Micah 6:13
ତେଣୁ ଆମ୍ଭେ ତୁମ୍ଭକୁ ଶାସ୍ତି ଦବୋ ଆରମ୍ଭ କରିଅଛୁ। ତୁମ୍ଭର ପାପ ୟୋଗୁ ଆମ୍ଭେ ତୁମ୍ଭକୁ ବିନଷ୍ଟ କରିବା।
Micah 6:13 in Other Translations
King James Version (KJV)
Therefore also will I make thee sick in smiting thee, in making thee desolate because of thy sins.
American Standard Version (ASV)
Therefore I also have smitten thee with a grievous wound; I have made thee desolate because of thy sins.
Bible in Basic English (BBE)
So I have made a start with your punishment; I have made you waste because of your sins.
Darby English Bible (DBY)
Therefore also will I make [thee] sick in smiting thee; I will make [thee] desolate because of thy sins.
World English Bible (WEB)
Therefore I also have struck you with a grievous wound. I have made you desolate because of your sins.
Young's Literal Translation (YLT)
And I also, I have begun to smite thee, To make desolate, because of thy sins.
| Therefore also | וְגַם | wĕgam | veh-ɡAHM |
| will I | אֲנִ֖י | ʾănî | uh-NEE |
| sick thee make | הֶחֱלֵ֣יתִי | heḥĕlêtî | heh-hay-LAY-tee |
| in smiting | הַכּוֹתֶ֑ךָ | hakkôtekā | ha-koh-TEH-ha |
| desolate thee making in thee, | הַשְׁמֵ֖ם | hašmēm | hahsh-MAME |
| because of | עַל | ʿal | al |
| thy sins. | חַטֹּאתֶֽךָ׃ | ḥaṭṭōʾtekā | ha-toh-TEH-ha |
Cross Reference
ଲେବୀୟ ପୁସ୍ତକ 26:16
ଯଦି ତୁମ୍ଭମାନେେ ତାହା କର, ତବେେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଭୟଙ୍କର ଅଘଟଣ ଘଟାଇବା। ଆମ୍ଭେ ତୁମ୍ଭମାନଙ୍କ ପ୍ରତି ୟକ୍ଷ୍ମା ଓ ଜ୍ବର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ, ପ୍ରାଣ କ୍ଷଯ କରିବ। ଆଉ ତୁମ୍ଭମାନେେ ବୃଥା ରେ ବୀଜ ବୁଣିବ, କାରଣ ଶତୃମାନେ ତାକୁ ଖାଇଯିବେ।
ହୋଶେୟ 13:16
ଶମରିଯା ନିଶ୍ଚିତ ଦଣ୍ତିତ ହବେ। କାରଣ ସେ ପରମେଶ୍ବରଙ୍କ ବିରୁଦ୍ଧ ରେ ୟାଇଥିଲା। ଇଶ୍ରାୟେଲୀୟମାନେ ଖଡ୍ଗ ରେ ନିହତ ହବେେ। ସମାନଙ୍କେର ପିଲାମାନେ ବିଦୀର୍ଣ୍ଣ ହବେେ। ସମାନଙ୍କେର ଗର୍ଭବତୀ ନାରୀମାନେ ମଧ୍ଯ ବିଦୀର୍ଣ୍ଣ ହବେେ।
ହୋଶେୟ 5:9
ଦଣ୍ତ ଦବୋ ସମୟରେ ଇଫ୍ରଯିମ ସର୍ବହରା ହାଇଯେିବ। ଆମ୍ଭେ ଇଶ୍ରାୟେଲ ପରିବାରମାନଙ୍କୁ ସତର୍କ କରି ଦେଉଛୁ ଯେ ସେସବୁ ପ୍ରକୃତ ରେ ଘଟିବ।
ଯିରିମିୟଙ୍କ ବିଳାପ 3:11
ସେ ମାରେ ପଥରୁ ମାେତେ ଟାଣି ନଇେ ଖଣ୍ଡ ଖଣ୍ଡ କରିଅଛନ୍ତି ଓ ମାେତେ ଅନାଥ କରିଅଛନ୍ତି।
ଯିରିମିୟଙ୍କ ବିଳାପ 1:13
ସଦାପ୍ରଭୁ ଉର୍ଦ୍ଧ୍ବରୁ ମାେ ଅସ୍ଥିଗୁଡ଼ିକ ମଧ୍ଯରୁ ଅଗ୍ନି ପ୍ ରରଣେ କରି ଅଛନ୍ତି, ସେ ମାରେ ମରଣ ପାଇଁ ଢ଼ାଲ ପାତିଛନ୍ତି ଓ ସେଥି ରେ ମାେତେ ଗୁଡ଼ାଇ ଦଇେଛନ୍ତି। ସେ ମାେତେ ଅନାଥିନୀ ଓ ଦିନସାରା ଅସୁସ୍ଥା କରିଛନ୍ତି।
ଯିରିମିୟ 14:18
ଆମ୍ଭେ ଯବେେ ବାହାର ହାଇେ କ୍ଷେତ୍ରକୁ ୟାଉଁ, ତବେେ ସଠାେ ରେ ଖଡ୍ଗାହତ ଲୋକଙ୍କୁ ଦେଖୁ। ପୁଣି ଯବେେ ନଗର ରେ ପ୍ରବେଶ କରୁ ତବେେ ସଠାେ ରେ ଦୁର୍ଭିକ୍ଷ ପୀଡ଼ିତ ଲୋକ ଦେଖୁ। କାରଣ ଭବିଷ୍ଯତ୍ ବକ୍ତା ଓ ଯାଜକ ଉଭୟ ଯଦିଓ ଦେଶ ରେ ଭ୍ରମଣ କରନ୍ତି, ସମାନେେ କିଛି ଜାଣନ୍ତି ନାହିଁ।'
ଯିଶାଇୟ 6:11
ତା'ପ ରେ ମୁଁ ସଦାପ୍ରଭୁଙ୍କୁ ପ୍ରଶ୍ନ କଲି, ପ୍ରଭୋ ! ମୁଁ କେତକୋଳ ଏହା କରିବି ?'
ଯିଶାଇୟ 1:5
ପରମେଶ୍ବର କୁହନ୍ତି, ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଚାଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦଲେୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭମାନେେ ମାେ ବିରୁଦ୍ଧ ରେ ବିଦ୍ରୋହ କରି ଚାଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦଯ ପୀଡ଼ିତ।
ଗୀତସଂହିତା 107:17
କେତକେ ମୂର୍ଖ ହାଇଗେଲେ କାରଣ ସମାନଙ୍କେର ନିଜର ପାପ ୟୋଗୁଁ ଏବଂ ସମାନେେ ଅଧର୍ମାଚରଣ କଲେ।
ଆୟୁବ ପୁସ୍ତକ 33:19
କିମ୍ବା ଜଣେ ବ୍ଯକ୍ତି ବିଛଣା ରେ ମଧ୍ଯ ପରମେଶ୍ବରଙ୍କ ବାଣୀ ଶୁଣିପା ରେ ଓ ପରମେଶ୍ବରଙ୍କ ପ୍ରଦତ୍ତ ଦଣ୍ଡ ଓ ୟନ୍ତ୍ରଣା ସହ୍ଯ କରେ। ପରମେଶ୍ବର ବ୍ଯଥାଦ୍ବାରା ସହେି ବ୍ଯକ୍ତିକୁ ଚତାବେନୀ ଦିଅନ୍ତି। ସହେି ବ୍ଯକ୍ତି ଏତେ ୟନ୍ତ୍ରଣା ପାଏ ସତେ ଯମେିତି ତା'ର ସବୁହାଡ଼ କଷ୍ଟ ପାଏ।
ଦିତୀୟ ବିବରଣ 28:21
ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭକୁ ମହାମାରୀ ରୋଗ ରେ ଆକ୍ରାନ୍ତ କରିବେ। ତୁମ୍ଭମାନେେ ଯେଉଁ ଦେଶକକ୍ସ୍ଟ ଅଧିକାର କରିବାକୁ ଯାଉଅଛ, ସହେି ଦେଶରକ୍ସ୍ଟ ତୁମ୍ଭମାନଙ୍କୁ ଧ୍ବଂସ କରିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 12:23
େ ହରୋଦ ନିଜର ଏହି ପ୍ରଶଂସା ଶୁଣିଲେ, କିନ୍ତୁ ସେ ପରମେଶ୍ବରଙ୍କୁ ତାହାଙ୍କର ସମ୍ମାନ ଜଣାଇଲେ ନାହିଁ। ତେଣୁ ପ୍ରଭୁଙ୍କର ଜଣେ ଦୂତ ହଠାତ୍ ତାହାଙ୍କୁ ଆଘାତ କଲେ ଓ ତାହାଙ୍କ ଶରୀରକୁ କୀଟମାନେ ଖାଇଲେ। ଶଷେ ରେ ସେ ମୃତ୍ଯୁବରଣ କଲେ।