Matthew 24:35
ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାରେ ବାକ୍ଯ କବେେ ଅନ୍ୟଥା ହବେନାହିଁ।
Matthew 24:35 in Other Translations
King James Version (KJV)
Heaven and earth shall pass away, but my words shall not pass away.
American Standard Version (ASV)
Heaven and earth shall pass away, but my words shall not pass away.
Bible in Basic English (BBE)
Heaven and earth will come to an end, but my words will not come to an end.
Darby English Bible (DBY)
The heaven and the earth shall pass away, but my words shall in no wise pass away.
World English Bible (WEB)
Heaven and earth will pass away, but my words will not pass away.
Young's Literal Translation (YLT)
The heaven and the earth shall pass away, but my words shall not pass away.
| ὁ | ho | oh | |
| Heaven | οὐρανὸς | ouranos | oo-ra-NOSE |
| and | καὶ | kai | kay |
| ἡ | hē | ay | |
| earth | γῆ | gē | gay |
| shall pass away, | παρελεύσονται, | pareleusontai | pa-ray-LAYF-sone-tay |
| but | οἱ | hoi | oo |
| my | δὲ | de | thay |
| λόγοι | logoi | LOH-goo | |
| words | μου | mou | moo |
| οὐ | ou | oo | |
| shall not pass | μὴ | mē | may |
| away. | παρέλθωσιν | parelthōsin | pa-RALE-thoh-seen |
Cross Reference
ଯିଶାଇୟ 40:8
ତୃଣ ସିନା ଶୁଷ୍କ ହୁଏ ଓ ପୁଷ୍ପ ସିନା ମଳିନ ହୁଏ, ମାତ୍ର ଆମ୍ଭମାନଙ୍କ ପରମେଶ୍ବରଙ୍କ ବାକ୍ଯ ଅନନ୍ତକାଳସ୍ତାଯୀ।'
ପିତରଙ୍କ ପ୍ରଥମ ପତ୍ 1:25
କିନ୍ତୁ ପରମେଶ୍ବରଙ୍କ ବାକ୍ଯ ଅନନ୍ତକାଳସ୍ଥାଯୀ ଏବଂ ଏହି ଶିକ୍ଷା ତୁମ୍ଭକୁ ଦିଆ ଯାଇଥିଲା। ୟିଶାଇୟ 40:6-8
ଗଣନା ପୁସ୍ତକ 23:19
ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!
ମାଥିଉଲିଖିତ ସୁସମାଚାର 5:18
ମୁଁ ତୁମ୍ଭକୁ ସତ୍ଯ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହବୋ ପର୍ୟ୍ଯନ୍ତ ଓ ସବୁ କଥା ନ ଘଟିବା ପର୍ୟ୍ଯନ୍ତ ଏହି ନିୟମରୁ ଅକ୍ଷରଟିଏ କି ବନ୍ଦୁଟିଏ ହେଲେ ମଧ୍ଯ ଲୋପ ପାଇବନାହିଁ।
ଯିଶାଇୟ 54:10
ସଦାପ୍ରଭୁ ଯେ କି ତୁମ୍ଭପ୍ରତି କରୁଣା କରିଅଛନ୍ତି କୁହନ୍ତି : ଯଦିଓ ପର୍ବତଗୁଡ଼ିକ ବିଚଳିତ ହାଇେ ଘୁଞ୍ଚିଯିବେ ; ଉପପର୍ବତଗୁଡ଼ିକ ଟଳି ପଡ଼ିବେ, ତଥାପି ଆମ୍ଭର ଦୟା ତୁମ୍ଭଠାରୁ ଦୂ ରଇେ ୟିବ ନାହିଁ କିମ୍ବା ଆମ୍ଭର ଶାନ୍ତିର ବ୍ଯବସ୍ଥା ଟଳିବ ନାହିଁ।'
ଯିଶାଇୟ 55:11
ସହେିପରି ଆମ୍ଭ ମୁଖ ନିଃସୃତ ବାକ୍ଯ ନିଷ୍ଫଳ ହାଇେ ଆମ୍ଭ ନିକଟକୁ ଫରେି ଆସିବ ନାହିଁ ; ମାତ୍ର ଆମ୍ଭ ଇଚ୍ଛାନୁସା ରେ ଆମ୍ଭ ବାକ୍ଯ ସିଦ୍ଧ ହବେ ଏବଂ ଯେଉଁ କାର୍ୟ୍ଯ ପାଇଁ ଆମ୍ଭେ ପ୍ ରରଣେ କରିଛୁ, ତାହା ସଫଳ ହବେ।
ହିତୋପଦେଶ 30:5
ପରମେଶ୍ବରଙ୍କର ପ୍ରେତ୍ୟକକ ବାକ୍ଯ ପରୀକ୍ଷାସିଦ୍ଧ, ଯେଉଁମାନେ ତାଙ୍କଠା ରେ ଆଶ୍ରଯ ନିଅନ୍ତି, ସେ ସମାନଙ୍କେର ଢ଼ାଲ ଅଟନ୍ତି।
ଯିଶାଇୟ 51:6
ତୁମ୍ଭମାନେେ ସ୍ବର୍ଗମଣ୍ଡଳ ପ୍ରତି ଉର୍ଦ୍ଧ୍ବଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ଯ ଅନ୍ତର୍ହିତ ହବେ ଓ ଭୂମଣ୍ଡଳ ବସ୍ତୁ ତୁଲ୍ଯ ଜୀର୍ଣ୍ଣ ହବେ। ଆଉ ମଧ୍ଯ ପୃଥିବୀବାସୀ ସହେିପରି ମୃତ୍ଯୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ଧର୍ମାଚାର ଲୁପ୍ତ ହବେ ନାହିଁ।
ଗୀତସଂହିତା 89:34
ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
ଯିରିମିୟ 31:35
ସଦାପ୍ରଭୁ କହନ୍ତି, ୟିଏ ଦିବସ ରେ ଆଲୋକ ଦବୋ ପାଇଁ ସୂର୍ୟ୍ଯ ଓ ରାତ୍ରି ରେ ଜ୍ଯୋତି ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସହେି ହେଉଛନ୍ତି ସୈନ୍ଯାଧିପତି ସଦାପ୍ରଭୁ।
ଗୀତସଂହିତା 102:26
ପୃଥିବୀ ଓ ଆକାଶ ଦିନେ ଶଷେ ହବେ। କିନ୍ତୁ ତୁମ୍ଭେ ନିତ୍ଯ ବିରାଜିତ। ତାହାସବୁ ବସ୍ତ୍ରପରି ସେସବୁ ବଦଳାଇ ଦବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:11
ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:14
ଆକାଶ ଭାଗଭାଗ ହାଇଗେଲା ଓ ଚର୍ମପତ୍ର ଭଳି ଗୁଡ଼ଇେ ହାଇଗେଲା। ପର୍ବତ ଓ ଦ୍ବୀପସମୂହ ନିଜନିଜ ସ୍ଥାନରୁ ସ୍ଥାନଚ୍ଯୁତ ହାଇଗେଲେ।
ପିତରଙ୍କ ଦିତୀୟ ପତ୍ର 3:7
ମାତ୍ର ପରମେଶ୍ବରଙ୍କ ସହେି ବାକ୍ଯ ଦ୍ବାରା ଆକାଶମଣ୍ଡଳ ଓ ବର୍ତ୍ତମାନର ଜଗତ ରହିଅଛି। ଆକାଶମଣ୍ଡଳ ଓ ପୃଥିବୀ ଅଗ୍ନି ଦ୍ବାରା ବିନଷ୍ଟ ହବୋ ନିମନ୍ତେ ରକ୍ଷିତ ଅଛି। ପରମେଶ୍ବରଙ୍କ ସମସ୍ତ ବିରୋଧୀ ଲୋକମାନେ ପୁଣି ଆକାଶମଣ୍ଡଳ ଓ ପୃଥିବୀ ନଷ୍ଟ ହବୋ ନିମନ୍ତେ ବିଚାର ଦିନ ପର୍ୟ୍ଯନ୍ତ ସୁରକ୍ଷିତ ଥିବେ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 1:2
ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସହେି ବିଶ୍ବାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହବୋ ପୂର୍ବରୁ ପରମେଶ୍ବର ସହେି ଅନନ୍ତ ଜୀବନର ପ୍ରତିଶୃତି ଦଇେଥିଲେ ଓ ପରମେଶ୍ବର ମିଛ କହନ୍ତି ନାହିଁ।
ଗୀତସଂହିତା 19:7
ପରମେଶ୍ବରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସଗେୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ଯବସ୍ଥାକୁ ବିଶ୍ବାସ କରାୟାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:14
ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ :
ଏବ୍ରୀମାନଙ୍କ ନିକଟକୁ ପତ୍ର 1:11
ଏହି ବିଷୟ ଗୁଡ଼ିକ ଲୋପ ପାଇବ, କିନ୍ତୁ ତୁମ୍ଭେ ନିତ୍ଯସ୍ଥାଯୀ। ସମସ୍ତ ବିଷୟ ବସ୍ତ୍ରଭଳି ପୁରୁଣା ହାଇଯେିବ।
ଯିଶାଇୟ 34:4
ପୁଣି ଆକାଶ ମଣ୍ଡଳର ସମସ୍ତ ସୈନ୍ଯ କ୍ଷଯପ୍ରାପ୍ତ ହବେେ ଏବଂ ମାେଡ଼ା କାଗଜ ଭଳି ସେ ଗୁଡ଼ାଇ ହାଇେଥିବେ। ଦ୍ରାକ୍ଷାଲତାର ଓ ଡ଼ିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର ସଦୃଶ ସମସ୍ତ ସୈନ୍ଯ ବିହୀନ ହବେେ ଏବଂ ପଡ଼ିଯିବେ।