāmar | ah-MAHR |
| Hew down | גֹּ֤דּוּ | gōddû | ɡOH-doo |
| tree, the | אִֽילָנָא֙ | ʾîlānāʾ | ee-la-NA |
| and cut off | וְקַצִּ֣צוּ | wĕqaṣṣiṣû | veh-ka-TSEE-tsoo |
| his branches, | עַנְפ֔וֹהִי | ʿanpôhî | an-FOH-hee |
| shake off | אַתַּ֥רוּ | ʾattarû | ah-TA-roo |
| leaves, his | עָפְיֵ֖הּ | ʿopyēh | ofe-YAY |
| and scatter | וּבַדַּ֣רוּ | ûbaddarû | oo-va-DA-roo |
| his fruit: | אִנְבֵּ֑הּ | ʾinbēh | een-BAY |
| let the beasts | תְּנֻ֤ד | tĕnud | teh-NOOD |
| away get | חֵֽיוְתָא֙ | ḥêwĕtāʾ | hay-veh-TA |
| from | מִן | min | meen |
| under it, | תַּחְתּ֔וֹהִי | taḥtôhî | tahk-TOH-hee |
| fowls the and | וְצִפְּרַיָּ֖א | wĕṣippĕrayyāʾ | veh-tsee-peh-ra-YA |
| from | מִן | min | meen |
| his branches: | עַנְפֽוֹהִי׃ | ʿanpôhî | an-FOH-hee |
Cross Reference
ମାଥିଉଲିଖିତ ସୁସମାଚାର 3:10
ଗଛର ମୂଳ ଉପରେ କୁରାଢି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାଁନ୍ତି, ସଗେୁଡିକୁ କାଟି ନିଆଁ ରେ ପକଇେ ଦିଆୟିବ।
ଦାନିଏଲ 4:23
ଏବଂ ଆପଣ ମଧ୍ଯ ଦେଖିଲେ ଯେ, ସ୍ବର୍ଗରୁ ପବିତ୍ର ସ୍ବର୍ଗଦୂତ ଓହ୍ଲାଇ ଆସି କହିଲେ, 'ଏ ବୃକ୍ଷକୁ ବିନଷ୍ଟ କରି ଛଦନେ କର। କିନ୍ତୁ ଏହା ମୂଳକୁ ଲୌହ ଓ ପିତ୍ତଳ ବଡେି ରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧିଅରେ ରଖ। ଆଉ ତାହା ଆକାଶର କାକର ରେ ତିନ୍ତୁ ଓ ତାହା ଉପ ରେ ସାତବର୍ଷ ଅତିକ୍ରମ କରିବା ପର୍ୟ୍ଯନ୍ତ କ୍ଷେତ୍ରସ୍ଥ ପଶୁଗଣ ସହିତ ତାହାର ଅଂଶ ହେଉ।'
ଯିହିଜିକଲ 31:12
ପୁଣି ଜାତିମାନଙ୍କ ମଧିଅରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ୟାଇଛନ୍ତି। ପର୍ବତମାନଙ୍କ ଉପ ରେ ଓ ସମସ୍ତ ଉପତ୍ୟକା ରେ ତାହାର ଶାଖାସବୁ ପଡ଼ିଅଛି। ଆଉ ଦେଶର ସବୁ ଜଳ ପ୍ରବାହ ନିକଟରେ ତାହାର ଡ଼ାଳସବୁ ଭଙ୍ଗା ୟାଇଛି। ତେଣୁ ପୃଥିବୀସ୍ଥ ୟାବତୀଯ ଜାତି ତାହାର ଛାଯା ତଳୁ ଚାଲିୟାଇଛନ୍ତି ଓ ତାକୁ ପରିତ୍ଯାଗ କରିଛନ୍ତି।
ଲୂକଲିଖିତ ସୁସମାଚାର 13:7
ତେଣୁ ସେ ବଗିଚା ଦାଯିତ୍ବ ରେ ଥିବା ଚାକରକୁ କହିଲା, ଦେଖ, ମୁଁ ତିନି ବର୍ଷ ହେଲା ଏ ଡିମ୍ବିରି ଗଛ ରେ ଫଳ ଆସିବ ବୋଲି ଅପେକ୍ଷାକରି ଆସୁଛି। କିନ୍ତୁ ଗୋଟିଏ ହେଲେ ଫଳ ମୁଁ ପାଉନାହିଁ। ଏ ଗଛଟା କାଟିଦିଅ, କାହିଁକି ଅଯଥା ରେ ସେ ଗଛଟା ମାଟି ଖରାପ କରିବ?'
ଲୂକଲିଖିତ ସୁସମାଚାର 3:9
ଗଛ ମୂଳ ରେ କୁରାଢି ରଖାଯାଇ ସାରିଲାଣି ଏବଂ ଯେଉଁ ଗଛ ଭଲ ଫଳ ଦଇପୋରୁନାହିଁ, ସହେି ପ୍ରେତ୍ୟକକ ଗଛକୁ କାଟିଦିଆୟିବ ଏବଂ ନିଆଁ ରେ ଫିଙ୍ଗି ଦିଆୟିବ।
ମାଥିଉଲିଖିତ ସୁସମାଚାର 7:19
ଯେଉଁ ଗଛ ରେ ଭଲ ଫଳ ଫଳେ ନାହିଁ, ତାହାକୁ କାଟି ଦିଆଯାଏ।
ଦାନିଏଲ 4:12
ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନକେ ଥିଲା, ଆଉ ସେ ଗଛ ରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ସହେି ବୃକ୍ଷତଳେ ଛାଯା ପାଇଲେ ଓ ଆକାଶସ୍ଥ ପକ୍ଷୀମାନେ ତାହାର ଶାଖାମାନଙ୍କ ରେ ବାସ କଲେ। ସମସ୍ତ ପ୍ରାଣୀ ସେଥିରୁ ଖାଦ୍ୟ ପାଇଲେ।
ଦାନିଏଲ 3:4
ତା'ପ ରେ ରାଜାଙ୍କର ଜଣେ ଘୋଷକ ଉଚ୍ଚ ସ୍ବର ରେ କହିଲା, ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ବିଭିନ୍ନ ଭାଷାବାଦୀଦଳ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଗଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:2
ସେ ଦୂତ ବହୁତ ଉଚ୍ଚ ସ୍ବର ରେ ପାଟିକରି କହିଲେ :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:3
ସେ ସିଂହ ଗର୍ଜନ ପରି ଜାରେ ରେ ପାଟି କଲେ। ସେ ପାଟି କରନ୍ତେ ପରେ ସାତବଜ୍ର ତାହାର ଉତ୍ତର ଦେଲେ।
ଦାନିଏଲ 5:20
କିନ୍ତୁ ନବୂଖଦ୍ନିତ୍ସର ଗର୍ବୀ ଏବଂ ଜିଦ୍ଖୋର ହେଲେ। ତେଣୁ ତାଙ୍କର ରାଜ୍ଯ ତାଙ୍କଠାରୁ ନିଆଗଲା। ତା'ପ ରେ ତାଙ୍କୁ ଲୋକମାନଙ୍କ ଗହଣରୁ ତଡି ନିଆଗଲା।
ଯିରିମିୟ 51:9
ଆମ୍ଭମାନେେ ବାବିଲକୁ ସୁସ୍ଥ କରିବାକୁ ଚେଷ୍ଟା କଲୁ, ମାତ୍ର ସେ ସୁସ୍ଥ ହାଇପୋରିଲା ନାହିଁ। ଆସ, ଆମ୍ଭମାନେେ ତାକୁ ପରିତ୍ଯାଗ କରି ଆପଣା ଆପଣା ଦେଶକୁ ଚାଲିୟିବା। ସ୍ବର୍ଗର ପରମେଶ୍ବର ତା'ର ଦଣ୍ଡ ବିଧାନ କରିବେ। ତାହାପାଇଁ ଯାହା ଘଟିବ ସେ ସ୍ଥିର କରିବେ।
ଯିରିମିୟ 51:6
ବାବିଲରୁ ପଳାଯନ କର ଓ ତୁମ୍ଭମାନଙ୍କର ନିଜ ନିଜ ପ୍ରାଣ ରକ୍ଷା କର। ଆଉ ତାହାର ଅଧର୍ମ ରେ ଉଚ୍ଛନ୍ନ ହୁଅ ନାହିଁ। କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧ ନବୋର ସମୟ ଓ ସେ ସମାନଙ୍କେୁ ତା'ର ପ୍ରତିଫଳ ଦବେେ।