Exodus 12:14 in Oriya

Oriya Oriya Bible Exodus Exodus 12 Exodus 12:14

Exodus 12:14
ତେଣୁ ତୁମ୍ଭମାନେେ ଭଲଭାବେ ମନରେଖ ଯେ, ଆଜି ରାତ୍ରିଟି ତୁମ୍ଭମାନଙ୍କ ପାଇଁ ସ୍ମରଣୀଯ ଦିନ ହବେ। ତୁମ୍ଭମାନେେ ଏହି ଦିନକୁ ସଦାପ୍ରଭୁଙ୍କର ପର୍ବରୂପେ ପଚାଳନ କରିବ। ତୁମ୍ଭର ଭବିଷ୍ଯତ ବଂଶଧରମାନେ ଏହି ପର୍ବ ପ୍ରତିବର୍ଷ ପାଳନ କରିବେ।

Exodus 12:13Exodus 12Exodus 12:15

Exodus 12:14 in Other Translations

King James Version (KJV)
And this day shall be unto you for a memorial; and ye shall keep it a feast to the LORD throughout your generations; ye shall keep it a feast by an ordinance for ever.

American Standard Version (ASV)
And this day shall be unto you for a memorial, and ye shall keep it a feast to Jehovah: throughout your generations ye shall keep it a feast by an ordinance for ever.

Bible in Basic English (BBE)
And this day is to be kept in your memories: you are to keep it as a feast to the Lord through all your generations, as an order for ever.

Darby English Bible (DBY)
And this day shall be unto you for a memorial; and ye shall celebrate it [as] a feast to Jehovah; throughout your generations [as] an ordinance for ever shall ye celebrate it.

Webster's Bible (WBT)
And this day shall be to you for a memorial; and ye shall keep it a feast to the LORD throughout your generations: ye shall keep it a feast by an ordinance for ever.

World English Bible (WEB)
This day shall be to you for a memorial, and you shall keep it a feast to Yahweh: throughout your generations you shall keep it a feast by an ordinance forever.

Young's Literal Translation (YLT)
`And this day hath become to you a memorial, and ye have kept it a feast to Jehovah to your generations; -- a statute age-during; ye keep it a feast.

shall
be
וְהָיָה֩wĕhāyāhveh-ha-YA
day
הַיּ֨וֹםhayyômHA-yome
And
this
הַזֶּ֤הhazzeha-ZEH
memorial;
a
for
you
unto
לָכֶם֙lākemla-HEM
keep
shall
ye
and
לְזִכָּר֔וֹןlĕzikkārônleh-zee-ka-RONE
it
a
feast
וְחַגֹּתֶ֥םwĕḥaggōtemveh-ha-ɡoh-TEM
Lord
the
to
אֹת֖וֹʾōtôoh-TOH
throughout
your
generations;
חַ֣גḥaghahɡ
ordinance
an
by
for
ever.
a
לַֽיהוָ֑הlayhwâlai-VA
feast
keep
shall
לְדֹרֹ֣תֵיכֶ֔םlĕdōrōtêkemleh-doh-ROH-tay-HEM
ye
it
חֻקַּ֥תḥuqqathoo-KAHT
עוֹלָ֖םʿôlāmoh-LAHM
תְּחָגֻּֽהוּ׃tĕḥogguhûteh-hoh-ɡoo-HOO

Cross Reference

ଦିତୀୟ ରାଜାବଳୀ 23:21
ତା'ପରେ ଯୋଶିୟ ରାଜା ସମସ୍ତ ଲୋକଙ୍କୁ ଆଦେଶ ଦେଲେ, ଏହି ନିଯମ ପୁସ୍ତକର ୟୁକ୍ତିନୁସା ରେ ତୁମ୍ଭର ପରମେଶ୍ବର ସଦାପ୍ରଭୁଙ୍କର ସମ୍ମାନାର୍ଥେ ନିସ୍ତାର ପର୍ବ ପାଳନ କର।

ଯାତ୍ରା ପୁସ୍ତକ 13:9
ଏହି ପବିତ୍ର ଦିନଟିକୁ ତୁମ୍ଭମାନେେ ମନେ ରଖିବ। ଏହା ଯେପରି ତୁମ୍ଭମାନଙ୍କ ପାଇଁ, ସଦାପ୍ରଭୁଙ୍କ ବ୍ଯବସ୍ଥା ଯେପରି ତୁମ୍ଭ ମୁଖ ରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ବରୂପ ତୁମ୍ଭ ହସ୍ତ ରେ ଓ ସ୍ମରଣର ଉପାଯ ସ୍ବରୂପ ତୁମ୍ଭ ଚକ୍ଷୁ ଦ୍ବଯର ମଧ୍ଯସ୍ଥାନ ରେ ରହିବ। ଯେ ହତେୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତଦ୍ବାରା ମିଶରଠାରୁ ତୁମ୍ଭକୁ ବାହାର କରି ଆଣିଛନ୍ତି।

ଯାତ୍ରା ପୁସ୍ତକ 12:24
ତୁମ୍ଭମାନଙ୍କୁ ଏହି ଆଜ୍ଞା ମାନିବାକୁ ହବେ। ଏହି ବ୍ଯବସ୍ଥା ତୁମ୍ଭମାନଙ୍କ ପାଇଁ ଓ ତୁମ୍ଭମାନଙ୍କର ଭବିଷ୍ଯତ ବଂଶଧରମାନଙ୍କ ପାଇଁ। ତୁମ୍ଭର ଭବିଷ୍ଯତ ବଂଶଧରମାନେ ସବୁଦିନ ପାଇଁ ପାଳନ କରିବା ଉଚିତ୍।

ଯାତ୍ରା ପୁସ୍ତକ 12:17
ଏହି ପ୍ରକାର ରେ ତୁମ୍ଭମାନେ ତାଡିଶୁନ୍ଯ ରୋଟୀର ପର୍ବ ପ୍ରତିବର୍ଷ ପାଳନ କରିବ। କାରଣ ସହେିଦିନ ରେ ହିଁ ମୁଁ ତୁମ୍ଭମାନଙ୍କୁ ମିଶରରୁ ଦଳବଦ୍ଧ କରି ବାହାର କରି ଆଣିଲି। ଏଣୁ ତୁମ୍ଭମାନଙ୍କର ବଂଶଧର ଅନନ୍ତକାଳୀନ ବ୍ଯବସ୍ଥା ରେ ମାେ ପାଇଁ ଏହି ଦିନ ପାଳନ କରିବ।

ଯାତ୍ରା ପୁସ୍ତକ 12:43
ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ନିସ୍ତାରପର୍ବର ଏହି ବିଧି, କୌଣସି ବିଦେଶୀୟ ଲୋକ ଏହାକୁ ଭୋଜନ କରିବ ନାହିଁ।

ଲେବୀୟ ପୁସ୍ତକ 23:4
ଏଗୁଡିକ ସଦାପ୍ରଭୁଙ୍କ ନିରୂପିତ ପର୍ବ। ତୁମ୍ଭମାନେେ ସହେି ନିରୂପିତ ଦିନ ରେ ପବିତ୍ର ସଭା ଘାଷେଣା କରିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 5:7
ତୁମ୍ଭମାନେେ ସଂମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହବୋଲାଗି ତୁମ୍ଭମାନଙ୍କ ଭିତ ରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭମାନେେ ସହେି ଖମୀର ଶୂନ୍ଯ ନିସ୍ତାର ପର୍ବର ରୋଟୀ ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାର ପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହାଇେ ଯାଇଛନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 11:23
ଯେଉଁ ଶିକ୍ଷା ମୁଁ ପ୍ରଭୁଙ୍କ ଠାରୁ ଗ୍ରହଣ କରିଥିଲି, ସହେି ସମାନ ଶିକ୍ଷା ତୁମ୍ଭମାନଙ୍କୁ ଦଲେି। ଯେଉଁ ରାତ୍ରି ରେ ଯୀଶୁଙ୍କୁ ହତ୍ଯା କରିବା ପାଇଁ ଧରାଇ ଦିଆଯାଇଥିଲା। ସହେି ରାତ୍ରି ରେ ସେ ରୋଟୀ ନେଲେ ଓ ତା' ପାଇଁ ଧନ୍ଯବାଦ ଦଇେଥିଲେ।

ଲୂକଲିଖିତ ସୁସମାଚାର 22:19
ତାପରେ ଯୀଶୁ କିଛି ରୋଟୀ ନେଲେ। ରୋଟୀ ପାଇଁ ସେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ସେ ରୋଟୀକୁ ଖଣ୍ଡ ଖଣ୍ଡ କରି ତାହା ପ୍ ରରେିତମାନଙ୍କୁ ଦେଲେ। ତା'ପରେ ଯୀଶୁ କହିଲେ, ଏହି ରୋଟୀ ମାରେଶରୀର। ଏହା ମୁଁ ତୁମ୍ଭମାନଙ୍କ ପାଇଁ ଦେଉଛି। ମାେତେ ମନେ ରଖିବା ପାଇଁ ଏହା କର।

ମାଥିଉଲିଖିତ ସୁସମାଚାର 26:13
ମୁଁ ତୁମ୍ଭକୁ ସତ୍ଯ କହୁଛି, ଏ ଜଗତ ରେ ସର୍ବତ୍ର ଲୋକମାନଙ୍କ ମଧିଅରେ ସୁସମାଚ଼ାର ଘୋଷଣା କରାୟିବ। ତା ସହିତ ଏ ସ୍ତ୍ରୀ ଲୋକଟି କ'ଣ କରିଥିଲା, ସେ ବିଷୟ ମଧ୍ଯ ଘୋଷଣା କରାୟିବ। ଲୋକମାନେ ତାକୁ ମନେ ରଖିବେ।

ଯିଖରିୟ 6:14
ସହେି ମୁକୁଟଗୁଡିକ ସଦାପ୍ରଭୁଙ୍କର ମନ୍ଦିର ରେ ସ୍ମାରକପତ୍ର ସ୍ବରୂପ ହିଲ୍ଦଯ, ଟୋବିୟ ୟିଦାଯ ଏବଂ ସିଫନିଯରଙ୍କ ପୁତ୍ର ଯୋଶିୟଯଙ୍କ ସ୍ମରଣାର୍ଥେ ରହିବ।

ଯିହିଜିକଲ 46:14
ଆଉ ତାହା ସହିତ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ଯ ନବୈେଦ୍ଯ ରୂପେ ଏକ ଐଫାର ଏକ ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବାକୁ ଏକ ହୀନର ଏକ ତୃତୀଯାଂଶ ତୈଳ ଉତ୍ସର୍ଗ କରିବ। ଏହି ଶସ୍ଯ ନବୈେଦ୍ଯ ବନ୍ଦ ନ କରି ସର୍ବଦା ଦବେ।

ଗୀତସଂହିତା 135:13
ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳ ପାଇଁ ପ୍ରସିଦ୍ଧ ହବେ। ହେ ସଦାପ୍ରଭୁ, ତୁମ୍ଭଙ୍କୁ ଲୋକମାନେ ଚିରଦିନ ପାଇଁ ସ୍ମରଣ କରିବେ।

ଗଣନା ପୁସ୍ତକ 10:8
କବଳେ ହାରୋଣର ପୁତ୍ର ଯାଜକମାନେ ଏହି ଦୁଇ ତୂରୀ ବଜାଇବେ। ଆଉ ଏହି ବିଧି ତୁମ୍ଭମାନଙ୍କ ପ୍ରତି ପୁରୁଷାନୁକ୍ରମେ ଅନନ୍ତକୀଳୀନ ହବେ।

ଗଣନା ପୁସ୍ତକ 16:40
ଏହି ଧାତୁ ଆଚ୍ଛାଦକ ଇଶ୍ରାୟେଲର ଲୋକମାନଙ୍କୁ ମନେପକାଇ ଦିଏ ଯେ, ହାରୋଣ ପରିବାର ବ୍ଯତୀତ ଅନ୍ୟ କହେି ସଦାପ୍ରଭୁଙ୍କ ସମ୍ମୁଖ ରେ ଧୂପ ଜାଳି ପାରିବେ ନାହିଁ। ଯଦି ଅନ୍ୟ କହେି ଏହି ସବେି କରିବ, ସେ କୋରହଙ୍କୁ ପରିବାରବର୍ଗ ପରି ହବେ ବୋଲି ଯାହା ମାଶାଙ୍କେ ଦ୍ବାରା ସଦାପ୍ରଭୁ ଜଣାଇ ଥିଲେ।

ଗଣନା ପୁସ୍ତକ 18:8
ତା'ପରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, ମାେତେ ଦିଆୟାଇଥିବା ଉପହାରର ଦାଯୀତ୍ବ ମୁଁ ତୁମ୍ଭକୁ ଦଲେି। ତୁମ୍ଭକୁ ଓ ତୁମ୍ଭର ବଂଶଧରମାନଙ୍କୁ ମୁଁ ଦେଉଥିବା ପବିତ୍ର ଦ୍ରବ୍ଯ ସମାନଙ୍କେର ଚିରସ୍ଥାଯୀ ଅଂଶ ହବେ।

ଦିତୀୟ ବିବରଣ 16:1
ଆବୀବ ମାସର ପର୍ବକକ୍ସ୍ଟ ରଖ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସମ୍ମାନ ଦବୋ ପାଇଁ ନିସ୍ତାର ପର୍ବ ପାଳନ କର। କାରଣ ଆବୀବ ମାସ ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ରାତ୍ରିକାଳ ରେ ମିଶରରକ୍ସ୍ଟ ବାହାର କରିଆଣିଲେ।

ଦିତୀୟ ବିବରଣ 16:11
ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣା ନାମ ପାଇଁ ଯେଉଁ ସ୍ଥାନ ନିର୍ଣଯ କରିବେ, ସହେି ସ୍ଥାନ ରେ ତାଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭେ ଓ ତକ୍ସ୍ଟମ୍ଭ ପକ୍ସ୍ଟତ୍ର ତୁମ୍ଭର କନ୍ଯା ଓ ତୁମ୍ଭର ଦାସ ଦାସୀ, ତକ୍ସ୍ଟମ୍ଭ ନଗର ଦ୍ବାରର ଲବେୀୟ ଲୋକ ଓ ତକ୍ସ୍ଟମ୍ଭ ମଧିଅରେ ଥିବା ବିଦେଶୀଯ ଲୋକ, ପିତୃହୀନ, ବିଧବା ସମସ୍ତେ ଆନନ୍ଦ କରିବ।

ଯିହୋଶୂୟ 4:7
ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ ଯେ ସଦାପ୍ରଭୁ ୟର୍ଦ୍ଦନ ନଦୀର ଜଳ ଧାରକକ୍ସ୍ଟ ବନ୍ଦ କରିଥିଲେ। ସହେି ସମୟରେ ଯାଜକମାନେ ସଦାପ୍ରଭୁଙ୍କର ୟକ୍ସ୍ଟକ୍ତିର ପବିତ୍ର ସିନ୍ଦକ୍ସ୍ଟକ ସହିତ ଧରି ନଦୀ ପାର ହେଉଥିଲେ, ଏହି ଶୀଳା ଖଣ୍ତଗକ୍ସ୍ଟଡିକ ସବୁଦିନ ପାଇଁ ଇଶ୍ରାୟେଲବାସୀଙ୍କର କଥାକକ୍ସ୍ଟ ମନେପକାଉ ଥିବ।

ପ୍ରଥମ ଶାମୁୟେଲ 30:25
ଦାଉଦ ସହେିଦିନଠାରକ୍ସ୍ଟ ଏହି ନିଯମ ପ୍ରଚଳନ କଲେ। ଯାହା ଆଜି ପର୍ୟ୍ଯନ୍ତ ଇଶ୍ରାୟେଲ ରେ ଚଳକ୍ସ୍ଟଅଛି।

ନିହିମିୟା 8:9
ଦଶାେଧ୍ଯକ୍ଷ ନିହିମିଯା, ଲିପିକାର ଓ ଯାଜକ ଏଜ୍ରା ଓ ଲବେୀୟମାନେ, ଯେଉଁମାନେ ବୁଝିବା ରେ ଲୋକମାନଙ୍କୁ ସାହାୟ୍ଯ କଲେ, ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଅଟେ। ଶୋକ କରନାହିଁ କି ରୋଦନ କରନାହିଁ। ସମାନେେ ଏହା କହିଲେ, କାରଣ ବ୍ଯବସ୍ଥା ବାକ୍ଯ ଶ୍ରବଣ କରନ୍ତେ ସମସ୍ତ ଲୋକ ରୋଦନ କଲେ।

ଗୀତସଂହିତା 111:4
ସେ ଆପଣାର ଆଶ୍ଚର୍ୟ୍ଯ କର୍ମମାନ ସବୁ ସ୍ମରଣ କରାଇଛନ୍ତି। ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମଯ।

ଯାତ୍ରା ପୁସ୍ତକ 5:1
ମାଶାେ ଏବଂ ହାରୋଣ ଏପରି କହି ସାରିବା ପରେ ଫାରୋଙ୍କ ନିକଟକୁ ଗଲେ। ସମାନେେ କହିଲେ, ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର କହିଛନ୍ତି, ' ମାରେ ଲୋମନଙ୍କୁ ୟିବାକୁ ଦିଅ। ସମାନେେ ମାେ ସମ୍ମାନାର୍ଥେ ମରୁଭୂମିରେ ଏକ ଉତ୍ସବ ପାଳନ କରିବେ।'