Job 29:3 in Oriya

Oriya Oriya Bible Job Job 29 Job 29:3

Job 29:3
ଯେତବେେଳେ ପରମେଶ୍ବର ମାେ ମୁଣ୍ଡ ଉପରେ ଉଜ୍ଜ୍ବଳ ଆଲୋକ ପକାଉଥିଲେ, ତାଙ୍କ ଆଲୋକ ବଳ ରେ ମୁଁ ଅନ୍ଧକାର ରେ ଚାଲିବାକୁ ସକ୍ଷମ ହାଇେଥିଲି।

Job 29:2Job 29Job 29:4

Job 29:3 in Other Translations

King James Version (KJV)
When his candle shined upon my head, and when by his light I walked through darkness;

American Standard Version (ASV)
When his lamp shined upon my head, And by his light I walked through darkness;

Bible in Basic English (BBE)
When his light was shining over my head, and when I went through the dark by his light.

Darby English Bible (DBY)
When his lamp shone over my head, [and] by his light I walked through darkness;

Webster's Bible (WBT)
When his candle shined upon my head, and when by his light I walked through darkness;

World English Bible (WEB)
When his lamp shone on my head, And by his light I walked through darkness;

Young's Literal Translation (YLT)
In His causing His lamp to shine on my head, By His light I walk `through' darkness.

When
his
candle
בְּהִלּ֣וֹbĕhillôbeh-HEE-loh
shined
נֵ֭רוֹnērôNAY-roh
upon
עֲלֵ֣יʿălêuh-LAY
my
head,
רֹאשִׁ֑יrōʾšîroh-SHEE
light
his
by
when
and
לְ֝אוֹרוֹlĕʾôrôLEH-oh-roh
I
walked
אֵ֣לֶךְʾēlekA-lek
through
darkness;
חֹֽשֶׁךְ׃ḥōšekHOH-shek

Cross Reference

ଗୀତସଂହିତା 18:28
ହେ ସଦାପ୍ରଭୁ, ତୁମ୍ଭେ ମାରେ ଦୀପକୁ ଆ ଲୋକିତ କର। ମାେ ଚତୁର୍ଦ୍ଦିଗରେ ଥିବା ଅନ୍ଧକାରକୁ ଦୂର କର।

ଆୟୁବ ପୁସ୍ତକ 18:6
ତାଙ୍କ ଘରର ଆଲୋକ ଅନ୍ଧକାର ରେ ପରିଣତ ହବେ। ତାଙ୍କର ତାଙ୍କ ନିକଟରେ ଥିବା ବତୀ ଲିଭିୟିବ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:8
ଅତୀତ ରେ ତୁମ୍ଭେ ଅନ୍ଧକାର ରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠା ରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।

ଯୋହନଲିଖିତ ସୁସମାଚାର 12:46
ମୁଁ ଆଲୋକ ଓ ମୁଁ ଏ ଜଗତକୁ ଆସିଛି। ମାରେ ଆସିବାର କାରଣ, ମାଠାେ ରେ ବିଶ୍ବାସ ରଖିଥିବା ପ୍ରେତ୍ୟକକ ଲୋକ କବେେ ଅନ୍ଧକାର ରେ ରହିବ ନାହିଁ।

ଯୋହନଲିଖିତ ସୁସମାଚାର 8:12
ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, ମୁଁ ଜଗତର ଆଲୋକ, ମାେତେ ଯେଉଁ ଲୋକ ଅନୁସରଣ କରେ, ସେ କବେେ ଅନ୍ଧକାର ରେ ଚାଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:14
ଯାହା ସହଜ ରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ :

ଯିଶାଇୟ 2:4
ତାପ ରେ ପରମେଶ୍ବର ସମଗ୍ର ମାନବ ଗୋଷ୍ଠୀର ବିଚାରକ ହବେେ। ଅନକେ ଗୋଷ୍ଠୀ ବିଷଯ ରେ ପରମେଶ୍ବର ଶଷେ ନିଷ୍ପତ୍ତି ଦବେେ। ସହେି ଲୋକମାନେ ୟୁଦ୍ଧ ପାଇଁ ସମାନଙ୍କେର ଅସ୍ତ୍ର ବ୍ଯବହାର କରିବେ ନାହିଁ। ସମାନେେ ଖଡ୍ଗ ରେ ଲଙ୍ଗଳର ଲୁହା ତିଆରି କରିବେ, ବର୍ଚ୍ଛା ରେ ଦାଆ ତିଆରି କରିବେ। ସମାନେେ ଅନ୍ୟ ବିରୁଦ୍ଧ ରେ ଆଉ ୟୁଦ୍ଧ କରିବେ ନାହିଁ। ସମାନେେ କବେେ ଆଉ ୟୁଦ୍ଧ ପାଇଁ ତାଲିମ ନବେେ ନାହିଁ।

ଗୀତସଂହିତା 84:11
ସୂର୍ୟ୍ଯ ୟପରେି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢ଼ାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ୟ୍ଯ କରନ୍ତି ସମାନଙ୍କେ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।

ଆୟୁବ ପୁସ୍ତକ 22:28
ଯଦି ତୁମ୍ଭେ କିଛି କରିବାକୁ ସ୍ଥିର କରିଛ, ନିଶ୍ଚଯ ତାହା ସଫଳ ହବେ। ତା' ହେଲେ ପ୍ରକୃତ ରେ ତୁମ୍ଭର ଭବିଷ୍ଯତ ଉଜ୍ଜଳ ହବେ।

ଆୟୁବ ପୁସ୍ତକ 11:17
ତା'ପରେ ତୁମ୍ଭର ଜୀବନ ମଧ୍ଯାହ୍ନର ସୂର୍ୟ୍ଯ କିରଣଠାରୁ ଆହୁରି ନିର୍ମଳ ହବେ। ଜୀବନର ଅନ୍ଧକାରମଯ ସମୟଗୁଡ଼ିକ ପ୍ରଭାତର ସୂର୍ୟ୍ଯ ତୁଲ୍ଯ ଚକ୍ଚକ୍ ହବେ।

ହିତୋପଦେଶ 24:20
ମନ୍ଦ ଲୋକମାନଙ୍କର କୌଣସି ଭବିଷ୍ଯତ୍ ନାହିଁ। ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାୟିବ।

ହିତୋପଦେଶ 20:20
ଯେ ଆପଣା ପିତା କି ଆପଣା ମାତାଙ୍କୁ ଅଭିଶାପ ଦିଏ, ଘାରେ ଅନ୍ଧକାର ରେ ତା'ର ପ୍ରଦୀପ ଲିଭିୟିବ।

ହିତୋପଦେଶ 13:9
ଧାର୍ମିକ ଲୋକେ ଆଲୋକବର୍ତ୍ତିକା ପରି, ଯାହାକି ଉଜ୍ଜ୍ବଳ ପରି ଆଲୋକ ଦିଏ।

ଗୀତସଂହିତା 27:1
ହେ ସଦାପ୍ରଭୁ ତୁମ୍ଭେ ମାରେ ଆ ଲୋକବର୍ତ୍ତିକା ଓ ମାରେ ତ୍ରାଣକର୍ତ୍ତା। ମୁଁ ତାହାଦ୍ବାରା ଭୟଭୀତ ହବେି ନାହିଁ। ସଦାପ୍ରଭୁଙ୍କ ଆଶ୍ରଯସ୍ଥଳ ମାେ ପାଇଁ ସବୁଠାରୁ ନିରାପଦସ୍ଥଳ। ତଣେୁ ମୁଁ କାହାରିକୁ ଭୟ କରିବି ନାହିଁ।

ଗୀତସଂହିତା 23:4
ୟଦିଓ ମୁଁ ମୃତ୍ଯୁଛାଯାର ରୂପ ଉପତ୍ୟକାରେ ଏକା ବାଟ ଚାଲେ, ୟାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁ ଭୟଭୀତ ହବେି ନାହିଁ। କାରଣ ସଦାପ୍ରଭୁ, ତୁମ୍ଭେ ମାେ ସହିତ ଅଛ। ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମାେତ ସୁରକ୍ଷା କରେ।

ଗୀତସଂହିତା 4:6
ଅନକେ ଲୋକ କହନ୍ତି, କିଏ ଆମ୍ଭମାନଙ୍କୁ ପରମେଶ୍ବରଙ୍କ ଉତ୍ତମତା ଦଖାଇେ ପାରିବ। ହେ ସଦାପ୍ରଭୁ ତୁମ୍ଭେ ତୁମ୍ଭର ତଜେ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦଖାେଅ।

ଆୟୁବ ପୁସ୍ତକ 21:17
ପରମେଶ୍ବର କେତେ ଦୁଷ୍ଟଲୋକଙ୍କ ଜୀବନଦୀପ ଲିଭାଇ ଦିଅନ୍ତି। ଦୁଷ୍ଟ ଲୋକେ କେତେଥର ବିପଦ ରେ ପଡ଼ନ୍ତି। କେତେ ଥର ସମାନେେ ପରମେଶ୍ବରଙ୍କ କୋର୍ଧର ଶିକାର ହାଇେ ଦଣ୍ଡ ପାଆନ୍ତି।