Isaiah 61:7
ଲଜ୍ଜା ପରିବର୍ତେ ସମାନେେ ଦୁଇଗୁର ସମ୍ମାନ ପାଇବେ। ପୁଣି ଅପମାନ ପରିବର୍ତେ ସମାନେେ ନିଜ ନିଜ ଅଧିକାର ରେ ଆନନ୍ଦ କରିବେ। ଏଥିପାଇଁ ସମାନେେ ନିଜ ଦେଶ ରେ ଦୁଇଗୁଣ ଅଂଶ ପାଇବେ ଓ ସମାନଙ୍କେର ଅନନ୍ତକାଳସ୍ଥାଯୀ ଆହ୍ଲାଦ ହବେ।
Isaiah 61:7 in Other Translations
King James Version (KJV)
For your shame ye shall have double; and for confusion they shall rejoice in their portion: therefore in their land they shall possess the double: everlasting joy shall be unto them.
American Standard Version (ASV)
Instead of your shame `ye shall have' double; and instead of dishonor they shall rejoice in their portion: therefore in their land they shall possess double; everlasting joy shall be unto them.
Bible in Basic English (BBE)
As they had twice as much grief, and marks of shame were their heritage, so in their land they will be rewarded twice over, and will have eternal joy.
Darby English Bible (DBY)
Instead of your shame [ye shall have] double; instead of confusion they shall celebrate with joy their portion: therefore in their land they shall possess the double; everlasting joy shall be unto them.
World English Bible (WEB)
Instead of your shame [you shall have] double; and instead of dishonor they shall rejoice in their portion: therefore in their land they shall possess double; everlasting joy shall be to them.
Young's Literal Translation (YLT)
Instead of your shame and confusion, A second time they sing of their portion, Therefore in their land A second time do they take possession, Joy age-during `is' for them.
| For | תַּ֤חַת | taḥat | TA-haht |
| your shame | בָּשְׁתְּכֶם֙ | boštĕkem | bohsh-teh-HEM |
| ye shall have double; | מִשְׁנֶ֔ה | mišne | meesh-NEH |
| confusion for and | וּכְלִמָּ֖ה | ûkĕlimmâ | oo-heh-lee-MA |
| they shall rejoice | יָרֹ֣נּוּ | yārōnnû | ya-ROH-noo |
| portion: their in | חֶלְקָ֑ם | ḥelqām | hel-KAHM |
| therefore | לָכֵ֤ן | lākēn | la-HANE |
| in their land | בְּאַרְצָם֙ | bĕʾarṣām | beh-ar-TSAHM |
| they shall possess | מִשְׁנֶ֣ה | mišne | meesh-NEH |
| double: the | יִירָ֔שׁוּ | yîrāšû | yee-RA-shoo |
| everlasting | שִׂמְחַ֥ת | śimḥat | seem-HAHT |
| joy | עוֹלָ֖ם | ʿôlām | oh-LAHM |
| shall be | תִּהְיֶ֥ה | tihye | tee-YEH |
| unto them. | לָהֶֽם׃ | lāhem | la-HEM |
Cross Reference
ଯିଖରିୟ 9:12
ହେ ବନ୍ଦୀଗଣ, ତୁମ୍ଭମାନଙ୍କର ଦୁର୍ଗକୁ ଫରେିୟାଅ। ବର୍ତ୍ତମାନ ତୁମ୍ଭର ଭରସା ଅଛି। ଆଜି ଆମ୍ଭେ ଘାଷେଣା କରୁଛୁ ଯେ, ଆମ୍ଭେ ତୁମ୍ଭଙ୍କୁ ଦ୍ବିଗୁଣ ଫରୋଇ ଦବୋ।
ଯିଶାଇୟ 40:2
ତୁମ୍ଭମାନେେ ୟିରୁଶାଲମକୁ ଦୟାପୂର୍ଣ୍ଣ ମଧୁର ବାକ୍ଯ କୁହ। ତାହାର ସଂଗ୍ରାମ ଶଷେ ହାଇେଛି ଓ ତାହାର ପାପକୁ କ୍ଷମା କରାୟାଇଛି।' ସେ ନିଜର ପାପପାଇଁ ସଦାପ୍ରଭୁଙ୍କଠାରୁ ଦୁଇଗୁଣ ଦଣ୍ଡ ପାଇଅଛି ବୋଲି ପ୍ରଚାର କର।
ଗୀତସଂହିତା 16:11
ତୁମ୍ଭେ ମାେତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦବେ। ୟେ ହତେୁ ମୁଁ ତୁମ୍ଭ ସହିତ ଅଛି। ହେ ସଦାପ୍ରଭୁ, ତୁମ୍ଭେ ମାେତେ ସୁଖ ଶାନ୍ତିରେ ରହିବାକୁ ଦବେ। ୟେ ହତେୁ ମୁଁ ତୁମ୍ଭର ଦକ୍ଷିଣ ପାଶର୍ବରେ ଅବସ୍ଥିତ, ମାେ ପାଇଁ ଚିରଦିନ ନିତ୍ଯ ସୁଖ ଭୋଗ ଆଣିଦବେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:16
ତୁମ୍ଭମାନଙ୍କ ପାଇଁ ପ୍ରେତ୍ୟକକ ଉତ୍ତମ କାର୍ୟ୍ଯ କରିବାକୁ ଓ ପ୍ରେତ୍ୟକକ ଉତ୍ତମ କଥା କହିବା ପାଇଁ ସକ୍ଷମ ହବେ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ବର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ବନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:17
ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।
ମାଥିଉଲିଖିତ ସୁସମାଚାର 25:46
ତା'ପରେ ଏହି ଲୋକଗୁଡ଼ିକ ଚ଼ାଲିଯିବେ, ସମାନଙ୍କେୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତଜୀବନ ଲାଭ କରିବେ।
ଯିଶାଇୟ 60:19
ଦିବସର ସୂର୍ୟ୍ଯ ତୁମ୍ଭର ଜ୍ଯୋତି ହବେ ନାହିଁ କିମ୍ବା ଆଲୋକ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ଯୋତ୍ସ୍ଲା ପ୍ରଦାନ କରିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ଯୋତି ଓ ତୁମ୍ଭର ପରମେଶ୍ବର ତୁମ୍ଭର ମହିମାସ୍ବରୂପ ହବେେ।
ଯିଶାଇୟ 51:11
ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ, ଆନନ୍ଦ ଗାନ କରି ସିୟୋନ ରେ ଉପସ୍ଥିତ ହବେେ। ଚିର ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ଆନନ୍ଦ ଓ ଉଲ୍ଲାସ ପ୍ରାପ୍ତ ହବେେ ଏବଂ ଦୁଃଖ ଶାେକ ସୁଦୂରଗାମୀ ହବେ।
ଯିଶାଇୟ 35:10
ପୁଣି ପରମେଶ୍ବରଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ। ସମାନେେ ଆନନ୍ଦ ରେ ଗାନ କରି କରି ସିୟୋନ ରେ ଉପସ୍ଥିତ ହବେେ। ଚିରନ୍ତନ ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ ଓ ଆର୍ତ୍ତସ୍ବର ଦୂରକୁ ପଳାଇୟିବ।
ଆୟୁବ ପୁସ୍ତକ 42:10
ଆୟୁବ ତା'ର ବନ୍ଧୁମାନଙ୍କ ପାଇଁ ପ୍ରାର୍ଥନା କଲା। ତା'ପରେ ସଦାପ୍ରଭୁ ଆୟୁବକୁ ପୁଣି ସୌଭାଗ୍ଯ ଆଣି ଦେଲେ। ଆୟୁବର ପୂର୍ବରୁ ଯାହା ଥିଲା ତା'ର ଦୁଇଗୁଣ ସେ ଦେଲେ।
ଦିତୀୟ ରାଜାବଳୀ 2:9
ନଦୀ ପାରି ହେଲାପରେ ଏଲିଯ ଇଲୀଶାୟଙ୍କୁ କହିଲେ, ପରମେଶ୍ବର ମାେତେ ତୁମ୍ଭଠାରୁ ନବୋ ପୂର୍ବରୁ, ମାଠାରୁେ ତୁମ୍ଭେ କ'ଣ ଗ୍ଭହୁଁଛ ମାଗ।
ଦିତୀୟ ବିବରଣ 21:17
ମାତ୍ର ସେ ଅପ୍ରିଯାର ପକ୍ସ୍ଟତ୍ରକକ୍ସ୍ଟ ଜ୍ଯୈଷ୍ଠ ବୋଲି ସ୍ବୀକାର କରି ଆପଣା ସର୍ବସ୍ବରକ୍ସ୍ଟ ଦକ୍ସ୍ଟଇଗକ୍ସ୍ଟଣ ଅଂଶ ତାହାକକ୍ସ୍ଟ ଦବେ। କାରଣ ସେ ତା'ର ଶକ୍ତିର ପ୍ରଥମଜାତ ସନ୍ତାନ ଓ ଜେଷ୍ଠ ଅଧିକାର ତା'ର ଅଟେ।