Matthew 19:28
ଯୀଶୁ ଶିଷ୍ଯମାନଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ନୂତନ ଜଗତ ସୃଷ୍ଟି ହେଲେ ମନୁଷ୍ଯ ପୁତ୍ର ତାହାଙ୍କର ମହାନ ସିଂହାସନ ପାଖ ରେ ବସିବ ଓ ତୁମ୍ଭମାନେେ ମଧ୍ଯ ଯେଉଁମାନେ ମାେତେ ଅନୁସରଣ କରୁଛ, ସିଂହାସନ ପାଖ ରେ ବସିବ। ତୁମ୍ଭମାନେେ ବାରଟି ସିଂହାସନ ଉପରେ ବସିବ ଏବଂ ଇଶ୍ରାୟେଲର ବାରଟି ବଂଶର ଲୋକମାନଙ୍କର ବିଚ଼ାର କରିବ।
Matthew 19:28 in Other Translations
King James Version (KJV)
And Jesus said unto them, Verily I say unto you, That ye which have followed me, in the regeneration when the Son of man shall sit in the throne of his glory, ye also shall sit upon twelve thrones, judging the twelve tribes of Israel.
American Standard Version (ASV)
And Jesus said unto them, Verily I say unto you, that ye who have followed me, in the regeneration when the Son of man shall sit on the throne of his glory, ye also shall sit upon twelve thrones, judging the twelve tribes of Israel.
Bible in Basic English (BBE)
And Jesus said to them, Truly I say to you that in the time when all things are made new, and the Son of man is seated in his glory, you who have come after me will be seated on twelve seats, judging the twelve tribes of Israel.
Darby English Bible (DBY)
And Jesus said to them, Verily I say unto you, That *ye* who have followed me, in the regeneration when the Son of man shall sit down upon his throne of glory, *ye* also shall sit on twelve thrones, judging the twelve tribes of Israel.
World English Bible (WEB)
Jesus said to them, "Most assuredly I tell you that you who have followed me, in the regeneration when the Son of Man will sit on the throne of his glory, you also will sit on twelve thrones, judging the twelve tribes of Israel.
Young's Literal Translation (YLT)
And Jesus said to them, `Verily I say to you, that ye who did follow me, in the regeneration, when the Son of Man may sit upon a throne of his glory, shall sit -- ye also -- upon twelve thrones, judging the twelve tribes of Israel;
| ὁ | ho | oh | |
| And | δὲ | de | thay |
| Jesus | Ἰησοῦς | iēsous | ee-ay-SOOS |
| said | εἶπεν | eipen | EE-pane |
| unto them, | αὐτοῖς | autois | af-TOOS |
| Verily | Ἀμὴν | amēn | ah-MANE |
| I say | λέγω | legō | LAY-goh |
| unto you, | ὑμῖν | hymin | yoo-MEEN |
| That | ὅτι | hoti | OH-tee |
| ye | ὑμεῖς | hymeis | yoo-MEES |
| οἱ | hoi | oo | |
| which have followed | ἀκολουθήσαντές | akolouthēsantes | ah-koh-loo-THAY-sahn-TASE |
| me, | μοι | moi | moo |
| in | ἐν | en | ane |
| the | τῇ | tē | tay |
| regeneration | παλιγγενεσίᾳ | palingenesia | pa-leeng-gay-nay-SEE-ah |
| when | ὅταν | hotan | OH-tahn |
| the | καθίσῃ | kathisē | ka-THEE-say |
| Son | ὁ | ho | oh |
| υἱὸς | huios | yoo-OSE | |
| of man | τοῦ | tou | too |
| shall sit | ἀνθρώπου | anthrōpou | an-THROH-poo |
| in | ἐπὶ | epi | ay-PEE |
| throne the | θρόνου | thronou | THROH-noo |
| of his | δόξης | doxēs | THOH-ksase |
| glory, | αὐτοῦ | autou | af-TOO |
| ye | καθίσεσθε | kathisesthe | ka-THEE-say-sthay |
| also | καὶ | kai | kay |
| sit shall | ὑμεῖς | hymeis | yoo-MEES |
| upon | ἐπὶ | epi | ay-PEE |
| twelve | δώδεκα | dōdeka | THOH-thay-ka |
| thrones, | θρόνους | thronous | THROH-noos |
| judging | κρίνοντες | krinontes | KREE-none-tase |
| the | τὰς | tas | tahs |
| twelve | δώδεκα | dōdeka | THOH-thay-ka |
| tribes | φυλὰς | phylas | fyoo-LAHS |
| τοῦ | tou | too | |
| of Israel. | Ἰσραήλ | israēl | ees-ra-ALE |
Cross Reference
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:21
ଯେ ବିଜଯୀ ହୁଏ, ମୁଁ ତାହାକୁ ମାେ ସହିତ ସିଂହାସନ ରେ ବସାଇବି। ଯେପରି ମୁଁ ବିଜଯୀ ହାଇେ ମାରେ ପରମପିତାଙ୍କ ସହ ତାହାଙ୍କ ସିଂହାସନ ରେ ବସିଥିଲି, ସେ ସହେିପରି ମାେ ସହିତ ବସିବ।
ମାଥିଉଲିଖିତ ସୁସମାଚାର 25:31
ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:5
ସିଂହାସନ ଉପରେ ୟିଏ ବସିଥିଲେ, ସେ କହିଲେ, ମୁଁ ସମସ୍ତ ବିଷୟ ନୂତନ କରୁଅଛି। ତା'ପରେ ସେ କହିଲେ, ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ବାସ ଯୋଗ୍ଯ ଓ ସତ୍ଯ।
ଲୂକଲିଖିତ ସୁସମାଚାର 22:28
ଅନକେ ବାଧାବିଘ୍ନ ଭିତର ଦଇେ ତୁମ୍ଭମାନେେ ମାେ ସହିତ ରହିଛ।
ମାଥିଉଲିଖିତ ସୁସମାଚାର 20:21
ଯୀଶୁ ପଚ଼ାରିଲେ, ତୁମ୍ଭେ କ'ଣ ଚ଼ାହୁଁଛ?
ମାଥିଉଲିଖିତ ସୁସମାଚାର 16:27
ମନୁଷ୍ଯପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ବର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ଯପୁତ୍ର ପ୍ରେତ୍ୟକକ ଲୋକକୁ ତାର କର୍ମ ଅନୁସାରେ ଫଳ ଦବେେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:26
ଯେ ବିଜଯୀ ହୁଏ ଓ ଶଷେପର୍ୟ୍ଯନ୍ତ ମାେ ଇଚ୍ଛା ଅନୁଯାଯୀ କାର୍ୟ୍ଯ ରେ ଲାଗିରହେ, ମୁଁ ତାହାକୁ ଜାତିଗୁଡ଼ିକ ଉପରେ ଶାସନ କରିବାର ଶକ୍ତି ଦବେି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:4
ସହେି ସିଂହାସନର ଚାରିପାଖ ରେ ଆଉ ଚବିଶଟି ସିଂହାସନ ଥିଲା। ସହେି ଚବିଶଟି ସିଂହାସନ ରେ ଚବିଶ ଜଣ ପ୍ରାଚୀନ ବସିଥିଲେ। ସମାନେେ ଶୁଭ୍ରବସ୍ତ୍ର ପିନ୍ଧିଥିଲେ ଏବଂ ମସ୍ତକରେ ସୁନାର ମୁକୁଟ ପିନ୍ଧିଥିଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:4
ଏହିପରି ମୁଦ୍ରାଙ୍କିତ ହେବା ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି। ସେମାନେ 144,000 ଜଣ ଥିଲେ। ସେମାନେ ଇସ୍ରାଏଲର ପ୍ରତି ପରିବାର ବର୍ଗ ମଧ୍ୟରୁ ଥିଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:1
ତା'ପରେ ସ୍ବର୍ଗ ରେ ଏକ ବିଚିତ୍ର ଚିହ୍ନ ଦଖାଗେଲା। ମୁଁ ଜଣେ ନାରୀଙ୍କୁ ସୂର୍ୟ୍ଯଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:4
ତା'ପରେ ମୁଁ ତିନୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସହେି ଲୋକମାନଙ୍କୁ ବିଚାର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହବୋ ଓ ପରମେଶ୍ବରଙ୍କର ବାକ୍ଯ ପ୍ରଚାର କରିବା ହତେୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସହେି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସହେି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସମାନେେ ତାହାଙ୍କ କପାଳ ରେ ବା ହାତ ରେ ସହେି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସମାନେେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ୟ୍ଯନ୍ତ ଶାସନ କଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:11
ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:2
ଏହା ନଗରୀର ରାଜପଥ ଦଇେ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବୃକ୍ଷ ରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।
ପିତରଙ୍କ ଦିତୀୟ ପତ୍ର 3:13
କିନ୍ତୁ ପରମେଶ୍ବର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦଇେଛନ୍ତି। ଆମ୍ଭମାନେେ ତାହାଙ୍କ ପ୍ରତିଜ୍ଞାନୁସା ରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷା ରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହବେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:12
ଯଦି ଆମ୍ଭେ ଯାତନା ସହିବା, ତା' ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା। ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା, ତା' ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ।
ଯାତ୍ରା ପୁସ୍ତକ 15:27
ଏହାପରେ ଲୋକମାନେ ଏଲୀମକୁ ଗଲେ। ଏଲୀମଠା ରେ ବାରଟି ନିର୍ଝର ଏବଂ ସତୁରୀଟି ଖଜୁରୀ ଗଛ ଥିଲା। ତେଣୁ ଲୋକମାନେ ସହେିଠା ରେ ପାଣି ପାଖ ରେ ଛାଉଣୀ ସ୍ଥାପନ କଲେ।
ଯାତ୍ରା ପୁସ୍ତକ 24:4
ତେଣୁ ମାଶାେ ସଦାପ୍ରଭୁଙ୍କର ସମସ୍ତ ବାକ୍ଯ ଲେଖିଲେ। ପ୍ରଭାତ ରେ ଉଠି ପର୍ବତ ତଳେ ଏକ ୟଜ୍ଞବଦେୀ ଓ ଇଶ୍ରାୟେଲର ଦ୍ବାଦଶ ବଂଶ ନିମନ୍ତେ ଦ୍ବାଦଶ ସ୍ତମ୍ଭ ନିର୍ମାଣ କଲେ।
ଯାତ୍ରା ପୁସ୍ତକ 28:21
ଏହି ମଣି ଇଶ୍ରାୟେଲ ପୁତ୍ରମାନଙ୍କ ନାମ ନିମନ୍ତେ ସମାନଙ୍କେ ନାମ ଅନୁସାରେ ଦ୍ବାଦଶ ହବେ। ମୁଦ୍ରା ନ୍ଯାଯ ଖାଦେିତ ପ୍ରେତ୍ୟକକ ମଣି ରେ ସହେି ଦ୍ବାଦଶ ବଂଶ ନିମନ୍ତେ ପ୍ରେତ୍ୟକକ ପୁତ୍ରନ ନାମ ରହିବ।
ଲେବୀୟ ପୁସ୍ତକ 24:5
ଆଉ ତୁମ୍ଭେ ସରୁ ମଇଦା ନଇେ ତହିଁରେ ବାର ଗୋଟି ପିଠା ପ୍ରସ୍ତୁତ କରିବ, ପ୍ରେତ୍ୟକକ ପିଠା ଏକ ଐଫାର ଦୁଇ ଦଶମାଂଶ ହବେ।
ଯିହୋଶୂୟ 3:12
ବର୍ତ୍ତମାନ ତୁମ୍ଭେ ବାରଜଣ ଲୋକଙ୍କକ୍ସ୍ଟ ବାଛ। ତୁମ୍ଭମାନେେ ଇଶ୍ରାୟେଲର ବାରଜଣ ପରିବାରରକ୍ସ୍ଟ ଜଣ ଜଣ କରି ବାରଜଣଙ୍କକ୍ସ୍ଟ ବାଛ।
ପ୍ରଥମ ରାଜାବଳୀ 18:31
ଏଲିଯ ବାର ଗୋଟି ପଥର ପାଇଲେ। ଏହି ବାରଟି ପଥର ବାରଟି ଗୋଷ୍ଠୀ ପାଇଁ ଉର୍ଦ୍ଦିଷ୍ଟ ଥିଲା। ଏହା ବାରଟି ଗୋଷ୍ଠୀ ଯାକୁବଙ୍କର ବାର ପୁତ୍ରମାନଙ୍କର ନାମ ଅନୁସାରେ ହେଲେ। ସଦାପ୍ରଭୁ ଯାକୁବଙ୍କୁ ଇଶ୍ରାୟେଲ ନାମ ଦଇେଥିଲେ।
ଏଜ୍ରା 6:17
ପୁଣି ପରମେଶ୍ବରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ସମୟରେ ସମାନେେ 100 ବୃଷ, 200 ଅଣ୍ତିରା ମଷେ, 400 ମଷେଶାବକ ଉତ୍ସର୍ଗ କଲେ। ଏବଂ ସମଗ୍ର ଇଶ୍ରାୟେଲର ପାପାର୍ଥକ ବଳିଦାନ ନିମନ୍ତେ ଇଶ୍ରାୟେଲୀୟ ଗୋଷ୍ଠୀର ସଂଖ୍ଯା ଅନୁସାରେ ବାର ଗୋଟି ଛାଗ ଉତ୍ସର୍ଗ କଲେ।
ଯିଶାଇୟ 65:17
କାରଣ ଦେଖ, ଆମ୍ଭେ ନୂତନ ସ୍ବର୍ଗମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁଅଛୁ। ତେଣୁ ପୂର୍ବକାଳର ବିଷଯସବୁ ବିସ୍ମୃତ ହବେ ଓ ସଗେୁଡ଼ିକ ଆଉ ସ୍ମୃତିକୁ ଆସିବ ନାହିଁ।
ଯିଶାଇୟ 66:22
କାରଣ ଆମ୍ଭେ ଯେଉଁ ନୂତନ ସ୍ବର୍ଗମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖ ରେ ସ୍ଥାଯୀ ହବେ, ସହେିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାଯୀ ହବେ, ଏହା ସଦାପ୍ରଭୁ କୁହନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 3:21
ପୁନର୍ବାର ସମସ୍ତ କାର୍ୟ୍ଯ ସୁସମ୍ପନ୍ନ ହବୋ ପର୍ୟ୍ଯନ୍ତ ଯୀଶୁଙ୍କୁ ସ୍ବର୍ଗ ରେ ରହିବାକୁ ପଡ଼ିବ। ଏହି ସମସ୍ତ ବିଷୟ ରେ ପରମେଶ୍ବର ବହୁତ ଆଗରୁ ଭାବବଦୀମାନଙ୍କ ମାଧ୍ଯମ ରେ କହିଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:2
ତୁମ୍ଭମାନେେ ଅବଶ୍ଯ ଜାଣିଛ ଯେ ପରମେଶ୍ବରଙ୍କର ଲୋକମାନେ ଜଗତର ବିଚାର କରିବେ। ଅତଏବ, ଯଦି ତୁମ୍ଭମାନେେ ଜଗତର ବିଚାର କରିବ, ତା' ହେଲେ ଏହି ଭଳି େଛାଟ େଛାଟ କଥାଗୁଡ଼ିକର ବିଚାର କ'ଣ ତୁମ୍ଭମାନେେ କରିପାରିବ ନାହିଁ ?
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:7
ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ଯ ଶାନ୍ତି ଦବେେ। ଯେତବେେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ବର୍ଗଦୂତମାନଙ୍କ ସହିତ ସ୍ବର୍ଗରୁ ଆସିବେ, ସେତବେେଳେ ପରମେଶ୍ବର ଆମ୍ଭର ଦୁଃଖ ଉପଶମ କରି ଦବେେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:12
ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ବାରା ଥିଲା। ସହେି ଦ୍ବାରମାନଙ୍କ ରେ ବାରଟି ସ୍ବର୍ଗଦୂତ ଥିଲେ। ପ୍ରେତ୍ୟକକ ପ୍ରବେଶ ଦ୍ବାର ରେ ଇଶ୍ରାୟେଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖାଦେିତ ଥିଲା।