Job 36:4
ଆୟୁବ, ମୁଁ ସତ କହୁଛି ମୁଁ ଜାଣେ ମୁଁ କେଉଁ ବିଷଯ ରେ କଥାବାର୍ତ୍ତା କରୁଛି।
Job 36:4 in Other Translations
King James Version (KJV)
For truly my words shall not be false: he that is perfect in knowledge is with thee.
American Standard Version (ASV)
For truly my words are not false: One that is perfect in knowledge is with thee.
Bible in Basic English (BBE)
For truly my words are not false; one who has all knowledge is talking with you.
Darby English Bible (DBY)
For truly my words shall be no falsehood: one perfect in knowledge is with thee.
Webster's Bible (WBT)
For truly my words shall not be false: he that is perfect in knowledge is with thee.
World English Bible (WEB)
For truly my words are not false. One who is perfect in knowledge is with you.
Young's Literal Translation (YLT)
For, truly, my words `are' not false, The perfect in knowledge `is' with thee.
| For | כִּֽי | kî | kee |
| truly | אָ֭מְנָם | ʾāmĕnom | AH-meh-nome |
| my words | לֹא | lōʾ | loh |
| not shall | שֶׁ֣קֶר | šeqer | SHEH-ker |
| be false: | מִלָּ֑י | millāy | mee-LAI |
| perfect is that he | תְּמִ֖ים | tĕmîm | teh-MEEM |
| in knowledge | דֵּע֣וֹת | dēʿôt | day-OTE |
| is with | עִמָּֽךְ׃ | ʿimmāk | ee-MAHK |
Cross Reference
ଆୟୁବ ପୁସ୍ତକ 37:16
ତୁମ୍ଭେ ଜାଣ କି ମେଘ ଖଣ୍ଡସବୁ ଆକାଶ ରେ କିପରି ଓହଳି ରୁହନ୍ତି। ସହେି ଅଲୌକିକ କାର୍ୟ୍ଯର ମେଘ ତ କବଳେ ଗୋଟିଏ ଉଦାହରଣ ଓ ପରମେଶ୍ବର ମଧ୍ଯ ସେସବୁ ଜାଣନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:16
ସବୁ ଶାସ୍ତ୍ର ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି। ଏବଂ ତୃଟି ପ୍ରକାଶ କରିବା ପାଇଁ, ଭୁଲ୍ ସଂଶୋଧନ କରିବା ପାଇଁ, ଠିକ୍ ଭାବରେ ଜୀବନ ଧାରଣ କରିବାକୁ ଶିଖାଇବା ପାଇଁ ଏହା ଉପ ଯୋଗୀ ଅଟେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:20
ଭାଇ ଓ ଭଉଣୀମାନେ, ବୁଦ୍ଧି ରେ ପିଲାମାନଙ୍କ ପରି ହୁଅନାହିଁ ବରଂ ମନ୍ଦ ବିଷୟ ରେ ଶିଶୁ ପରି ହୁଅ ଓ ବୁଦ୍ଧି ରେ ପୂର୍ଣ୍ଣ ବୟସ୍କ ହୁଅ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:12
ଏପାଫ୍ରା ତୁମ୍ଭମାନଙ୍କୁ ନମସ୍କାର କରୁଛନ୍ତି। ସେ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସବେକ। ସେ ତୁମ୍ଭମାନଙ୍କ ଦଳର ଲୋକ। ସେ ସର୍ବଦା ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରନ୍ତି। ତୁମ୍ଭମାନେେ ଆଧ୍ଯାତ୍ମିକ ଭାବରେ ପରିପକ୍ବ ହୁଅ, ଓ ପରମେଶ୍ବର ଯାହା କିଛି ଇଚ୍ଛା କରନ୍ତି, ସେ ଭଳି ହୁଅ ବୋଲି ସେ ପ୍ରାର୍ଥନା କରନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:17
ଅନକେ ଯେପରି କରନ୍ତି, ସପରେି ଆମ୍ଭେ ନିଜ ଲାଭ ପାଇଁ ପରମେଶ୍ବରଙ୍କ ବାକ୍ଯ ବିକ୍ରୀ କରୁ ନାହୁଁ, କିନ୍ତୁ ଆମ୍ଭମାନେେ ପରମେଶ୍ବରଙ୍କ ସାକ୍ଷାତ ରେ ଖ୍ରୀଷ୍ଟଙ୍କଠା ରେ ଥାଇ ସତ୍ଯ କହୁ। ପରମେଶ୍ବରଙ୍କ ପ୍ ରରେିତ ଲୋକ ଭଳି କଥା କହୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 24:22
ଫଲେୀକ୍ସ୍ ଖ୍ରୀଷ୍ଟଙ୍କର ମାର୍ଗ ବିଷୟ ରେ ଭଲ ଭାବରେ ଜାଣିଥିବାରୁ ଶୁଣାଣି ସ୍ଥଗିତ ରଖିଲେ। ସେ କହିଲେ, ସନୋଧ୍ଯକ୍ଷ ଲୂସିଯା ଆସିବା ପରେ ମୁଁ ତୁମ୍ଭମାନଙ୍କ ବିଚ଼ାର କରିବି।
ଲୂକଲିଖିତ ସୁସମାଚାର 1:3
ହେ ମାନ୍ଯବର, ଯେ ହତେୁ ପ୍ରଥମରୁ ମୁଁ ନିଜେ ସାବଧାନ ହାଇେ ଏ ସବୁ ଅନୁଧ୍ଯାନ କରିଛି, ସେଥିସକାେଶ ତୁମ୍ଭ ପାଇଁ ଏହାର ଗୋଟିଏ କ୍ରମିକ ବିବରଣୀ ଏକ ପୁସ୍ତକ ଆକାର ରେ ଲେଖିବାକୁ ମୁଁ ଉଚିତ ମନେ କଲି।
ହିତୋପଦେଶ 22:20
ମୁଁ ତୁମ୍ଭମାନଙ୍କ ପାଇଁ ତିରିଶଟି ସତ୍ଯତାରୂପ ବାକ୍ଯ ଲେଖିଅଛି। ସଗେୁଡ଼ିକ ଜ୍ଞାନ ଗର୍ଭକପୂର୍ଣ୍ଣ ଉପଦେଶ ଅଟେ।
ହିତୋପଦେଶ 8:7
ମାରେବାକ୍ଯସବୁ ସତ୍ଯ ଅଟେ। ମୁଁ ଦୁଷ୍ଟତା ଛଳନାକୁ ଘୃଣା କରେ।
ଗୀତସଂହିତା 49:3
ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ ଓ ବୁଦ୍ଧିମାନର କଥା କହିବି।
ଆୟୁବ ପୁସ୍ତକ 33:3
ମାରେ ହୃଦଯ ନିର୍ମଳ। ସେଥିପାଇଁ ମୁଁ ସତ୍ ବାକ୍ଯ ହିଁ କହିବି। ମୁଁ ଜାଣିଥିବା ବିଷଯ ରେ ସତ୍ଯହିଁ କବଳେ କହିବି।
ଆୟୁବ ପୁସ୍ତକ 22:6
ହାଇପୋ ରେ ତୁମ୍ଭେ ତୁମ୍ଭର ଭାଇକୁ କିଛି ଟଙ୍କା କରଜ ଦଇେଥିଲ ଏବଂ ତାକୁ ବାଧ୍ଯ କରିଥିଲ ତୁମ୍ଭକୁ କିଛି ବନ୍ଧକ ଦବୋକୁ ପ୍ରମାଣ ସ୍ବରୂପ ଯାହା ଫଳ ରେ ସେ ତୁମ୍ଭକୁ ଫରେସ୍ତ କରିବ। ହାଇପୋ ରେ ତୁମ୍ଭ ଗରୀବ ଲୋକଟିର କପଡ଼ା ମଧ୍ଯ ନଇେଛ ବନ୍ଧକ ସ୍ବରୂପ କରଜ ଦଇେ। ହାଇପୋ ରେ ତୁମ୍ଭେ ଏହା ବିନାକାରଣ ରେ କରିଅଛ।
ଆୟୁବ ପୁସ୍ତକ 21:34
ତେଣୁ ତୁମ୍ଭେ ମାେତେ ତୁମ୍ଭର ବୃଥା କଥା ରେ ସାନ୍ତ୍ବନା ଦଇେ ପାରିବ ନାହିଁ। ତୁମ୍ଭର ସମସ୍ତ ଉତ୍ତରଗୁଡ଼ିକ ଭୁଲ୍ ଅଟେ।
ଆୟୁବ ପୁସ୍ତକ 21:27
କିନ୍ତୁ ମୁଁ ଜାଣେ ତୁମ୍ଭେ କ'ଣ ଚିନ୍ତା କରୁଛ ଏବଂ ଏକଥା ଜାଣେ ତୁମ୍ଭେ ମାେତେ ଆଘାତ ଦବୋକୁ ଚାହୁଁଛ।
ଆୟୁବ ପୁସ୍ତକ 13:7
ତୁମ୍ଭେ କ'ଣ ପରମେଶ୍ବରଙ୍କ ପକ୍ଷ ରେ ମିଥ୍ଯା କଥା କହିବ। ତୁମ୍ଭେ କ'ଣ ବିଶ୍ବାସ କରୁଛ ଯେ ତୁମ୍ଭର ମିଥ୍ଯା କଥା ପରମେଶ୍ବରଙ୍କ ଦ୍ବାରା ସମର୍ଥିତ ହବେ।
ଆୟୁବ ପୁସ୍ତକ 13:4
କିନ୍ତୁ ତୁମ୍ଭମାନେେ ଏକ କୁହୁକ ବିଦ୍ଯାକାରୀ ଏବଂ ମୂଲ୍ଯହୀନ ବୈଦ୍ଯ ଅଟ।