Exodus 22:3
ଯଦି ଏପରି ଦିନ ରେ ଘଟିଥାଏ ତବେେ ହତ୍ଯା କରିଥିବା ବ୍ଯକ୍ତି ଦୋଷୀ ସାବ୍ଯସ୍ତ ହବେ।
Exodus 22:3 in Other Translations
King James Version (KJV)
If the sun be risen upon him, there shall be blood shed for him; for he should make full restitution; if he have nothing, then he shall be sold for his theft.
American Standard Version (ASV)
If the sun be risen upon him, there shall be bloodguiltiness for him; he shall make restitution: if he have nothing, then he shall be sold for his theft.
Bible in Basic English (BBE)
But if it is after dawn, he will be responsible.
Darby English Bible (DBY)
If the sun be risen on him, there shall be blood-guiltiness for him; he should have made full restitution: if he had nothing, he would have been sold for his theft.
Webster's Bible (WBT)
If the sun shall have risen upon him, there shall be blood shed for him: for he should make full restitution; if he have nothing, then he shall be sold for his theft.
World English Bible (WEB)
If the sun has risen on him, there shall be guilt of bloodshed for him; he shall make restitution. If he has nothing, then he shall be sold for his theft.
Young's Literal Translation (YLT)
if the sun hath risen upon him, blood `is' for him, he doth certainly repay; if he have nothing, then he hath been sold for his theft;
| shall | אִם | ʾim | eem |
| for shed | זָֽרְחָ֥ה | zārĕḥâ | za-reh-HA |
| be there | הַשֶּׁ֛מֶשׁ | haššemeš | ha-SHEH-mesh |
| If | עָלָ֖יו | ʿālāyw | ah-LAV |
| risen be sun the upon | דָּמִ֣ים | dāmîm | da-MEEM |
| him, blood full make should he him; for | ל֑וֹ | lô | loh |
| restitution; | שַׁלֵּ֣ם | šallēm | sha-LAME |
| if | יְשַׁלֵּ֔ם | yĕšallēm | yeh-sha-LAME |
| nothing, have he | אִם | ʾim | eem |
| sold be shall he then | אֵ֣ין | ʾên | ane |
| for his theft. | ל֔וֹ | lô | loh |
| וְנִמְכַּ֖ר | wĕnimkar | veh-neem-KAHR | |
| בִּגְנֵֽבָתֽוֹ׃ | bignēbātô | beeɡ-NAY-va-TOH |
Cross Reference
ଯାତ୍ରା ପୁସ୍ତକ 21:2
ଯଦି ତୁମ୍ଭେ ଜଣେ ଏବ୍ରୀଯ କ୍ରୀତଦାସ ନିଅ, ତବେେ ସେ ଛଅ ବର୍ଷ ତୁମ୍ଭର ସବୋ କରିବ। ସପ୍ତମ ବର୍ଷ ରେ ସେ ମୁକ୍ତ ହାଇଯେିବ। ତାକୁ ଆଉ କିଛି ମୂଲ୍ଯ ଦବୋକୁ ପଡିବ ନାହିଁ।
ବିଚାରକର୍ତାମାନଙ୍କ ବିବରଣ 2:14
ସଦାପ୍ରଭୁ ଇଶ୍ରାୟେଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ବର ଲକ୍ସ୍ଟସ୍ଖନକାରୀମାନଙ୍କୁ ସମାନଙ୍କେ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସମାନେେ ଇଶ୍ରାୟେଲର ଲୋକମାନଙ୍କୁ ଲକ୍ସ୍ଟସ୍ଖନ କଲେ। ସଦାପ୍ରଭୁ ସମାନଙ୍କେର ଚତକ୍ସ୍ଟଃପାଶର୍ବ ରେ ଥିବା ଶତୃମାନଙ୍କୁ ସାହାୟ୍ଯ କଲେ, ସମାନଙ୍କେୁ ହରାଇବାକକ୍ସ୍ଟ। ତେଣୁ ଇଶ୍ରାୟେଲର ଲୋକମାନେ ସମାନଙ୍କେର ଶତୃମାନଙ୍କ ବିରକ୍ସ୍ଟଦ୍ଧରକ୍ସ୍ଟ ନିଜକକ୍ସ୍ଟ ରକ୍ଷା କରିପାରିଲେ ନାହିଁ।
ବିଚାରକର୍ତାମାନଙ୍କ ବିବରଣ 10:7
ତେଣୁ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କ ଉପରେ କୋପଦୃଷ୍ଟି ହେଲେ। ତେଣୁ ସଦାପ୍ରଭୁ ଇଶ୍ରାୟେଲୀୟଗଣଙ୍କକ୍ସ୍ଟ ପଲେଷ୍ଟୀୟ ଓ ଅେମ୍ମାନୀୟମାନଙ୍କ ହସ୍ତ ରେ ପରାସ୍ତ କରାଇଲେ।
ଯିଶାଇୟ 50:1
ସଦାପ୍ରଭୁ ଏହିକଥା କୁହନ୍ତି, ହେ ଇଶ୍ରାୟେଲର ପୁତ୍ରଗଣ, ତୁମ୍ଭମାନେେ ଭାବୁଛ ଆମ୍ଭେ ତୁମ୍ଭର ମାତା ୟିରୁଶାଲମକୁ ତ୍ଯାଗ କରିଅଛୁ। ପ୍ରମାଣ ସ୍ବରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ଯରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରଯ କରିଅଛୁ ? ଏଠା ରେ ଦେଖ, ତୁମ୍ଭମାନେେ ନିଜର ଅପରାଧ ପାଇଁ ବିକ୍ରୀ ହାଇେଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ଯକ୍ତା ହାଇେଥିଲେ।
ମାଥିଉଲିଖିତ ସୁସମାଚାର 18:25
ରାଜାଙ୍କୁ ଋଣ ପରିଶାଧେ କରିବା ପାଇଁ ଚ଼ାକର ପାଖ ରେ କିଛି ହେଲେ ନଥିଲା। ରାଜା ଆଦେଶ ଦେଲେ ଯେ, ଚ଼ାକରର ସବୁ ଜିନିଷ ଏପରିକି ତାର ସ୍ତ୍ରୀ ଓ ପିଲାପିଲିଙ୍କୁ ବିକ୍ରି କରିଦଇେ ଋଣ ପରିଶାଧେ କରାୟିବ।