Matthew 2:11 in Oriya

Oriya Oriya Bible Matthew Matthew 2 Matthew 2:11

Matthew 2:11
ସମାନେେ ଘର ଭିତରକୁ ଗଲେ। ମା ମରିୟମଙ୍କ ପାଖ ରେ ପିଲାଟିକୁ ଦେଖିଲେ। ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି ତାହାଙ୍କର ଉପାସନା କଲେ। ତା'ପରେ ସମାନେେ ଶିଶୁ ପାଇଁ ଆଣିଥିବା ଉପହାର ପଡେିଟି ଖାଲିେଲେ। ସମାନେେ ଶିଶୁକୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।

Matthew 2:10Matthew 2Matthew 2:12

Matthew 2:11 in Other Translations

King James Version (KJV)
And when they were come into the house, they saw the young child with Mary his mother, and fell down, and worshipped him: and when they had opened their treasures, they presented unto him gifts; gold, and frankincense and myrrh.

American Standard Version (ASV)
And they came into the house and saw the young child with Mary his mother; and they fell down and worshipped him; and opening their treasures they offered unto him gifts, gold and frankincense and myrrh.

Bible in Basic English (BBE)
And they came into the house, and saw the young child with Mary, his mother; and falling down on their faces they gave him worship; and from their store they gave him offerings of gold, perfume, and spices.

Darby English Bible (DBY)
And having come into the house they saw the little child with Mary his mother, and falling down did him homage. And having opened their treasures, they offered to him gifts, gold, and frankincense, and myrrh.

World English Bible (WEB)
They came into the house and saw the young child with Mary, his mother, and they fell down and worshiped him. Opening their treasures, they offered to him gifts: gold, frankincense, and myrrh.

Young's Literal Translation (YLT)
and having come to the house, they found the child with Mary his mother, and having fallen down they bowed to him, and having opened their treasures, they presented to him gifts, gold, and frankincense, and myrrh,

And
καὶkaikay
when
they
were
come
ἐλθόντεςelthontesale-THONE-tase
into
εἰςeisees
the
τὴνtēntane
house,
οἰκίανoikianoo-KEE-an
they
saw
εὗρονheuronAVE-rone
the
τὸtotoh
child
young
παιδίονpaidionpay-THEE-one
with
μετὰmetamay-TA
Mary
Μαρίαςmariasma-REE-as
his
τῆςtēstase

μητρὸςmētrosmay-TROSE
mother,
αὐτοῦautouaf-TOO
and
καὶkaikay
fell
down,
πεσόντεςpesontespay-SONE-tase
worshipped
and
προσεκύνησανprosekynēsanprose-ay-KYOO-nay-sahn
him:
αὐτῷautōaf-TOH
and
when
καὶkaikay
opened
had
they
ἀνοίξαντεςanoixantesah-NOO-ksahn-tase
their
τοὺςtoustoos

θησαυροὺςthēsaurousthay-sa-ROOS
treasures,
αὐτῶνautōnaf-TONE
presented
they
προσήνεγκανprosēnenkanprose-A-nayng-kahn
unto
him
αὐτῷautōaf-TOH
gifts;
δῶραdōraTHOH-ra
gold,
χρυσὸνchrysonhryoo-SONE
and
καὶkaikay
frankincense,
λίβανονlibanonLEE-va-none
and
καὶkaikay
myrrh.
σμύρνανsmyrnanSMYOOR-nahn

Cross Reference

ଗୀତସଂହିତା 72:10
ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭଟେି ଆଣନ୍ତୁ।

ଯିଶାଇୟ 60:6
ଅକଳନ ଓଟ, ତୁମ୍ଭକୁ ଆବୃତ କରିବ ଏବଂ ୟୁବ ଓଟମାନେ ତୁମ୍ଭ ପାଖକୁ ଶିବା ଏବଂ ଐଫା ଦେଶରୁ ଆସିବେ। ସମାନେେ ସୁବର୍ଣ୍ଣ ଓ ସୁବାସିତ ଧୂପ ଆଣିବେ ଏବଂ ସଦାପ୍ରଭୁଙ୍କର ପ୍ରଶଂସାଗାନ କରିବେ।

ମାଥିଉଲିଖିତ ସୁସମାଚାର 2:2
ସମାନେେ ପଚାରିଲେ ଯିହୂଦୀମାନଙ୍କର ରାଜା ସହେି ନବଜାତ ଶିଶୁ କେଉଁଠା ରେ? କାରଣ ଆମ୍ଭେ ପୂର୍ବ ଦେଶ ରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସହେି ତାରୀ ପ୍ରକାଶ କରେ ଯେ, ସେ ଜନ୍ମ ହାଇେଛନ୍ତି। ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।

ଗୀତସଂହିତା 72:15
ରାଜା ଦୀର୍ଘଜୀବି ହୁଅନ୍ତୁ ଏବଂ ତାଙ୍କୁ ଶିବାର ସ୍ବର୍ଣ୍ଣ ହସ୍ତଗତ ହେଉ। ଲୋକମାନେ ନିରନ୍ତର ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।

ଲୂକଲିଖିତ ସୁସମାଚାର 2:16
ତେଣୁ ସମାନେେ ଶୀଘ୍ର ଗଲେ ଓ ମରିୟମ ଏବଂ ୟୋ ସଫଙ୍କେୁ ଖାଜେି ପାଇଲେ। ସହେି ଶିଶୁ ଗୋଟିଏ ଗୋରୁ କୁଣ୍ଡ ରେ ଶାଇେଥିଲେ।

ଲୂକଲିଖିତ ସୁସମାଚାର 2:26
ପବିତ୍ର ଆତ୍ମା ତାହାଙ୍କୁ କହି ଦଇେଥିଲେ ଯେ, ସେ ପ୍ରଭୁ ପରମେଶ୍ବରଙ୍କଠାରୁ ଆଗତ ଖ୍ରୀଷ୍ଟଙ୍କ ଦର୍ଶନ ନକରିବା ପୂର୍ବରୁ ତାହାଙ୍କର ମୃତ୍ଯୁ ହବେନାହିଁ।

ଲୂକଲିଖିତ ସୁସମାଚାର 2:38
ସେ ସହେି ସମୟରେ ଶିଶୁ ଓ ତା'ର ବାପାମାଆଙ୍କ ପାଖକୁ ଆସିଲେ। ସେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ଯେଉଁମାନେ ୟିରୁଶାଲମର ମୁକ୍ତିର ଅପେକ୍ଷା ରେ ଥିଲେ, ସହେି ସମସ୍ତ ଲୋକଙ୍କୁ ସେ ଯୀଶୁଙ୍କ ବିଷୟ ରେ କହିଲେ।

ଯୋହନଲିଖିତ ସୁସମାଚାର 5:22
ପିତା କାହାର ବିଚାର କରନ୍ତି ନାହିଁ। କିନ୍ତୁ ସେ ପୁତ୍ରଙ୍କୁ ବିଚାର କରିବାର ସମସ୍ତ କ୍ଷମତା ଅର୍ପଣ କରିଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:25
ପିତର ଘ ରେ ପ୍ରବେଶ କରିବା ବେଳେ କର୍ଣ୍ଣୀଲିୟ ତାହାଙ୍କୁ ସାକ୍ଷାତ କରି ତାହାଙ୍କ ପାଦତଳେ ପଡ଼ି ପ୍ରଣାମ କଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:8
ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଚାରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖ ରେ ନଇଁପଡ଼ି ପ୍ରଣାମ କଲେ। ସମାନେେ ପ୍ରେତ୍ୟକକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସମାନେେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ଯ ଧରିଥିଲେ। ସହେି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:10
ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ବାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ବରଙ୍କର ଜଣେ ସବେକ ମାତ୍ର। ତେଣୁ ପରମେଶ୍ବରଙ୍କୁ ଉପାସନା କର ! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ଯ ଦେଉଛି ଭବିଷ୍ଯତ୍ ବାଣୀର ମୂଳ ଆତ୍ମା ସ୍ବରୂପ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:8
ମୁଁ ଯୋହନ। ମୁଁ ଏସବୁ ଶୁଣିଛି ଓ ଦେଖିଛି। ପୁଣି କଥା ଶୁଣିବା ଓ ଦେଖିବା ପରେ ମୁଁ ଏସବୁ କହିବାଦୂତଙ୍କ ପାଦତଳେ ପ୍ରଣାମ କରିବା ପାଇଁ ପଡ଼ିଗଲି।

ପ୍ରଥମ ରାଜାବଳୀ 10:2
ଶିବାର ରାଣୀ ବହୁ ଦାସଦାସୀଙ୍କ ଗହଣ ରେ ୟିରୁଶାଲମରୁ ଆସିଲା ବେଳେ ସଙ୍ଗ ରେ ଓଟ ପୃଷ୍ଟ ରେ ସୁଗନ୍ଧି ଦ୍ରବ୍ଯ, ବିଭିନ୍ନ ରତ୍ନ ଓ ବହୁ ସୁବର୍ଣ୍ଣ ଆଣି ଶଲୋମନଙ୍କୁ ଭଟେିଲେ ଓ ଆପଣାର ମନୋନୀତ ପ୍ରଶ୍ନ ଶ ଲୋମନଙ୍କୁ ପଚାରିଲେ।

ପ୍ରଥମ ଶାମୁୟେଲ 10:27
କିନ୍ତୁ କେତେ ଖଳ ବ୍ଯକ୍ତି କହିଲେ, କମେିତି ଏ ଲୋକ ଆମକକ୍ସ୍ଟ ରକ୍ଷା କରିବ? ସମାନେେ ଶାଉଲଙ୍କ ବିରକ୍ସ୍ଟଦ୍ଧ ରେ ଖରାପ କଥା କହିଲେ ଏବଂ ତାଙ୍କ ନିକଟକକ୍ସ୍ଟ ଉପହାର ଆଣିବା ପାଇଁ ବାରଣ କଲେ। କିନ୍ତୁ ଶାଉଲ ନୀରବ ରହିଲେ।

ଗଣନା ପୁସ୍ତକ 7:86
ଉପୟୁକ୍ତ ମାପ ଅନୁସାରେ ପ୍ରେତ୍ୟକକ ସୂର୍ଣ ଚାମଚ ରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଚାମଚର ସୂର୍ଣ ଦଶ ଶକେଲ ଥିଲା।

ମାଥିଉଲିଖିତ ସୁସମାଚାର 14:33
ଯେଉଁମାନେ ଡଙ୍ଗା ଉପରେ ଥିଲେ, ସମାନେେ ଯୀଶୁଙ୍କୁ ପ୍ରମାମ କଲେ ଓ କହିଲେ, ପ୍ରକୃତ ରେ ତୁମ୍ଭେ ପରମେଶ୍ବରଙ୍କ ପୁତ୍ର।

ମାଥିଉଲିଖିତ ସୁସମାଚାର 4:9
ଶୟତାନ ଯୀଶୁଙ୍କୁ କହିଲା, ଯଦି ତୁମ୍ଭେ ପାଦତଳେ ପଡି ମାେତେ ପ୍ରଣାମ କରିବ, ତବେେ ତୁମ୍ଭକୁ ମୁଁ ଏସବୁ ଦଇେ ଦବେି।

ମଲାଖୀ 1:11
ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ବ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନ ରେ ପବିତ୍ର ନବୈେଦ୍ଯ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶ ରେ ମହାନ୍ ଅଟେ। ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।

ଗୀତସଂହିତା 95:6
ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବ! ଆସ, ସହେି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।

ଯାତ୍ରା ପୁସ୍ତକ 30:23
ଏହି ଅତ୍ଯୁତ୍ତମ ସୁଗନ୍ଧି ଦ୍ରବ୍ଯ, ଅର୍ଥାତ୍ ପବିତ୍ରସ୍ଥାନର ଶକେଲ ଅନୁସାରେ ପାଞ୍ଚଶତ ଶକେଲ ନିର୍ମଳ ଗନ୍ଧରସ ଓ ତା'ର ଅଧା ଅର୍ଥାତ୍ ଅଢାଇଶ ଶକେଲ ସୁଗନ୍ଧି ବାରୁଚିନୀ ଓ ଅଢାଇଶତ ଶକେଲ ସୁଗନ୍ଧି ବଚ ସଂଗ୍ରହ କର।

ଯାତ୍ରା ପୁସ୍ତକ 30:34
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଆପଣା ନିକଟରେ ସୁଗନ୍ଧ ଦ୍ରବ୍ଯ ଅର୍ଥାତ୍ ଗୁଗ୍ଗୁଳ ଓ ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍। ଏହି ପ୍ରେତ୍ୟକକ ସୁଗନ୍ଧି ଦ୍ରବ୍ଯ ସମଭାବରେ ସଂଗ୍ରହ କର।

ଲେବୀୟ ପୁସ୍ତକ 6:15
ଯାଜକ ସହେି ଶସ୍ଯ ନବୈେଦ୍ଯରୁ ମୁଠାଏ ସରୁ ମଇଦା, କିଛି ତୈଳ ଓ ନବୈେଦ୍ଯ ଉପରିସ୍ଥ ସମସ୍ତ ଲୋବାନ ନଇେ ୟଜ୍ଞବଦେୀ ରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସ୍ମରଣାର୍ଥକ ନବୈେଦ୍ଯ ହବେ।

ଗଣନା ପୁସ୍ତକ 7:14
ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।

ପ୍ରଥମ ରାଜାବଳୀ 10:10
ସେ (ସ୍ତ୍ରୀ) ରାଜାଙ୍କୁ 120 ତାଲନ୍ତା ସୁବର୍ଣ୍ଣ ଦେଲେ, ସେ (ସ୍ତ୍ରୀ) ମଧ୍ଯ ତାଙ୍କୁ ବହୁ ସୁଗନ୍ଧି ଦ୍ରବ୍ଯ ଓ ରତ୍ନ ଦେଲେ। ଶିବାର ରାଣୀ ଶଲୋମନଙ୍କୁ ଯେଉଁ ପରିମାଣର ସୁଗନ୍ଧି ଦ୍ରବ୍ଯ ଓ ରତ୍ନ ଦେଲେ ଏତେ ପରିମାଣର କହେି ଇଶ୍ରାୟେଲକୁ କବେେ ଦଇେ ନଥିଲେ।

ଗୀତସଂହିତା 2:12
ଦଖାଇଦେିଅ ୟେ ତୁମ୍ଭମାନେେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା' ନ ହେଲେ ସେ କ୍ରୋଧିତ ହବେେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ବାସୀ ସମାନେେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହବୋ ଉଚିତ୍ କାରଣ ସଦାପ୍ରଭୁଙ୍କ କୋର୍ଧର ଶିକାର ସମାନେେ ୟେ କୌଣସି ସମଯରେ ଧନ୍ଯ।

ଗୀତସଂହିତା 45:8
ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିୟୁକ୍ତ ଅଗୁରୁ ଡ଼ାଲଚିନି ମସଲାର ବାସନା ଭାସି ଆସୁଛି। ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।

ଆଦି ପୁସ୍ତକ 43:11
ଏହାପରେ ତାଙ୍କର ପିତା ଇଶ୍ରାୟେଲ କହିଲେ, ଯଦି ଏହା ସତ୍ଯ ତବେେ ବିନ୍ଯାମୀନକୁ ତୁମ୍ଭ ସହିତ ନଇୟୋଅ। କିନ୍ତୁ ତାଙ୍କର କର୍ତ୍ତାଙ୍କ ପାଇଁ କିଛି ଉପହାର ନଇୟୋଅ। ତାଙ୍କ ନିକଟକୁ କିଛି ମହୁ, ପେସ୍ତାବାଦାମ, ଗୁଗ୍ଗୁଳ ଓ ଗନ୍ଧରସ ନଇେ ୟାଅ।