Numbers 15:31
କାରଣ ସେ ସଦାପ୍ରଭୁଙ୍କର ବାକ୍ଯ ଅବଜ୍ଞା କଲା ଓ ତାଙ୍କର ଆଜ୍ଞା ଭଂଗ କଲା, ତେଣୁ ସେ ବ୍ଯକ୍ତି ନିଶ୍ଚିତ ବହିସ୍କାର ହବେ ଓ ତା'ର ପାପ ସେ ବହନ କରିବ।
Numbers 15:31 in Other Translations
King James Version (KJV)
Because he hath despised the word of the LORD, and hath broken his commandment, that soul shall utterly be cut off; his iniquity shall be upon him.
American Standard Version (ASV)
Because he hath despised the word of Jehovah, and hath broken his commandment, that soul shall utterly be cut off; his iniquity shall be upon him.
Bible in Basic English (BBE)
Because he had no respect for the word of the Lord, and did not keep his law, that man will be cut off without mercy and his sin will be on him.
Darby English Bible (DBY)
For he hath despised the word of Jehovah, and hath broken his commandment: that soul shall surely be cut off; his iniquity is upon him.
Webster's Bible (WBT)
Because he hath despised the word of the LORD, and hath broken his commandment, that soul shall utterly be cut off; his iniquity shall be upon him.
World English Bible (WEB)
Because he has despised the word of Yahweh, and has broken his commandment, that soul shall utterly be cut off; his iniquity shall be on him.
Young's Literal Translation (YLT)
because the word of Jehovah he despised, and His command hath broken -- that person is certainly cut off; his iniquity `is' on him.'
| Because | כִּ֤י | kî | kee |
| he hath despised | דְבַר | dĕbar | deh-VAHR |
| the word | יְהוָה֙ | yĕhwāh | yeh-VA |
| Lord, the of | בָּזָ֔ה | bāzâ | ba-ZA |
| and hath broken | וְאֶת | wĕʾet | veh-ET |
| commandment, his | מִצְוָת֖וֹ | miṣwātô | meets-va-TOH |
| that | הֵפַ֑ר | hēpar | hay-FAHR |
| soul | הִכָּרֵ֧ת׀ | hikkārēt | hee-ka-RATE |
| shall utterly | תִּכָּרֵ֛ת | tikkārēt | tee-ka-RATE |
| off; cut be | הַנֶּ֥פֶשׁ | hannepeš | ha-NEH-fesh |
| his iniquity | הַהִ֖וא | hahiw | ha-HEEV |
| shall be upon him. | עֲוֹנָ֥ה | ʿăwōnâ | uh-oh-NA |
| בָֽהּ׃ | bāh | va |
Cross Reference
ହିତୋପଦେଶ 13:13
ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯକୁ ତୁଚ୍ଛ ମନେ କରେ, ସେ ନିଜର ବିନାଶ କରେ। ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହବେ।
ଦିତୀୟ ଶାମୁୟେଲ 12:9
ତେଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କର ଆଦେଶକକ୍ସ୍ଟ ଅବଜ୍ଞା କଲ? ସେ ଯାହା ଭୂଲ୍ ବୋଲି କହନ୍ତି ତୁମ୍ଭେ ତାହା କାହିଁକି କଲ? ତୁମ୍ଭେ ହିତ୍ତୀଯ ଊରିଯକକ୍ସ୍ଟ ମାରି ତା' ସ୍ତ୍ରୀକକ୍ସ୍ଟ ତୁମ୍ଭେ ସ୍ତ୍ରୀ କରିଅଛ। ତୁମ୍ଭେ ଅେମ୍ମାନୀୟମାନଙ୍କ ଖଣ୍ତାଦ୍ବାରା ଊରିଯକକ୍ସ୍ଟ ମାରି ଅଛ।
ଯିହିଜିକଲ 18:20
କବଳେ ପାପୀମାନେ ମୃତ୍ଯୁବରଣ କରିବେ। ପୁତ୍ର ପିତାର ପାପର ଦଣ୍ଡସବୁ ବହନ କରିବ ନାହିଁ କିମ୍ବା ପିତା ପତ୍ରର ପାପର ଦଣ୍ଡସବୁ ବହନ କରିବ ନାହିଁ। ଜଣେ ଧାର୍ମିକ ବ୍ଯକ୍ତିର ଧାର୍ମିକତା ହିସାବ କରାୟିବ ଓ ଦୁଷ୍ଟର ଦୁଷ୍ଟତା ହିସାବ କରାୟିବ।
ଗୀତସଂହିତା 119:126
ହେ ସଦାପଭ୍ରୁ, ତୁମ୍ଭର କାର୍ୟ୍ଯ କରିବାର ସମୟ ଏହି। କାରଣ ଲୋକମାନେ ତୁମ୍ଭ ନିଯମ ଭାଙ୍ଗିଛନ୍ତି।
ଲେବୀୟ ପୁସ୍ତକ 5:1
ଯଦି କୌଣସି ବ୍ଯକ୍ତି ଯାହା ଦେଖିଅଛି, ଶୁଣିଅଛି ବା ଜାଣିଅଛି ସାକ୍ଷୀରୂପେ ତାହା ପ୍ରକାଶ କରିବା କଥା, ମାତ୍ର ତାହା ଯଦି ସେ ପ୍ରକାଶ ନ କରେ ତବେେ ସେ ପାପ କରେ ଓ ଅପରାଧୀ ହୁଏ।
ପିତରଙ୍କ ଦିତୀୟ ପତ୍ର 2:21
ଯଦି ସମାନେେ ମୂଳରୁ ଠିକ ରାସ୍ତା ଜାଣି ନ ଥାନ୍ତେ, ସମାନଙ୍କେ ପକ୍ଷେ ଭଲ ହାଇେଥାନ୍ତା। ଉତ୍ତମ ମାର୍ଗ ଜାଣି, ପବିତ୍ର ଶାସ୍ତ୍ରର ଶିକ୍ଷାରୁ ବିମୁଖ ହବୋ ଅପେକ୍ଷା ତାହା ନ ଜାଣିଥିଲେ, ଅଧିକ ଭଲ ହାଇେଥାନ୍ତା।
ପିତରଙ୍କ ପ୍ରଥମ ପତ୍ 2:24
ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:28
ଯେଉଁଲୋକ ମାଶାଙ୍କେ ବ୍ଯବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନିଜଣ ସାକ୍ଷୀ ଆବଶ୍ଯକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଇଥିଲା।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:8
ଅତଏବ ଯେଉଁ ଲୋକ ଏହି ଶିକ୍ଷାକୁ ଅବମାନନା କରେ, ସେ ପରମେଶ୍ବରଙ୍କ ଅବମାନନା କରେ, ମଣିଷକୁ ନୁହେଁ। ପରମେଶ୍ବର ତାଙ୍କର ପବିତ୍ରଆତ୍ମା ତୁମ୍ଭମାନଙ୍କୁ ପ୍ରଦାନ କରି ଥାଆନ୍ତି।
ଯିଶାଇୟ 53:6
ମାତ୍ର ଆମ୍ଭମାନେେ ସମସ୍ତେ ମଷେପଲ ସଦୃଶ ବିପଥରେ ବୁଲିଲୁ। ଆମ୍ଭମାନେେ ପ୍ରେତ୍ୟକକ ନିଜ ନିଜ ପଥରେ ୟାଇଅଛୁ। ଆମ୍ଭ ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ପାପର ବୋଝ ମୁଣ୍ଡ ରେ ନଇେ ୟାଇଛନ୍ତି।
ଯିଶାଇୟ 30:12
ଇଶ୍ରାୟେଲର ଧର୍ମସ୍ବରୂପ ଏହି କଥା କୁହନ୍ତି, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯକୁ ତୁଚ୍ଛ କରୁଛ। ପୁଣି ଉପଦ୍ରବ ଓ କୁଟିଳତା ରେ ବିଶ୍ବାସ କରି ତହିଁ ଉପ ରେ ନିର୍ଭର କରୁଛ।
ଗୀତସଂହିତା 38:4
ମୁଁ ପାପ କରିଛି, ମନ୍ଦ କାର୍ୟ୍ଯ କରି ସହେି ପାପ ମାେତେ ଓଜନ ଲାଗୁଛି। ମୁଁ ଅତ୍ଯନ୍ତ ଲଜ୍ଜିତ। ମୁଁ ମୁଣ୍ଡ ଉପରକୁ ଟକେିପାରୁ ନାହିଁ।
ଲେବୀୟ ପୁସ୍ତକ 26:43
ଦେଶ ମଧ୍ଯ ସମାନଙ୍କେ ଦ୍ବାରା ତ୍ଯକ୍ତ ହାଇେ ରହିବ ଓ ସମାନଙ୍କେ ଅବର୍ତ୍ତାମାନର ଶୂନ୍ଯସ୍ଥାନ ହାଇେ ପଡିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ, ପୁଣି ସମାନେେ ନିଜ ନିଜ ଅପରାଧର ଦଣ୍ତ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସମାନେେ ଆମ୍ଭର ବିଧି ଅଗ୍ରାହ୍ଯ କଲେ ଓ ସମାନଙ୍କେ ପ୍ରାଣ ଆମ୍ଭ ବ୍ଯବସ୍ଥା ଘୃଣା କଲା।
ଲେବୀୟ ପୁସ୍ତକ 26:15
ତୁମ୍ଭମାନେେ ଯଦି ମାରେ ବ୍ଯବସ୍ଥା ଅବଜ୍ଞା କର ଓ ମାରେ ଆଜ୍ଞାକୁ ଘୃଣା କର ଓ ମାରେ ଆଜ୍ଞାକୁ ଅନୁସରଣ ନକର, ତବେେ ତୁମ୍ଭମାନେେ ମାରେ ଚୁକ୍ତି ଲଙ୍ଘନ କରିବ।