Ezekiel 6:6
ତୁମ୍ଭମାନଙ୍କର ବସତିସବୁ ଓ ନଗରଗୁଡ଼ିକ ଭାଙ୍ଗି ଦିଆୟିବ ଓ ଉଚ୍ଚସ୍ଥଳୀସବୁ ଧ୍ବଂସ କରାୟିବ। ଯାହା ଫଳ ରେ ତୁମ୍ଭମାନଙ୍କର ୟଜ୍ଞବଦେୀ କବେେ ପୁଣି ବ୍ଯବହାର ହବେ ନାହିଁ ଓ ତାହା ଭଗ୍ନ ହାଇେ ପଡ଼ି ରହିବ ଓ ତୁମ୍ଭର ମୂର୍ତ୍ତିସବୁ ଚୂର୍ଣ୍ଣବିଚୂର୍ଣ୍ଣ ହବେ। ତୁମ୍ଭର ଧୂପବଦେୀ ଭଙ୍ଗାୟିବ ଓ ଦୂର ରେ ମନୁଷ୍ଯ ନିର୍ମିତ ମୂର୍ତ୍ତିସବୁ ଓ ଅନ୍ଯାନ୍ଯ ବସ୍ତୁସବୁ ତୁମ୍ଭେ ତିଆରି କଲ, ସଗେୁଡ଼ିକ ସମ୍ପୂର୍ଣ୍ଣରୂପେ ଧ୍ବଂସ କରାୟିବ।
Ezekiel 6:6 in Other Translations
King James Version (KJV)
In all your dwellingplaces the cities shall be laid waste, and the high places shall be desolate; that your altars may be laid waste and made desolate, and your idols may be broken and cease, and your images may be cut down, and your works may be abolished.
American Standard Version (ASV)
In all your dwelling-places the cities shall be laid waste, and the high places shall be desolate; that your altars may be laid waste and made desolate, and your idols may be broken and cease, and your sun-images may be hewn down, and your works may be abolished.
Bible in Basic English (BBE)
In all your living-places the towns will become broken walls, and the high places made waste; so that your altars may be broken down and made waste, and your images broken and ended, and so that your sun-images may be cut down and your works rubbed out.
Darby English Bible (DBY)
In all your dwelling-places the cities shall be laid waste, and the high places shall be desolate; that your altars may be laid waste and made desolate, and your idols may be broken and cease, and your sun-images may be cut down, and your works may be abolished.
World English Bible (WEB)
In all your dwelling-places the cities shall be laid waste, and the high places shall be desolate; that your altars may be laid waste and made desolate, and your idols may be broken and cease, and your sun-images may be hewn down, and your works may be abolished.
Young's Literal Translation (YLT)
In all your dwellings the cities are laid waste, And the high places are desolate, So that waste and desolate are your altars, And broken and ceased have your idols, And cut down have been your images, And blotted out have been your works.
| In all | בְּכֹל֙ | bĕkōl | beh-HOLE |
| your dwellingplaces | מוֹשְׁב֣וֹתֵיכֶ֔ם | môšĕbôtêkem | moh-sheh-VOH-tay-HEM |
| the cities | הֶעָרִ֣ים | heʿārîm | heh-ah-REEM |
| waste, laid be shall | תֶּחֱרַ֔בְנָה | teḥĕrabnâ | teh-hay-RAHV-na |
| places high the and | וְהַבָּמ֖וֹת | wĕhabbāmôt | veh-ha-ba-MOTE |
| shall be desolate; | תִּישָׁ֑מְנָה | tîšāmĕnâ | tee-SHA-meh-na |
| that | לְמַעַן֩ | lĕmaʿan | leh-ma-AN |
| altars your | יֶחֶרְב֨וּ | yeḥerbû | yeh-her-VOO |
| may be laid waste | וְיֶאְשְׁמ֜וּ | wĕyeʾšĕmû | veh-yeh-sheh-MOO |
| desolate, made and | מִזְבְּחֽוֹתֵיכֶ֗ם | mizbĕḥôtêkem | meez-beh-hoh-tay-HEM |
| and your idols | וְנִשְׁבְּר֤וּ | wĕnišbĕrû | veh-neesh-beh-ROO |
| broken be may | וְנִשְׁבְּתוּ֙ | wĕnišbĕtû | veh-neesh-beh-TOO |
| and cease, | גִּלּ֣וּלֵיכֶ֔ם | gillûlêkem | ɡEE-loo-lay-HEM |
| images your and | וְנִגְדְּעוּ֙ | wĕnigdĕʿû | veh-neeɡ-deh-OO |
| may be cut down, | חַמָּ֣נֵיכֶ֔ם | ḥammānêkem | ha-MA-nay-HEM |
| works your and | וְנִמְח֖וּ | wĕnimḥû | veh-neem-HOO |
| may be abolished. | מַעֲשֵׂיכֶֽם׃ | maʿăśêkem | ma-uh-say-HEM |
Cross Reference
ଯିଖରିୟ 13:2
ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଆମ୍ଭେ ଦେଶରୁ ମୂର୍ତ୍ତି ବିନଷ୍ଟ କରିଦବୋ। ଏପରିକି ଲୋକମାନେ ସମାନଙ୍କେର ନାମକୁ ସ୍ମରଣ କରିବେ ନାହିଁ। ଆଉ ମଧ୍ଯ ଆମ୍ଭେ ସମସ୍ତ ଭବିଷ୍ଯଦ୍ବକ୍ତାଗଣ ଓ ଅପବିତ୍ର ଆତ୍ମାଗୁଡିକୁ ପୃଥିବୀରୁ ବି ଲୋପ କରିବା।
ମୀଖା 1:7
ଏହି, ତା'ର ସମସ୍ତ ମୂର୍ତ୍ତି ଖଣ୍ତ ବିଖଣ୍ତିତ ହବେ। ଶମରିଯାର ସମସ୍ତ ଧନ ଅଗ୍ନି ରେ ଦଗ୍ଧ କରାୟିବ। ସହେି ଭଣ୍ତ ଦବେତାର ମୂର୍ତ୍ତିଗୁଡିକୁ ଧ୍ବଂସ କରାୟିବ। କାରଣ ଶମରିଯା ତା'ର ସମସ୍ତ ଧନ ଆମ୍ଭ ପ୍ରତି ଅବିଶ୍ବସ୍ତ ହାଇେ ଅର୍ଜନ କରିଛି। ସେଥିପାଇଁ ଶମରିଯାର ଧନସମ୍ପଦସବୁ ବାହାର କରି ନିଆୟିବ ଏବଂ ପୁଣି ବେଶ୍ଯାମାନଙ୍କର ମଜୁରି ରୂପେ ତାହା ବ୍ଯବହାର କରାୟିବ।
ଯିହିଜିକଲ 5:14
ପୁନର୍ବାର ପରମେଶ୍ବର କହିଲେ, ହେ ୟିରୁଶାଲମ, ଆମ୍ଭେ ତୁମ୍ଭକୁ ବିନାଶ କରିବା। ତୁମ୍ଭର ଚତୁର୍ଦ୍ଦିଗସ୍ଥ ଦେଶଗୁଡ଼ିକ ଓ ତୁମ୍ଭ ମଧ୍ଯ ଦଇେ ଯାଉଥିବା ପଥିକଗଣ ତୁମ୍ଭକୁ ଗାଳି ଦବେେ, ପରିହାସ କରିବେ।
ଯିଶାଇୟ 6:11
ତା'ପ ରେ ମୁଁ ସଦାପ୍ରଭୁଙ୍କୁ ପ୍ରଶ୍ନ କଲି, ପ୍ରଭୋ ! ମୁଁ କେତକୋଳ ଏହା କରିବି ?'
ଲେବୀୟ ପୁସ୍ତକ 26:30
ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳ ସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ୟ୍ଯ ପ୍ରତିମା ସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣଙ୍କ ଦହେ ଉପରେ ତୁମ୍ଭମାନଙ୍କ ମୃତଦହେ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
ଯିହିଜିକଲ 6:4
ଆମ୍ଭେ ତୁମ୍ଭମାନଙ୍କର ହାମବେଳି ନିମନ୍ତେ ଥିବା ୟଜ୍ଞବଦେୀଗୁଡ଼ିକୁ ନଷ୍ଟ କରିବା ଏବଂ ତୁମ୍ଭମାନଙ୍କର ସୁଗନ୍ଧ ବଦେୀକୁ ମଧ୍ଯ ନଷ୍ଟ କରିବା। ପୁଣି ତୁମ୍ଭମାନଙ୍କର ନିହତ ଲୋକମାନଙ୍କର ମୃତ ଶରୀରକୁ ତୁମ୍ଭମାନଙ୍କ ଦବେତାଗଣର ସମ୍ମୁଖ ରେ ଫୋପାଡ଼ି ଦବୋ।
ହୋଶେୟ 10:2
ଇଶ୍ରାୟେଲର ଲୋକମାନେ ପରମେଶ୍ବରଙ୍କୁ ଠକିବାକୁ ଚୋଷ୍ଟା କଲେ କିନ୍ତୁ ବର୍ତ୍ତମାନ ସମାନେେ ସମାନଙ୍କେର ଦୋଷ ସ୍ବୀକାର କରିବେ। ସଦାପ୍ରଭୁ ସମାନଙ୍କେର ୟଜ୍ଞବଦେୀକୁ ଭାଙ୍ଗି ଦବେେ। ସେ ସମାନଙ୍କେର ସ୍ମୃତିସ୍ତମ୍ଭକୁ ଧ୍ବଂସ କରି ଦବେେ।
ହୋଶେୟ 10:8
ଇଶ୍ରାୟେଲ ବହୁ ପାପ କଲା ଏବଂ ବହୁତ ଉଚ୍ଚସ୍ଥାନ ନିର୍ମାଣ କଲା। ଆବନ୍ରେ ଉଚ୍ଚସ୍ଥାନଗୁଡିକ ଧ୍ବଂସ ହବେ। ସମାନଙ୍କେର ୟଜ୍ଞବଦେୀ ଉପ ରେ କଣ୍ଟା ଓ ଅନାବନା ଘାସ ଜନ୍ମିବ। ତା'ପ ରେ ସମାନେେ ପର୍ବତଗୁଡିକୁ କହିବେ, ଆମ୍ଭମାନଙ୍କୁ ଆବୃତ୍ତ କର ଏବଂ ପାହାଡଗୁଡିକୁ କହିବେ, ଆମ୍ଭମାନଙ୍କ ଉପ ରେ ପଡିୟାଅ।
ମୀଖା 3:12
ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ବଂସ ହବେ। ଏହା ଗ୍ଭଷ ଭୂମିରେ ପରିଣତ ହବେ। ୟିରୁଶାଲମ ମଧ୍ଯ ପ୍ରସ୍ତର ସ୍ତୁପ ରେ ପରିଣତ ହବେ। ମନ୍ଦିରର ପର୍ବତ ଶୂନ୍ଯ ପାହାଡ ହାଇେ ବଣବୁଦା ରେ ଆବୃତ ହବେ।
ମୀଖା 5:13
ଆମ୍ଭେ ସହେି ମିଥ୍ଯାପ୍ରଭୁର ମୂର୍ତ୍ତିଗୁଡିକୁ ଭାଙ୍ଗି ପକାଇବା। ଆଉ ମଧ୍ଯ ସହେି ମୂର୍ତ୍ତି ଦବେତାଙ୍କର ପବିତ୍ର ସ୍ତମ୍ଭଗୁଡିକୁ ଧ୍ବଂସ କରି ଦବେି। ତୁମ୍ଭେ ହାତ ରେ ତିଆରି କରିଥିବା ସହେି ମୂର୍ତ୍ତିଗୁଡିକୁ ଆଉ ପୂଜା କରିପାରିବ ନାହିଁ।
ହବକକୂକ 2:18
ଖାଦେିତ ପ୍ରତିମା ରେ କି ଲାଭ ଯେ, ଏହା ଜଣେ ଲୋକ ନିର୍ମାଣ କଲା ଏବଂ ଏହାକୁ ଖାଦେନ କଲା। ଧାତୁର ମୂର୍ତ୍ତି ରେ କଣ ଲାଭ ଅଛି? ଏହା ମିଥ୍ଯା ଶିକ୍ଷା ଦିଏ। ତେଣୁ ନିର୍ମାଣକାରୀ କାହିଁକି ଏଥି ରେ ବିଶ୍ବାସ କରିବ? ଏପରିକି ସେ ମୂର୍ତ୍ତି କଥା କହିପାରିବ ନାହିଁ।
ସିଫନିୟ 1:2
ସଦାପ୍ରଭୁ କହନ୍ତି, ପୃଥିବୀର ସମସ୍ତ ଜିନିଷ ଆମ୍ଭେ ଧ୍ବଂସ କରିବା।
ସିଫନିୟ 1:18
ସମାନଙ୍କେର ସୁନାରୂପା ସମାନଙ୍କେୁ ରକ୍ଷା କରିପାରିବ ନାହିଁ। ସହେି ସମୟରେ ସଦାପ୍ରଭୁ ଅତ୍ଯନ୍ତ ବିବ୍ରତ ଓ କ୍ରୋଧୀ ହାଇେ ପଡିବେ। ସଦାପ୍ରଭୁ ସମଗ୍ର ବିଶ୍ବକୁ ଧ୍ବଂସ କରିବେ। ସଦାପ୍ରଭୁ ସମ୍ପୂର୍ଣ୍ଣ ଭାବରେ ବିଶ୍ବ ରେ ସମସ୍ତଙ୍କୁ ବିନାଶ କରିବେ।
ସିଫନିୟ 3:6
ପରମେଶ୍ବର କହନ୍ତି, ଆମ୍ଭେ ସମଗ୍ର ଜାତିକୁ ଧ୍ବଂସ କରିଅଛୁ। ଆମ୍ଭେ ସମାନଙ୍କେର ପ୍ରତିରକ୍ଷା ପ୍ରାଚୀରକୁ ଧ୍ବଂସ କଲୁ। ସମାନଙ୍କେର ରାସ୍ତାକୁ ଏପରି ଧ୍ବଂସ କଲୁ ଯେ ଆଉ କହେି ସଠାେକୁ ଏଣିକି ୟାଇପାରିବେ ନାହିଁ। ଆମ୍ଭେ ସମାନଙ୍କେର ନଗରଗୁଡିକ ଶୂନ୍ଯ କରି ଦଲେୁ, ତେଣୁ ସଠାେ ରେ ଆଉ କହେି ବାସ କରିପାରିବେ ନାହିଁ।
ଯିହିଜିକଲ 30:13
ସଦାପ୍ରଭୁ, ମାରେ ପ୍ରଭୁ ଏ କଥା କହିଛନ୍ତି, ମୁଁ ଦବେତାଗଣକୁ ହିଁ ବିନାଶ କରିବି ଓ ନୋଫରୁ ପ୍ରତିମାଗୁଡ଼ିକୁ ଶଷେ କରାଇବି। ପୁଣି ମିଶର ଦେଶରୁ ଆଉ ଅଧିପତି ଆସିବେ ନାହିଁ। ମୁଁ ମିଶର ଦେଶ ରେ ଭୟ ସୃଷ୍ଟି କରିବି।
ଯିହିଜିକଲ 16:39
ଆଉ ମଧ୍ଯ ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ ରମେିକମାନଙ୍କ ହସ୍ତ ରେ ସମର୍ପଣ କରିବା। ତହିଁରେ ସମାନେେ ତୁମ୍ଭର ପୂଜା ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀଗୁଡ଼ିକୁ ଉତ୍ପାଟନ କରିବେ। ପୁଣି ସମାନେେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାର ସବୁ ଅପହରଣ କରିବେ। ଆଉ ସମାନେେ ତୁମ୍ଭକୁ ବିବସନା ଉଲଗ୍ନତା କରି ଛାଡ଼ି ଦବେେ।
ଯିଶାଇୟ 1:31
ଶକ୍ତିଶାଳୀ ମାନବ ଶୁଷ୍କ କାଠି ସଦୃଶ ହବେେ ଏବଂ ସମାନଙ୍କେର କର୍ମ ଅଗ୍ନିକଣା ସଦୃଶ ହବେ। ସହେି ବଳବାନ୍ ଲୋକମାନେ ଓ ସମାନଙ୍କେର କର୍ମ ସବୁ ଅଗ୍ନି ରେ ପୋଡ଼ି ଦବେେ। ସହେି ଅଗ୍ନିକୁ କହେି ନିର୍ବାପିତ କରିପାରିବେ ନାହିଁ।
ଯିଶାଇୟ 2:18
ପୁଣି ସମସ୍ତ ପ୍ରତିମା ଲୁପ୍ତ ହବେେ।
ଯିଶାଇୟ 2:20
ସେତବେେଳେ ଲୋକମାନେ ତାଙ୍କ ଦ୍ବାରା ନିର୍ମାଣ କରିଥିବା ଓ ପୂଜା କରୁଥିବା ସୁନା ଓ ରୂପାର ପ୍ରତିମାଗୁଡ଼ିକୁ ଫିଙ୍ଗି ଦବେେ। ସମାନେେ ସହେି ପ୍ରତିମାଗୁଡ଼ିକୁ ମୂଷିକ ଓ ବାଦୁଡ଼ିମାନଙ୍କର ଗହ୍ବର ଭିତର ରେ ଫିଙ୍ଗି ଦବେେ।
ଯିଶାଇୟ 24:1
ଦେଖ, ସଦାପ୍ରଭୁ ପୃଥିବୀକୁ ଧ୍ବଂସ କରୁଛନ୍ତି। ସେ ତାହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ଯ କରୁଛନ୍ତି ଓ ଲୋକମାନଙ୍କୁ ବଳପୂର୍ବକ ଦୂର ସ୍ଥାନକୁ ବିତାଡ଼ିତ କରୁଛନ୍ତି।
ଯିଶାଇୟ 27:9
ତେଣୁ ଏହିପରି ଭାବରେ ଯାକୁବର ଦୋଷ ପରିମାର୍ଜିତ ହବେ ଓ ତାହାର ପାପ ଦୂରୀଭୂତ ହବେ। ସେ ୟଜ୍ଞବଦେୀର ପ୍ରସ୍ତର ସବୁ ଧୂଳିସାତ ହବେ ଓ ସହେି ଆଶରୋ ମୂର୍ତ୍ତି ଓ ସୂର୍ୟ୍ଯ ପ୍ରତିମା ସବୁ ବିନଷ୍ଟ ହବେେ।
ଯିଶାଇୟ 32:13
ମାରେଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳିକୁ ବୃକ୍ଷ ରେ ପୂର୍ଣ୍ଣ ହବୋ ନିମନ୍ତେ ଓ ନଗରର ଆନନ୍ଦ ଉଲ୍ଲାସପୂର୍ଣ୍ଣ ଗୃହଗୁଡ଼ିକ ପାଇଁ ବିଳାପ କର।
ଯିଶାଇୟ 64:10
ତୁମ୍ଭର ପବିତ୍ର ନଗରଗୁଡ଼ିକ ପ୍ରାନ୍ତର ପାଲଟିଛି। ସିଯୋନ ପ୍ରାନ୍ତର ହାଇେଅଛି ଓ ୟିରୁଶାଲମ ଧ୍ବଂସ ହାଇେଅଛି।
ଯିରିମିୟ 2:15
ୟୁବା ସିଂହାସନ ତାହା ଉପ ରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି। ସମାନେେ ତାହାର ଦେଶସବୁ ଧ୍ବଂସ କରିଅଛନ୍ତି। ତାହାର ନଗରଗୁଡ଼ିକ ଦଗ୍ଧ କରିଛନ୍ତି ଓ ତାହାକୁ ଜନଶୂନ୍ଯ କରିଛନ୍ତି।
ଯିରିମିୟ 9:11
ପୁଣି ଆମ୍ଭେ ସଦାପ୍ରଭୁ ୟିରୁଶାଲମକୁ ଢ଼ିପି ଓ ଶୃଗାଳମାନଙ୍କ ବାସସ୍ଥାନ ରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ବଂସସ୍ଥାନ କରିବା।
ଯିରିମିୟ 9:19
କାରଣ ସିୟୋନରୁ ଏହି ହାହାକାର ଶବ୍ଦ ଶୁଣାଯାଉଛି। 'ଆମ୍ଭମାନେେ ପ୍ରକୃତ ରେ ବିନଷ୍ଟ ହାଇେଅଛୁ। ଆମ୍ଭମାନେେ ବିଶଷେ ଭାବରେ ଲଜ୍ଜିତ, କାରଣ ଆମ୍ଭର ବାସସ୍ଥାନ ଧୂଳିସାତ୍ ହାଇେଅଛି ଓ ଆମ୍ଭମାନେେ ଦେଶ ପରିତ୍ଯାଗ କରିଅଛୁ।'
ଯିରିମିୟ 10:22
ଏକ ମହାରବ ଶୁଣ। ସହେି ରବ ଉତ୍ତର ଦିଗରୁ ଆସୁଅଛି। ତହା ଯିହୁଦାର ନଗରସବୁ ଧ୍ବଂସ କରିବ ଓ ତାହା ଏକ ପ୍ରାନ୍ତର ରେ ପରିଣତ ହବେ। ଆଉ ସଗେୁଡ଼ିକ ଶୃଗାଳର ବାସସ୍ଥାନ ହବେ।
ଯିରିମିୟ 17:3
ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ ସକଳ, ତୁମ୍ଭର ସମୁଦାଯ ଅଞ୍ଚଳ ରେ କୃତ ପାପ ସକାେଶ ଆମ୍ଭେ ତୁମ୍ଭର ସମସ୍ତ ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀ ସକଳ ଲୁଣ୍ଠିତ ହବୋପାଇଁ ଦବୋ।
ଯିରିମିୟ 34:22
ମାତ୍ର ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ପୁଣି ସମାନଙ୍କେୁ ଆମ୍ଭର ଆଜ୍ଞା ରେ' ଏହି 'ନଗରକୁ ଅଣାଇବା। ତହିଁରେ ସମାନେେ ନଗର ବିରୁଦ୍ଧ ରେ ୟୁଦ୍ଧ କରି ତାହାକୁ ଅଧିକାର କରିବେ ଓ ତାହାକୁ ଅଗ୍ନି ରେ ଦଗ୍ଧ କରିବେ। ପୁଣି ଆମ୍ଭେ ଯିହୁଦାର ସମସ୍ତ ନଗରକୁ ଜନଶୂନ୍ଯ କରି ଧ୍ବଂସ ସ୍ତୁପ ରେ ପରିରତ କରିବା।
ଗୀତସଂହିତା 115:8
ସମାନଙ୍କେର ନିର୍ମାଣକାରୀମାନେ ଓ ସମାନଙ୍କେଠାରେ ବିଶ୍ବାସକାରୀମାନେ ସହେିପରି ହବେେ !