Bible

Leviticus 6 - WEB (Oriya)

1 Yahweh spoke to Moses, saying,ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

2 "If anyone sins, and commits a trespass against Yahweh, and deals falsely with his neighbor in a matter of deposit, or of bargain, or of robbery, or has oppressed his neighbor,କହେି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧ ରେ ସତ୍ଯ ଲଙ୍ଘନ କରେ, ଅର୍ଥାତ୍ ଗଚ୍ଛିତ ବା ହସ୍ତ ରେ ସମର୍ପିତ, କିମ୍ବା ଅପହୃତ ଦ୍ରବ୍ଯ ବିଷଯ ରେ ଆପଣା ପ୍ରତିବେଶୀ ସହିତ ଅସତ୍ଯ ବ୍ଯବହାର କରେ, ଅଥବା ଆପଣା ପ୍ରତିବେଶୀ ପ୍ରତି ଅନ୍ଯାଯ କରେ।

3 or has found that which was lost, and dealt falsely therein, and swearing to a lie; in any of all these things that a man does, sinning therein;କିମ୍ବା ହଜାଇଥିବା ଦ୍ରବ୍ଯ ପାଇଁ ସହେି ବିଷଯ ରେ ଅସତ୍ଯ ବ୍ଯବହାର କରେ ଓ ମିଥ୍ଯା କରି ଶପଥ କରେ, ଏହି ପ୍ରକାର ଯେ କୌଣସି କର୍ମ ରେ ମନୁଷ୍ଯ ପାପ କରେ,

4 then it shall be, if he has sinned, and is guilty, he shall restore that which he took by robbery, or the thing which he has gotten by oppression, or the deposit which was committed to him, or the lost thing which he found,ଏହି ଦୋଷଗୁଡିକ ମଧ୍ଯରୁ ଯେ କୌଣସି ଗୋଟିଏ କରେ ସେ ପାପୀ ବୋଲି ବିବଚେିତ ହୁଏ। ସେ ନିଶ୍ଚଯ ଫରୋଇଦବେ, ଯାହା କିଛି ସେ ଚୋରି କରିଛି କିମ୍ବା ଅନ୍ଯାଯ ଭାବରେ ଗ୍ରହଣ କରିଛି କିମ୍ବା ତାକୁ କିଛି ବିଶ୍ବାସ ରେ ଦିଆୟାଇଛି କିମ୍ବା କିଛି ଗୋଟେ ଅଧିକାର କରିଥିବା ଦ୍ରବ୍ଯ ଯାହାକି ହଜି ୟାଇଛି।

5 or any thing about which he has sworn falsely; he shall restore it even in full, and shall add a fifth part more to it. To him to whom it belongs he shall give it, in the day of his being found guilty.ସେ ଯେଉଁଥିପାଇଁ ଗୋଟିଏ ମିଥ୍ଯା ଶପଥ କରିଥିଲା, ତାହାର ଏକ ପଞ୍ଚମାଂଶ ଅର୍ଥଦଣ୍ଡ ସହିତ ସପୂର୍ଣ୍ଣ ଫରୋଇ ଦବୋ ଉଚିତ୍। ଏସବୁ ସେ କରିବ ଯେଉଁଦିନ ସେ ଦୋଷୀ ବୋଲି ସାବ୍ଯସ୍ତ ହବେଓ ସହେିଦିନ ସେ ଗ୍ରହିତାକୁ ସେ ଦ୍ରବ୍ଯ ଦବେ।

6 He shall bring his trespass offering to Yahweh, a ram without blemish from the flock, according to your estimation, for a trespass offering, to the priest.ପୁଣି ସେ ସଦାପ୍ରଭୁଙ୍କୁ ଉଦ୍ଦେଶ୍ଯ ରେ ତା'ର ଦୋଷାର୍ଥକ ନବୈେଦ୍ଯ ଉତ୍ସର୍ଗ କରିବ। ପୁଣି ନିରୂପିତ ମୂଲ୍ଯ ଅନୁସାରେ ପଲରୁ ଏକ ନିଖୁଣ ମଷେ ଦୋଷାର୍ଥକ ନବୈେଦ୍ଯ ରୂପେ ଯାଜକ ନିକଟକୁ ଆଣିବ।

7 The priest shall make atonement for him before Yahweh, and he will be forgiven concerning whatever he does to become guilty."ତା'ପରେ ଯାଜକ ସଦାପ୍ରଭୁଙ୍କ ଛାମୁ ରେ ତାହା ନିମନ୍ତେ ପ୍ରାଯଶ୍ଚିତ କରିବ। ତେଣୁ ସେ ଯେଉଁ କର୍ମ ଯୋଗୁଁ ଦୋଷୀ ହାଇେଥିବ ସେଥିରୁ କ୍ଷମା ପ୍ରାପ୍ତ ହବେ।

8 Yahweh spoke to Moses, saying,ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

9 "Command Aaron and his sons, saying, 'This is the law of the burnt offering: the burnt offering shall be on the hearth on the altar all night until the morning; and the fire of the altar shall be kept burning on it.ତୁମ୍ଭେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ଏହା ହାମବେଳିର ବ୍ଯବସ୍ଥା ଅଟେ, ହାମବେଳି ସମସ୍ତ ପ୍ରଭାତ ହବୋ ପର୍ୟ୍ଯନ୍ତ ୟଜ୍ଞବଦେୀର ଅଗ୍ନି ଉପରେ ରହିବ, ପୁଣି ଅଗ୍ନି ଜ୍ବଳନ୍ତ ରହିବା ଉଚିତ୍।

10 The priest shall put on his linen garment, and he shall put on his linen breeches upon his body; and he shall remove the ashes from where the fire has consumed the burnt offering on the altar, and he shall put them beside the altar.ଯାଜକ ଶଣ ପୋଷାକ ଓ ଜଙ୍ଘିଆ ପରିଧାନ କରିବା ଉଚିତ୍, ଆଉ ସେ ହାମବେଳିର ଭସ୍ମ ସଂଗ୍ରହ କରିବା ଉଚିତ୍ ଓ ୟଜ୍ଞବଦେୀ ପାଶର୍‌ବା ରେ ରଖିବା ଉଚିତ୍।

11 He shall take off his garments, and put on other garments, and carry the ashes outside the camp to a clean place.ତା'ପରେ ଯାଜକ ଆପଣା ବସ୍ତ୍ର ବଦଳାଇ ଅନ୍ୟ ବସ୍ତ୍ର ପିନ୍ଧିବ। ସେ ସହେି ଭସ୍ମକୁ ଛାଉଣୀ ବାହା ରେ ଏକ ଶୁଚି ସ୍ଥାନକୁ ନଇୟିବେ।

12 The fire on the altar shall be kept burning on it, it shall not go out; and the priest shall burn wood on it every morning: and he shall lay the burnt offering in order upon it, and shall burn on it the fat of the peace offerings.ମାତ୍ର ୟଜ୍ଞବଦେୀ ଉପରିସ୍ଥ ଅଗ୍ନି ସର୍ବାଦା ପ୍ରଜ୍ଜଳିତ ରହିବ। ତାହା କବେେ ନିର୍ବାପିତ ହବୋ ଉଚିତ୍ ନୁହେଁ। ଯାଜକ ପ୍ରତି ପ୍ରଭାତ ରେ ତା'ଉପରେ କାଠ ସଜାଇ ରଖିବ ଓ ସମାଗମ ନବୈେଦ୍ଯର ମଦେ ତା'ଉପରେ ଦଗ୍ଧ କରିବ।

13 Fire shall be kept burning on the altar continually; it shall not go out.ୟଜ୍ଞବଦେୀ ଉପରେ ଅଗ୍ନି ସର୍ବଦା ଜ୍ବଳନ୍ତ ରହିବ, କଦାପି ନିର୍ବାପିତ ହବେ ନାହିଁ।

14 "'This is the law of the meal offering: the sons of Aaron shall offer it before Yahweh, before the altar.ଏହା ହେଉଛି ଶସ୍ଯ ନବୈେଦ୍ଯର ବ୍ଯବସ୍ଥା। ହାରୋଣର ପୁତ୍ରଗଣ ୟଜ୍ଞବଦେୀ ସମ୍ମୁଖ ରେ ସଦାପ୍ରଭୁଙ୍କ ଛାମୁକୁ ଶସ୍ଯ ଆଣିବେ।

15 He shall take from there his handful of the fine flour of the meal offering, and of its oil, and all the frankincense which is on the meal offering, and shall burn it on the altar for a sweet savor, as its memorial, to Yahweh.ଯାଜକ ସହେି ଶସ୍ଯ ନବୈେଦ୍ଯରୁ ମୁଠାଏ ସରୁ ମଇଦା, କିଛି ତୈଳ ଓ ନବୈେଦ୍ଯ ଉପରିସ୍ଥ ସମସ୍ତ ଲୋବାନ ନଇେ ୟଜ୍ଞବଦେୀ ରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସ୍ମରଣାର୍ଥକ ନବୈେଦ୍ଯ ହବେ।

16 That which is left of it Aaron and his sons shall eat. It shall be eaten without yeast in a holy place. They shall eat it in the court of the Tent of Meetingପୁଣି ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ। ସମାନେେ ସମାଗମ ତମ୍ବୁର ପା୍ରଙ୍ଗଣ ଭିତ ରେ କୌଣସି ଏକ ପବିତ୍ର ସ୍ଥାନ ରେ ତାଡି ବିନା ତାକୁ ଭକ୍ଷଣ କରିବେ।

17 It shall not be baked with yeast. I have given it as their portion of my offerings made by fire. It is most holy, as the sin offering, and as the trespass offering.ଶସ୍ଯ ନବୈେଦ୍ଯ ବିନା ତାଡି ରେ ପାକ କରାୟିବ। ମାେତେ ଦିଆୟାଇଥିବା ଉପହାରରୁ କିଛି ଅଂଶ ଯାଜକମାନଙ୍କୁ ଦଇେଅଛି। ତାହା ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ଯ ମହାପବିତ୍ର ରୂପେ ବ୍ଯବହାର କରାୟିବା ଉଚିତ୍।

18 Every male among the children of Aaron shall eat of it, as their portion forever throughout your generations, from the offerings of Yahweh made by fire. Whoever touches them shall be holy.'"ହାରୋଣଙ୍କ ସନ୍ତାନଗଣଙ୍କ ମଧ୍ଯରୁ ପ୍ରେତ୍ୟକକ ପୁରୁଷ ତାହା ଭୋଜନ କରିବ। ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ନବୈେଦ୍ଯ ସମାନେେ ଗ୍ରହଣ କରିବେ ଏକ ବିଧି ହବେ। ଯାହା କିଛି ଜିନିଷଗୁଡିକ ଏହାକୁ ସ୍ପର୍ଶ କରିବ ପବିତ୍ର ହବେ।

19 Yahweh spoke to Moses, saying,ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

20 "This is the offering of Aaron and of his sons, which they shall offer to Yahweh in the day when he is anointed: the tenth part of an ephah of fine flour for a meal offering perpetually, half of it in the morning, and half of it in the evening.ଏହି ନବୈେଦ୍ଯ ହାରୋଣ ଓ ତାଙ୍କର ପୁତ୍ରଗଣ ସଦାପ୍ରଭୁଙ୍କୁ ସମାନଙ୍କେର ଅଭିଷକେ ଦିନ ରେ ଉତ୍ସର୍ଗ କରିବା ଉଚିତ୍। ସମାନେେ ପ୍ରତିଦିନ ଶସ୍ଯ ନବୈେଦ୍ଯ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନଇେ ଅର୍ଦ୍ଧକେ ପ୍ରଭାତ ରେ ଓ ଅର୍ଦ୍ଧକେ ସନ୍ଧ୍ଯା କାଳ ରେ ଉତ୍ସର୍ଗ କରିବେ।

21 It shall be made with oil in a baking pan. When it is soaked, you shall bring it in. You shall offer the meal offering in baked pieces for a sweet savor to Yahweh.ପଲମ ରେ ତାହା ତୈଳ ମିଶ୍ରିତ ହାଇେ ପ୍ରସ୍ତୁତ କରାୟିବ। ପାକ ହେଲେ ତୁମ୍ଭେ ତାକୁ ଭିତରକୁ ଆଣିବ, ସହେି ନବୈେଦ୍ଯର ଖଣ୍ଡ ଖଣ୍ଡ ପକ୍ବାନ୍ନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରାୟିବ। ସହେି ଆଘ୍ରାଣ ତାଙ୍କର ତୁଷ୍ଟିଜନକ ହବେ।

22 The anointed priest that will be in his place from among his sons shall offer it. By a statute forever, it shall be wholly burnt to Yahweh.ହାରୋଣଙ୍କ ପରେ ତାଙ୍କର ଭବିଷ୍ଯତ ବଂଶଧରମାନଙ୍କ ମଧ୍ଯରୁ ଯେ ତାଙ୍କ ପଦ ରେ ଅଭିଷିକ୍ତ ଯାଜକ ହବେ, ସେ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍। ଏହା ସମ୍ପୂର୍ଣ୍ଣ ଭାବରେ ଦଗ୍ଧ କରାୟିବା ଉଚିତ୍। ଏହା ସଦାପ୍ରଭୁଙ୍କର ଅଟେ। ଏହି ପ୍ରକା ରେ ତାହା ସଦାସର୍ବଦା କରାୟିବା ଉଚିତ୍।

23 Every meal offering of a priest shall be wholly burned. It shall not be eaten."ପୁଣି ଯାଜକର ପ୍ରେତ୍ୟକକ ଶସ୍ଯ ନବୈେଦ୍ଯ ସମ୍ପୂର୍ଣ୍ଣ ଦଗ୍ଧ ହବେ, ତାହା ଭୋଜନ କରାୟିବ ନାହିଁ।

24 Yahweh spoke to Moses, saying,ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

25 "Speak to Aaron and to his sons, saying, 'This is the law of the sin offering: in the place where the burnt offering is killed, the sin offering shall be killed before Yahweh. It is most holy.ହାରୋଣ ଓ ତାଙ୍କ ପୁତ୍ରଗଣଙ୍କୁ କୁହ, ପାପରୁ ମୁକ୍ତି ପାଇବା ପାଇଁ ଏହା ହେଉଛି ପଶୁବଳି ଉତ୍ସର୍ଗ କରିବାର ବ୍ଯବସ୍ଥା। ଯେଉଁ ସ୍ଥାନ ରେ ହାମବେଳି ଉତ୍ସର୍ଗ କରାୟାଏ, ସହେି ସ୍ଥାନ ରେ ସଦାପ୍ରଭୁଙ୍କ ସମ୍ମୁଖ ରେ ପାପମାଚେନ ପାଇଁ ପଶୁ ଉତ୍ସର୍ଗ କରାୟିବ। ଏହା ମହାପବିତ୍ର ଅଟେ।

26 The priest who offers it for sin shall eat it. It shall be eaten in a holy place, in the court of the Tent of Meeting.ଯେଉଁ ଯାଜକ ପାପମାଚେନ ପଶୁବଳି ଉତ୍ସର୍ଗ କରିବ, ସେ ତାହା ଭୋଜନ କରିବ, କିନ୍ତୁ ସେ ସମାଗମ ତମ୍ବୁ ପ୍ରାଙ୍ଗଣର ଭିତ ରେ କୌଣସି ଏକ ପବିତ୍ର ସ୍ଥାନ ରେ ତାହା ଭକ୍ଷଣ କରିବ।

27 Whatever shall touch its flesh shall be holy. When there is any of its blood sprinkled on a garment, you shall wash that on which it was sprinkled in a holy place.ଯେ କହେି ପାପାର୍ଥକ ବଳିର ମାଂସକୁ ସ୍ପର୍ଶ କରିବ, ସେ ପବିତ୍ର ହବେ,

28 But the earthen vessel in which it is boiled shall be broken; and if it is boiled in a brazen vessel, it shall be scoured, and rinsed in water.ଯଦି ତାହା ମାଟିପାତ୍ର ରେ ପାକ କରାୟାଏ ତବେେ ତାହା ଭଙ୍ଗା ୟିବ, ଯବେେ ପିତ୍ତଳ ପାତ୍ର ରେ ତାହା ପାକ ହୁଏ ତବେେ ତାହା ମଜା ୟିବ ଓ ଜଳ ରେ ପରିଷ୍କୃତ ହବେ।

29 Every male among the priests shall eat of it: it is most holy.ଯାଜକ ପରିବାରରୁ ଯେ କୌଣସି ପୁରୁଷ ତାହା ଭୋଜନ କରିବେ। ତାହା ଅତି ପବିତ୍ର ଅଟେ।

30 No sin offering, of which any of the blood is brought into the Tent of Meeting to make atonement in the Holy Place, shall be eaten: it shall be burned with fire.ମାତ୍ର ପବିତ୍ର ସ୍ଥାନ ରେ ପ୍ରାଯଶ୍ଚିତ କରିବା ନିମନ୍ତେ ଯଦି କୌଣସି ପାପାର୍ଥକ ବଳିର ରକ୍ତ ସମାଗମ ତମ୍ବୁ ଭିତରକୁ ଅଣାୟାଏ, ତବେେ ସହେି ପାପାର୍ଥକ ବଳି ନିଶ୍ଚଯ ଭୋଜନ କରାୟିବା ଉଚିତ୍ ନୁହେଁ। ତାହା ସମ୍ପୁର୍ଣ୍ଣରୂପେ ଅଗ୍ନି ରେ ଦଗ୍ଧ କରାୟିବା ଉଚିତ୍।

Oriya Bible