Exodus 19:16 in Oriya

Oriya Oriya Bible Exodus Exodus 19 Exodus 19:16

Exodus 19:16
ତୃତୀୟ ଦିନ ପ୍ରଭାତ ରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡଘଡି, ବିଜୁଳି ଏବଂ ଏକ ଗମ୍ଭୀର ଶିଙ୍ଗା ଧ୍ବନି ଶୁଣାଗଲା। ଛାଉଣୀର ଲୋକମାନେ ଭୟଭୀତ ହାଇଗେଲେ।

Exodus 19:15Exodus 19Exodus 19:17

Exodus 19:16 in Other Translations

King James Version (KJV)
And it came to pass on the third day in the morning, that there were thunders and lightnings, and a thick cloud upon the mount, and the voice of the trumpet exceeding loud; so that all the people that was in the camp trembled.

American Standard Version (ASV)
And it came to pass on the third day, when it was morning, that there were thunders and lightnings, and a thick cloud upon the mount, and the voice of a trumpet exceeding loud; and all the people that were in the camp trembled.

Bible in Basic English (BBE)
And when morning came on the third day, there were thunders and flames and a thick cloud on the mountain, and a horn sounding very loud; and all the people in the tents were shaking with fear.

Darby English Bible (DBY)
And it came to pass on the third day, when it was morning, that there were thunders and lightnings and a heavy cloud on the mountain, and the sound of the trumpet exceeding loud; and the whole people that was in the camp trembled.

Webster's Bible (WBT)
And it came to pass on the third day in the morning, that there were thunders and lightnings, and a thick cloud upon the mount, and the voice of the trumpet exceeding loud; so that all the people that were in the camp trembled.

World English Bible (WEB)
It happened on the third day, when it was morning, that there were thunders and lightnings, and a thick cloud on the mountain, and the sound of an exceedingly loud trumpet; and all the people who were in the camp trembled.

Young's Literal Translation (YLT)
And it cometh to pass, on the third day, while it is morning, that there are voices, and lightnings, and a heavy cloud, on the mount, and the sound of a trumpet very strong; and all the people who `are' in the camp do tremble.

was
And
pass
to
came
וַיְהִי֩wayhiyvai-HEE
it
day
on
בַיּ֨וֹםbayyômVA-yome
the
הַשְּׁלִישִׁ֜יhaššĕlîšîha-sheh-lee-SHEE
third
were
there
בִּֽהְיֹ֣תbihĕyōtbee-heh-YOTE
that
the
morning,
הַבֹּ֗קֶרhabbōqerha-BOH-ker
in
וַיְהִי֩wayhiyvai-HEE
thunders
and
קֹלֹ֨תqōlōtkoh-LOTE
lightnings,
cloud
a
וּבְרָקִ֜יםûbĕrāqîmoo-veh-ra-KEEM
thick
וְעָנָ֤ןwĕʿānānveh-ah-NAHN
and
כָּבֵד֙kābēdka-VADE
upon
the
עַלʿalal
mount,
and
the
הָהָ֔רhāhārha-HAHR
voice
the
trumpet
וְקֹ֥לwĕqōlveh-KOLE
of
שֹׁפָ֖רšōpārshoh-FAHR
loud;
חָזָ֣קḥāzāqha-ZAHK
exceeding
trembled.
that
מְאֹ֑דmĕʾōdmeh-ODE
so
all
וַיֶּֽחֱרַ֥דwayyeḥĕradva-yeh-hay-RAHD
people
כָּלkālkahl
the
that
in
the
הָעָ֖םhāʿāmha-AM
camp
אֲשֶׁ֥רʾăšeruh-SHER
בַּֽמַּחֲנֶֽה׃bammaḥăneBA-ma-huh-NEH

Cross Reference

ଏବ୍ରୀମାନଙ୍କ ନିକଟକୁ ପତ୍ର 12:21
ସହେି ଲୋକମାନେ ଯାହା ଦେଖିଲେ, ସଗେୁଡ଼ିକ ଏତେ ଭୟଙ୍କର ଥିଲା ଯେ, ମାଶାେ କହିଥିଲେ : ମୁଁ ଭୟ ରେ ଥରୁଛି।323

ଏବ୍ରୀମାନଙ୍କ ନିକଟକୁ ପତ୍ର 12:18
ତୁମ୍ଭମାନେେ ଗୋଟିଏ ନୂଆ ଜାଗାକୁ ଆସିଛ। ଏହି ସ୍ଥାନଟି ଇଶ୍ରାୟେଲୀୟମାନେ ଆସିଥିବା ପର୍ବତ ଭଳି ଜାଗା ନୁହେଁ। ତୁମ୍ଭମାନେେ ଗୋଟିଏ ଛୁଇଁ ପାରୁଥିବା ଓ ନିଆଁ ରେ ଜଳୁଥିବା ପର୍ବତ ପାଖକୁ ଆସି ନାହଁ। ତୁମ୍ଭମାନେେ ଅନ୍ଧାରୁଆ, ଝାପ୍ସା ଓ ଝଡ଼ ହେଉଥିବା ସ୍ଥାନକୁ ଆସି ନାହଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:1
ଏହାପରେ ମୁଁ ଦେଖିଲି, ମାେ ସମ୍ମୁଖ ରେ ସ୍ବର୍ଗର ଗୋଟିଏ ଦ୍ବାର ଖାେଲା ହାଇେଅଛି। ମୁଁ ଯେଉଁ ସ୍ବର ପୂର୍ବରୁ ଶୁଣିଥିଲି, ସହେି ସ୍ବର ପୁଣି ଶୁଣିଲି। ଏହି ସ୍ବର ତୂରୀନାଦର ଶବ୍ଦ ପରି ମନେ ହେଲା। ସହେି ସ୍ବର କହିଲା, ଏଠାରୁ ଉପରକୁ ଉଠିଆସ ଏବଂ ଭବିଷ୍ଯତ ରେ ଯାହା ଘଟିବ, ତାହା ମୁଁ ତୁମ୍ଭକୁ ଦଖାଇବେି।

ଯାତ୍ରା ପୁସ୍ତକ 19:9
ଏବଂ ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ନିବିଡ ମେଘ ରେ ତୁମ୍ଭ ନକଟକୁ ଆସିବି। ମୁଁ ତୁମ୍ଭକୁ ଏକଥା କହିବି ଯେପରି ସମସ୍ତେ ଶୁଣିପାରିବେ। ମୁଁ ଏପରି କରିବି କାରଣ ସମସ୍ତ ଲୋକ ତୁମ୍ଭ ଉପରେ ବିଶ୍ବାସ ରଖିବେ। ତୁମ୍ଭେ ସମାନଙ୍କେୁ ଯାହା କହିବ ସମାନେେ ତାହା ବିଶ୍ବାସ କରିବେ।

ଯାତ୍ରା ପୁସ୍ତକ 20:18
ସେତବେେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀ ଧ୍ବନି ଓ ଧୂମୟୁକ୍ତ ପର୍ବତ ଦେଖିଲେ, ପୁଣି ତାହା ଦେଖି ସମାନେେ କମ୍ପିତ ହାଇେ ଦୂର ରେ ଠିଆ ହେଲ।

ଗୀତସଂହିତା 18:11
ପରମେଶ୍ବର କଳା, ଘନ ବାଦଲଖଣ୍ଡ ଭିତରେ ଲୁଚି ଗଲେ। ସତେ ୟମେିତି ଏକ ଘନ ଅନ୍ଧକାର ଏକ ତମ୍ବୁ ଭିତରେ ଲୁଚି ରହିଲେ। ସେ ଘନ ବିଜୁଳିୟୁକ୍ତ ମେଘ ଖଣ୍ଡ ଭିତରେ ଲୁଚି ଗଲେ।

ଗୀତସଂହିତା 77:18
ଘୂର୍ଣ୍ଣିବାତ୍ଯାରେ ତୁମ୍ଭର ବଜ୍ରଧ୍ବନି ସ୍ବର ଶୁଣାଗଲା। ବିଜୁଳି ଜଗତକୁ ଆଲୋକମୟ କଲା। ପୃଥିବୀ କମ୍ପିତ ହେଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:5
ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନା ରେ ସାତାଟେି ଜ୍ବଳନ୍ତା ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ବରଙ୍କର ସାତାଟେି ଆତ୍ମା ଅଟନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:5
ତା'ପରେ ଦୂତ ବଦେୀର ଅଗ୍ନି ନଇେ ଧୂପଦାନୀ ପୂର୍ଣ୍ଣ କଲେ ଓ ତାହା ପୃଥିବୀ ଉପରକୁ ନିକ୍ଷପେ କଲେ। ତେଣୁ ସଠାେରେ ବଜ୍ରପାତ, ମେଘ ଘଡ଼ଘଡ଼ି, ବିଜୁଳି, କୋଳାହଳ ଓ ଭୂମିକମ୍ପ ହେଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:19
ତା'ପରେ ସ୍ବର୍ଗ ରେ ପରମେଶ୍ବରଙ୍କ ମନ୍ଦିର ଖାଲିଗେଲା ଓ ସହେି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦଖାଗେଲା। ଏହି ପବିତ୍ର ସିନ୍ଦୁକରେ ସହେି ଚୁକ୍ତି ଥିଲା, ଯାହାକୁ ପରମେଶ୍ବର ଲୋକମାନଙ୍କୁ ଦଇେଥିଲେ। ତା'ପରେ ସଠାେରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:10
ପ୍ରଭୁଙ୍କ ଦିନ ରେ ପବିତ୍ର ଆତ୍ମା ମାେତେ ସମ୍ପୂର୍ଣ୍ଣରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।

ଯିରିମିୟ 5:22
ନିଶ୍ଚିତଭାବରେ ତୁମ୍ଭମାନେେ ଆମ୍ଭକୁ ଭୟ କରିବାର କାରଣ ଅଛି, ସଦାପ୍ରଭୁ କହନ୍ତି। ହଁ, ତୁମ୍ଭମାନେେ ଆମ୍ଭ ସମ୍ମୁଖ ରେ ଭୟ ରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ର ରେ ଢ଼େଉ ଉେଠ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘାରେ ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।

ଯାତ୍ରା ପୁସ୍ତକ 9:28
ଏହି ଶିଳାବୃଷ୍ଟି ୟଥେଷ୍ଟ ହେଲା! ସଦାପ୍ରଭୁଙ୍କୁ କୁହ ଏହି ବୃଷ୍ଟି ବନ୍ଦ କରିବା ପାଇଁ ଏବଂ ମୁଁ ତୁମ୍ଭର ଲୋକମାନଙ୍କୁ ଛାଡି ଦବେି। ତୁମ୍ଭମାନଙ୍କର ଆଉ ଏଠା ରେ ରହିବା ଦରକାର ନାହିଁ।

ଯାତ୍ରା ପୁସ୍ତକ 40:34
ଏହାପରେ ସହେି ମେଘ ସମାଗମ ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ମହିମା ପବିତ୍ର ତମ୍ବୁକୁ ପରିପୂର୍ଣ୍ଣ କଲା।

ପ୍ରଥମ ଶାମୁୟେଲ 12:17
ବର୍ତ୍ତମାନ ଗହମ କାଟିବାର ସମୟ । କିନ୍ତୁ ମୁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଯେପରି ସେ ମେଘ ଗର୍ଜନ ଓ ବୃଷ୍ଟି ପଠାଇବେ। ସେଥିରକ୍ସ୍ଟ ତୁମ୍ଭମାନେେ ଜାଣିବ ଯେ, ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ତୁମ୍ଭେ ରାଜା ଦାବିକରି ବହକ୍ସ୍ଟତ ପାପ କରିଅଛ।

ଦିତୀୟ ବଂଶାବଳୀ 5:14
ସହେି ମେଘ ହତେୁ ଯାଜକମାନେ ସମାନଙ୍କେର ସବୋ ଜାରି ରଖିପାରିଲେ ନାହିଁ। କାରଣ, ସଦାପ୍ରଭୁଙ୍କ ମହିମା ପରମେଶ୍ବରଙ୍କ ମନ୍ଦିରକୁ ପୂର୍ଣ୍ଣ କରିଥିଲା।

ଆୟୁବ ପୁସ୍ତକ 37:1
ବିଜୁଳି ଓ ଘଡ଼ଘଡ଼ି ମାେତେ ଭୟଭୀତ କରେ। ଛାତି ଭିତରର ହୃତପିଣ୍ଡ ଭୟ ରେ କମ୍ପି ଉେଠ।

ଆୟୁବ ପୁସ୍ତକ 38:25
ପ୍ରବଳ ବୃଷ୍ଟିପାତ ପାଇଁ କିଏ ଆକାଶ ରେ ଖାଲ ଖାେଳି ରଖିଛି ? କିଏ ଘଡ଼ଘଡ଼ି ଝଡ଼ ପାଇଁ ବାଟ ତିଆରି କରିଛି।

ଗୀତସଂହିତା 29:3
ସଦାପ୍ରଭୁ ତାଙ୍କର ସ୍ବର ସାଗରରେ ଉଠାଇଛନ୍ତି। ଗୌରବମଯ ପରମେଶ୍ବରଙ୍କର ସ୍ବର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।

ଗୀତସଂହିତା 50:3
ଆମ୍ଭର ପରମେଶ୍ବର ଆସୁଛନ୍ତି ଓ ସେ କବେେ ନୀରବରେ ରହିପାରିବେ ନାହିଁ। ତାଙ୍କ ସମ୍ମୁଖରେ ଅଗ୍ନି ଜଳୁଛି, ସଠାେରେ ଏକ ବିରାଟ ଝଡ଼ ତାଙ୍କ ଚାରିପାଖରେ ଘୂରି ବୁଲୁଛି।

ଗୀତସଂହିତା 97:4
ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା, ଏହା ଦେଖି ଲୋକେ ଭୟ କଲେ।

ଯାତ୍ରା ପୁସ୍ତକ 9:23
ତେଣୁ ମାଶାେ ତାଙ୍କର ଆଶାବାଡିକୁ ଆକାଶ ଆଡେ ବିସ୍ତାର କଲେ ଏବଂ ସଦାପ୍ରଭୁ ବଜ୍ର ବୃଷ୍ଟି କଲେ। ବିଜୁଳି ମାରିଲା ଏବଂ ମିଶରର ଚାରିଆଡେ ଶିଳାବୃଷ୍ଟି ହେଲା।