Nehemiah 2:20
କିନ୍ତୁ ମୁଁ ଏହିପରି କହିଲି, ସ୍ବର୍ଗସ୍ଥ ପରମେଶ୍ବର ଆମ୍ଭର କାର୍ୟ୍ଯ ସିଦ୍ଧ କରିବେ। ଆମ୍ଭେ ହେଉଛୁ ପରମେଶ୍ବରଙ୍କ ଦାସ। ଆମ୍ଭମାନେେ ଏହି ନଗରକୁ ପୁନଃନିର୍ମାଣ କରିବୁ। କିନ୍ତୁ ୟିରୁଶାଲମ ରେ ତୁମ୍ଭର କିଛି କାର୍ୟ୍ଯ ନାହିଁ।
Nehemiah 2:20 in Other Translations
King James Version (KJV)
Then answered I them, and said unto them, The God of heaven, he will prosper us; therefore we his servants will arise and build: but ye have no portion, nor right, nor memorial, in Jerusalem.
American Standard Version (ASV)
Then answered I them, and said unto them, The God of heaven, he will prosper us; therefore we his servants will arise and build: but ye have no portion, nor right, nor memorial, in Jerusalem.
Bible in Basic English (BBE)
Then answering them I said, The God of heaven, he will be our help; so we his servants will go on with our building: but you have no part or right or any name in Jerusalem.
Darby English Bible (DBY)
And I answered them, and said to them, The God of the heavens, he will prosper us, and we his servants will arise and build; but ye have no portion, nor right, nor memorial in Jerusalem.
Webster's Bible (WBT)
Then I answered them, and said to them, The God of heaven, he will prosper us; therefore we his servants will arise and build: but ye have no portion, nor right, nor memorial, in Jerusalem.
World English Bible (WEB)
Then answered I them, and said to them, The God of heaven, he will prosper us; therefore we his servants will arise and build: but you have no portion, nor right, nor memorial, in Jerusalem.
Young's Literal Translation (YLT)
And I return them word, and say to them, `The God of the heavens -- He doth give prosperity to us, and we His servants rise and have built; and to you there is no portion, and right, and memorial in Jerusalem.'
| Then answered | וָֽאָשִׁ֨יב | wāʾāšîb | va-ah-SHEEV |
| אוֹתָ֜ם | ʾôtām | oh-TAHM | |
| I them, and said | דָּבָ֗ר | dābār | da-VAHR |
| God The them, unto | וָֽאוֹמַ֤ר | wāʾômar | va-oh-MAHR |
| of heaven, | לָהֶם֙ | lāhem | la-HEM |
| he | אֱלֹהֵ֣י | ʾĕlōhê | ay-loh-HAY |
| will prosper | הַשָּׁמַ֔יִם | haššāmayim | ha-sha-MA-yeem |
| we therefore us; | ה֚וּא | hûʾ | hoo |
| his servants | יַצְלִ֣יחַֽ | yaṣlîḥa | yahts-LEE-ha |
| will arise | לָ֔נוּ | lānû | LA-noo |
| and build: | וַֽאֲנַ֥חְנוּ | waʾănaḥnû | va-uh-NAHK-noo |
| no have ye but | עֲבָדָ֖יו | ʿăbādāyw | uh-va-DAV |
| portion, | נָק֣וּם | nāqûm | na-KOOM |
| nor right, | וּבָנִ֑ינוּ | ûbānînû | oo-va-NEE-noo |
| nor memorial, | וְלָכֶ֗ם | wĕlākem | veh-la-HEM |
| in Jerusalem. | אֵֽין | ʾên | ane |
| חֵ֧לֶק | ḥēleq | HAY-lek | |
| וּצְדָקָ֛ה | ûṣĕdāqâ | oo-tseh-da-KA | |
| וְזִכָּר֖וֹן | wĕzikkārôn | veh-zee-ka-RONE | |
| בִּירֽוּשָׁלִָֽם׃ | bîrûšāloim | bee-ROO-sha-loh-EEM |
Cross Reference
ଏଜ୍ରା 4:3
ମାତ୍ର ସରୁଦ୍ଦାବିଲ ଓ ଯଶୂେଯ ଓ ଇଶ୍ରାୟେଲର ଅନ୍ୟ ପିତୃବଂଶ ପ୍ରଧାନମାନେ ସମାନଙ୍କେୁ କହିଲେ, ଆମ୍ଭମାନଙ୍କ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ମନ୍ଦିର ନିର୍ମାଣ କରିବା ବିଷଯ ରେ ଆମ୍ଭମାନଙ୍କ ସଙ୍ଗେ ତୁମ୍ଭମାନଙ୍କର କୌଣସି ସଂପର୍କ ନାହିଁ। ମାତ୍ର ଆମ୍ଭମାନଙ୍କ ପ୍ରତି ପାରସ୍ଯ ରାଜା କୋରସ ରାଜାଙ୍କ ଆଜ୍ଞା ପ୍ରମାଣେ ଆମ୍ଭମାନେେ ଆପେ ଏକତ୍ରୀତ ହାଇେ ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମନ୍ଦିର ନିର୍ମାଣ କରୁଅଛୁ।
ନିହିମିୟା 2:4
ଏହାପରେ ରାଜା ମାେତେ କହିଲେ, ମାେ ନିକଟରୁ କ'ଣ ସାହାୟ୍ଯ ତୁମ୍ଭେ ଗ୍ଭହଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8:21
ପରମେଶ୍ବରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମ ରେ ଭାଗ ନଇେ ପାରିବ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:31
ସେ କହିଲେ, 'କର୍ଣ୍ଣୀଲିୟ, ପରମେଶ୍ବର ତୁମ୍ଭର ପ୍ରାର୍ଥନା ଶୁଣିଛନ୍ତି ଓ ତୁମ୍ଭେ ଗରିବମାନଙ୍କୁ ଦଇେଥିବା ଦାନ ମନେ ରଖିଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 10:4
କର୍ଣ୍ଣୀଲିୟ ତାହାଙ୍କ ଆଡ଼କୁ ଚାହିଁଲେ ଏବଂ ଭୟ ରେ କହିଲେ, ମହାଶୟ, ଆପଣ କ'ଣ ଚ଼ାହାଁନ୍ତି?
ଯିଖରିୟ 6:14
ସହେି ମୁକୁଟଗୁଡିକ ସଦାପ୍ରଭୁଙ୍କର ମନ୍ଦିର ରେ ସ୍ମାରକପତ୍ର ସ୍ବରୂପ ହିଲ୍ଦଯ, ଟୋବିୟ ୟିଦାଯ ଏବଂ ସିଫନିଯରଙ୍କ ପୁତ୍ର ଯୋଶିୟଯଙ୍କ ସ୍ମରଣାର୍ଥେ ରହିବ।
ଯିଶାଇୟ 56:5
ସମାନଙ୍କେୁ ଆମ୍ଭେ ଆମ୍ଭ ମନ୍ଦିର ମଧିଅରେ ଓ ଆମ୍ଭ ପ୍ରାଚୀର ଭିତ ରେ ପୁତ୍ର କନ୍ଯା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦବୋ।'
ଉପଦେଶକ 7:18
ହସ୍ତ କାଢ଼ି ନ ନଇେ ତାକୁ ଧରି ରଖିବା ରେ ତୁମ୍ଭର ମଙ୍ଗଳ। କାରଣ ଯେ ପରମେଶ୍ବରଙ୍କୁ ସମ୍ମାନ କରେ, ସେ ଉଭୟ କରେ।
ଗୀତସଂହିତା 51:18
ହେ ପରମେଶ୍ବର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର। ତୁମ୍ଭେ ୟିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।
ଗୀତସଂହିତା 35:27
କିଛି ଲୋକ ଚାହାଁନ୍ତି ଭଲ ଘଟଣା ମାେ ଜୀବନରେ ଘଟୁ। ମୁଁ ଆଶା କରେ, ସହେି ଲୋକମାନେ ଅତି ଆନନ୍ଦିତ ଅଟନ୍ତି। କାରଣ ସହେି ଲୋକମାନେ ସର୍ବଦା କୁହନ୍ତି, ସଦାପ୍ରଭୁ ହେଉଛନ୍ତି ମହାନ୍। ସେ ଚାହାଁନ୍ତି ତାଙ୍କର ଭୃତ୍ଯମାନଙ୍କର ସର୍ବଦା ମଙ୍ଗଳ ହେଉ।
ଗୀତସଂହିତା 20:5
ଆମ୍ଭେ ସମସ୍ତେ ଖୁସି ହବେୁ ଯେତବେେଳେ ପରମେଶ୍ବର ତୁମ୍ଭକୁ ସାହାୟ୍ଯ କରିବେ। ଆସ ସମସ୍ତେ ପରମେଶ୍ବରଙ୍କ ନାମର ଜଯଗାନ କରିବା। ୟାହା ତୁମ୍ଭେ ଚାହୁଁଛ, ସଦାପ୍ରଭୁ ତୁମ୍ଭର ସହେି ସକଳ କାମନା ପୂରଣ କରନ୍ତୁ।
ଗୀତସଂହିତା 122:6
ୟିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର। ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରମେ କରନ୍ତି ସମାନେେ ସଠାେରେ ଶାନ୍ତି ପାଇବେ।
ଏଷ୍ଟର ବିବରଣ 4:11
ବିନା ରାଜା ଡାକରା ରେ ପୁରୁଷ ଓ ସ୍ତ୍ରୀ ଯେ କହେି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ୟାଏ ତାହାର ପ୍ରାଣଦଣ୍ତ ଦବୋର ଏକମାତ୍ର ବ୍ଯବସ୍ଥା ଅଛି। କବଳେ ଯାହା ପ୍ରତି ରାଜା ସ୍ବର୍ଣ୍ଣମଯ ରାଜଦଣ୍ତ ବଢାନ୍ତି, ସହେି ବଞ୍ଚେ। ଏହା ରାଜାଙ୍କର ସବୁଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି। ମାତ୍ର ଗତ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ୟିବାପାଇଁ ଡାକରା ପାଇନାହିଁ।
ଦିତୀୟ ବଂଶାବଳୀ 26:5
ଉଷିୟ ଜିଖରିଯଙ୍କ ଜୀବନକାଳ ମଧିଅରେ ପରମେଶ୍ବରଙ୍କର ଅନୁଗମନ କଲେ। ପରମେଶ୍ବରଙ୍କୁ କିପରି ସମ୍ମାନ କରିବାକୁ ଓ ତାଙ୍କର ବାଧ୍ଯ ହବୋକୁ ହବେ, ତାହା ଜିଖରିଯ ଉଷିୟଙ୍କୁ ଶିକ୍ଷା ଦେଲେ। ଉଷିୟ ଯେତବେେଳେ ସଦାପ୍ରଭୁଙ୍କର ବାଧ୍ଯ ହେଲେ, ପରମେଶ୍ବର ତାଙ୍କୁ ସଫଳତା ଦେଲେ।
ଗଣନା ପୁସ୍ତକ 10:10
ଆଉ ମଧ୍ଯ ତୁମ୍ଭମାନଙ୍କ ଆନନ୍ଦ ଦିନ ରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବ ରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭ ରେ ତୁମ୍ଭମାନେେ ଆପଣାମାନଙ୍କ ହାମବେଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ। ତାହା ପରମେଶ୍ବରଙ୍କ ସମ୍ମୁଖ ରେ ସ୍ମରଣାର୍ଥେ କରାୟିବ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।
ଯାତ୍ରା ପୁସ୍ତକ 28:29
ଯେତବେେଳେ ହାରୋଣ ପବିତ୍ର ସ୍ଥାନକୁ ପ୍ରବେଶ କରିବ, ସହେି ସମୟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ନିତ୍ଯ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟା ରେ ଇଶ୍ରାୟେଲ ପୁତ୍ରଗଣର ନାମ ସକଳ ଆପଣା ହୃଦଯ ଉପରେ ବହନ କରିବ।
ଗୀତସଂହିତା 102:13
ତୁମ୍ଭେ ଉଠ ଓ ସିୟୋନକୁ ଦୟା କର। ସହେି ୟଥାର୍ଥ ସମୟ ଆସିଅଛି। ଯେତବେେଳେ ତୁମ୍ଭେ ସିୟୋନକୁ ଦୟା କରିବ।
ଲେବୀୟ ପୁସ୍ତକ 24:7
ଆଉ ରୋଟୀ ପରିବର୍ତେ ସ୍ମରଣାର୍ଥକ ନବୈେଦ୍ଯରୂପେ ପ୍ରତି ଧାଡିର ଉପରେ ନିର୍ମଳ ସୁବାସିତ ଲୋବାନ୍ ଦବେ।
ଲେବୀୟ ପୁସ୍ତକ 2:2
ପୁଣି ତାକୁ ହାରୋଣର ଯାଜକ ପୁତ୍ରମାନଙ୍କ ନିକଟକୁ ଆଣିବ। ଯାଜକ ସେଥିରୁ ମୁଠିଏ ସରୁ ମଇଦା, କିଛି ତୈଳ ଓ ସମସ୍ତ କପୂର୍ର ନବେ। ତା'ପରେ ଯାଜକ ଏହି ସ୍ମାରକ ଅଂଶ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନବୈେଦ୍ଯ ଅଟେ।