Ephesians 4:4 in Oriya

Oriya Oriya Bible Ephesians Ephesians 4 Ephesians 4:4

Ephesians 4:4
ଶରୀର ଏକ, ପବିତ୍ର ଆତ୍ମା ମଧ୍ଯ ଏକ। ପରମେଶ୍ବର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡ଼ାକି ଥିଲେ।

Ephesians 4:3Ephesians 4Ephesians 4:5

Ephesians 4:4 in Other Translations

King James Version (KJV)
There is one body, and one Spirit, even as ye are called in one hope of your calling;

American Standard Version (ASV)
`There is' one body, and one Spirit, even as also ye were called in one hope of your calling;

Bible in Basic English (BBE)
There is one body and one Spirit, even as you have been marked out by God in the one hope of his purpose for you;

Darby English Bible (DBY)
[There is] one body and one Spirit, as ye have been also called in one hope of your calling;

World English Bible (WEB)
There is one body, and one Spirit, even as you also were called in one hope of your calling;

Young's Literal Translation (YLT)
one body and one Spirit, according as also ye were called in one hope of your calling;

There
is
one
ἓνhenane
body,
σῶμαsōmaSOH-ma
and
καὶkaikay
one
ἓνhenane
Spirit,
πνεῦμαpneumaPNAVE-ma
even
καθὼςkathōska-THOSE
as
καὶkaikay
called
are
ye
ἐκλήθητεeklēthēteay-KLAY-thay-tay
in
ἐνenane
one
μιᾷmiamee-AH
hope
ἐλπίδιelpidiale-PEE-thee
of
your
τῆςtēstase

κλήσεωςklēseōsKLAY-say-ose
calling;
ὑμῶν·hymōnyoo-MONE

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:4
ଆତ୍ମାଙ୍କ ଦାନ ଅନକେ ପ୍ରକାରର, କିନ୍ତୁ ସଗେୁଡ଼ିକ ସହେି ଏକ ପବିତ୍ର ଆତ୍ମାଙ୍କଠାରୁ ଆସିଥାଏ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:4
ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀର ରେ ଅନକେ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡିକ ଏକା ଭଳି କାମ କରନ୍ତି ନାହିଁ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:18
କାରଣ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ହିଁ, ଏକ ଆତ୍ମା ହାଇେ ପରମପିତା ପାଖକୁ ୟିବାର ଅଧିକାର ଆମ୍ଭକୁ ମିଳିଲା।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:18
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭମାନେେ ଈଶ୍ବରଙ୍କ ସମସ୍ତ ସତ୍ଯର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖାଲିେ ଦିଅନ୍ତୁ। ତା'ପରେ ତୁମ୍ଭମାନେେ ବୁଝି ପାରିବ ଯେ, କେଉଁ ବିଷୟ ରେ ଭରସା ରଖିବା ପାଇଁ ପରମେଶ୍ବର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭମାନେେ ବୁଝି ପାରିବ ଯେ ପରମେଶ୍ବର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ବର୍ୟ୍ଯପୂର୍ଣ୍ଣ ଅଟେ।

ମାଥିଉଲିଖିତ ସୁସମାଚାର 28:19
ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମାରେ ଶିଷ୍ଯ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମ ରେ ତୁମ୍ଭମାନେେ ସମାନଙ୍କେୁ ବାପ୍ତିସ୍ମ ଦିଅ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:20
ତେଣୁ ପ୍ରକୃତ ରେ ଅଙ୍ଗପ୍ରତ୍ଯଙ୍ଗ ଅନକେ, କିନ୍ତୁ ଶରୀର ଗୋଟିଏ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:16
କ୍ରୁଶ ଉପରେ ମୃତ୍ଯୁବରଣ କରି ସେ ଦୁଇ ଦଳ ଭିତ ରେ ଥିବା ଏହି ଘୃଣାକୁ ସମାପ୍ତ କଲେ। ସହେି ଦୁଇଟି ଦଳରୁ ଗୋଟିଏ ଶରୀର ରେ ପରିଣତ କରିବା ପରେ ଖ୍ରୀଷ୍ଟ ସମାନଙ୍କେୁ ପରମେଶ୍ବରଙ୍କ ସହିତ ମିଳିତ କରାଇବା ପାଇଁ ଚାହିଁଲେ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:2
ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସହେି ବିଶ୍ବାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହବୋ ପୂର୍ବରୁ ପରମେଶ୍ବର ସହେି ଅନନ୍ତ ଜୀବନର ପ୍ରତିଶୃତି ଦଇେଥିଲେ ଓ ପରମେଶ୍ବର ମିଛ କହନ୍ତି ନାହିଁ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:13
ଓକିଲ ଜୀନା ଓ ଆପଲ୍ଲ ସଠାରୁେ ଆସୁଛନ୍ତି। ସମାନଙ୍କେ ଆସିବା ଯାତ୍ରା ପାଇଁ ତୁମ୍ଭେ ଯଥାସାଧ୍ଯ ସାହାୟ୍ଯ କର। ତୁମ୍ଭେ ସତର୍କ ହୁଅ ଯେ ସମାନଙ୍କେର କୌଣସି ଅଭାବ ନ ଘଟୁ।

ଯୋହନଙ୍କ ପ୍ରଥମ ପତ୍ର 3:3
ଖ୍ରୀଷ୍ଟ ପବିତ୍ର। ଯେ କହେି ଖ୍ରୀଷ୍ଟଙ୍କଠା ରେ ଆଶା ରେଖ, ସେ ଖ୍ରୀଷ୍ଟଙ୍କ ଭଳି ନିଜକୁ ପବିତ୍ର ରେଖ।

ପିତରଙ୍କ ପ୍ରଥମ ପତ୍ 1:21
ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ବିଶ୍ବାସ କର। ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କଲେ। ତା'ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ବାସ ଓ ଭରସା ପରମେଶ୍ବରଙ୍କ ଠା ରେ ଅଛି।

ପିତରଙ୍କ ପ୍ରଥମ ପତ୍ 1:3
ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବର ଧନ୍ଯ ହେଉନ୍ତୁ। ପରମେଶ୍ବରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ବାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦଇେଛନ୍ତି। ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହବୋ ଦ୍ବାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦଇେଛି।

ଏବ୍ରୀମାନଙ୍କ ନିକଟକୁ ପତ୍ର 6:18
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତବେେଳେ ପରମେଶ୍ବର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲା ବେଳେ ମଧ୍ଯ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ବରଙ୍କ ପାଖକୁ ଆସିଛନ୍ତି, ସମାନଙ୍କେୁ ଉକ୍ତ କଥା ସାନ୍ତ୍ବନା ପ୍ରଦାନ କରେ ଓ ପରମେଶ୍ବରଙ୍କ ଭରସା ରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:7
ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତଜୀବନ ପାଇବୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ।

ଯିରିମିୟ 17:7
ଯେଉଁ ଲୋକ ସଦାପ୍ରଭୁଙ୍କ ଉପ ରେ ବିଶ୍ବାସ ରେଖ ଓ ସଦାପ୍ରଭୁ ଯାହାର ବିଶ୍ବାସଭୂମି, ସେ ଧନ୍ଯ।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:11
ଆମ୍ଭର ବିଶ୍ବାସ ଯେ ଆମ୍ଭେ ଓ ଏ ଲୋକମାନେ ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ବାରା ରକ୍ଷା ପାଇଛୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:17
କବଳେ ଗୋଟିଏ ରୋଟୀ ମାତ୍ର ଆମ୍ଭମାନେେ ଅନକେ ଲୋକ। କିନ୍ତୁ ଆମ୍ଭେ ସମସ୍ତ ସହେି ଗୋଟିଏ ରୋଟୀକୁ ଭାଗ ଭାଗ କରି ଖାଉ। ସେଥିପାଇଁ ଆମ୍ଭେ ପ୍ରକୃତ ରେ ଗୋଟିଏ ଶରୀର।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:4
କାରଣ ଆମ୍ଭେ ଯେଉଁ ଯୀଶୁଙ୍କ ପ୍ରଚାର କରିଛୁ, ତାହାଠାରୁ ଭିନ୍ନ କଥା କହେି ଯୀଶୁଙ୍କର ବିଷୟ ରେ ପ୍ରଚାର କଲେ, ଅଥବା ଆମ୍ଭଠାରୁ ଯେଉଁ ପବିତ୍ର ଆତ୍ମା ବା ସୁସମାଚାର ବିଷୟ ରେ ତୁମ୍ଭମାନେେ ଶୁଣିଛ, ତା'ଠାରୁ ଭିନ୍ନ ଅନ୍ୟ ଆତ୍ମା ବା ସୁସମାଚାର ବିଷୟ ରେ ଯେତବେେଳେ ସମାନେେ କୁହନ୍ତି, ସେତବେେଳେ ତୁମ୍ଭମାନେେ ର୍ଧୈୟ୍ଯ ପୂର୍ବକ ସମାନଙ୍କେ ଠାରୁ ଶୁଣୁଛ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:22
ଯୀଶୁ ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭମାନେେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠା ରେ ଆତ୍ମାଙ୍କ ମାଧ୍ଯମ ରେ ପରମେଶ୍ବର ବାସ କରନ୍ତି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:1
ମୁଁ ପ୍ରଭୁଙ୍କର ହାଇେ ଥିବାରୁ କାରାଗାର ରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ବର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ବରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭମାନେେ ସହେିଭଳି ଜୀବନଯାପନ କର।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:30
କାରଣ ଆମ୍ଭେ ହେଉଛୁ ତାହାଙ୍କ ଶରୀରର ଅଂଶ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:5
ତୁମ୍ଭମାନଙ୍କର ଭରସା ହତେୁ ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ବିଶ୍ବାସ ଓ ସାଧୁମାନଙ୍କୁ ପ୍ ରମେ କରୁଛ। ତୁମ୍ଭେ ଯେଉଁ ବିଷୟଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭମାନେେ ଯେତବେେଳେ ସତ୍ଶିକ୍ଷା ବା ସୁସମାଚାର ଶୁଣିଥିଲ, ସେତବେେଳେ ଏହି ଭରସା ବିଷୟ ରେ ଜାଣିଥିଲ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:15
ଖ୍ରୀଷ୍ଟଙ୍କ ଦ୍ବାରା ପ୍ରଦତ୍ତ ଶାନ୍ତି, ତୁମ୍ଭ ବିଚାରକୁ ସଂୟମ କରିବ। ତୁମ୍ଭମାନେେ ଶାନ୍ତି ପାଇବା ପାଇଁ ଗୋଟିଏ ଶରୀର ରେ ଡକା ହାଇେଛ। ସବୁବେଳେ ଧନ୍ଯବାଦୀ ରୁହ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:16
ତୁମ୍ଭମାନଙ୍କ ପାଇଁ ପ୍ରେତ୍ୟକକ ଉତ୍ତମ କାର୍ୟ୍ଯ କରିବାକୁ ଓ ପ୍ରେତ୍ୟକକ ଉତ୍ତମ କଥା କହିବା ପାଇଁ ସକ୍ଷମ ହବେ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ବର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ବନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:1
ଖ୍ରୀଷ୍ଟ ଯୀଶୁଙ୍କ ପ୍ ରରେିତ, ପାଉଲଙ୍କଠାରୁ ନମସ୍କାର। ଆମ୍ଭର ଉଦ୍ଧାରକର୍ତ୍ତା ପରମେଶ୍ବରଙ୍କ ଆଦେଶ ଦ୍ବାରା ପ୍ ରରେିତ ଏବଂ ଆମ୍ଭମାନଙ୍କର ଭରସା ଖ୍ରୀଷ୍ଟ ଯୀଶୁ।

ଯିରିମିୟ 14:8
ହେ ପରମେଶ୍ବର, ତୁମ୍ଭେ ଇଶ୍ରାୟେଲର ଆଶା ଓ ତୁମ୍ଭେ ସଙ୍କଟ ସମୟରେ ତ୍ରାଣକର୍ତ୍ତା! ମାତ୍ର ତୁମ୍ଭେ ବର୍ତ୍ତମାନ ଦେଶ ମଧିଅରେ ପ୍ରବାସୀ ତୁଲ୍ଯ ଓ ଗୋଟିଏ ରାତ୍ରି ଅତିବାହିତ କରୁଥିବା ପଥିକ ତୁଲ୍ଯ ହେଉଅଛି।