Ecclesiastes 2:14 in Oriya

Oriya Oriya Bible Ecclesiastes Ecclesiastes 2 Ecclesiastes 2:14

Ecclesiastes 2:14
ଜ୍ଞାନବାନ ବ୍ଯକ୍ତି ଆଲୋକରେ ଗମନ କରେ, ମାତ୍ର ମୂର୍ଖ ବ୍ଯକ୍ତି ଅନ୍ଧକାର ରେ ଗମନ କରେ। କିନ୍ତୁ ମୁଁ ଦେଖିଲି ଏକପ୍ରକାର ଘଟଣା ଉଭୟ ଜ୍ଞାନୀମାନଙ୍କ ଓ ମୂର୍ଖମାନଙ୍କ ପାଇଁ ଘଟୁଛି। ଶଷେ ରେ ଉଭୟ ମୃତ୍ଯୁବରଣ କରନ୍ତି।

Ecclesiastes 2:13Ecclesiastes 2Ecclesiastes 2:15

Ecclesiastes 2:14 in Other Translations

King James Version (KJV)
The wise man's eyes are in his head; but the fool walketh in darkness: and I myself perceived also that one event happeneth to them all.

American Standard Version (ASV)
The wise man's eyes are in his head, and the fool walketh in darkness: and yet I perceived that one event happeneth to them all.

Bible in Basic English (BBE)
The wise man's eyes are in his head, but the foolish man goes walking in the dark; but still I saw that the same event comes to them all.

Darby English Bible (DBY)
The wise man's eyes are in his head, and the fool walketh in darkness; but I myself also perceived that one event happeneth to them all.

World English Bible (WEB)
The wise man's eyes are in his head, and the fool walks in darkness--and yet I perceived that one event happens to them all.

Young's Literal Translation (YLT)
The wise! -- his eyes `are' in his head, and the fool in darkness is walking, and I also knew that one event happeneth with them all;

The
wise
man's
הֶֽחָכָם֙heḥākāmheh-ha-HAHM
eyes
עֵינָ֣יוʿênāyway-NAV
head;
his
in
are
בְּרֹאשׁ֔וֹbĕrōʾšôbeh-roh-SHOH
but
the
fool
וְהַכְּסִ֖ילwĕhakkĕsîlveh-ha-keh-SEEL
walketh
בַּחֹ֣שֶׁךְbaḥōšekba-HOH-shek
darkness:
in
הוֹלֵ֑ךְhôlēkhoh-LAKE
and
I
myself
וְיָדַ֣עְתִּיwĕyādaʿtîveh-ya-DA-tee
perceived
גַםgamɡahm
also
אָ֔נִיʾānîAH-nee
one
that
שֶׁמִּקְרֶ֥הšemmiqresheh-meek-REH
event
אֶחָ֖דʾeḥādeh-HAHD
happeneth
יִקְרֶ֥הyiqreyeek-REH
to
אֶתʾetet
them
all.
כֻּלָּֽם׃kullāmkoo-LAHM

Cross Reference

ହିତୋପଦେଶ 17:24
ବୁଦ୍ଧିମାନର ସମ୍ମୁଖ ରେ ଜ୍ଞାନ ଥାଏ। ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତ ରେ ଥାଏ।

ଗୀତସଂହିତା 49:10
ଦେଖ !ବୁଦ୍ଧିମାନ୍ ଲୋକମାନେ ମୃତ୍ଯୁବରଣ କରନ୍ତି, ୟମେିତିକି ମୂର୍ଖ ଓ ନିର୍ ବୋଧ ଲୋକମାନେ ମୃତ୍ଯୁବରଣ କରନ୍ତି ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ୟାଆନ୍ତି।

ଯୋହନଙ୍କ ପ୍ରଥମ ପତ୍ର 2:11
କିନ୍ତୁ ନିଜ ଭାଇକୁ ଘୃଣା କରୁଥିବା ବ୍ଯକ୍ତି ଅନ୍ଧକାର ରେ ଥାଏ। ସେ ଅନ୍ଧକାର ରେ ବାସ କରେ। ସେ କେଉଁଆଡ଼େ ଯାଏ, ନିଜେ ଜାଣିପା ରେ ନାହିଁ ; କାରଣ ଅନ୍ଧକାର ତାକୁ ଅନ୍ଧ କରଦେଇେଥାଏ।

ଉପଦେଶକ 9:11
ମୁଁ ଫରେି ସୂର୍ୟ୍ଯ ତଳେ କିଛି ଥିବାର ଦେଖିଲି, ଏହି ବାଜି କ୍ଷିପ୍ରଧାବକମାନଙ୍କ ପାଇଁ ନୁହେଁ, ବଳଶାଳୀମାନଙ୍କ ପାଇଁ ୟୁଦ୍ଧର ବିଜଯ କିଅବା ଜ୍ଞାନୀମାନଙ୍କ ପାଇଁ ଖାଦ୍ୟ ଅଥବା ଧନ ବୁଦ୍ଧିମାନ ପାଇଁ।ଶିକ୍ଷିତମାନଙ୍କ ପାଇଁ ଅନୁକମ୍ପା ନାହିଁ। କିନ୍ତୁ ଏଇସବୁ ପରିସ୍ଥିତି ସମୟ ଓ ସୁଯୋଗ ଦ୍ବାରା ପ୍ରଭାବିତ ହୁଏ।

ଉପଦେଶକ 9:1
ମୁଁ ଏହିସବୁ ବିଷଯ ରେ ମନୋନିବେଶ କରି ଅନୁସନ୍ଧାନ କଲି। ଧାର୍ମିକ ଓ ଜ୍ଞାନୀ, ଆଉ ସମାନଙ୍କେ କାର୍ୟ୍ଯ ପରମେଶ୍ବରଙ୍କ ହାତ ରେ। କହେି ଜାଣେ ନାହିଁ, ତାକୁ ପ୍ ରମେ କରାୟିବ କି ଘୃଣା କରାୟିବ। ଏସବୁ ଭବିଷ୍ଯତ ଉପ ରେ ନିର୍ଭର କରେ। ଏପରିକି ସମାନଙ୍କେର ପ୍ ରମେ ଓ ଘୃଣା ପରମେଶ୍ବରଙ୍କ ହାତ ରେ ଅଛି।

ଉପଦେଶକ 3:19
ଜଣେ ମନୁଷ୍ଯ ପଶୁଠାରୁ କ'ଣ ଉତ୍ତମ? ନାଁ ! କାହିଁକି? କାରଣ ମନୁଷ୍ଯ ଓ ପଶୁମାନଙ୍କ ପାଇଁ ଏକାପରି ଘଟେ, ପଶୁମାନେ ଜନ୍ମନ୍ତି ଓ ମରନ୍ତି। ଲୋକମାନେ ମଧ୍ଯ ଜନ୍ମନ୍ତି ଓ ମରନ୍ତି, ସମସ୍ତଙ୍କର ପ୍ରାଣ ବାଯୁ ଏକାପରି। କ'ଣ ଜଣେ ମୃତ ପଶୁ ଏକ ମୃତ ମନୁଷ୍ଯ ମଧିଅରେ କୌଣସି ଉନ୍ନତି ଅଛି କି ? ପ୍ରେତ୍ୟକକ ଜିନିଷ ଅବଶ୍ଯ ଅର୍ଥହୀନ।

ଉପଦେଶକ 10:2
ଜଣେ ଜ୍ଞାନୀର ହୃଦଯ ତାକୁ ଠିକ୍ ପଥରେ ଆଗଇେ ନିଏ, କିନ୍ତୁ ଜଣେ ମୂର୍ଖର ହୃଦଯ ତାକୁ ଭୁଲ୍ ବାଟରେ ଆଗଇେ ନିଏ।

ଉପଦେଶକ 9:16
ତବେେ ମୁଁ କହିଲି, ବଳ ଅପେକ୍ଷା ଜ୍ଞାନ ଉତ୍ତମ। ଯଦିଓ ଗରିବ ଲୋକଟିର ଜ୍ଞାନକୁ ଉପେକ୍ଷା କରାଗଲା ଏବଂ ସେ ଯାହା କ ହେ କହେି ଶୁଣନ୍ତି ନାହିଁ।

ଉପଦେଶକ 8:1
ଜ୍ଞାନବାନ୍ କଥାକୁ ଯେପରି ବୁଝେ ଓ ବ୍ଯାଖ୍ଯା କରେ ତାଙ୍କ ପରି ଆଉ କହେି କରିପାରିବେ ନାହିଁ। ତା'ର ଜ୍ଞାନ ତାହାକୁ ଖୁସି କରାଏ ଏବଂ ଏହା ଦୁଃଖିତ ମୁଖକୁ ଖୁସି କରାଏ।

ଉପଦେଶକ 7:2
ଭୋଜିକୁ ୟିବା ଅପେକ୍ଷା ଶବଦାହକୁ ୟିବା ଭଲ। କାରଣ ତାହା ସମୁଦାଯ ମନୁଷ୍ଯର ଶଷଗେତି ଅଟେ ଓ ଜୀବିତ ଲୋକ ତହିଁରେ ମନୋୟୋଗ କରିବା ଉଚିତ୍।

ଉପଦେଶକ 6:6
ପୁଣି ସେ ମନୁଷ୍ଯ କୌଣସି ମଙ୍ଗଳ ଭୋଗ ନ କରି 200 ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ୟାଆନ୍ତି?

ହିତୋପଦେଶ 14:8
ଚତୁର ଲୋକମାନେ ଜ୍ଞାନୀ, କାରଣ ସମାନେେ ଯେପରି ଭାବରେ ରହନ୍ତି, ସପରେି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସହେି କଥା ଭାବନ୍ତି।

ଗୀତସଂହିତା 19:10
ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ଯବାନ। ସଗେୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫଣୋରୁ ଆସିଥାଏ।