Luke 15:15 in Oriya

Oriya Oriya Bible Luke Luke 15 Luke 15:15

Luke 15:15
ତେଣୁ ସେ ସହେି ଦେଶ ରେ ଗୋଟିଏ ଲୋକ ପାଖକୁ ମୂଲ ଲାଗିବାକୁ ଗଲା, ସେ ଲୋକଟି ତାହାକୁ ତା ପଡିଆ ରେ ଘୁଷୁରି ଚ ରଇବୋକୁ ପଠାଇଲା।

Luke 15:14Luke 15Luke 15:16

Luke 15:15 in Other Translations

King James Version (KJV)
And he went and joined himself to a citizen of that country; and he sent him into his fields to feed swine.

American Standard Version (ASV)
And he went and joined himself to one of the citizens of that country; and he sent him into his fields to feed swine.

Bible in Basic English (BBE)
And he went and put himself into the hands of one of the people of that country, and he sent him into his fields to give the pigs their food.

Darby English Bible (DBY)
And he went and joined himself to one of the citizens of that country, and he sent him into his fields to feed swine.

World English Bible (WEB)
He went and joined himself to one of the citizens of that country, and he sent him into his fields to feed pigs.

Young's Literal Translation (YLT)
and having gone on, he joined himself to one of the citizens of that country, and he sent him to the fields to feed swine,

And
καὶkaikay
he
went
πορευθεὶςporeutheispoh-rayf-THEES
and
joined
himself
ἐκολλήθηekollēthēay-kole-LAY-thay
to
ἑνὶheniane-EE
a
τῶνtōntone
citizen
πολιτῶνpolitōnpoh-lee-TONE
of
that
τῆςtēstase

χώραςchōrasHOH-rahs
country;
ἐκείνηςekeinēsake-EE-nase
and
καὶkaikay
he
sent
ἔπεμψενepempsenA-pame-psane
him
αὐτὸνautonaf-TONE
into
εἰςeisees
his
τοὺςtoustoos

ἀγροὺςagrousah-GROOS
fields
αὐτοῦautouaf-TOO
to
feed
βόσκεινboskeinVOH-skeen
swine.
χοίρουςchoirousHOO-roos

Cross Reference

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।

ଲୂକଲିଖିତ ସୁସମାଚାର 15:13
ଅଳ୍ପ ଦିନ ପରେ ସାନପୁଅ ତା' ଭାଗର ସବୁ ସମ୍ପତ୍ତିତକ ସଂଗ୍ରହ କରି ଗୋଟିଏ ଦୂର ଦେଶକୁ ଚାଲିଗଲା। ସଠାେରେ ସେ ଗୋଟିଏ ମୂର୍ଖ ଭଳି ଜୀବନଯାପନ କରି ସବୁ ଧନ ସମ୍ପତ୍ତି ଉଡଇେ ଦଲୋ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:24
ଲୋକେ ସର୍ବଦା ମନ୍ଦ କର୍ମ କରିବାକୁ ଇଚ୍ଛା କଲେ। ସମାନେେ ପାପରେ ପୁର୍ଣ୍ଣ ଥିଲେ। ପରମେଶ୍ବର ସମାନଙ୍କେୁ ନିଜର ପାପ ମାର୍ଗ ରେ ୟିବା ପାଇଁ ଛାଡ଼ି ଦେଲେ। ସେଥିପାଇଁ ସମାନେେ ୟୌନପାପରେ ପରିପୂର୍ଣ୍ଣ ହେଲେ ଓ ନିଜ ନିଜ ଶରୀରକୁ ପରସ୍ପର ସହିତ ମନ୍ଦ କର୍ମ ରେ ନିଯୋଜିତ ରଖିଲେ, ଯା'ଦ୍ବାରା ସମାନଙ୍କେ ଶରୀର ନିନ୍ଦିତ ହେଲା।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:22
କିନ୍ତୁ ଏବେ ତୁମ୍ଭମାନେେ ପାପରୁ ମୁକ୍ତ। ତୁମ୍ଭମାନେେ ଏବେ ପରମେଶ୍ବରଙ୍କର ଦାସ ଓ ଏହା କବଳେ ପରମେଶ୍ବରଙ୍କ ପାଇଁ ତୁମ୍ଭମାନଙ୍କୁ ଜୀବନ ଆଣି ଦବେ। ତା'ପରେ ତୁମ୍ଭମାନେେ ସଦାକାଳ ପାଇଁ ଅନନ୍ତ ଜୀବନ ପାଇବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:9
ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:2
ଅତୀତ ରେ ତୁମ୍ଭେ ସହେି ପାପ କାର୍ୟ୍ଯ ସହିତ ଜଡ଼ିତ ଥିଲ। ତୁମ୍ଭେ ସାଂସାରିକ ଜୀବନଯାପନ କରୁଥିଲ। ପୃଥିବୀ ରେ ମନ୍ଦ ଶକ୍ତିର ଶାସକକୁ ତୁମ୍ଭେ ଅନୁସରଣ କରୁ ଥିଲ। ସହେି ମନ୍ଦ ଶକ୍ତି ଏବେ ମଧ୍ଯ ପରମେଶ୍ବରଙ୍କୁ ଅମାନ୍ଯ କରୁଥିବା ଲୋକଙ୍କ ଭିତ ରେ କାମ କରୁଛି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:17
ପ୍ରଭୁଙ୍କ ନାମ ରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ବାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସମାନଙ୍କେ ବିଚାରର କିଛି ମୂଲ୍ଯ ନାହିଁ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:11
ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:5
ଅତଏବ, ୟୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହବୋ, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହାଇେ ରହିବା, ଯାହା ଏକ ମିଥ୍ଯା ଦବେତାକୁ ପୂଜା କରିବା ସଦୃଶ, ସଭେିଳ ବିଷୟଗୁଡ଼ିକୁ ନିଜ ଜୀବନଠାରୁ ଦୂର ରେ ରଖ। ଏହିଭଳି ଇଚ୍ଛାଗୁଡ଼ଇକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ଯା ଦବେତାର ସବୋ କରୁଛି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:25
ଯେଉଁମାନେ ତାଙ୍କୁ ବି ରୋଧ କରନ୍ତି, ସମାନଙ୍କେୁ ଭଦ୍ର ଭାବରେ ଶିଖାଇବା ଉଚିତ। ହୁଏତ ପରମେଶ୍ବର ସମାନଙ୍କେ ହୃଦୟ ରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରବେେ, ଯାହାଦ୍ବାରା ସମାନେେ ସତ୍ଯକୁ ଗ୍ରହଣ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:21
ମୁଁ ତାହାକୁ ହୃଦୟ ପରିବର୍ତ୍ତନ କରିବାକୁ ଓ ପାପପଥରୁ ଦୂ ରଇେ ୟିବା ପାଇଁ ସମୟ ଦେଲେ ହେଁ ସେ ନିଜକୁ ପରିବର୍ତ୍ତନ କରିବାକୁ ଇଚ୍ଛା କରୁ ନାହିଁ।

ଲୂକଲିଖିତ ସୁସମାଚାର 8:32
ସେତବେେଳେ ସହେି ପାହାଡ ଉପରେ ଏକ ବଡ ଘୁଷୁରିଦଳ ଚରୁଥିଲେ। ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସମାନଙ୍କେୁ ଘୁଷୁରିମାନଙ୍କ ଦହକେୁ ୟିବାକୁ ଅନୁମତି ଦିଅନ୍ତୁ। ଯୀଶୁ ସମାନଙ୍କେୁ ତାହା କରିବାକୁ ଅନୁମତି ଦଇେ ଦେଲେ।

ମଲାଖୀ 2:9
ତୁମ୍ଭମାନେେ ଆମ୍ଭର ପଥ ଅନୁସରଣ କରିନାହଁ। ତୁମ୍ଭେ ଆମ୍ଭର ଶିକ୍ଷାଦ୍ବାରା ପକ୍ଷପାତିତା ଦଖାଇେଛ। ତେଣୁ ସମସ୍ତ ଲୋକମାନଙ୍କ ଆଗ ରେ ଆମ୍ଭେ ତୁମ୍ଭମାନଙ୍କୁ ଘୃଣିତ ଓ ଅପମାନିତ କରାଇବା।

ଦିତୀୟ ବଂଶାବଳୀ 28:22
ରାଜା ଆହସ୍ଙ୍କ ଦୁଃଖ ସମୟରେ, ସେ ଆହୁରି ପାପ କଲେ ଓ ସଦାପ୍ରଭୁଙ୍କ ପ୍ରତି ଅଧିକ ଅବିଶ୍ବସ୍ତ ହେଲେ।

ଯିଶାଇୟ 1:5
ପରମେଶ୍ବର କୁହନ୍ତି, ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଚାଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦଲେୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭମାନେେ ମାେ ବିରୁଦ୍ଧ ରେ ବିଦ୍ରୋହ କରି ଚାଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦଯ ପୀଡ଼ିତ।

ଯିଶାଇୟ 1:9
ଏହା ସତ୍ଯ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା ନ ହାଇେଥିଲେ ଆମ୍ଭମାନେେ ସଦୋମ ଓ ହ ମାରୋର ପରି ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇଥାନ୍ତୁ।

ଯିଶାଇୟ 57:17
ଆମ୍ଭେ ତାହାର ଲୋଭରୂପ ଅପରାଧ ହତେୁ କୃଦ୍ଧ ହାଇେ ତାହାକୁ ଆଘାତ କଲୁଁ, ଆମ୍ଭେ ନିଜର ମୁଖ ଲୁଚାଇ କ୍ରୁଦ୍ଧ ହେଲୁ ; ତହିଁରେ ସେ ଅବାଧ୍ଯ ହାଇେ ଆପଣା ମନର ମାର୍ଗ ରେ ଚାଲିଲା।

ଯିରିମିୟ 5:3
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସମାନଙ୍କେୁ ସତ୍ଯ ଓ ବିଶ୍ବସ୍ତ ହବୋକୁ ଚାହଁ। ସମାନଙ୍କେୁ ପ୍ରହାର କରିଅଛ। ମାତ୍ର ସମାନେେ ଅନୁତପ୍ତ ନୁହଁନ୍ତି। ତୁମ୍ଭେ ସମାନଙ୍କେୁ ଜୀର୍ଣ୍ଣ କରିଅଛ। ମାତ୍ର ସମାନେେ ଶାସ୍ତି ଗ୍ରହଣ କରିବାକୁ ଅସ୍ବୀକାର କରିଅଛନ୍ତି। ସମାନେେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସମାନେେ କୁପଥରୁ ଫରେିବାକୁ ଇଚ୍ଛା କରି ନାହାଁନ୍ତି।

ଯିରିମିୟ 8:4
ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁଙ୍କର ଏହି ବାକ୍ଯ କୁହ, ମନୁଷ୍ଯ ପଡ଼ିଲେ କ'ଣ ଆଉ ଉେଠ ନାହିଁ ? ବିପଥରେ ଗଲେ କ'ଣ ଆଉ ଫେ ରେ ନାହିଁ ?

ଯିରିମିୟ 31:18
ମୁଁ ପ୍ରକୃତ ରେ ଇଫ୍ରଯିମର କ୍ରନ୍ଦନ ଶୁଣିଅଛି। ସେ କାନ୍ଦିକରି ଏହି କଥା କହୁଛି, ' ହେ ସଦାପ୍ରଭୁ, ତୁମ୍ଭେ ମାେତେ ଶାସ୍ତି ଦଇେଅଛ। ମୁଁ ପ୍ରକୃତ ଶିକ୍ଷା ପାଇଛି। ମୁଁ ଏକ ବନ୍ଯପଶୁ ସଦୃଶ ଥିଲି। ମାେତେ ତୁମ୍ଭ ନିକଟକୁ ଫରେିବାକୁ ଦିଅ, କାରଣ ତୁମ୍ଭେ ସଦାପ୍ରଭୁ ମାରେ ପରମେଶ୍ବର।

ଯିହିଜିକଲ 16:52
ତେଣୁ ବର୍ତ୍ତମାନ ତୁମ୍ଭର ପାପ ସହିତ ଅପମାନକୁ ମଧ୍ଯ ବହନ କର। ଯେଉଁଗୁଡ଼ାକ ସମାନଙ୍କେର ଅପେକ୍ଷା ଅଧିକ। ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କିଛି କ୍ଷମା କଲ ଯେଉଁମାନେ କି ତୁମ୍ଭ ଅପେକ୍ଷା ବେଶୀ ଧାର୍ମିକ ଥିଲେ। ତେଣୁ ବର୍ତ୍ତମାନ ତୁମ୍ଭକୁ ଧିକ୍। ତୁମ୍ଭର ଭଉଣୀମାନଙ୍କୁ ନ୍ଯାଯ ଦବୋ ସକାେଶ ଅପମାନ ବହନ କର।

ଯିହିଜିକଲ 16:63
ତୁମ୍ଭେ ଯାହାସବୁ କରିଅଛ, ଯେତବେେଳେ ମୁଁ ସେସବୁକୁ ସଂ ଶାଧେନ କରି ଦବେି। ସେତବେେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହବେ ଓ ନିଜ ଅପମାନ ହତେୁ ଆଉ କବେେ ଆପଣା ମୁଖ ଫିଟାଇବ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।

ନାହୂମ 3:6
ଆମ୍ଭେ କୁତ୍ସିତ ପଦାର୍ଥ ତୁମ୍ଭ ଉପରକୁ ପକାଇବା, ତୁମ୍ଭକୁ ଘୃଣାପୂର୍ଣ୍ଣ ଭାବେ ଆମ୍ଭେ ବ୍ଯବହାର କରିବା। ତୁମ୍ଭକୁ ଲୋକମାନେ ଦେଖି ଉପହାସ କରିବେ।

ଯାତ୍ରା ପୁସ୍ତକ 10:3
ତେଣୁ ମାଶାେ ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ। ସମାନେେ ତାଙ୍କୁ କହିଲେ, ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର କହିନ୍ତି, ' କେତେ ଦିନ ତୁମ୍ଭେ ମାେତେ ଅମାନ୍ଯ କରିବ? ମାରେ ଲୋକମାନଙ୍କୁ ୟିବାକୁ ଦିଅ ଓ ସମାନଙ୍କେୁ ମାରେ ଉପାସନା କରିବାକୁ ଦିଅ।