Lamentations 3:56
ତୁମ୍ଭେ ମାରେ ଆତୁର କ୍ରନ୍ଦନ ଶୁଣିଲ, କିନ୍ତୁ ମାରେ ଆର୍ତ୍ତନାଦ ପ୍ରତି ଆପଣ କର୍ଣ୍ଣ ଲୁଚାଅ ନାହିଁ।
Lamentations 3:56 in Other Translations
King James Version (KJV)
Thou hast heard my voice: hide not thine ear at my breathing, at my cry.
American Standard Version (ASV)
Thou heardest my voice; hide not thine ear at my breathing, at my cry.
Bible in Basic English (BBE)
My voice came to you; let not your ear be shut to my breathing, to my cry.
Darby English Bible (DBY)
Thou hast heard my voice: hide not thine ear at my sighing, at my cry.
World English Bible (WEB)
You heard my voice; don't hide your ear at my breathing, at my cry.
Young's Literal Translation (YLT)
My voice Thou hast heard, Hide not Thine ear at my breathing -- at my cry.
| Thou hast heard | קוֹלִ֖י | qôlî | koh-LEE |
| my voice: | שָׁמָ֑עְתָּ | šāmāʿĕttā | sha-MA-eh-ta |
| hide | אַל | ʾal | al |
| not | תַּעְלֵ֧ם | taʿlēm | ta-LAME |
| ear thine | אָזְנְךָ֛ | ʾoznĕkā | oze-neh-HA |
| at my breathing, | לְרַוְחָתִ֖י | lĕrawḥātî | leh-rahv-ha-TEE |
| at my cry. | לְשַׁוְעָתִֽי׃ | lĕšawʿātî | leh-shahv-ah-TEE |
Cross Reference
ଗୀତସଂହିତା 55:1
ହେ ପରମେଶ୍ବର, ମାରେ ପ୍ରାର୍ଥନା ଗ୍ରହଣ କର। ମାରେ କରୁଣା ପ୍ରାପ୍ତି କରୁଥିବା ପ୍ରାର୍ଥନାକୁ ଉପେକ୍ଷା କର ନାହିଁ।
ଆୟୁବ ପୁସ୍ତକ 34:28
ସହେି ଦୁଷ୍ଟ ଲୋକେ ଗରିବଙ୍କୁ ଆଘାତ କରନ୍ତି। ଫଳ ରେ ସହେି ଗରିବମାନେ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଚିତ୍କାର କରନ୍ତି। ଏବଂ ପରମେଶ୍ବର ମଧ୍ଯ ସମାନଙ୍କେ ଡ଼ାକକୁ ଶୁଣନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:26
ଆତ୍ମା ମଧ୍ଯ ଆମକୁ ସାହାୟ୍ଯ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତା ରେ ଆମ୍ଭକୁ ସାହାୟ୍ଯ କରୁଛନ୍ତି। କଣ ଓ କିପରି ପାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ବରଙ୍କୁ ଆମ୍ଭ ପାଇଁ ପାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ବଙ୍କ ଠା ରେ ନିବଦନେ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ବରଙ୍କୁ କୁହନ୍ତି ତାହା ଶବ୍ଦ ରେ ବର୍ଣନା କରା ଯାଇ ପାରିବ ନାହିଁ।
ଯିଶାଇୟ 38:5
ତୁମ୍ଭେ ହିଜକିଯ ନିକଟକୁ ୟାଅ ଓ ଏହିକଥା କୁହ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ବର ସଦାପ୍ରଭୁ ଏହିକଥା କୁହନ୍ତି, 'ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ ଓ ତୁମ୍ଭର ଲୋତକ ଦେଖିଅଛୁ। ଆମ୍ଭେ ତୁମ୍ଭର ଆଯୁ ପନ୍ଦରବର୍ଷ ବଢ଼ାଇବା।'
ଗୀତସଂହିତା 116:1
ମୁଁ ତାଙ୍କୁ ପ୍ରମେ କରେ, କାରଣ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଅଛନ୍ତି।
ଗୀତସଂହିତା 88:13
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି। ମାେତେ ସାହାରା ଦିଅ। ପ୍ରେତ୍ୟକକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
ଗୀତସଂହିତା 66:19
ପରମେଶ୍ବର ମାରେ କଥା ଶୁଣିଅଛନ୍ତି। ପରମେଶ୍ବର ମାରେ ପ୍ରାର୍ଥନା ଗ୍ରହଣ କରିଛନ୍ତି।
ଗୀତସଂହିତା 34:6
ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କଲେ।
ଗୀତସଂହିତା 6:8
ହେ ଅଧର୍ମୀ ଲୋକସବୁ, ମାେ ନିକଟରୁ ଦୂର ହାଇୟୋଅ। କାରଣ ସଦାପ୍ରଭୁ ମାରେ କ୍ରନ୍ଦନ ଶୁଣିଛନ୍ତି।
ଗୀତସଂହିତା 3:4
ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାଙ୍କର ପବିତ୍ର ପର୍ବତରୁ ମାେତେ ଉତ୍ତର ଦବେେ।
ଦିତୀୟ ବଂଶାବଳୀ 33:19
ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ବର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା 'ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ' ରେ ଲଖାୟୋଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସହେି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶରୋ ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସହେିସବୁ ଭବିଷ୍ଯତ୍ବକ୍ତାମାନଙ୍କ ପୁସ୍ତକ ରେ ଲଖାୟୋଇଅଛି।
ଦିତୀୟ ବଂଶାବଳୀ 33:13
ମନଃଶି ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କଲେ ଓ ତାଙ୍କୁ ସାହାୟ୍ଯ କରିବା ନିମନ୍ତେ ପରମେଶ୍ବରଙ୍କୁ ଅନୁ ରୋଧ କରିବାକୁ ଲାଗିଲେ। ସଦାପ୍ରଭୁ ମନଃଶିଙ୍କ ପ୍ରାର୍ଥନା ଶୁଣିଲେ ଓ ତାଙ୍କୁ ଦୟା କଲେ। ସଦାପ୍ରଭୁ ତାଙ୍କୁ ୟିରୁଶାଲମକୁ ଓ ତାଙ୍କ ସିଂହାସନକୁ ଫରୋଇ ଆଣିଲେ। ଏହାପରେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ବର ହିଁ ସତ୍ଯ ଅଟନ୍ତି।