Proverbs 21:13
ଯେଉଁ ଲୋକ ଦୁଃଖୀ ଦରିଦ୍ରର ଡ଼ାକ ଶୁଣେ ନାହିଁ, ସେ ମଧ୍ଯ ଆପେ ଡ଼ାକିବ। କିନ୍ତୁ ଉତ୍ତର ପାଇବ ନାହିଁ।
Proverbs 21:13 in Other Translations
King James Version (KJV)
Whoso stoppeth his ears at the cry of the poor, he also shall cry himself, but shall not be heard.
American Standard Version (ASV)
Whoso stoppeth his ears at the cry of the poor, He also shall cry, but shall not be heard.
Bible in Basic English (BBE)
He whose ears are stopped at the cry of the poor, will himself get no answer to his cry for help.
Darby English Bible (DBY)
Whoso stoppeth his ears at the cry of the poor, he also himself shall cry, and shall not be heard.
World English Bible (WEB)
Whoever stops his ears at the cry of the poor, He will also cry out, but shall not be heard.
Young's Literal Translation (YLT)
Whoso is shutting his ear from the cry of the poor, He also doth cry, and is not answered.
| Whoso stoppeth | אֹטֵ֣ם | ʾōṭēm | oh-TAME |
| his ears | אָ֭זְנוֹ | ʾāzĕnô | AH-zeh-noh |
| cry the at | מִזַּעֲקַת | mizzaʿăqat | mee-za-uh-KAHT |
| of the poor, | דָּ֑ל | dāl | dahl |
| also he | גַּֽם | gam | ɡahm |
| shall cry | ה֥וּא | hûʾ | hoo |
| himself, | יִ֝קְרָ֗א | yiqrāʾ | YEEK-RA |
| but shall not | וְלֹ֣א | wĕlōʾ | veh-LOH |
| be heard. | יֵעָנֶֽה׃ | yēʿāne | yay-ah-NEH |
Cross Reference
ଯାକୁବଙ୍କ ପତ୍ 2:13
ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦଖାଇବୋ ଉଚିତ। ଯଦି ତୁମ୍ଭେ ଦୟା ନ ଦଖାଇବେ, ତା ହେଲେ ପରମେଶ୍ବର ବିଚାର କଲା ବେଳେ ତୁମ୍ଭ୍ ପ୍ରତି ମଧ୍ଯ ସେ ଦୟା ଦଖାଇବେେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦଖାଇେଥିବା ବ୍ଯକ୍ତି ତାହାର ବିଚାର ହେଲା ବେଳେ ନିର୍ଭୟ ରେ ଠିଆ ହବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7:57
ଏଥି ରେ ଯିହୂଦୀ ନେତାମାନେ କାନ ରେ ହାତ ଦଇେ ଖୁବ୍ ଜାରେ ରେ ପାଟି କଲେ। ସମାନେେ ଏକାଠି ହାଇେ ସ୍ତିଫାନଙ୍କ ଆଡ଼କୁ ଦୌଡ଼ିଲେ।
ମାଥିଉଲିଖିତ ସୁସମାଚାର 18:30
କିନ୍ତୁ ପ୍ରଥମ ଚ଼ାକର ର୍ଧୈୟ୍ଯ ଧରିବାକୁ ମନା କଲା। କବଳେ ଏତିକି ନୁହେଁ, ସେ ବିଚ଼ାରପତିଙ୍କ ନିକଟକୁ ଯାଇ ଦ୍ବିତୀୟ ଚ଼ାକର ବିରୁଦ୍ଧ ରେ ଅଭିଯୋଗ ମଧ୍ଯ କଲା। ଦ୍ବିତୀୟ ଚ଼ାକରକୁ କାରାଗାରକୁ ପଠାଇ ଦିଆଗଲା। ଋଣ ପରିଶାଧେ ନ କରିବା ପର୍ୟ୍ଯନ୍ତ ତାକୁ କାରାଗାର ରେ ରହିବାକୁ ପଡ଼ିଲା।
ମାଥିଉଲିଖିତ ସୁସମାଚାର 7:2
ତୁମ୍ଭେ ଅନ୍ୟର ବିଚାର କଲେ ଠିକ୍ ସହେିଭଳି ତୁମ୍ଭର ବି ବିଚାର କରାୟିବ। ତୂମ୍ଭେ ଅନ୍ୟକୁ ଯେଉଁଥି ରେ ତଉଲିବ ପରମେଶ୍ବର ତୁମ୍ଭକୁ ସହେିଥି ରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆୟିବ।
ମାଥିଉଲିଖିତ ସୁସମାଚାର 6:14
ଏଣୁ ତୁମ୍ଭେ ଯଦି ଲୋକଙ୍କ ଅପରାଧ କ୍ଷମା କରିଦବେ ତବେେ ସ୍ବର୍ଗ ରେ ରହୁଥିବା ତୁମ୍ଭମାନଙ୍କର ପରମପିତା ତୁମ୍ଭ ଅପରାଧ ପାଇଁ ତୁମ୍ଭକୁ ମଧ୍ଯ କ୍ଷମା କରି ଦବେେ।
ଯିଖରିୟ 7:9
ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ, ଯଥାର୍ଥ ନ୍ଯାଯ ଆଚରଣ କର, ନିଜ ନିଜ ଭ୍ରାତୃଗଣଙ୍କ ପ୍ରତି ଦୟା ଓ କରୁଣା ପ୍ରକାଶ କର।
ଯିରିମିୟ 34:16
ମାତ୍ର ତେମ୍ଭମାନେେ ତୁମ୍ଭମାନଙ୍କର ମନ ବଦଳାଇ ଆମ୍ଭର ନାମକୁ ଅପବିତ୍ର କଲ। ଆଉ ଯେଉଁମାନଙ୍କୁ ମୁକ୍ତ କରି ବିଦାଯ ଦଇେଥିଲୁ, ପୁନର୍ବାର ସମାନଙ୍କେୁ ଆଣି ଆପଣା ଆପଣା ଦାସ୍ଯକର୍ମ ରେ ବାଧ୍ଯ କରି ନିୟୁକ୍ତ କଲ।
ଯିଶାଇୟ 58:6
ଦୁଷ୍ଟତାରୂପ ବନ୍ଧନ ଫିଟାଇଲେ, ୟୁଆଳିର ବନ୍ଧନ ମୁକ୍ତ କରିବାର ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତିକରି ଛାଡ଼ି ଦବୋର ଓ ପ୍ରେତ୍ୟକକ ୟୁଆଳି ଭଗ୍ନ କରିବାର, ଏହିପ୍ରକାର ଉପବାସ ଆମ୍ଭେ କ'ଣ ମନୋନୀତ କରି ନାହୁଁ ?
ଯିଶାଇୟ 1:15
ତୁମ୍ଭମାନେେ ସବୁ ହସ୍ତ ପ୍ରସାରଣ କରି ମାେତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହାଇେ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭମାନେେ ସବୁ ଅନକେ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତ ରେ ପରିପୂର୍ଣ୍ଣ।
ହିତୋପଦେଶ 28:27
ଯେ ଦରିଦ୍ରକୁ ଦାନ କରେ, ତାର ଅଭାବ ହବେ ନାହିଁ। ମାତ୍ର ଯେ ଆପଣା ଆଖି ବନ୍ଦ କରେ, ସେ ଅନକେ ଅଭିଶାପ ପାଇବ।
ହିତୋପଦେଶ 1:28
ଯେତବେେଳେ ଏହିସବୁ ଘଟିବ, ତୁମ୍ଭମାନେେ ମାରେ ସାହାୟ୍ଯ ଲୋଡ଼ିବ। କିନ୍ତୁ ମୁଁ ତୁମ୍ଭକୁ ସାହାୟ୍ଯ କରିବି ନାହିଁ। ତୁମ୍ଭମାନେ ମାେତେ ଖାଜେିବ। କିନ୍ତୁ ତୁମ୍ଭମାନେେ ମାେତେ ପାଇବ ନାହିଁ।
ଗୀତସଂହିତା 58:4
ସମାନଙ୍କେର କୋର୍ଧ ସର୍ପର ବିଷତୁଲ୍ଯ ବିପଦପୂର୍ଣ୍ଣ। ଆଉ ନାଗସାପ ପରି ୟିଏ ଶୁଣିପାରିବ ନାହିଁ, ସମାନେେ ସତ କଥା ଶୁଣିବାକୁ ବାରଣ କରନ୍ତି।
ଗୀତସଂହିତା 18:41
ମାରେ ଶତ୍ରୁମାନେ ସାହାୟ୍ଯ ପାଇଁ ଚିତ୍କାର କଲେ, କିନ୍ତୁ କହେି ସମାନଙ୍କେୁ ରକ୍ଷା କରିବାକୁ ଆଗଇେ ଆସି ନ ଥଲେ। ସମାନେେ ସଦାପ୍ରଭୁଙ୍କୁ ମଧ୍ଯ ଡାକିଲେ କିନ୍ତୁ ସେ ସମାନଙ୍କେୁ ଉତ୍ତର ଦେଲେ ନାହିଁ।
ନିହିମିୟା 5:13
ମୁଁ ମାରେବସ୍ତ୍ରର ଭାଂଗକୁ ଝାଡିଲି ଏବଂ କହିଲି, ଯେଉଁ ଲୋକ ଏହି ପ୍ରତିଜ୍ଞା ପାଳନ କରିବ ନାହିଁ, ପରମେଶ୍ବର ତାର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏପରି ଝାଡି ଦିଅନ୍ତୁ। ସେ ଏହିପରି କମ୍ପିତ ହେଉ ଓ ଶୂନ୍ଯ ହେଉ।
ନିହିମିୟା 5:1
ଅନକେ ଲୋକେ ୟିହୁଦୀଯ ଭାଇମାନଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ।
ଦିତୀୟ ବିବରଣ 15:7
ଯେତବେେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଦତ୍ତ ଦେଶ ରେ ବାସ କରିବ, ସେତବେେଳେ ତୁମ୍ଭମାନଙ୍କ ମଧିଅରେ ଥିବା ଦରିଦ୍ର ଲୋକମାନଙ୍କୁ ଦୟା କରିବ, ତୁମ୍ଭମାନେେ ସ୍ବାର୍ଥପର ହବେ ନାହିଁ। ତୁମ୍ଭମାନେେ ସମାନଙ୍କେୁ ସାହାୟ୍ଯ କରିବାକୁ ମନା କରିବ ନାହିଁ।
ଲୂକଲିଖିତ ସୁସମାଚାର 13:25
ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତବେେ ତୁମ୍ଭମାନେେ ବାହା ରେ ଠିଆ ହାଇେ କବାଟ ବାଡଇବେ। କିନ୍ତୁ ସେ କବାଟ ଖାଲିବେ ନାହିଁ। ତୁମ୍ଭମାନେେ କହିବ, 'ଆଜ୍ଞା, ଆମ୍ଭ ପାଇଁ ଦ୍ବାର ଫିଟାନ୍ତୁ।' କିନ୍ତୁ ଲୋକଟି କହିବ, 'ମୁଁ ତୁମ୍ଭକୁ ଜାଣିନାହିଁ। ତୁମ୍ଭମାନେେ କେଉଁଠାରୁ ଆସିଛ?'
ମାଥିଉଲିଖିତ ସୁସମାଚାର 25:41
ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, 'ମାେ ପାଖରୁ ଚ଼ାଲିଯାଅ। ପରମେଶ୍ବର ତୁମ୍ଭ ନିମନ୍ତେ ଦଣ୍ଡ ନିରୁପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ୟିବ, ଯାହାକି ଶୟତାନ ଓ ତାର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହାଇେଛି।