Job 18:7 in Oriya

Oriya Oriya Bible Job Job 18 Job 18:7

Job 18:7
ତାଙ୍କର ଶକ୍ତ ପାଦ କ୍ଷୀଣ ହାଇଯେିବ ଏବଂ ତା'ର ନିଜର ଚକ୍ରାନ୍ତ ତାକୁ ତଳକୁ ଆଣିବ।

Job 18:6Job 18Job 18:8

Job 18:7 in Other Translations

King James Version (KJV)
The steps of his strength shall be straitened, and his own counsel shall cast him down.

American Standard Version (ASV)
The steps of his strength shall be straitened, And his own counsel shall cast him down.

Bible in Basic English (BBE)
The steps of his strength become short, and by his design destruction overtakes him.

Darby English Bible (DBY)
The steps of his strength shall be straitened, and his own counsel shall cast him down.

Webster's Bible (WBT)
The steps of his strength shall be straitened, and his own counsel shall cast him down.

World English Bible (WEB)
The steps of his strength shall be shortened, His own counsel shall cast him down.

Young's Literal Translation (YLT)
Straitened are the steps of his strength, And cast him down doth his own counsel.

The
steps
יֵֽ֭צְרוּyēṣĕrûYAY-tseh-roo
of
his
strength
צַעֲדֵ֣יṣaʿădêtsa-uh-DAY
straitened,
be
shall
אוֹנ֑וֹʾônôoh-NOH
counsel
own
his
and
וְֽתַשְׁלִיכֵ֥הוּwĕtašlîkēhûveh-tahsh-lee-HAY-hoo
shall
cast
him
down.
עֲצָתֽוֹ׃ʿăṣātôuh-tsa-TOH

Cross Reference

ହିତୋପଦେଶ 4:12
ତୁମ୍ଭେ ଗଲା ବେଳେ ତୁମ୍ଭର ପାଦ ଫାନ୍ଦ ରେ ପଡ଼ିବ ନାହିଁ, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟି ପଡ଼ିବ ନାହିଁ।

ଗୀତସଂହିତା 18:36
ମାରେ ଗୋଡ଼ ଓ ଆଣ୍ଠୁକୁ ଅଧିକ ଶକ୍ତିଶାଳୀ କର, ୟାହାଫଳରେ ମୁଁ ଦୁର୍ବଳ ହବେି ନାହିଁ ଏବଂ ପଡ଼ିବି ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:19
କାହିଁକି କାରଣ ପରମେଶ୍ବରଙ୍କ ଦୃଷ୍ଟି ରେ ଜାଗତିକ ଜ୍ଞାନ ପ୍ରକୃତ ରେ ମୂର୍ଖତା ଅଟେ। ଶାସ୍ତ୍ର କୁ ହେ ; ଯେତବେେଳେ ଜ୍ଞାନୀମାନେ ନିଜ ଚତୁରତା ରେ ବ୍ଯବହାର କରନ୍ତି, ପରମେଶ୍ବର ସେତବେେଳେ ସମାନଙ୍କେୁ ଧରନ୍ତି।

ହୋଶେୟ 10:6
ଅଶୂରକୁ ମହାନ୍ ରାଜାଙ୍କ ଉପହାର ସ୍ବରୂପ ଏହାକୁ ନିଆଗଲା। ସେ ଇଫ୍ରଯିମଙ୍କର ଲଜ୍ଜାଜନକ ପ୍ରତିମା ରଖିବ। ଇଶ୍ରାୟେଲ ତା'ର ମୂର୍ତ୍ତି ପାଇଁ ଲଜ୍ଜିତ ହବେ।

ହିତୋପଦେଶ 1:30
ତୁମ୍ଭମାନେେ ତୁମ୍ଭର ନିଜ ଇଚ୍ଛା ରେ ବାସ କଲ, ତୁମ୍ଭେ ତୁମ୍ଭର ନିଜର ମନ୍ଦବ୍ଯବସ୍ଥାଗୁଡ଼ିକ ଅନୁସରଣ କଲ। ତେଣୁ ବର୍ତ୍ତମାନ ତୁମ୍ଭେ ନିଜ କର୍ମର ଫଳ ନିଶ୍ଚଯ ଗ୍ରହଣ କରିବ।

ଗୀତସଂହିତା 33:10
ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ଯର୍ଥ କରି ପାରନ୍ତି। ସେ ସମାନଙ୍କେ ସମସ୍ତ ଯୋଜନାକୁ ବ୍ଯର୍ଥ କରି ପାରନ୍ତି।

ଆୟୁବ ପୁସ୍ତକ 36:16
ପରମେଶ୍ବର ତୁମ୍ଭକୁ କଷ୍ଟରୁ ବାହାର କରିବା ପାଇଁ ଚାହାନ୍ତି ଏବଂ ତା' ବଦଳ ରେ ଏକ କଷ୍ଟବିହୀନ ଜୀବନ ଦବୋ ପାଇଁ ଚାହାଁନ୍ତି। ପରମେଶ୍ବର ଚାହାଁନ୍ତି ତୁମ୍ଭ ଟବେୁଲ ରେ ପ୍ରଚୁର ଖାଦ୍ୟ ରହୁ।

ଆୟୁବ ପୁସ୍ତକ 20:22
ଯେତବେେଳେ ଦୁଷ୍ଟ ଲୋକର ପ୍ରଚୁର ଥାଏ, ଦୁର୍ଦ୍ଦଶା ତା' ଉପରକୁ ଆସିବ, ତା'ର କଷ୍ଟ ତା' ଉପରକୁ ସମସ୍ତ ଶକ୍ତି ସହିତ ଆସିବ।

ଆୟୁବ ପୁସ୍ତକ 15:6
ଏହା ଦ୍ବାରା ମୁଁ ପ୍ରମାଣ କରିବାକୁ ଚେଷ୍ଟା କରୁନାହିଁ ଯେ ତୁମ୍ଭେ ଯାହା କରୁଛ ସବୁ ଅଧର୍ମ ବୋଲି। ଯେଉଁ ବିଷଯ ତୁମ୍ଭ ନିଜ ମୁଖ ଦ୍ବାରା କହୁଛ ତାହା ତୁମ୍ଭେ ଭୁଲ୍ ବୋଲି ଦଖାେଉଛ। ତୁମ୍ଭର ନିଜ ଓଠ ତୁମ୍ଭ୍ ବିରୁଦ୍ଧ ରେ ସାକ୍ଷ୍ଯ ଦେଉଛି।

ଆୟୁବ ପୁସ୍ତକ 5:12
ପରମେଶ୍ବର ମନ୍ଦ ଓ ଚତୁର ଲୋକର କାମନାକୁ ବ୍ଯର୍ଥ କରନ୍ତି ଏବଂ ସମାନଙ୍କେୁ ସଫଳତା ଦିଅନ୍ତି ନାହିଁ।

ଦିତୀୟ ଶାମୁୟେଲ 17:14
ଅବଶାଲୋମ ଓ ସମସ୍ତ ଇଶ୍ରାୟେଲୀୟ ଲୋକ କହିଲେ, ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀଯ ହୂଶଯର ମନ୍ତ୍ରଣା ଉତ୍ତମ ଥିଲା। ସମାନେେ ଏହା କହିଲେ କାରଣ ଅଦରକାରୀ ଏହି ପ୍ରକା ରେ ଅବଶା ଲୋମକକ୍ସ୍ଟ ଦଣ୍ତ ଦବୋ ପାଇଁ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ଯର୍ଥକରିବା ପାଇଁ ସଦାପ୍ରଭୁ ସ୍ଥିର କରିଥିଲେ।

ଦିତୀୟ ଶାମୁୟେଲ 15:31
ଜଣେ ଲୋକ ଦାଉଦଙ୍କକ୍ସ୍ଟ କହିଲେ, ଅବଶା ଲୋମଙ୍କର ଚକ୍ରାନ୍ତକାରୀମାନଙ୍କ ସହିତ ଅହୀଥୋଫଲ ଅଛି। ତା'ପରେ ଦାଉଦ ପ୍ରାର୍ଥନା କଲେ, ହେ ମାରେ ସଦାପ୍ରଭୁ, ଦୟାକରି ଅହୀଥୋଫଲର ଉପଦେଶକକ୍ସ୍ଟ ଅଦରକାରୀ କର।